Home Left

୬୨ ଲକ୍ଷ ଖର୍ଚ୍ଚ ସତ୍ତ୍ୱେ ଅବସ୍ଥା ସୁଧୁରୁନି

ପଟ୍ଟାମୁଣ୍ଡାଇ,୨୨ା୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳର ଜୀବନରେଖା କୁହାଯାଉଥିବା ଉତିକଣ ବନ୍ୟା ବନ୍ଧ ରାସ୍ତା ନିର୍ମାଣରେ ୬୨ ଲକ୍ଷ ଟଙ୍କା ଖର୍ଚ୍ଚ ସତ୍ତ୍ୱେ ଅବସ୍ଥା ସୁଧୁରୁନାହିଁ ବୋଲି ଅଭିଯୋଗ ହେଉଛି। ରାସ୍ତା ଅବସ୍ଥା ଶୋଚନୀୟ ହୋଇ ପଡିଛି। ସେହିପରି ବକ୍ତାରପୁର-ମଦନପୁର ପୂର୍ତ୍ତ ବିଭାଗ ତଳ…

ଆଜି ରାଜ୍ୟରୁ ୧୭୧ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୩୪ ପିଲା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ୧୭୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୭,୧୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮ ଜଣ ଚିହ୍ନଟ…

ଗୋଳନ୍ଥରା ହାଜତ ମୃତ୍ୟୁ ମାମଲା: ଗୃହ ସଚିବ, ଏସ୍‌ପି, ଆଇଆଇସିଙ୍କୁ ନୋଟିସ

କଟକ ଅଫିସ,୨୨ା୧୧: ଗଞ୍ଜାମ ଜିଲା ଗୋଳନ୍ଥରା ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟ ରାଜ୍ୟ ଗୃହ ବିଭାଗ ପ୍ରମୁଖ ସଚିବ, ଗଞ୍ଜାମ ଏସ୍‌ପି ଓ ଗୋଳନ୍ଥରା ଥାନା ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଆଜିପର୍ଯ୍ୟନ୍ତ କାହିଁକି ପୋଲିସ ହତ୍ୟା ମାମଲା…

ବାଇଡେନ୍‌ଙ୍କୁ ୭୯

ଓ୍ବାଶିଂଟନ,୨୨।୧୧: ଆମେରିକା ଇତିହାସର ବରିଷ୍ଠତମ ରାଷ୍ଟ୍ରପତି ଜୋ ବାଇଡେନ୍‌ ୭୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଉପରାଷ୍ଟ୍ରପତି କମଲା ହାରିସ୍‌ ଏବଂ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ସମେତ ବହୁ ନେତା ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଦୀର୍ଘ ନିରାମୟ…

ମମିତା ମେହେର ହତ୍ୟା ଘଟଣା: ଆଉ ଜଣେ ଛାତ୍ରୀଙ୍କ ବୟାନ ରେକର୍ଡ

ଭବାନୀପାଟଣା,୨୨।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ରାଜନୀତି ତୀବ୍ର ହେବାରେ ଲାଗିଛି। ଏପରିସ୍ଥଳେ ଏହି ଘଟଣାରେ ଆଉ ଜଣେ ଛାତ୍ରୀଙ୍କ ବୟାନ ରେକର୍ଡ କରାଯାଇଥିବା ଜଣାପଡିଛି। କୋର୍ଟରେ ୧୬୪ରେ ଛାତ୍ରୀଙ୍କ…

ଏହି ୫ ଅଭିନେତାଙ୍କ ବୟସ ସ୍ତ୍ରୀଙ୍କଠୁ କମ୍‌

ଏକ ସୁନ୍ଦର ସମ୍ପର୍କ ପାଇଁ ଭଲପାଇବା ଆବଶ୍ୟକ। ସମ୍ପର୍କ ଉପରେ ବୟସ କେବେ ଫରକ ପକାଇ ନ ଥାଏ। ଏହି କଥାକୁ ଠିକ୍‌ ପ୍ରମାଣ କରିଛନ୍ତି କେତେକ ଅଭିନେତ୍ରୀ ଅଭିନେତା। ପ୍ରାୟତଃ କୁହାଯାଏ ପ୍ରେମ ଅନ୍ଧ। ଏହା ରଙ୍ଗ,ରୂପ, ଗୁଣ ଦେଖି…

ଆଜିଠୁ ବିଜେଡିର ଆନ୍ଦୋଳନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଦରବୃଦ୍ଧି ପ୍ରସଙ୍ଗ ନେଇ ଦ୍ୱିତୀୟ ଥର ଲାଗି ବିଜେଡି ରାସ୍ତାକୁ ଓହ୍ଲାଇବାକୁ ଯାଉଛି। କିଛିଦିନ ତଳେ ତେଲ ଦରବୃଦ୍ଧିକୁ ନେଇ ରାଜଭବନ ସମ୍ମୁଖରେ ବିଜେଡି କେନ୍ଦ୍ର ସରକାରଙ୍କ ଉପରେ ପ୍ରବଳ ବର୍ଷିଥିବାବେଳେ ଏବେ ରନ୍ଧନ ଗ୍ୟାସ୍‌ ଦରବୃଦ୍ଧି ପ୍ରତିବାଦରେ ଆନ୍ଦୋଳନ…

ସମୁଦ୍ର ଜୁଆର ମାଡ଼ରେ ଲୁଣା ନଦୀବନ୍ଧରେ ଘାଇ

ମହାକାଳପଡ଼ା, ୨୨ା୧୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଖରିନାସୀ ପଞ୍ଚାୟତ ଲୁଣା ନଦୀ ବନ୍ଧର ଏକ ନମ୍ବର କ୍ରିକ୍‌ ନିକଟରେ କେତେଜଣ ଲୋକ ଜାଲ ବସାଇ ମାଛ ଧରୁଥିଲେ। ଏହାଦ୍ୱାରା ନଦୀ ବନ୍ଧ ଦୁର୍ବଳ ହୋଇଯାଇଥିଲା। ସମୁଦ୍ର ଉଚ୍ଚ ଜୁଆର…

ମା’ କୋଳକୁ ଫେରିଲା ହସ୍ପିଟାଲରୁ ଚୋରି ଶିଶୁ

ସୋନପୁର,୨୨।୧୧(ନି.ପ୍ର.): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଶନିବାର ସକମାଳେ ଚୋରି ହୋଇଥିବା ନବଜାତ ଶିଶୁକନ୍ୟା ରବିବାର ମିଳିଛି। ଜନ୍ମଦାତ୍ରୀ ସନ୍ତୋଷିନୀଙ୍କ ନିକଟରୁ ସେ ସ୍ତନ୍ୟପାନ କରିଛି। ଶିଶୁକୁ କୋଳରେ ପାଇଲା ପରେ ସନ୍ତୋଷିନୀଙ୍କ ମନରେ ଖୁସି ଭରିଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟର…

ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ ଆଜି

ଫୁଲବାଣୀ ଅଫିସ/ଖଜୁରୀପଡ଼ା,୨୨।୧୧: କନ୍ଧମାଳ ଜିଲା ଗସ୍ତରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସୁଛନ୍ତି। ପୂର୍ବାହ୍ନ ୧୧ଟାରେ ଫୁଲବାଣୀ ଷ୍ଟାଡିୟମରେ ପହଞ୍ଚି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଏଥିସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ବୋଲି…

ଶ୍ରେଷ୍ଠ ୧୦ରେ ଓଡ଼ିଶାର ଦୁଇ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଏଜୁକେଶନ ଓ୍ବାର୍ଲଡ ଇଣ୍ଡିଆ ସ୍କୁଲ ର଼୍ୟାଙ୍କିଙ୍ଗ୍‌ ୨୦୨୧-୨୨ର ଦୁଇଟି ବର୍ଗରେ ଶ୍ରେଷ୍ଠ ୧୦ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଦ୍ୱାରା ପରିଚାଳିତ ଦୁଇଟି ସ୍କୁଲ ସ୍ଥାନ ପାଇଛି। ଗଞ୍ଜାମ ଜିଲାର ହାତୀଓଟ ଆଦର୍ଶ ବିଦ୍ୟାଳୟ ଭାରତର ଶ୍ରେଷ୍ଠ ୧୦ ସରକାରୀ…

୨୩ରେ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆସନ୍ତା ଡିସେମ୍ବର ପହିଲାରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ମୋଟ ୨୬ଟି କାର୍ଯ୍ୟ ଦିବସ ରହିବ। ଅଧିବେଶନର ପ୍ରଥମ ଦିନ ରାଜ୍ୟ ସରକାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri