ନିର୍ବାଚନ ଲଢିିବେ ପି.ଭି. ସିନ୍ଧୁ !
ନୂଆଦିଲ୍ଲୀ,୨୩।୧୧: ଅଲିମ୍ପିକ୍ସ ପଦକ ବିଜେତା ପି.ଭି. ସିନ୍ଧୁ ନିିର୍ବାଚନ ଲଢିିବେ। ଡିସେମ୍ବର ୧୭ ତାରିଖରେ ସ୍ପେନରେ ହେବାକୁ ଥିବା ବିଶ୍ୱ ଚାମ୍ପିୟନଶିପରେ ବିଡବ୍ଲ୍ୟୁଏଫ୍ ଆଥଲେଟ କମିଶନର ନିର୍ବାଚନ ଲଢିବେ। ଡିଫେଣ୍ଡିଂ ବିଶ୍ୱ ଚାମ୍ପିୟନ ସିନ୍ଧୁ ବର୍ତ୍ତମାନ ଇଣ୍ଡୋନେସିଆ ଓପନ ସୁପର-୧୦୦୦ ଟୁର୍ଣ୍ଣାମେଣ୍ଟରେ…
ସତ ହେବ ସ୍ୱପ୍ନ: ରବି କିଶନ
ନୂଆଦିଲ୍ଲୀ,୨୩ ।୧୧: ଉତ୍ତର ପ୍ରଦେଶର ଗୋରଖପୁରରେ ଏକ ସମ୍ମିଳନୀରେ ଯୋଗଦେଇ ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍ପି ରବି କିଶନ କହିଛନ୍ତି ଉତ୍ତର ପ୍ରଦେଶରେ ଏବେ ବହୁ ଭାଷାରେ ଚଳଚ୍ଚିତ୍ର ଶୁଟିଂ ଚାଲିଛି । ଭୋଜପୁରୀ ଭାଷାରେ କିଛି ଚଳଚ୍ଚିତ୍ର ବି ଶୁଟିଂ…
ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ଗୃହରେ ହୋହାଲ୍ଲା କରିପାରିବେ ନାହିଁ ବିଧାୟକ
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ ହୋହାଲ୍ଲା କରିପାରିବେ ନାହିଁ। ସିମଲାରେ ବସିଥିବା ସବୁ ରାଜ୍ୟର ବାଚସ୍ପତିଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,ଡିସେମ୍ବର ପହିଲାରୁ…
କଂଗ୍ରେସର ଅଳିଆକୁ ନେବାକୁ ଚାହୁଁନାହିଁ ଏଏପି: କେଜରିୱାଲ
ଅମୃତସର,୨୩ ।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ମୁଖ୍ୟ ଅରବିନ୍ଦ କେଜରିୱାଲ ଏବେ ପଞ୍ଜାବ ବିଧାନସଭାରେ ନିଜ ଦଳକୁ ଶକ୍ତ କରିବାରେ ଲାଗି ପଡିଛନ୍ତି । ମଙ୍ଗଳବାର ପଞ୍ଜାବରେ ପହଞ୍ଚି ସେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ଅମୃତସରରେ…
ବସ୍ରେ ଭୟଙ୍କର ଅଗ୍ନିକାଣ୍ଡ, ୪୫ ଜିଅନ୍ତା ଦଗ୍ଧ
ନୂଆଦିଲ୍ଲୀ,୨୩।୧୧: ବୁଲଗେରିଆର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ହାଇୱେରେ ଅବସ୍ଥିତ ଉତ୍ତର ମାସିଡୋନିଆର ଏକ ବସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୪୫ ଜଣ ଜିଅନ୍ତା ଦଗ୍ଧ ହୋଇଥିବା ନେଇ ସୂଚନା ରହିଛି। ମୃତାହତ ହୋଇଥିବା ଲୋକଙ୍କ ମଧ୍ୟରେ କିଛି…
ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା
ପୁରୁଷୋତ୍ତମପୁର,୨୩।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଡି ଅନ୍ତରି ଗାଁରେ ଥିବା ପ୍ରାଥମିକ ବିଦ୍ୟାଳୟଟିକୁ ସରକାରଙ୍କ ପକ୍ଷରୁ ଉଚ୍ଛେଦ କରିଦିଆଯାଛି। ପାଠ ପଢିବା ଲାଗି କୋମଳମତି ଶିଶୁମାନେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି। ଏହାକୁ ନେଇ ଶିକ୍ଷା ବିଭାଗୀୟ…
ପିଲା ଓ ମଧୁମେହ
ଜୀବନଶୈଳୀ ପରିବର୍ତ୍ତନ ସହ ଅନ୍ୟ କେତେକ କାରଣରୁ ବର୍ତ୍ତମାନ ଅଧିକାଂଶଙ୍କ ଠାରେ ମଧୁମେହ ବା ଡାଇବେଟିସ୍ ସମସ୍ୟା ଦେଖିବାକୁ ମିଳୁଛି; ଯେଉଁଥିରୁ ବାଦ୍ ପଡ଼ୁନାହାନ୍ତି ଛୋଟପିଲା। ତେଣୁ ଏହି ରୋଗ ଚିହ୍ନଟ ହେବା ମାତ୍ରେ ଏହାର ନିୟମିତ ଚିକିତ୍ସା କରାଇବା ସହ…
ଅଦରକାରୀ ପ୍ଲାଷ୍ଟିକ୍ର ନୂଆ ରୂପ…
ପ୍ଲାଷ୍ଟିକ୍ ବୋତଲ୍ଗୁଡ଼ିକୁ ବ୍ୟବହାର କରିସାରିବା ପରେ ବାହାରେ ନ ଫିଙ୍ଗି ବିଭିନ୍ନ ଆକୃତିରେ କାଟି ଗଛ ଲଗାଇବା ପାଇଁ ବ୍ୟବହାର କରିପାରିବେ। ଏଥିରେ ଓ୍ବାଲ୍ ହାଙ୍ଗିଙ୍ଗ୍ ଗାର୍ଡ଼େନ ମଧ୍ୟ କରିପାରିବେ। ଯଦି ଆପଣଙ୍କର ଆର୍ଟ କିମ୍ବା କ୍ରାଫ୍ଟ କରିବାରେ ରୁଚି ରହିଛି…
ଉଲେନ୍ ଫ୍ୟାଶନ୍
ଶୀତଦିନେ ଅନେକେ ଭଳିକି ଭଳି ଜ୍ୟାକେଟ୍ ଏବଂ ସ୍ବେଟର ପିନ୍ଧିଥାନ୍ତି। ହେଲେ ଶାଢ଼ି, ଡ୍ରେସ ଏବଂ ଜିନ୍ସ ଆଦି ଡିଫରେଣ୍ଟ ଆଉଟ୍ଫିଟ୍ ସହିତ କେଉଁ ସବୁ ଉଲେନ୍ ଓ୍ବିଣ୍ଟରଡ୍ରେସ୍ ବ୍ୟବହାର କଲେ ଟ୍ରେଣ୍ଡି ଓ ଷ୍ଟାଇଲିଶ୍ ଲୁକ୍ ପାଇପାରିବେ ଜାଣିରଖନ୍ତୁ ଟିପ୍ସ……
ୟୁରୋପକୁ ଫେରିଲା କରୋନା, ଅଷ୍ଟ୍ରିଆରେ ୨୦ ଦିନିଆ ଲକ୍ଡାଉନ୍…
ଓ୍ବାଶିଂଟନ,୨୩।୧୧: ୟୁରୋପକୁ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିଛି। ଗତ ସପ୍ତାହରେ ୟୁରୋପୀୟ ଦେଶମାନଙ୍କରେ କରୋନା ମହାମାରୀ ଆରମ୍ଭ ହେବା ପରେ ପ୍ରଥମ ଥର ପାଇଁ ଏକ ସପ୍ତାହ ମଧ୍ୟରେ ସର୍ବାଧିକ ସଂଖ୍ୟକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ…
ଶୀତଦିନେ ତ୍ୱଚାର ଯତ୍ନ
ଶୀତଦିନେ ତ୍ୱଚା ଶୁଷ୍କ ହୋଇଯିବା ଏକ ବଡ଼ ସମସ୍ୟା। ତେଣୁ ଏଦିନେ ତ୍ୱଚାକୁ ମଶ୍ଚରାଇଜ୍ କରି ରଖିବା ଲାଗି ଏହାର ବିଶେଷ ଯତ୍ନ ନେବା ଆବଶ୍ୟକ । ଜାଣି ରଖନ୍ତୁ କିଛି ଘରୋଇ ଟିପ୍ସ… ଶୀତଦିନେ ଥଣ୍ଡା ପବନ ପ୍ରଭାବରେ ତ୍ୱଚା…
ଗୋଟିଏ ବଲ୍ରେ ପାକିସ୍ତାନକୁ ଜିତିବାକୁ ଥିଲା ୨ ରନ୍: ଘଟିଲା ହାଇଡ୍ରାମା, ଦେଖନ୍ତୁ ଭିଡିଓ
ଢାକା,୨୩।୧୧: ତୃତୀୟ ତଥା ଅନ୍ତିମ ଟି -୨୦ରେ ଏକ ରୋମାଞ୍ଚକର ମ୍ୟାଚରେ ପାକିସ୍ତାନ ବାଂଲାଦେଶକୁ ୫ ଉଇକେଟରେ ପରାସ୍ତ କରିଛି। ଶେଷ ବଲରେ ମହମ୍ମଦ ନୱାଜ ଗୋଟିଏ ଚୌକା ସହ ଦଳକୁ ବିଜୟ ପ୍ରଦାନ କରିଥିଲେ। ଏହି ଓଭରରେ ମୋଟ ୩…
Archives


