Home Left

ନିର୍ମାଣ ଶ୍ରମିକଙ୍କ ପ୍ରତି ଅବହେଳା

କେନ୍ଦ୍ରାପଡ଼ା ଅଫିସ,୨୫ା୧୧: ଶ୍ରମିକଙ୍କ ଆର୍ଥିକ ଓ ସାମାଜିକ ଉନ୍ନତି ପାଇଁ ସରକାରଙ୍କ ଯୋଜନା ପ୍ରଣୟନ ହୋଇଛି। ତାହାକୁ କାର୍ଯ୍ୟକାରୀ ପାଇଁ ପ୍ରଶାସନିକ ଅଧିକାରୀଙ୍କ ସମେତ କର୍ମଚାରୀ ଅଛନ୍ତି। ହେଲେ ନିଜ ଦାୟିତ୍ୱ ପ୍ରତି ଅବହେଳା ଏହି ସରକାରୀ କର୍ମଚାରୀଙ୍କ ପାଇଁ ଏବେ…

ପେନ୍‌ସନ ସମ୍ପର୍କିତ ଅଭିଯୋଗ ରଖିଲେ ଅବସରପ୍ରାପ୍ତ ନୌସୈନିକ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ଭେଟେରାନ୍ସ କ୍ଲବ୍‌ ଓଡ଼ିଶା ପକ୍ଷରୁ ଅବସରପ୍ରାପ୍ତ ନୌସୈନିକଙ୍କ ପେନସନ ସମ୍ପର୍କିତ ଏକ ଇପିପିଓ ଅଭିଯୋଗ କାର୍ଯ୍ୟଶାଳା ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ନୌସେନା ରକ୍ଷା ଲେଖା ନିର୍ଦ୍ଦେଶକ କାର୍ଯ୍ୟାଳୟ ମୁମ୍ବାଇ ପକ୍ଷରୁ କେନ୍ଦ୍ରୀୟ ଅଧିକାରୀ ଜଗଦୀଶ ସପ୍‌କାଲେ, ନୌସେନା…

ସ୍ବାମୀଙ୍କୁ ଥାନାରେ ହଟହଟା କଲେ ୨ ସ୍ତ୍ରୀ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ନିଜ ସମ୍ପର୍କରେ ମିଛ କଥା କହି ବିବାହ କରୁଥିଲେ। ମିଛ ପ୍ରତିଶ୍ରୁତି ଦେଇ ସମସ୍ତ ସମ୍ପତ୍ତି ଲୁଟିନେବା ପରେ ଆଉଜଣଙ୍କୁ ସ୍ତ୍ରୀ କରୁଥିଲେ। ଏମିତି ୩ଜଣଙ୍କୁ ବିବାହ କରିଥିବା ସ୍ବାମୀଙ୍କୁ ଶେଷରେ ଥାନାରେ ହଟହଟା ହେବାକୁ ପଡିଛି। ଗଣମାଧ୍ୟମକୁ ପ୍ରତ୍ରିକ୍ରିୟା…

୧୦୦ଦିନ ପୂରଣ କଲା ତାଲିବାନ ହେଲେ ମିଳିଲାନି ମାନ୍ୟତା

କାବୁଲ,୨୫ ।୧୧: ଆଫଗାନିସ୍ତାନରେ ତାଳିବାନର ଶାସନକୁ ୧୦୦ ଦିନ ପୂରଣ ହୋଇଛି । ଇତିମଧ୍ୟରେ ତାଳିବାନକୁ ଶିକ୍ଷା ମିଳିଛି ଯେ କୌଣସି ଶାସନକୁ ହଟାଇ ଦେଶକୁ ନିଜ ଅକ୍ତିୟାରକୁ ନେବା ସହଜ କଥା, ହେଲେ ଏହାକୁ ଅନ୍ତରାଷ୍ଟ୍ରୀୟ ମାନ୍ୟତା ମିଳିବା ସହଜ…

ଗାଜର ଖାଇଲେ ଏସବୁ ରୋଗରୁ ମିଳେ ମୁକ୍ତି

ଗାଜର ଆମ ଶରୀର ପାଇଁ ବହୁ ଉପକାରୀ। ଏଥିରେ ପୋଷକ ତତ୍ତ୍ବ ଥିବାରୁ ଏହା ଶରୀର ପାଇଁ ନିହାତି ଆବଶ୍ୟକ। ଗାଜର ଖାଇବା ଦ୍ୱାରା ଶରୀର ସୁସ୍ଥ ରହିଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରି ରହିଛି। ଗାଜର ଖାଇଲେ ଅନେକ ରୋଗ…

ଭିମ୍‌ସାରରେ ପୁଣି ୧୬ କରୋନା ସଂକ୍ରମିତ

ସମ୍ବଲପୁର,୨୫ା୧୧(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିମ୍‌ସାରରେ ବୁଧବାର ଆଉ ୧୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୪୭ରେ ପହଞ୍ଚତ୍ଛି। ସେମାନଙ୍କ ମଧ୍ୟରେ ଏମ୍‌ବିବିଏସ୍‌ର ୨୩ ଛାତ୍ରୀ ଓ ୨୪ ଛାତ୍ର ଅଛନ୍ତି। ପରିସ୍ଥିତିକୁ ଦେଖି ଜିଲା ପ୍ରଶାସନ…

ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌କୁ ଅଣ୍ଡାମାଡ଼: ୩ ଗିରଫ

ପୁରୀ ଅଫିସ,୨୫ା୧୧: ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତବେଳେ ତାଙ୍କ କାରକେଡ୍‌କୁ ଅଣ୍ଡାମାଡ଼ କରିବା ଅଭିଯୋଗରେ ପୁରୀ ପୋଲିସ ୩ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପୁରୀ ଜିଲା ଭାଜପା ଯୁବମୋର୍ଚ୍ଚା ସଭାପତି ଜୟନ୍ତ କୁମାର ଦାସ, ପ୍ରଦୀପ ପରିଡ଼ା…

ଜଳ ପରିଚାଳନାରେ ପ୍ରମୁଖ ଭୂମିକା ନେବେ ମହିଳା

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ରାଜ୍ୟ ଜଳ ସମ୍ପଦ ବିଭାଗ ଏବଂ ୟୁନିସେଫ ମଧ୍ୟରେ ବୁଧବାର ଅପରାହ୍ନରେ ଏକ ବୁଝାମଣାପତ୍ର (ଏମ୍‌ୟୁ) ସ୍ବାକ୍ଷରିତ ହୋଇଛି। ଜଳ ପରିଚାଳନାରେ ବିଭିନ୍ନ ଗୋଷ୍ଠୀଙ୍କୁ ନିୟୋଜିତ କରିବା, ଯନତ୍ଶୀଳ ଓ ବିଜ୍ଞତାର ସହ ଜଳର ସୁବ୍ୟବହାର, ବଣ୍ଟନରେ ସମାନତା, ସଂରକ୍ଷଣ,…

୧୩,୦୨୦ ଏସ୍‌ସି, ଏସ୍‌ଟି, ଓବିସିଙ୍କୁ ଦକ୍ଷତା ବିକାଶ ତାଲିମ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ୫-ଟି ଉପକ୍ରମରେ ପ୍ରୟାସ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟର କାର୍ଯ୍ୟକାରିତା ନିମନ୍ତେ ବୁଧବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଓଡ଼ିଶା ଜନଜାତି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଐତିହାସିକ: ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୫ା୧୧: ଶ୍ରୀମନ୍ଦିର ପରିସର ଆଧୁନିକୀକରଣ ହେବାକୁ ଯାଉଛି। ଖୁବ୍‌ଶୀଘ୍ର ନୂଆ ପ୍ରକଳ୍ପ ଅନୁଯାୟୀ ନୂଆ ରୂପ ନେବ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁରୀ ଗସ୍ତରେ ଆସି ଗଜପତିଙ୍କ ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।…

ଜୁନିୟର ହକି ବିଶ୍ୱକପ ଉଦ୍‌ଘାଟିତ

ଭୁବନେଶ୍ୱର,୨୫ା୧୧(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ହକି ଇତିହାସରେ ଯୋଡ଼ିହୋଇଛି ଏକ ନୂଆ ଫର୍ଦ୍ଦ। କଳିଙ୍ଗ ଷ୍ଟାଡିୟମରେ ବୁଧବାର ଉଦ୍‌ଘାଟିତ ହୋଇଯାଇଛି ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପ। ପୂର୍ବରୁ ଚାମ୍ପିୟନ୍ସ ଟ୍ରଫିଠାରୁ ଆରମ୍ଭ କରି ସିନିୟର ହକି ବିଶ୍ୱକପ ପର୍ଯ୍ୟନ୍ତ ଅଧ…

‘ପଞ୍ଚାୟତ ନିର୍ବାଚନରେ ପରିବର୍ତ୍ତନର ମୂଳଦୁଆ’

ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ): ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି ବିପର୍ଯ୍ୟସ୍ତ ଅବସ୍ଥାରେ ଥିବାବେଳେ ହେଲ୍‌ଥ ସ୍ମାର୍ଟ କାର୍ଡ ବଣ୍ଟାଯାଉଛି। କୋଟି କୋଟି ଟଙ୍କାର ରାଜସ୍ବ ଖର୍ଚ୍ଚ କରି ହେଲ୍‌ଥ କାର୍ଡ ବଣ୍ଟନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ ପ୍ରଚାର ଚଳାଇଛନ୍ତି। ହେଲେ ଭୋଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri