Home Left

ଇଡିରେ ହାଜର ହେଲେ ଅଭୟକାନ୍ତ ପାଠକ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ପୂର୍ବତନ ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକ ଗୁରୁବାର ଇଡିରେ ହାଜର ହେଲେ । ସେ ଦ୍ବିତୀୟ ଥର ପାଇଁ ଇଡିରେ ହାଜର ହୋଇଛନ୍ତି। ଚାକିରି ଦେବା ନାଁରେ ଠକେଇ ଓ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ହାଜର ହୋଇଛନ୍ତି। ପୂର୍ବରୁ…

ବିଶ୍ୱର ସବୁଠୁ ଛୋଟ ବଡି ବିଲ୍ଡର

କମ୍‌ ଉଚ୍ଚତା ସମସ୍ତଙ୍କ ପାଇଁ ସମସ୍ୟା ସୃଷ୍ଟି କରେ। ସାଧାରଣତଃ ସମାଜର କିଛି ଲୋକ ସେମାନଙ୍କୁ ଥଟ୍ଟା ପରିହାସ ମଧ୍ୟ କରିଥାନ୍ତି। ଯେଉଁଥିପାଇଁ ସେମାନେ ନିଜକୁ ଲଜ୍ଜିତ ମନେ କରନ୍ତି। କିନ୍ତୁ ଜଣେ ଭାରତୀୟ ବଡି ବିଲ୍ଡର ନିଜର ଉଚ୍ଚତାକୁ ଅସ୍ତ୍ର…

ଲଞ୍ଚ୍‌ ପର୍ଯ୍ୟନ୍ତ ଭାରତର ସ୍କୋର ୧/୮୨

କାନପୁର,୨୫।୧୧: ଶୁଭମନ ଗିଲଙ୍କ ଅର୍ଦ୍ଧଶତକୀୟ ଇନିଂସ ଆଧାରରେ ଭାରତ ପ୍ରଥମ ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ ମଧ୍ୟାହ୍ନ ଭୋଜନ ବିରତି ପର୍ଯ୍ୟନ୍ତ ଗୋଟିଏ ଉଇକେଟ ହରାଇ ୮୨ ରନ ସଂଗ୍ରହ କରିଛି। ଶୁଭମନ ୫୨ ରନରେ ବ୍ୟାଟିଂ କରୁଛନ୍ତି ଏବଂ ଚେତେଶ୍ୱର…

ସାମ୍ନାକୁ ଆସିଲା ଫିଲ୍ମ ‘ଭେଡିୟା’ର ପ୍ରଥମ ଲୁକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ବରୁନ ଧାଓ୍ବନ ଏବଂ ଅଭିନେତ୍ରୀ କ୍ରୀତି ସାନନ ଖୁବ୍‌ଶୀଘ୍ର ତାଙ୍କର ଅପକମିଙ୍ଗ୍‌ ହରର କମେଡି ଫିଲ୍ମ‘ଭେଡିୟା’ ସହ ବଡ ପରଦାରେ ନଜର ଆସିବାକୁ ଯାଉଛନ୍ତି । ଏହି ଫିଲ୍ମକୁ ଅମର କୌଶିକଙ୍କ ନିର୍ଦ୍ଦେଶନା ଦେଇଛନ୍ତି। ତେବେ ଏହି…

କ୍ଷମା ମାଗିଲେ ଅମିର ଖାନ୍‌

ବଲିଉଡ୍‌ ଅଭିନେତା ଅମିର ଖାନ ଏବେ ନିଜ ବ୍ୟକ୍ତିଗତ ଜୀବନୀକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ କୁଆଡେ ତୃତୀୟ ବିବାହ କରିବେ ବୋଲି କୁହାଯାଇଛି। ଏହା ମଧ୍ୟରେ ପ୍ରଶଂସକମାନେ ଅମିରଙ୍କ ଆଗାମୀ ଫିଲ୍ମ ‘ଲାଲ ସିଂ ଚଢା’ ରିଲିଜକୁ ଅପେକ୍ଷା କରି…

ଶିବରାତ୍ରୀ-ମହାପୁରୁଷଙ୍କ ଜୟନ୍ତୀରେ ମାଂସ ଦୋକାନ ବନ୍ଦ…

ଲକ୍ଷ୍ନୌ,୨୫।୧୧: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଆଉ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ମହାପୁରୁଷଙ୍କ ଜୟନ୍ତୀ ଏବଂ ଶିବରାତ୍ରୀରେ ମାଂସ ଦୋକାନ ବନ୍ଦ ରହିବ। ଏ ସମ୍ପର୍କରେ ଏକ ନିର୍ଦ୍ଦେଶ ମଧ୍ୟ ଜାରି କରାଯାଇଛି। ସିନ୍ଧି ସମାଜର ସାଧୁ…

ବାହାରେ ଥାଇ ମାଣ ବସାଇଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୨୫।୧୧: ବୋହୂର ନ୍ୟାର୍ଯ୍ୟ ଅଧିକାର ଦାବିକରି ଗତ ୪ ଦିନ ହେଲା ଶୀତ କାକରରେ ଶାଶୁଘର ସମ୍ମୁଖରେ ଧାରଣା ଦେଇଥିବା ତପସ୍ବିନୀ ଦାସ ଗୁରୁବାର ବୋହୂର କର୍ତ୍ତବ୍ୟ କରିବାକୁ ଭୁଲି ନାହାନ୍ତି । ବୋହୂମାନେ ଶାଶୁଘରେ ମାର୍ଗଶୀର ମାସ ଗୁରୁବାର…

୧୧ କୋଟିର ବଙ୍ଗଳା ସାଙ୍ଗକୁ ଦାମୀ କାର୍‌ର ମାଲିକାଣୀ ଡ୍ରାମା କୁଇନ୍‌; ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ସବୁବେଳେ ବିବାଦରେ ରହିବାକୁ ପସନ୍ଦ କରନ୍ତି ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ। ବ୍ୟକ୍ତିଗତ ଜୀବନକୁ ନେଇ ସେ ରହିଥାନ୍ତି ଚର୍ଚ୍ଚାରେ। ବିଶେଷତଃ ଆଇଟମ୍‌ ଗର୍ଲ ଭାବେ ଖ୍ୟାତ ଏହି ଅଭିନେତ୍ରୀ ଚାକଚକ୍ୟ ଜୀବନ ବିତାଇଥାନ୍ତି। କିଛି ଦିନ ହେଲାଣି ବଡ଼…

ଘରଲୋକ ଯାଇଥିଲେ ଧାନ କାଟିବାକୁ , ରଶି ଲଗାଇ ଝୁଲିପଡ଼ିଲେ ଭଉଣୀଭାଇ

ବାରିପଦା ଅଫିସ,୨୫।୧୧: ମୟୂରଭଞ୍ଜ ଜିଲା ବାରିପଦା ସଦରବ୍ଲକ ଅଧୀନ ଧାନଶୋଳ ଉପକଣ୍ଠ ଲୋଧାସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ସକାଳେ ଲୋଧାସାହିର ଦୁଇ ନାବାଳକ ସମ୍ପର୍କୀୟ ଭାଇଭଉଣୀଙ୍କ ଝୁଲନ୍ତା ମୃତଦେହ ଠାବ ହେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି…

ହଠାତ୍‌ ଟେଷ୍ଟ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ଢାକା,୨୫।୧୧: ନଭେମ୍ବର ୨୬ରୁ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ୨ଟି ଟେଷ୍ଟ ମ୍ୟାଚ ଖେଳାଯିବ। ଏହାପୂର୍ବରୁ ବାଂଲାଦେଶର ତାରକା ଖେଳାଳି ତଥା ଟି-୨୦ ଅଧିନାୟକ ମହମୁଦୁଲ୍ଲା ଟେଷ୍ଟ କ୍ରିକେଟରୁ ଅବସର ନେଇଛନ୍ତି। ବାଂଲାଦେଶ କ୍ରିକେଟ ବୋର୍ଡ ଏହା ନିଶ୍ଚିତ କରିଛି। ମହମୁଦୁଲ୍ଲା…

ଡଙ୍ଗା ବୁଡି ୩୧ ମୃତ

କାଲାଇସ୍‌,୨୫।୧୧: ଫ୍ରାନ୍ସରୁ ଇଂଲଣ୍ଡ ଯାଉଥିବା ଏକ ଯାତ୍ରୀବାହୀ ଡଙ୍ଗା ଇଂଲିଶ ଚ୍ୟାନେଲରେ ବୁଡିଯାଇଛି। ବୁଧବାର ପ୍ରବାସୀଙ୍କୁ ନେଇ ଯାଉଥିବା ଏଭଳି ଘଟଣା ଘଟିଥିବା ସୂଚନା ମିଳିଛି। ତେବେ ଫ୍ରାନ୍ସ ଗୃହ ମନ୍ତ୍ରୀ ଗେରାଲ୍ଡ ଡାର୍ମିନିନ ଏହି ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ…

ରାଜ୍ୟରେ ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୦୧କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri