ଋତୁ ପରିବର୍ତ୍ତନରେ ଚନ୍ଦ୍ରର ଭୂମିକା
ମେଘମୁକ୍ତ ପୂର୍ଣ୍ଣମୀର ଜ୍ୟୋତ୍ସ୍ନା ଯାମିନୀର ଅପରୂପ ଶୋଭା ସକାଶେ ଚନ୍ଦ୍ର ଦାୟୀ ବୋଲି ସମସ୍ତେ ଜାଣନ୍ତି। କିନ୍ତୁ ବୈଚିତ୍ରଭରା ଋତୁଚକ୍ର ଚନ୍ଦ୍ରର ଏକ ଅବଦାନ ବୋଲି ସର୍ବସାଧାରଣ ଜ୍ଞାତ ହୋଇ ନ ପାରନ୍ତି। ବାସ୍ତବିକ ଏହା ବୁଝିବା ପାଇଁ ବୈଜ୍ଞାନିକ ବିଶ୍ଳେଷଣ…
ଭିଜିଲାନ୍ସ ଜାଲରେ ଆଇସିଡିଏସ୍ ସୁପରଭାଇଜର
ନୂଆପଡା, ୨୨।୧୧(ଡି.ଏନ୍.ଏ.): ନୂଆପଡା ଜିଲା ସିନାପାଲି ବ୍ଲକର ଆଇସିଡିଏସ୍ ସୁପରଭାଇଜର ହର୍ଷମଣି ଦେଈ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସିନାପାଲି ବ୍ଲକର ଆଇସିଡିଏସ୍ ସୁପରଭାଇଜର ହର୍ଷମଣି ସ୍ଥାନୀୟ ସାଗୁନଭାଡି ୨ ନମ୍ବର ସେଣ୍ଟର ଅଙ୍ଗନୱାଡି ପଦବୀ କରାଇ ଦେବା ପାଇଁ ୮୦ ହଜାର…
କନ୍ଧମାଳରେ ମୁଖ୍ୟମନ୍ତ୍ରୀ
ଫୁଲବାଣୀ ଅଫିସ,୨୨।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିଛନ୍ତି। ପରେ ବିଜୁ ସ୍ବାସ୍ଥ୍ୟ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ରହିଛି। ପ୍ରାୟ ୩୦୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ। ଜିଲାର…
ଟ୍ରେନ୍ରେ କଟି ଯୁବକଙ୍କ ପ୍ରାଣଗଲା
ଟେନ୍ସା,୨୨ା୧୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଟେନ୍ସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ଷ୍ଟାଣ୍ଡ ନିକଟରେ ଯାଇଥିବା ରେଲ୍ଓ୍ବେ ଟ୍ରାକ୍ରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଙ୍କ ନାମ ଅଭିରାମ ମୁଣ୍ଡା (୨୭)। ତାଙ୍କ ଘର ଉପର ଖଣ୍ଡାଧାର ନିକଟ ଶାଗପାଳ ଗ୍ରାମରେ। ସେ ଡ୍ରାଇଭର…
ଆଖି ବୁଜିଲେ ଏହି ଅଭିନେତ୍ରୀ
ମୁମ୍ବାଇ: ଟିଭି ସିରିଏଲ ‘ଅନୁପମା’ର ଅଭିନେତ୍ରୀ ମାଧବୀ ଗୋଗଟେଙ୍କ ମୁମ୍ବାଇର ସେଭେନ ହିଲ୍ସ ହସ୍ପିଟାଲରେ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। କିଛି ଦନ ତଳେ ସେ କରୋନାରେ ସଂକ୍ରମିତ ହୋଇଥିଲେ। ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି…
ହାତକୁ ଦି’ ହାତ ହେଲେ ଏହି କ୍ରିକେଟର୍
ଭାରତକୁ ଅଣ୍ଡର-୧୯ ବିଶ୍ୱକପ୍ ଜିତାଇଥିବା କ୍ରିକେଟ୍ର ଉନ୍ମୁକ୍ତ ଚାନ୍ଦ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ଡ୍ୟୁଟ୍ରିଓନିଷ୍ଟ ସିମରନ ଖେସଲଙ୍କୁ ନିଜ ଜୀବନସାଥୀ ରୂପେ ବାଛିଛନ୍ତି। ଉନ୍ମୁକ୍ତ ସୋସିଆଲ ମିଡିଆରେ ବିବାହର କିଛି ଫଟୋ ଶେୟାର କରିଛନ୍ତି। ୨୮ ବର୍ଷୀୟ ଉନ୍ମୁକ୍ତ…
ଟ୍ରାଙ୍କୁଲାଇଜ୍ ବେଳେ ବନ ଅଧିକାରୀଙ୍କୁ ଶୁଣ୍ଢରେ କଚାଡ଼ିଲା ହାତୀ: ଦୁଇ ଆହତ
ନିରାକାରପୁର,୨୨ା୧୧(ଡି.ଏନ୍.ଏ.): ଦୀର୍ଘ ଦିନହେଲା ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ଭୂଷଣ୍ଡପୁର ଫରେଷ୍ଟର ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିବା ସହିତ ଧନଜୀବନ ହାନି ଘଟୁଛି। ଏହାକୁ ରୋକିବା ପାଇଁ ବନ ବିଭାଗ ବିଫଳ ହେବା ପରେ ହାତୀର ଗତି ବିଧିଉପରେ ନଜର ରଖିବା…
ଅମିତାଭଙ୍କୁ ଭେଟିବା ପାଇଁ ଜୟାଙ୍କୁ ଚକ୍ମା ଦେଇଥିଲେ ରେଖା
ବଲିଉଡ ମହାନାୟକ ଅମିତାଭ ବଚ୍ଚନ ତାଙ୍କ ଅଭିନୟ ସହିତ ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ଏକ ସମୟ ଥିଲା ଅମିତାଭ ଏବଂ ରେଖାଙ୍କ ମଧ୍ୟରେ ଥିବା ପ୍ରେମ କାହାଣୀକୁ ନେଇ ଚର୍ଚ୍ଚା ଉଠୁଥିଲା। ଉଭୟଙ୍କ ଯୋଡିକୁ ପରଦାରେ ବହୁତ ପ୍ରାଂସା…
ମୁଲାୟମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୨୨ ।୧୧: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଟୁଇଟ୍ କରି କହିଛନ୍ତି ମୁଲାୟମ ସିଂ ଯାଦବଙ୍କର ଭାରତୀୟ ରାଜନୀତିରେ ମହତ୍ୱପୂର୍ଣ୍ଣ ଯୋଗଦାନ ରହିଛି…
ଦିଲ୍ଲୀରେ ଚାଲିବନି ଟ୍ରକ୍
ନୂଆଦିଲ୍ଲୀ,୨୨।୧୧: ରାଜଧାନୀ ଦିଲ୍ଲୀରେ ଚାଲିବନି ଟ୍ରକ୍। ଆଗାମୀ ୨୬ ତାରିଖ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ। ଦିଲ୍ଲୀ ସରକାର କେନ୍ଦ୍ର ସରକାରଙ୍କ ବାୟୁ ଗୁଣବତ୍ତା ପ୍ରବଧ୍ୟନ ଆୟୋଗ ନଭେମ୍ବର ୨୧ ତାରିଖ ପର୍ଯ୍ୟନ୍ତ ଏହି ନିୟମ ଲାଗୁ କରିଥିବା ବେଳେ…
୨୪ରେ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ଶିଳାନ୍ୟାସ
ପୁରୀ ଅଫିସ,୨୨।୧୧: ଆସନ୍ତା ୨୪ତାରିଖରେ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ଶିଳାନ୍ୟାସ ହେବ। ଏଥିପାଇଁ ସୋମବାରଠାରୁ ବିଧି ଓ ପରମ୍ପରା ଅନୁଯାୟୀ ମହାଯଜ୍ଞ ଆରମ୍ଭ କରାଯିବ। ମହାଯଜ୍ଞରେ ଗଜପତି ମହାରାଜା ଦିବ୍ୟସିଂହ ଦେବ କର୍ତ୍ତା ସାଜିବେ। ତେଣୁ ରବିବାର ଗଜପତି ମହାରାଜାଙ୍କ ଦ୍ୱାରା…
ଜଳ ମାନବ ରଞ୍ଜନ
ଜଳ ବିଶେଷଜ୍ଞ ତଥା ଓଡ଼ିଶାର ଜଳ ମାନବ ଭାବେ ପରିଚିତ ରଞ୍ଜନ ପଣ୍ଡା। ଜଳ, ପରିବେଶ ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବା ପାଇଁ ସେ ତୃଣମୂଳ ସ୍ତରରୁ ଜାତୀୟ ସ୍ତର ପର୍ଯ୍ୟନ୍ତ ପ୍ରାୟ ତିନି ଦଶନ୍ଧି ହେଲା କାମ…
Archives


