Home Left

ମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ: ହେମାମାଳିନୀ ହୋଇଗଲେଣି ପୁରୁଣା, କାଟ୍ରିନା କୈଫ୍‌ଙ୍କ ଗାଲ ଭଳି ହେବ ରାସ୍ତା

ଜୟପୁର,୨୪।୧୧: ରାଜସ୍ଥାନର ଅଶୋକ ଗେହଲଟ ସରକାରରେ ନୂତନ ମନ୍ତ୍ରୀ ହୋଇଥିବା ରାଜେନ୍ଦ୍ର ସିଂହ ଗୁଢା ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଝୁନଝୁନୁର ପୌଙ୍ଖ ଗ୍ରାମରେ ଏକ ଅଭିଯାନ ଆରମ୍ଭ କରି ମନ୍ତ୍ରୀ ରାଜେନ୍ଦ୍ର ସିଂ କହିଛନ୍ତି, ଅଭିନେତ୍ରୀ ହେମାମାଳିନୀଙ୍କ…

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୯୯କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ଥିବା ବେଳେ ଜଗତସିଂହପୁର ଜିଲାରୁ ଜଣେ ଅଛନ୍ତି। ତେବେ ଆଜି…

ଶପିଂ କରିବାକୁ ଯାଇ ରାସ୍ତା ଭୁଲିଗଲେ ଜାପାନ ରାଜକୁମାରୀ

ଟୋକିଓ,୨୪ା୧୧: ଜାପାନର ରାଜକୁମାରୀ ମାକୋ ବିଳାସମୟ ଜୀବନ ଏବଂ କୋଟିକୋଟି ଟଙ୍କାର ସମ୍ପତ୍ତି ଛାଡ଼ି ଜଣେ ସାଧାରଣ ଲୋକଙ୍କୁ ବିବାହ କରି ଚର୍ଚ୍ଚାରେ ରହିଛନ୍ତି। ମାକୋ ଏବେ ସ୍ବାମୀ କେଇ କୋମୁରୋଙ୍କ ସହ ଜାପାନ ଛାଡ଼ି ଆମେରିକାରେ ରହୁଛନ୍ତି। ଏହା ମଧ୍ୟରେ…

ବିଶ୍ୱର ୫ ଦୁର୍ଭାଗ୍ୟଶାଳୀ କ୍ରିକେଟର୍‌

ଦେଶ ପାଇଁ ଥରେ ବିଶ୍ୱକପ ଖେଳିବା ଏବଂ ଟ୍ରଫି ଜିତିବା ପ୍ରତ୍ୟେକ କ୍ରିକେଟରଙ୍କ ସ୍ବପ୍ନ ଥାଏ। କିନ୍ତୁ ବିଶ୍ୱରେ ଅନେକ କ୍ରିକେଟର ଅଛନ୍ତି, ଯେଉଁମାନେ ଦେଶ ପାଇଁ ଭଲ ଖେଲିଥିଲେ ମଧ୍ୟ ବିଶ୍ୱକପ୍‌ ଦଳରେ ସ୍ଥାନ ପାଇ ପାରି ନ ଥିଲେ।…

ଆଜିଠୁ ଦୁଇ ଦିନିଆ ୟୁପି ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୪।୧୧: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜିଠୁ ଦୁଇ ଦିନିଆ ଉତ୍ତରପ୍ରଦେଶର କାନପୁର ଗସ୍ତରେ ଯିବେ। ରାଷ୍ଟ୍ରପତି ଆଜି ଚୌଧୁରୀ ହରମୋହନ ସିଂ ଯାଦବଙ୍କ ଜନ୍ମ ଶତବାର୍ଷିକୀ ପାଇଁ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧନ କରିବେ। ଏହା ପରେ ନଭେମ୍ବର ୨୫ରେ ହାରକୋର୍ଟ ବଟଲର…

ସଂଗ୍ରହାଳୟରେ ସହରର ଐତିହ୍ୟ

ସୁପ୍ରିୟା ପ୍ରିୟଦର୍ଶିନୀ କଟକ ଅଫିସ, ୨୪।୧୧: ହଜାର ବର୍ଷର ପୁରୁଣା ସହର କଟକ। ମଧ୍ୟପ୍ରଦେଶର ଉଜ୍ଜୟିନୀ ସହର ପରେ ଏହା ଭାରତର ଦ୍ୱିତୀୟ ସର୍ବ ପୁରାତନ ସହର ବୋଲି କୁହାଯାଏ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କଠାରୁ ଆରମ୍ଭ କରି ପୂର୍ବତନ ମୁଖ୍ୟମନ୍ତ୍ରୀ…

ଡ୍ରେସିଂ ରୁମ୍‌ରେ ରାହୁଲ ଦ୍ରାଭିଡଙ୍କ ଉପସ୍ଥିତିକୁ ନେଇ ପୂଜାରାଙ୍କ ବଡ଼ ଖୁଲାସା

କାନପୁର,୨୪।୧୧:ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଗୁରୁବାର ଠାରୁ କାନପୁରରେ ଆରମ୍ଭ ହେବ। ରାହୁଲ ଦ୍ରାବିଡଙ୍କ ଟିମ ଇଣ୍ଡିଆର ମୁଖ୍ୟ କୋଚଭାବରେ ଏହା ପ୍ରଥମ ଟେଷ୍ଟ ସିରିଜ ହେବ। ଏଭଳି ପରିସ୍ଥିତିରେ ସେ ଜିତିବା ପାଇଁ ଏକ ସ୍ବତନ୍ତ୍ର ରଣନୀତି…

ହାତୀ ଆକ୍ରମଣରେ ଜଣେ ମୃତ

ଦେବଗଡ,୨୪।୧୧(ଡି.ଏନ୍‌.ଏ.): ଦେବଗଡ ଥାନା କାଳକାଠ ଗ୍ରାମ କିସାନ ସାହିର ୬୦ ବର୍ଷିୟ ଚେରୁ କିସାନଙ୍କୁ ଦଳି ଦେଲା ଦନ୍ତା ହାତୀ। ମଙ୍ଗଳବାର ବିଳମ୍ବିତ ରାତି ୩ଟା ସମୟରେ ବାଡ ଭାଙ୍ଗି ଚେରୁଙ୍କ ଘର ଭିତରକୁ ହାତୀ ପଶିବାକୁ ଉଦ୍ୟମ କରୁଥିଲା। ଏଥିରେ…

ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୨୪।୧୧:ପୂର୍ବ ଦିଲ୍ଲୀ ନିର୍ବାଚନମଣ୍ଡଳୀର ଭାଜପା ସାଂସଦ ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ ଦିଆଯାଇଛି। ଗମ୍ଭୀର ଦିଲ୍ଲୀ ପୋଲିସରେ ଏନେଇ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ତାଙ୍କୁ ‘ଆଇଏସ କଶ୍ମୀର’ ପକ୍ଷରୁ ହତ୍ୟା ଧମକ ଦିଆଯାଇଛି। ଏହା…

ନ୍ୟାୟ ଦେବାରେ ପୋଲିସର ପକ୍ଷପାତିତା

ପାଣିକୋଇଲି,୨୪।୧୧(ଡି.ଏନ.ଏ.): ଦଳିତଙ୍କୁ ନିର୍ଯାତନା ଓ ପୋଲିସର ପକ୍ଷପାତିତା ନୀତି ବିରୋଧରେ ଜିଲା ଦଳିତ ସଂଘ ପକ୍ଷରୁ ମଙ୍ଗଳବାର ପାଣିକୋଇଲି ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଧାରଣା ଦିଆଯାଇଥିଲା। ପ୍ରାରମ୍ଭରେ ରାସ୍ତା ଓ ଗୃହ ନିର୍ମାଣ ବିଭାଗ କାର୍ଯ୍ୟାଳୟଠାରୁ ଏକ ଶୋଭାଯାତ୍ରା…

ମଧୁର ଜଳ ସୁନିଶ୍ଚିତ କରିବା ଆମ ଦାୟିତ୍ୱ:ରାଜ୍ୟପାଳ

କେନ୍ଦ୍ରାପଡ଼ା ଅଫିସ,୨୪।୧୧: ଜଳ ହିଁ ଜୀବନ। ଏହାର ସଂରକ୍ଷଣ ଆବଶ୍ୟକ। ଆଗାମୀ ପିଢ଼ି ପାଇଁ ମଧୁର ଜଳ ସୁନିଶ୍ଚିତ କରିବା ଆମର ଦାୟିତ୍ୱ ବୋଲି ରାଜ୍ୟପାଳ ପ୍ରଫେସର ଡ. ଗଣେଶୀ ଲାଲ କହିଛନ୍ତି।  ରାଜ୍ୟପାଳ ଡ. ଲାଲ ସହରର କାକଟସ୍ଥିତ ଶିକ୍ଷକ…

ନାଇଜେରିଆନ ଗ୍ୟାଙ୍ଗ୍‌ ସଦସ୍ୟ ଗିରଫ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ସାଇବର ଠକେଇରେ ସମ୍ପୃକ୍ତ ନାଇଜେରିଆନ ଗ୍ୟାଙ୍ଗ୍‌ର ଆଉଜଣେ ସଦସ୍ୟଙ୍କୁ ଦିଲ୍ଲୀ ପୋଲିସ ବେଙ୍ଗାଲୁରୁରୁ ଗିରଫ କରିଛି। ସେ ହେଲେ ଉକୁଉଦିରି ପାଶ୍ଚାଲ (୪୦)। ଦିଲ୍ଲୀ ପୋଲିସ ତାଙ୍କୁ ୮ଦିନିଆ ରିମାଣ୍ଡରେ ନେଇ ଜେରା କରୁଛି। ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri