ବୋଟ୍ ବୁଡ଼ି ୬ ଛାତ୍ରଙ୍କ ଜୀବନ ଗଲା
କଲମ୍ବୋ,୨୩।୧୧: ଶ୍ରୀଲଙ୍କା ଉପକୂଳରେ ମଙ୍ଗଳବାର ଏକ ବୋଟ୍ ବୁଡ଼ିଯିବାରୁ ୬ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୭ ଜଣ ଛାତ୍ର ପହଁରି କୂଳକୁ ଚାଲିଆସିଥିଲେ। ଶ୍ରୀଲଙ୍କାର ପୂର୍ବ ଉପକୂଳରେ ଥିବା କୁରିଞ୍ଚକେନିରୁ ବୋଟ୍ଟି ଛାତ୍ରମାନଙ୍କୁ ନେଇ କିନ୍ନିୟା ସହରକୁ ଯାଉଥିଲା।…
ନାବାଳିକାଙ୍କ ବଳାତ୍କାର ପାଇଁ ବାପାଙ୍କୁ ମୃତ୍ୟୁଦଣ୍ଡ
ବାହରିଚ୍, ୨୩।୧୧: ଉତ୍ତରପ୍ରଦେଶର ବାହରିଚ୍ ଜିଲାରେ ନାବାଳିକା ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଦୋଷୀସାବ୍ୟସ୍ତ ଜଣେ ୪୦ ବର୍ଷୀୟ ବାପାଙ୍କୁ ମଙ୍ଗଳବାର ମୃତ୍ୟୁଦଣ୍ଡାଦେଶ ମିଳିଛି। ଏଥିସହିତ ଅତିରିକ୍ତ ସେସନ୍ସ ଜଜ୍ ନିତୀନ କୁମାର ପାଣ୍ଡେ ତାଙ୍କୁ ୫୧,୦୦୦ ଟଙ୍କା ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି।…
କାତାରକୁ ଫିଫା ବିଶ୍ୱକପ୍ ଆୟୋଜନ ଅଧିକାର ପଛରେ ପୂର୍ବତନ ସିଆଇଏ ଏଜେଣ୍ଟ
ଓ୍ବାଶିଂଟନ,୨୩।୧୧: ସିଆଇଏର ଜଣେ ପୂର୍ବତନ ଅଧିକାରୀ ବର୍ଷ ବର୍ଷ ଧରି ୨୦୨୨ ଫୁଟ୍ବଲ ବିଶ୍ୱକପ୍ ଆୟୋଜକ କାତାର ପାଇଁ କାର୍ଯ୍ୟ କରୁଥିବା ତଦନ୍ତରୁ ଜଣାପଡ଼ିଛି। ଫୁଟ୍ବଲ ବିଶ୍ୱକପ୍ ଆୟୋଜନ ଅଧିକାର ହାସଲ କରିବା ଲାଗି କାତାରକୁ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍ଏ) ଓ…
କୃଷି ଆଇନ ପ୍ରତ୍ୟାହାର ଲାଗି ବସିବ କ୍ୟାବିନେଟ ବୈଠକ
ନୂଆଦିଲ୍ଲୀ, ୨୩।୧୧: କୃଷି ଆଇନ ପ୍ରତ୍ୟାହାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ଶୁକ୍ରବାର ଘୋଷଣା କରିଥିଲେ। ବୁଧବାର ପ୍ରଧାନମନ୍ତ୍ରୀଙ୍କ ବାସଭବନରେ କ୍ୟାବିନେଟ ବୈଠକ ବସି ଆଇନ ପ୍ରତ୍ୟାହାର ନିଷ୍ପତ୍ତିକୁ ମଞ୍ଜୁରୀ ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍ଓ) ସହ ପରାମର୍ଶ…
ଖଲିସ୍ତାନୀ ଆତଙ୍କବାଦୀ କହିବା କଙ୍ଗନାଙ୍କୁ ମହଙ୍ଗା ପଡ଼ିଲା
ମୁମ୍ବାଇ,୨୩।୧୧: ସୋସିଆଲ ମିଡିଆରେ ଶିଖ ସମ୍ପ୍ରଦାୟର ଧାର୍ମିକ ଭାବନାକୁ ଆଘାତ ଦେବା ଅଭିଯୋଗରେ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ବିରୋଧରେ ମଙ୍ଗଳବାର ମାମଲା ରୁଜୁ ହୋଇଛି। ଅମରଜିତ ସିଂ ସାନ୍ଧୁ କରିଥିବା ଅଭିଯୋଗକୁ ଆଧାର କରି ଆଇପିସି ଦଫା ୨୯୫ଏ (ଜାଣିଶୁଣି…
ଡିଜେ ସାଉଣ୍ଡ ପାଇଁ ୬୩ କୁକୁଡ଼ା ମୃତ
ସଜନାଗଡ଼,୨୩।୧୧(ଡି.ଏନ.ଏ.): ଡିଜେ ସାଉଣ୍ଡରେ ୬୩ କୁକୁଡ଼ାଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଏହି ଅଭିଯୋଗ କରିଛନ୍ତି ବାଲେଶ୍ୱର ଜିଲା ନୀଳଗିରି କାଣ୍ଡଗରଡ଼ି ଗ୍ରାମର କୁକୁଡା ଚାଷୀ ରଣଜିତ୍। ଅଭିଯୋଗ ଅନୁଯାୟୀ, ଗ୍ରାମରେ ସୋମବାର ରାତିରେ ଏକ ବିବାହ ଉତ୍ସବ…
ଅଣ୍ଡା ତରକାରି ପାଇଁ ମା’ଙ୍କୁ ହତ୍ୟା
ଝାରସୁଗୁଡ଼ା ଅଫିସ,୨୩।୧୧: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଇବ୍ ଗ୍ରାମର ଜାମୁଆଁପାଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ରାଜେନ୍ଦ୍ର ଭୋଏ (୨୭) ନାମକ ଯୁବକ ମା’ କୁମୁଦିନୀ ଭୋଏ(୫୫)ଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ମଙ୍ଗଳବାର…
ଜ୍ୱର, ଥଣ୍ଡା ଥିଲେ ସ୍କୁଲ ଆସନାହିଁ
ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ରାଜ୍ୟରେ ଏବେ ବି କରୋନା ସଂକ୍ରମଣ ସମ୍ପୂର୍ଣ୍ଣ ଯାଇ ନାହିଁ। ତେଣୁ ସତର୍କ ରହିବରକୁ ପଡ଼ିବ। ଜ୍ୱର, ଥଣ୍ଡା ଲକ୍ଷଣ ଥିବା ଛାତ୍ରୀଛାତ୍ରଙ୍କୁ ସ୍କୁଲ ନ ଆସିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି। ସୁନ୍ଦରଗଡ଼ ଓ…
୧୦୦ ଛୁଇଁଲା ଟମାଟୋ ଦର
ନୂଆଦିଲ୍ଲୀ,୨୩।୧୧: ସାଧାରଣତଃ ଶୀତ ଦିନେ ଟମାଟୋ କିଲୋ ପିଛା ୨୦ ଟଙ୍କାରେ ବିକ୍ରି ହୁଏ। କିନ୍ତୁ ଦକ୍ଷିଣାଞ୍ଚଳରେ ଥିବା ୩ ରାଜ୍ୟ (ଆନ୍ଧ୍ର ପ୍ରଦେଶ, କର୍ନାଟକ ଓ ତାମିଲନାଡୁ)ରେ ପ୍ରବଳ ବର୍ଷା ଏବଂ ବନ୍ୟା କାରଣରୁ ଏହି ପରିବା ଚାଷ ବାଧାପ୍ରାପ୍ତ…
ବ୍ୟାଟିଂ କରିପାରୁନାହାନ୍ତି, ଅଧିନାୟକ ଦାୟିତ୍ୱ ମିଳୁଛି
ନୂଆଦିଲ୍ଲୀ,୨୩।୧୧: ତିନିମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜରେ ନ୍ୟୁଜିଲାଣ୍ଡକୁ ହରାଇ କ୍ଲିନ୍ ସୁଇପ୍ କରିଛି ଟିମ୍ ଇଣ୍ଡିଆ। ଏବେ ଉଭୟ ଦଳ ମଧ୍ୟରେ ଗୁରୁବାରଠାରୁ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ପ୍ରଥମ ଟେଷ୍ଟରେ ଭାରତୀୟ ଟେଷ୍ଟ ଟିମ୍ର ଅଧିନାୟକ…
ଟିମ୍ ଇଣ୍ଡିଆର ସଦସ୍ୟଙ୍କୁ ଘୁଷୁରି, ଗୋମାଂସ ଖାଇବା ମନା
ନୂଆଦିଲ୍ଲୀ,୨୩।୧୧: ଆସନ୍ତା ଗୁରୁବାରଠାରୁ ନ୍ୟୁଜିଲାଣ୍ଡ ସହ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଖେଳିବାକୁ ଯାଉଛି ଭାରତୀୟ ଦଳ। କାନପୁର ଟେଷ୍ଟ ପୂର୍ବରୁ ଏକ ନିର୍ଦ୍ଦିଷ୍ଟ ଜାତୀୟ ଗଣମାଧ୍ୟମ ହାତରେ ଲାଗିଛି ଟିମ୍ ଇଣ୍ଡିଆର ‘କ୍ୟାଟରିଂ ଆବଶ୍ୟକତା ଓ ମେନ୍ୟୁ’। ତେବେ…
୩ ମାସ ମଧ୍ୟରେ ନିୟମିତ ହେବେ ଠିକା ଡାଟାଏଣ୍ଟ୍ରି ଅପରେଟର
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟର ଠିକା ଡାଟାଏଣ୍ଟ୍ରି ଅପରେଟରମାନେ ନିୟମିତ ହେବେ। ସେମାନଙ୍କୁ ନିୟମିତ କରିବାକୁ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏବେ ଆଉଟସୋର୍ସିଂରେ ୪ ଟି ବିଭାଗରେ ଡାଟାଏଣ୍ଟ୍ରି ଅପରେଟର କାର୍ଯ୍ୟରତ ଥିବା ଜଣାପଡ଼ିଛି। ତେବେ ନିୟମିତ ହେବାକୁ ଥିବା ଡାଟାଏଣ୍ଟ୍ରି ଅପରେଟରମାନେ…
Archives


