କୋଚ୍ ଶାକୋଙ୍କୁ ଛାଡ଼ିବେ ବଜରଙ୍ଗ
ନୂଆଦିଲ୍ଲୀ, ୨୩ା୧୧ (ପି.ଟି.)- ଭାରତର ଷ୍ଟାର ରେସଲର ବଜରଙ୍ଗ ପୁନିଆ ଏଣିକି ତାଙ୍କ ଜର୍ଜିଆନ କୋଚ୍ ଶାକୋ ବେନ୍ଟିନ୍ଡିସ୍ଙ୍କଠାରୁ ଆଉ ତାଲିମ ନେବେ ନାହିଁ। ବଜରଙ୍ଗ ଏବେ ବେଜିଂ(୨୦୦୮) ଅଲିମ୍ପିକ ବ୍ରୋଞ୍ଜ ବିଜେତା ୟୁକ୍ରେନ୍ର ଆନ୍ଦ୍ରି ଷ୍ଟାଡ୍ନିକ୍ଙ୍କ ଅଧୀନରେ ଟ୍ରେନିଂ ନେବାକୁ…
ସୁଧୁରୁଛି ଦିଲ୍ଲୀ
ନୂଆଦିଲ୍ଲୀ,୨୨।୧୧: ଦିଲ୍ଲୀ ବାୟୁ ପ୍ରଦୂଷଣ ସ୍ଥିତିରେ ଉନ୍ନତି ଆସିବା ସହ ଶ୍ରମିକମାନଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ନିର୍ମାଣ କାର୍ଯ୍ୟ ଉପରେ ଲଗାଇଥିବା ନିଷେଧାଦେଶକୁ ସୋମବାର ଉଠାଇ ଦେଇଛନ୍ତି। ସ୍କୁଲ୍, କଲେଜ ସମେତ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ଖୋଲିବା ସମ୍ପର୍କରେ ୨୪…
ଅଟୋ ଡ୍ରାଇଭରଙ୍କୁ ଘରକୁ ଡାକିଲେ କେଜରିଓ୍ବାଲ
ଚଣ୍ଡିଗଡ଼,୨୨।୧୧: ପଞ୍ଜାବର ଲୁଧିଆନାରେ ଅଟୋ ଓ କ୍ୟାବ ଡ୍ରାଇଭରଙ୍କ ସହ ସୋମବାର ଡିନର କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଆଗାମୀ ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ଏଏପି ମୁଖ୍ୟ ଏବେ ଲୁଧିଆନାରେ ଅଛନ୍ତି। ଏଠାରେ ସୋମବାର ଆୟୋଜିତ ଏକ ଇଭେଣ୍ଟରେ…
‘ତ୍ରିପୁରା ସରକାରଙ୍କ ବିରୋଧରେ ଅଦାଲତଙ୍କ ଦ୍ୱାରସ୍ଥ ହେବି’
କୋଲକାତା,୨୨।୧୧: ନୂଆଦିଲ୍ଲୀ ଗସ୍ତରେ ଯାଉଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବିଏସ୍ଏଫ୍ର କାର୍ଯ୍ୟ ପରିସର ବୃଦ୍ଧି ପ୍ରସଙ୍ଗରେ ତାଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ସୋମବାର କହିଛନ୍ତି। ଏଥିସହିତ ସେ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ସମେତ…
ପୁରୀରେ ହେବ ଗ୍ରୀନଫିଲ୍ଡ ବିମାନ ବନ୍ଦର
ଝାରସୁଗୁଡ଼ା ଅଫିସ,୨୨ା୧୧: ପୁରୀରେ ଖୁବ୍ଶୀଘ୍ର ଗ୍ରୀନ୍ଫିଲ୍ଡ ବିମାନ ବନ୍ଦର ନିର୍ମାଣ ହେବ। ଏ ନେଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହଯୋଗ ଲୋଡ଼ିଛନ୍ତି। ରାଜ୍ୟ ସରକାରଙ୍କଠାରୁ ଆବଶ୍ୟକ ଜବାବ ମିଳିବା ପରେ ପୁରୀରେ ବିମାନ ବନ୍ଦର ନିର୍ମାଣ କରାଯିବ ବୋଲି ବେସାମରିକ…
ଦାବି ପୂରଣ ନ ହେଲେ ଜାରି ରହିବ ଗଞ୍ଜେଇ ଚାଷ
ମାଲକାନଗିରି/ଚିତ୍ରକୋଣ୍ଡା,୨୨ା୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ରାଲେଗଡ଼ା ଏବଂ ଧୂଳିପୁଟ ପଞ୍ଚାୟତବାସୀଙ୍କ ସମେତ ଅନ୍ୟ ପଞ୍ଚାୟତର ବାସିନ୍ଦା ସୋମବାର ଧୂଳିପୁଟରେ ଏକାଠି ହୋଇ ପ୍ରଜାମେଳି କରିଛନ୍ତି। ପୋଲିସର ଗଞ୍ଜେଇ କଟା ଅଭିଯାନକୁ ବିରୋଧ କରି ଗଞ୍ଜେଇଚାଷକୁ ସରକାରୀ ସ୍ବୀକୃତି ମାନ୍ୟତା…
ଇନ୍ଷ୍ଟାରୁ ସ୍ବାମୀଙ୍କ ନାମ ହଟାଇଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୨୨।୧୧: ବଲିଉଡ୍ ତଥା ହଲିଉଡ୍ ପର୍ଯ୍ୟନ୍ତ ଛାୟୀ ରହିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ତାଙ୍କ ଇନଷ୍ଟାଗ୍ରାମ ଫ୍ରୋଫାଇଲରୁ ସ୍ବାମୀ ନିକ୍ ଜୋନାସଙ୍କ ଅନ୍ତିମ ନାମ ହଟାଇ ଦେଇଛନ୍ତି। ଏଥିରୁ ସ୍ପଷ୍ଟ ଯେ, ଦୁହିଁଙ୍କ ମଧ୍ୟରେ ଏବେ ସବୁ କିଛି ଠିକ୍ ଚାଲୁନାହିଁ।…
ପାକିସ୍ତାନରେ ୨୦୨୫ ଚାମ୍ପିୟନ୍ସ ଟ୍ରଫି ଖେଳିବାରେ ଅସୁବିଧା ହେବ ନାହିଁ
ଦୁବାଇ,୨୨।୧୧: ପାକିସ୍ତାନରେ ହେବାକୁ ଥିବା ୨୦୨୫ ଚାମ୍ପିୟନ୍ସ ଟ୍ରଫିରେ ଅଂଶଗ୍ରହଣ କରିବା ଲାଗି କୌଣସି ଦଳ ଅନିଚ୍ଛା ପ୍ରକାଶ କରିବେ ନାହିଁ। ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ (ଆଇସିସି) ପକ୍ଷରୁ ଏଭଳି ଦୃଢ଼ୋକ୍ତି ପ୍ରକାଶ କରାଯାଇଛି। ଗତ ସପ୍ତାହରେ ଅନ୍ତର୍ଜାତୀୟ କ୍ରିକେଟର ସର୍ବୋଚ୍ଚ…
ରାଜଧାନୀରୁ ଲୁଟିଥିଲେ ୩୪ ବାଇକ୍
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜଧାନୀ ଓ ଉପକଣ୍ଠ ଅଞ୍ଚଳରେ ବାଇକ୍ ଚୋରି କରୁଥିବା ଏକ ଗ୍ୟାଙ୍ଗକୁ କମିଶନରେଟ ପୋଲିସ କାବୁ କରିଛି। ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…
ରିଲିଜ୍ ହେଲା ସାହିଦ କପୁରଙ୍କ ଅଭିନୀତ ଫିଲ୍ମ ‘ଜର୍ସି’ର ପ୍ରଥମ ପୋଷ୍ଟର
ମୁମ୍ବାଇ: ଦୀର୍ଘ ପ୍ରାୟ ଦୁଇ ବର୍ଷ ପରେ ବଡ ପରଦାକୁ ଫେରିଛନ୍ତି ଅଭିନେତା ସାହିଦ କପୁର । ଏବେ ସେ ତାଙ୍କ ଅପକମିଂ ଫିଲ୍ମ ‘ଜର୍ସି’ରେ ଆକ୍ଟିଙ୍ଗର କମାଲ ଦେଖାଇବେ । ତାଙ୍କ ପ୍ରଶଂସକ ଉତ୍ସୁକତାର ସହ ଫିଲ୍ମ ରିଲିଜକୁ ଅପେକ୍ଷା…
ପରିଚୟ ଲୁଚାଇବାକୁ ପଥରରେ ଛେଚି ହତ୍ୟା
ଯୋଡ଼ା,୨୨।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ ହାତୀଦରୀ-ଧାତିକା ରାସ୍ତା କଡ଼ରୁ ସୋମବାର ଏକ ମୃତଦେହ ପୋଲିସ ଜବତ କରିଛି। ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ଉକ୍ତ ରାସ୍ତା କଡ଼ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ…
ଶେଷ ହୋଇନି ମହାମାରୀ: କମଲ ହାସନ
ମୁମ୍ବାଇ,୨୨ ।୧୧: ବଲିଉଡ ଅଭିନେତା କମଲ ହାସନଙ୍କ ପ୍ରଶଂସକଙ୍କ ପାଇଁ ଏକ ଚମକାଇବା ଭଳି ଖବର ଆସିଛି । ଅଭିନେତା ନିକଟରେ ଆମେରିକାରୁ ଫେରିଥିବା ବେଳେ ସାମାନ୍ୟ ଥଣ୍ଡା ସର୍ଦ୍ଦିର ଶିକାର ହୋଇଥିଲେ । ଆଉ ଏବେ ପରୀକ୍ଷା ପରେ ସେ…
Archives


