Home Left

ଜୀବନ ଯୁଦ୍ଧରେ ହାରିଗଲେ ଅମ୍ରିତ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଜୀବନ ଯୁଦ୍ଧରେ ହାରିଗଲେ ବ୍ରହ୍ମପୁରର ଅମ୍ରିତଙ୍କ ପ୍ରଧାନ। ଅମ୍ରିତ କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ଅବସ୍ଥାରେ ଗତ ଜୁନ୍‌ ମାସରେ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲା। ସେଠାରେ ତାଙ୍କର ଇକ୍‌ମୋ ଚିକିତ୍ସା ଚାଲିଥିଲା। ଇକ୍‌ମୋ ଚିକିତ୍ସାରେ ସମ୍ପୂର୍ଣ୍ଣ…

ଆଜି ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୪।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ। ଏଥିସହ ମହାଯଜ୍ଞର ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ଯୋଗଦେବେ। ସେହିପରି ଶିଳାନ୍ୟାସ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ଏବଂ ଅନ୍ୟ…

କୋରାପୁଟ, ମାଲକାନଗିରି ଜିଲା ପାଇଁ ପାନୀୟ ଜଳ ପ୍ରକଳ୍ପ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ)- ରାଜ୍ୟ ସରକାର ଜଳଜୀବନ ମିଶନ ଯୋଜନାରେ କୋରାପୁଟ ଓ ମାଲକାନଗିରି ଜିଲାର ୮ ବ୍ଲକକୁ ପାନୀୟ ଜଳ ଯୋଗାଇ ଦେବେ। କୋରାପୁଟ ଜିଲାର ୬ ବ୍ଲକ ଅଧୀନରେ ଥିବା ୫୪ ପଞ୍ଚାୟତର ୫୬୮ ଗ୍ରାମର ୨,୪୫,୭୪୮ ଲୋକଙ୍କୁ ପାନୀୟ…

ବିଜୁ ସେତୁ ଯୋଜନାରେ ୫୫୦ ନୂଆ ପ୍ରକଳ୍ପ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟ ସରକାର ବିଜୁ ସେତୁ ଯୋଜନାରେ ରାଜ୍ୟର ପ୍ରତି କୋଣଅନୁକୋଣରେ ସେତୁ ନିର୍ମାଣ କରିବା ପାଇଁ ୩୯୬ ସେତୁ ନିର୍ମାଣ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଏବେ ଏହି ଯୋଜନାରେ ଆହୁରି ୫୫୦ ନୂତନ ପ୍ରକଳ୍ପକୁ ସାମିଲ କରାଯାଇଛି।…

ଲିଙ୍ଗରାଜ ମନ୍ଦିର ପାଇଁ ଅଧ୍ୟାଦେଶ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ଶୈଳୀରେ ରାଜ୍ୟ ସରକାର ଲିଙ୍ଗରାଜ ମନ୍ଦିର ପରିଚାଳନା କରିବାକୁ ଚାହୁଁଛନ୍ତି। ଏଥିଲାଗି ଅଧ୍ୟାଦେଶ ମାଧ୍ୟମରେ ନୂତନ ଆଇନ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି। ଉକ୍ତ ଅଧ୍ୟାଦେଶ ମଙ୍ଗଳବାର କ୍ୟାବିନେଟ ଅନୁମୋଦନ ଲାଭ କରିଛି। ଲିଙ୍ଗରାଜ ମନ୍ଦିର, ଏହାର…

ଆଜିଠାରୁ କଳିଙ୍ଗରେ ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର, ୨୪।୧୧(କ୍ରୀଡ଼ା ପ୍ରତିନିଧି): ଏଫ୍‌ଆଇଏଚ୍‌ ଜୁନିୟର ହକି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ବୁଧବାରଠାରୁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ। ଏହା ଡିସେମ୍ବର ୫ ପର୍ଯ୍ୟନ୍ତ ଚାଲିବ। ପ୍ରତିଯୋଗିତାର ଉଦ୍‌ଘାଟନୀ ଉତ୍ସବ ସନ୍ଧ୍ୟାରେ ଆୟୋଜନ ହେବା କାର୍ଯ୍ୟକ୍ରମ ରହିଛି। ଚାମ୍ପିୟନ୍ସଟ୍ରଫିଠାରୁ ଆରମ୍ଭ…

ପ୍ରତିଟି ଜୀବନ ମୂଲ୍ୟବାନ୍‌: ମୁଖ୍ୟମନ୍ତ୍ରୀ

ରାୟଗଡ଼ା ଅଫିସ,୨୪।୧୧: ରାୟଗଡ଼ାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ଲୋକଙ୍କୁ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସରେ ଏହାକୁ ଉଦ୍‌ଘାଟନ କରିଛନ୍ତି। ଜିଲାର ୨,୫୨,୧୯୧ ପରିବାରର ୮,୩୪,୫୭୦ ଜଣ ଏଥିରୁ ଉପକୃତ ହେବେ।…

ଏମ୍‌କେୟୁଓ୍ବାଇ ପାଇଁ ୫୦୦ କୋଟି ବ୍ୟୟବରାଦ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟର କୃଷି ଉଦ୍ୟୋଗୀଙ୍କୁ ପ୍ରୋତ୍ସାହିତ କରିବା, କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟବସାୟିକ ଉଦ୍ୟୋଗ ପ୍ରତିଷ୍ଠା ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲକ୍ଷ୍ୟ ନେଇ ୨୦୧୮ରୁ କାର୍ଯ୍ୟକାରୀ ହୋଇଛି ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା (ଏମ୍‌କେୟୁଓ୍ବାଇ)। ଆସନ୍ତା…

ଶିଳ୍ପ କଲେ ୨୫୦ କୋଟି ପର୍ଯ୍ୟନ୍ତ ସହାୟତା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ୨୦୨୬ ସୁଦ୍ଧା ଓଡ଼ିଶାକୁ ଇଲେକ୍ଟ୍ରୋନିକ୍ସ ଶିଳ୍ପ କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରାଯିବ। ଏଭଳି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଓଡ଼ିଶା ଇଲେକ୍ଟ୍ରୋନିକ୍ସ ନୀତି-୨୦୨୧ ପ୍ରସ୍ତୁତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଲୋକସେବା ଭବନରେ ଅନୁଷ୍ଠିତ…

ଭାରତର ଏହି ଗାଁରେ ଲିଭ୍‌-ଇନ୍‌ରେ ରହୁଛନ୍ତି ମହିଳା-ପୁରୁଷ: ପଛରେ ରହିଛି ଏହି କାରଣ

ଝାଡଖଣ୍ଡର ଏକ ଗାଁରେ ଲୋକମାନେ ବର୍ଷ ବର୍ଷ ଧରି ବିନା ବିବାହରେ ଏକାଠି ରହୁଛନ୍ତି। ପୂର୍ବ ସିଂହଭୂମର ଏହି ଗାଁର ଅନ୍ୟ ଗ୍ରାମ ପରି ଲୋକଙ୍କ ପାଖରେ ଏକ ପରିବାର ଏବଂ ଘର ଅଛି, କିନ୍ତୁ ସେମାନଙ୍କ ମଧ୍ୟରୁ ଅଧିକାଂଶ ଏପରି…

ବାପାଙ୍କ ମାସକ ଦରମା ଟଙ୍କାକୁ ପୋଡି ଦେଇଥିଲେ ସଲମାନ, ଜଣାପଡିବା ପରେ…

ବଲିଉଡର ପ୍ରସିଦ୍ଧ ସ୍କ୍ରିପ୍ଟ ଲେଖକ ତଥା ସଲମାନ ଖାନଙ୍କ ପିତା ସଲିମ ଖାନ ଅନେକ କଳାକାରଙ୍କୁ ସୁପରଷ୍ଟାର କରିଛନ୍ତି। ସେ କଳାକାରଙ୍କ ପାଇଁ ସର୍ବଦା ସ୍ମରଣୀୟ ରହିବେ। ସେ ଭଲ ପିତା ଭାବରେ ମଧ୍ୟ ଜଣାଶୁଣା। ସେ ତାଙ୍କର ତିନିପୁଅଙ୍କ ପ୍ରତିପୋଷଣରେ…

ସେଣ୍ଟ୍ରାଲ ଭିଷ୍ଟା ପ୍ଲଟ୍‌ ବିରୋଧରେ ଆବେଦନ ଖାରଜ

ନୂଆଦିଲ୍ଲୀ, ୨୪।୧୧: ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପରେ ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ପାଇଁ ନିର୍ମାଣ ହେବାକୁ ଥିବା ସରକାରୀ ବାସଗୃହ ଲାଗି ବ୍ୟବହୃତ ପ୍ଲଟ(ଜମି) ପରିବର୍ତ୍ତନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ସୁପ୍ରିମକୋର୍ଟ ମଙ୍ଗଳବାର ଖାରଜ କରିଦେଇଛନ୍ତି। ଏହା ସରକାରୀ ନିଷ୍ପତ୍ତି ହୋଇଥିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri