ଘଡ଼ିଆଳ କୁମ୍ଭୀର ଦେହରେ ଲାଗିବ ସାଟେଲାଇଟ୍ ଟ୍ରାନ୍ସମିଟର
ବାରଙ୍ଗ,୨୫ା୧୧(ଡି.ଏନ୍.ଏ.): ନନ୍ଦନକାନନରୁ ଚଳିତ ମାସରେ ମହାନଦୀ ଓ ତା’ର ଅବବାହିକାରେ ଛଡ଼ାଯିବ ଘଡ଼ିଆଳ କୁମ୍ଭୀର। ମହାନଦୀରେ ଘଡ଼ିଆଳ କୁମ୍ଭୀର ସଂଖ୍ୟା ବୃଦ୍ଧି କରିବା ଲକ୍ଷ୍ୟ ନେଇ ୮ଟି କୁମ୍ଭୀର ଛୁଆଙ୍କୁ ଛଡ଼ାଯିବାକୁ ନନ୍ଦନକାନନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ନଭେମ୍ବର ଶେଷ ସପ୍ତାହ…
ନକଲି ହେଲମେଟ, ପ୍ରେସରକୁକର. ସିଲିଣ୍ଡର ବିକ୍ରି କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୨୫ ।୧୧: ଜୀବନ ପ୍ରତି ବିପଦ ଥିବା ନକଲି ଉତ୍ପାଦନର ବିକ୍ରି ଓ ନିର୍ମାଣ ଉପରେ ଲଗାମ ଲାଗାଇବାକୁ ସରକାର ସାରା ଦେଶରେ ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି । କେନ୍ଦ୍ରୀୟ ଉପଭୋକ୍ତା ସଂରକ୍ଷଣ ପ୍ରାଧିକରଣ(ସିସିପିଏ) ବୁଧବାର କହିଛି ମିଥ୍ୟା ଆଇଏସ୍ଆଇ…
ଅଭିଯୋଗ ଶୁଣିବ ଜନଶୁଣାଣି ପୋର୍ଟାଲ
ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ): କୌଣସି କାର୍ଯ୍ୟାଳୟକୁ ନ ଯାଇ ହାତପାଆନ୍ତାରେ ମିଳିବ ସେବା। ଲୋକମାନେ ଡିଜିଟାଲ ପ୍ଲାଟ୍ଫର୍ମରେ ନିଜର ଅଭିଯୋଗ ଦାଖଲ କରିପାରିବେ। ପୁରାତନ ପୁସ୍ତକ, ବିରଳ ସାହିତ୍ୟକୃତି ବିଷୟରେ ଜାଣିପାରିବେ। ଏସବୁ ଉପଲବ୍ଧ ହେବ ଡିଜିଟାଲ ଫର୍ମାଟ୍ରେ। ଏଭଳି ମହତ୍ ଉଦ୍ଦେଶ୍ୟ…
ମହିଳାଙ୍କ ବିକାଶରେ ପୃଥିବୀର ବିକାଶ
ପାରିବାରିକ ଜୀବନରେ ମହିଳାଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସେହିପରି ସମାଜ ତଥା ଦେଶ ଏବଂ ସର୍ବୋପରି ପୃଥିବୀର ସାମଗ୍ରିକ ବିକାଶରେ ମହିଳାଙ୍କର ଭୂମିକା ଅପରିହାର୍ଯ୍ୟ ହୋଇଥାଏ। ମହିଳାଙ୍କ ବିକାଶ ମାଧ୍ୟମରେ ଯେକୌଣସି ଦେଶର ବିକାଶ ସମ୍ଭବ ହୋଇପାରିଥାଏ। ମାତ୍ର ମହିଳାଙ୍କ ଉପରେ…
ହ୍ୟାକିଂ ପଛରେ ବଡ଼ ନେଟ୍ୱର୍କ
ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର (ଓକାକ୍) ସିଇଓ ତଥା ରାଜ୍ୟ ଇଲେକ୍ଟ୍ରୋନିକ୍ସ ଆଣ୍ଡ୍ ଆଇଟି ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପଟ୍ଟନାୟକଙ୍କ ହ୍ବାଟ୍ସଆପ୍ ହ୍ୟାକ୍ କରି ୫ଜଣ ସମ୍ପର୍କୀୟଙ୍କଠାରୁ ୭ ଲକ୍ଷ ଟଙ୍କା ଠକେଇ ଘଟଣାରେ ସମ୍ପୃକ୍ତ ନାଇଜେରିଆ…
ଆଜିଠାରୁ ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟେଷ୍ଟ: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍
କାନପୁର,୨୪।୧୧:ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୨ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗୁରୁବାର ଠାରୁ ଖେଳାଯିବ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜ କ୍ଲିନ୍ସୁଇପ୍ କରିଥିଲା। ଏବେ ଭାରତ ଟେଷ୍ଟ ସିରିଜ ଉପରେ ନଜର ରଖିଛି।…
ମରଣ ମୁହଁରୁ ବର୍ତ୍ତିଲେ
ହାଇଦ୍ରାବାଦ, ୨୫।୧୧: ହାଇଦ୍ରାବାଦର ନେହେରୁ ଜୁଲୋଜିକାଲ ପାର୍କରେ ଏକ ଅଘଟଣ ଟଳି ଯାଇଛି। ଜଣେ ୩୧ ବର୍ଷୀୟ ବ୍ୟକ୍ତି ମଙ୍ଗଳବାର ଆଫ୍ରିକୀୟ ସିଂହର ଏନକ୍ଲୋଜର ମଧ୍ୟରେ ପ୍ରବେଶ କରିଥିଲେ। କୌଣସି ଅଘଟଣ ଘଟିବା ପୂର୍ବରୁ ଚିଡ଼ିଆଖାନା କର୍ମଚାରୀ ତାଙ୍କୁ ଉଦ୍ଧାର କରି…
ହୋମୱାର୍କ ପାଇଁ ହାତଗୋଡ଼ ବାନ୍ଧି ଟାଙ୍ଗି ଦେଲେ
କୋଟା,୨୫।୧୧: ହୋମୱାର୍କ ନ କରିବାରୁ ୮ ବର୍ଷୀୟ ପୁଅର ହାତଗୋଡ଼ ବାନ୍ଧି ଫ୍ୟାନରେ ଓଲଟା ଟାଙ୍ଗି ଦେଇଥିଲେ ବାପା। ଏତିକିରେ ଶାନ୍ତ ହୋଇ ନ ଥିଲା ବାପାଙ୍କ ରାଗ। ପୁଅକୁ ଟାଙ୍ଗି ନିର୍ଦୟ ଭାବେ ମାଡ଼ ମଧ୍ୟ ମାରିଥିଲେ। ଘଟଣାର ଭିଡିଓ…
ଜନସାଧାରଣଙ୍କୁ ଟାର୍ଗେଟ କରୁଥିବା ଆତଙ୍କବାଦୀ ସଂଗଠନର ୩ ସଦସ୍ୟ ନିହତ
ଶ୍ରୀନଗର,୨୪।୧୧: ଜମ୍ମୁ-କଶ୍ମୀର ପୋଲିସ ଗୁଳିରେ ବୁଧବାର ୩ ଆତଙ୍କବାଦୀ ନିପାତ ହୋଇଛନ୍ତି। ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି ଏହି ଆତଙ୍କବାଦୀ ଗୋଷ୍ଠିର ସଦସ୍ୟମାନେ ସହରରେ ଚଳିତ ମାସରେ ୫ ସାଧାରଣ ନାଗରିକଙ୍କ ହତ୍ୟା କରିଥିଲେ। ପୋଲିସ ଅନୁଯାୟୀ, ହାଇଡରପୋରାଠାରୁ କିଛି କିଲୋମିଟର ଦୂରରେ…
ଧୋନୀ, ସିଏସ୍କେ ଫ୍ୟାନଙ୍କ ପାଇଁ ଖୁସି ଖବର
ନୂଆଦିଲ୍ଲୀ,୨୪।୧୧: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଦୀର୍ଘ ଦିନର କ୍ୟାପଟେନ ମହେନ୍ଦ୍ର ସିଂ ଧୋନୀଙ୍କୁ ଆଇପିଏଲର ଆଗାମୀ ୩ ସିଜନ ପାଇଁ ରିଟେନ କରିଛି। ଧୋନୀଙ୍କ ବ୍ୟତୀତ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଓ ଓପନର ରୁତୁରାଜ ଗାଏକ୍ୱାଡଙ୍କୁ ମଧ୍ୟ ବଜାୟ ରଖିବାକୁ…
ରେକର୍ଡଠୁ ହାତେ ଦୂରରେ ଅଶ୍ୱିନ
କାନପୁର,୨୪।୧୧: ଏଠାରେ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଥିବା ପ୍ରଥମ ଟେଷ୍ଟରେ ରବିଚନ୍ଦ୍ରନ ଅଶ୍ୱିନଙ୍କ ପାଖରେ ଭେଟେରାନ ଅଫ୍ ସ୍ପିନର ହରଭଜନ ସିଂଙ୍କୁ ପଛରେ ପକାଇବା ପାଇଁ ସୁଯୋଗ ଅଛି। ଏବେ ଭାରତ ପାଇଁ ସର୍ବାଧିକ ଟେଷ୍ଟ…
୮ ବର୍ଷର ନାବାଳିକାଙ୍କୁ ଗଣବଳାତ୍କାର ପରେ ହତ୍ୟା
ମାଙ୍ଗାଲୁରୁ,୨୪।୧୧: ୮ ବର୍ଷୀୟା ଝିଅକୁ ଗଣବଳାତ୍କାର ଓ ହତ୍ୟା ଘଟଣାରେ ବୁଧବାର ୪ ଜଣଙ୍କୁ ଗିରଫ କରିଛି କର୍ନାଟକ ପୋଲିସ। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଜୟବନ (୨୧), ମୁକେଶ ସିଂ (୨୦), ମନୀଷ ତୀର୍କି (୩୩) ଓ ମୁନୀମ ସିଂ…
Archives


