ରାଜ୍ୟରେ ଜଣଙ୍କ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୯୪କୁ ବୃଦ୍ଧି ପାଇଛି। କେବଳ ବାଲେଶ୍ୱରରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
ଅଲିଭ୍ ରିଡ୍ଲେଙ୍କ ସୁରକ୍ଷାରେ ସମର୍ପିତ ଜୀବନ
ଏକ ପରିବର୍ତ୍ତନ ଆଣିବା ପାଇଁ ଜଣଙ୍କର ଅସୀମିତ ସମ୍ବଳ ରହିବା ଆବଶ୍ୟକ ନାହିଁ। ଏହାକୁ ପ୍ରମାଣିତ କରିଛନ୍ତି ଓଡ଼ିଶାର ୨୪ ବର୍ଷ ବୟସ୍କ ଜଳବାୟୁ କାର୍ଯ୍ୟକର୍ତ୍ତା ସୌମ୍ୟ ରଞ୍ଜନ ବିଶ୍ୱାଳ। ପରିବେଶ ଏବଂ ଅଲିଭ୍ ରିଡ୍ଲେ (ସାମୁଦ୍ରିକ କଇଁଛ)ଙ୍କ ସୁରକ୍ଷା ପାଇଁ…
ଜଳବାୟୁ ପରିବର୍ତ୍ତନ ଲଢ଼େଇରେ ଆଦିବାସୀ ଝିଅ
ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଥିବାବେଳେ ଏହାର ମୁକାବିଲା କ୍ଷେତ୍ରରେ ଓଡ଼ିଶା ଆଦିବାସୀ ସମ୍ପ୍ରଦାୟର ନେତୃତ୍ୱକୁ ବିଶ୍ୱ ଦେଖୁଛି। ସୁନ୍ଦରଗଡ଼ ଖଡ଼ିଆ ଆଦିବାସୀ ସମାଜର ଝିଅ ଅର୍ଚ୍ଚନା ସୋରେଙ୍ଗ ମିଳିତ ଜାତିସଂଘ ପାଣିପାଗ ପରିବର୍ତ୍ତନର…
ନବୀନ ନିବାସ ଘେରାଉ କରିବ ଭାଜପା
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଭୁବନେଶ୍ୱର ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ସୋମବାର ନବୀନ ନିବାସ ଘେରାଉ କରାଯିବ । ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଦଳ ରାଜରାସ୍ତାକୁ ଓହ୍ଲାଇବ। ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ତୁରନ୍ତ ବହିଷ୍କାର, ଗିରଫ ଓ ସିବିଆଇ ତଦନ୍ତ ଦାବିରେ ନବୀନ…
‘କ୍ଲାଇମେଟ୍ ଚେଞ୍ଜ୍: ଫୋକସ୍ ଓଡ଼ିଶା’
ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଅପରିଣାମଦର୍ଶୀ ମଣିଷ ଏହାର ଭୟାବହତାକୁ ତଥାପି ବୁଝିବାକୁ ନାରାଜ। ପୃଥିବୀର ସମ୍ବଳଗୁଡ଼ିକର ଅପବ୍ୟବହାର କରି ଜଙ୍ଗଲ, ଖଣି, ନଦୀ, ହ୍ରଦ ସବୁକୁ ମଣିଷ ନଷ୍ଟ କରିଚାଲିଛି। ତାପମାତ୍ରା ବଢ଼ିବାରୁ…
୫୦ ବର୍ଷ ହେବ ଜଙ୍ଗଲ ଜଗୁଛନ୍ତି ଗ୍ରାମବାସୀ
ଉମରକୋଟ, ୨୨।୧୧(ସ୍ବ.ପ୍ର.): ଆଧୁନିକ ଯୁଗରେ ନିଜର କାୟା ଓ ଆଧିପତ୍ୟ ବିସ୍ତାର ପାଇଁ ପରିବେଶ ସନ୍ତୁଳନକୁ ଅଣଦେଖା କରି ଜଙ୍ଗଲ ନଷ୍ଟ କରିବାକୁ କୁଣ୍ଠାବୋଧ କରୁନାହାନ୍ତି ଲୋକେ। କାଠ ମାଫିଆଙ୍କ ଲୋଲୁପ ଦୃଷ୍ଟି ମଧ୍ୟ ରହିଛି ଜଙ୍ଗଲ ଉପରେ। ଏଣୁ ଦିନକୁ…
ଖେଳାଳିଙ୍କୁ ଦ୍ରାଭିଡଙ୍କ ଚେତାବନୀ
କୋଲକତା,୨୨।୧୧: ଭାରତର କୋଚ ରାହୁଲ ଦ୍ରାଭିଡ ନୂତନ ଭୂମିକାରେ ଏକ ବଡ଼ ଉପଲବ୍ଧି ହାସଲ କରିଛନ୍ତି। ସେ କୋଚ ହେବା ପରେ ଭାରତୀୟ ଦଳ ପ୍ରଥମ ଟି-୨୦ ସିରିଜ୍କୁ କ୍ଲିନ୍ସୁଇପ୍ କରିଚନ୍ତି। ଏହି ଆରମ୍ଭକୁ ନେଇ ଦ୍ରାଭିଡ ଖୁସି ବ୍ୟକ୍ତ କରିଛନ୍ତି…
କାର୍ଯ୍ୟ ବନ୍ଦ, ଭୋଟ୍ ବର୍ଜନ କରିବେ କନିଷ୍ଠ ଶିକ୍ଷକ
ଭୁବନେଶ୍ୱର,୨୨।୧୧ (ବ୍ୟୁରୋ): କନିଷ୍ଠ ଶିକ୍ଷକମାନଙ୍କୁ ରାଜ୍ୟ ସରକାର ଅଣଦେଖା କରୁଛନ୍ତି। ୨୦୧୫ରୁ ୫ବର୍ଷ ହେବ ଏମାନଙ୍କ ଦରମା ବଢ଼ୁନାହିଁ। ଦାବି ପୂରଣ ପାଇଁ ଦୀର୍ଘଦିନ ହେବ ଆନ୍ଦୋଳନ କରି ଆସୁଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ଆଗକୁ କାର୍ଯ୍ୟ ବନ୍ଦ କରିବା…
ସ୍ଥିତି ହରାଉଛି ‘ହାବସ୍ପୁରୀ’ ହସ୍ତତନ୍ତ
ଭୁବନେଶ୍ୱର,୨୨।୧୧ (ବ୍ୟୁରୋ): ଗାନ୍ଧିଜୀଙ୍କ ସାବରମତୀ ଆଶ୍ରମକୁ ଦିଆଯିବ ଏକ ନୂଆ ରୂପ। ୭ ତାରକା ପର୍ଯ୍ୟଟନସ୍ଥଳୀରେ ପରିଣତ କରିବାକୁ ୧୨୪୬ କୋଟି ଖର୍ଚ୍ଚ କରିବେ ଭାରତ ଓ ଗୁଜରାଟ ସରକାର। ଏହି ପ୍ରକଳ୍ପକୁ ଗାନ୍ଧିବାଦୀମାନେ, ବିଭିନ୍ନ ରାଜନୈତିକ ଦଳ ଓ ଗାନ୍ଧିଜୀଙ୍କ…
ଖ୍ରୀଷ୍ଟମାସ ପରେଡରେ କାର ଧକ୍କା, ୨୦ରୁ ଅଧିକ ଆହତ…
ଓ୍ବାଶିଂଟନ,୨୨।୧୧: ଆମେରିକାର ୱିସ୍କୋସିନରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଖ୍ରୀଷ୍ଟମାସ ପରେଡରେ ଏହି ଦୁର୍ଘଟଣା ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଅଛନ୍ତି। ସମସ୍ତ ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି…
ଏହି କ୍ରିକେଟର୍ଙ୍କୁ ସାଲ୍ୟୁଟ୍ କଲେ ରୋହିତ ଶର୍ମା: ଦେଖନ୍ତୁ ଭିଡିଓ
କୋଲକତା,୨୨।୧୧: ତୃତୀୟ ତଥା ଶେଷ ଟି -୨୦ ମ୍ୟାଚରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୭୩ ରନ୍ରେ ପରାସ୍ତ କରିଛି। କୋଲକାତାର ଇଡେନ ଗାର୍ଡେନ୍ସରେ ଭାରତୀୟ ଅଧିନାୟକ ରୋହିତ ଶର୍ମା, ଦୀପକ ଚହର ଏବଂ ହର୍ଷଲ ପଟେଲ ଚମତ୍କାର ପ୍ରଦର୍ଶନ କରିଥିଲେ। ରୋହିତ…
ରବି ଫସଲ ଯୋଜନା ବାଧାପ୍ରାପ୍ତ
ରସୁଲପୁର,୨୨ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ କୃଷି କାର୍ଯ୍ୟାଳୟରେ ଥିବା ୨ଟି ଯାକ ସହକାରୀ କୃଷି ଅଧିକାରୀ ପଦବୀ ଖାଲିପଡ଼ିଛି। ତେଣୁ ରବି ଫସଲ ଯୋଜନା ପ୍ରସ୍ତୁତି ଓ ତା’ର କାର୍ଯ୍ୟକାରିତାରେ ବାଧାସୃଷ୍ଟି ହେଉଛି। କାର୍ଯ୍ୟାଳୟରେ ନୂଆକରି ବ୍ଲକ କୃଷି ଅଧିକାରୀ ବିଶ୍ୱଜୟୀ ମିଶ୍ର…
Archives


