Home Left

ମୃତ ଘୋଷିତ ହେବାର ଦିନକ ପରେ ଜୀବନ୍ତ ହୋଇଉଠିଲେ

ନୂଆଦିଲ୍ଲୀ,୨୧।୧୧: ଜଣେ ବ୍ୟକ୍ତିଙ୍କୁ ଡାକ୍ତର ମୃତ ଘୋଷଣା କରିବା ପରେ ମୃତଦେହକୁ ହସ୍ପିଟାଲର ଶବଗୃହ ଫ୍ରିଜରରେ ରଖାଯାଇଥିଲା। କିନ୍ତୁ ଫ୍ରିଜରରେ ଗୋଟିଏ ରାତି ରହିବା ପରେ ସେ ଜୀବନ୍ତ ହୋଇଉଠିଥିଲେ। ଏପରି ଚକିତ କଲା ଭଳି ଘଟଣା ଘଟିଛି ଉତ୍ତରପ୍ରଦେଶର ମୋରାଦାବାଦରେ।…

ଦୁଇ ପରିବର୍ତ୍ତନ ସହ ଓହ୍ଲାଇଲା ଟିମ୍‌ ଇଣ୍ଡିଆ

କୋଲକାତା,୨୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜ୍‌ର ପୂର୍ବ ଦୁଇ ମ୍ୟାଚ୍‌ ଭଳି ତୃତୀୟ ମୁକାବିଲାରେ ମଧ୍ୟ ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତିଛନ୍ତି। କିନ୍ତୁ ଏଥର ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍‌ ଲାଗି ଦଳରେ…

ବ୍ୟାଟରଙ୍କ ଉପରକୁ ବଲ ଫୋପାଡ଼ିବା ପଡ଼ିଲା ମହଙ୍ଗା

ଢାକା,୨୧।୧୧: ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ପାକିସ୍ତାନ ପେସର ଶାହୀନ ଶାହା ଆଫ୍ରିଦୀଙ୍କ ଥ୍ରୋରେ ଆହତ ହୋଇଥିଲେ ବାଂଲାଦେଶ ବ୍ୟାଟର ଅଫିଫ ହୋସେନ। ମ୍ୟାଚ୍‌ ପରେ ଏଭଳି ଆଚାରଣ ଲାଗି ଅଫିଫଙ୍କୁ ବ୍ୟକ୍ତିଗତ ଭାବେ କ୍ଷମା ମାଗିଥିଲେ…

ପ୍ରଦୂଷଣ ଯୋଗୁ ସମସ୍ତ ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୨୧।୧୧: ବାୟୁ ପ୍ରଦୂଷଣ ଯୋଗୁ ରାଜଧାନୀ ଦିଲ୍ଲୀର ଅବସ୍ଥା ବିଗିଡି ଯାଉଛି। ରବିବାର ଦିଲ୍ଲୀ ସରକାର ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ପରବର୍ତ୍ତୀ ନିଷ୍ପତ୍ତି ପର୍ଯ୍ୟନ୍ତ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେବ। ଦିଲ୍ଲୀ ସରକାରଙ୍କ ଶିକ୍ଷା ନିର୍ଦ୍ଦେଶକ ଏହି ସୂଚନା…

‘କୁମିନ୍ସଙ୍କୁ ନେତୃତ୍ୱ ଦେବାର ସମୟ ଆସିଯାଇଛି’

ମେଲବୋର୍ନ,୨୧।୧୧: ପେସର ପାଟ କୁମିନ୍ସଙ୍କୁ ଅଷ୍ଟ୍ରେଲିଆ ଟେଷ୍ଟ ଦଳର ନେତୃତ୍ୱ ଦେବାର ସମୟ ଆସିଯାଇଛି। ଏଭଳି କହିଛନ୍ତି ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ ଓ୍ବର୍ନ। ଶୁକ୍ରବାର ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଉଇକେଟକିପର ଟିମ୍‌ ପେନ। ୪…

ଆଉ ୮ ମାସ ମାଗଣା ରାସନ ଦିଅ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମ୍‌ଜିକେଏଓ୍ବାଇ)କୁ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବ ଘୋଷଣା ଅନୁଯାୟୀ ୭ ମାସ ମାଗଣା ରାସନ ଦିଆଯାଇଥିବା ବେଳେ ଏହାକୁ ଆହୁରି…

‘ସରକାର ଗଠନରେ ସାହାଯ୍ୟ କର, ଆମେ ତୁମର ସବୁ ଦାୟିତ୍ୱ ନେବୁ’

ହରିଦ୍ୱାର, ୨୧।୧୧: ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ରବିବାର ହରିଦ୍ୱାରରେ ପହଞ୍ଚିଛନ୍ତି। ଆସନ୍ତା ବର୍ଷ ଉତ୍ତରାଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କେଜ୍‌ରିୱାଲ ଆଜି ଅଟୋ ଟ୍ୟାକ୍ସି ଡ୍ରାଇଭରମାନଙ୍କ ସହ…

ଶେଷରେ ତୁଟିଲା କଳି: ଗେହଲଟଙ୍କ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇଲେ ସଚିନଙ୍କ ୫ ସହଯୋଗୀ

ଜୟପୁର,୨୧।୧୧: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟର ନୂତନ କ୍ୟାବିନେଟର ଶପଥ ଗ୍ରହଣ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଛି। ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ର ୧୧ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ଚାରିଜଣ ରାଷ୍ଟ୍ରମନ୍ତ୍ରୀଙ୍କୁ ଶପଥ ପାଠ କରାଇଛନ୍ତି। ନୂଆ କରି ଗଠନ…

ନଭେମ୍ବର ୨୪ରେ ତିନି କୃଷି ଆଇନ ପ୍ରତ୍ୟାହାର ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ

ନୂଆଦିଲ୍ଲୀ,୨୧।୧୧: ତିନୋଟି କୃଷି ଆଇନ ପ୍ରତ୍ୟାହାର ଘୋଷଣା ପରେ ନଭେମ୍ବର ୨୪ରେ ହେବାକୁ ଥିବା କେନ୍ଦ୍ର କ୍ୟାବିନେଟ ବୈଠକ ଏହି ଆଇନ ପ୍ରତ୍ୟାହାର ପ୍ରସ୍ତାବକୁ ଅନୁମୋଦନ ପାଇଁ ଆଲୋଚନା ହୋଇପାରେ। ଆଇନ ପ୍ରତ୍ୟାହାର ପାଇଁ ପ୍ରସ୍ତାବକୁ କ୍ୟାବିନେଟରେ ଅନୁମୋଦନ କରାଯିବାର ସମ୍ଭାବନା…

ଟ୍ରକ୍‌ରୁ ହେଲା ନୋଟ୍‌ ବର୍ଷା

କାଲିଫର୍ନିଆ,୨୧।୧୧:ଯଦି ରାସ୍ତାରେ ଦଶ ଟଙ୍କିଆ ନୋଟ ଖଣ୍ଡେ ମିଳିଯାଏ, ତେବେ ଖୁସିର ସୀମା ନ ଥାଏ। କିନ୍ତୁ ଆମେରିକାର କାଲିଫର୍ନିଆରେ ଡଲାର ବର୍ଷା ହୋଇଛି ଏବଂ ଲୋକମାନେ ରାସ୍ତା ମଝିରେ ନୋଟ୍‌ ଗୋଟାଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ…

ବାଘ ଛାଲ ଜବତ, ଜଣେ ଗିରଫ

ବାଉଁଶୁଣୀ/କଣ୍ଟାମାଳ,୨୧।୧୧(ଡି.ଏନ୍‌.ଏ.): କିଛି ଦିନର ବ୍ୟବଧାନ ପରେ ପୁଣି ବୌଦ୍ଧ ଜିଲା କଣ୍ଟାମାଳ ରେଞ୍ଜ ଘଣ୍ଟାପଡ଼ା ଅଞ୍ଚଳରୁ ଆଉ ଏକ ବାଘ ଛାଲ ଜବତ କରିଛି ସ୍ବତନ୍ତ୍ର ଟାସ୍କ ଫୋର୍ସ ଓ ବନ ବିଭାଗ l ସୂଚନାଯୋଗ୍ୟ, କଣ୍ଟାମାଳ ରେଞ୍ଜ ଘଣ୍ଟାପଡ଼ା ସେକ୍ସନ…

ଇଣ୍ଟରନେଟର ପାରା ବଢାଇଲେ ମଲାଇକା

ମୁମ୍ବାଇ: ବଲିଉଡ୍ ହଟ୍ ଦିଭା ମଲାଇକା ଆରୋରା ତାଙ୍କ ଫେଶନ ସେନ୍ସକୁ ନେଇ ସବୁବେଳେ ଥାଆନ୍ତି ଚର୍ଚ୍ଚାରେ । ଏଥର ତାଙ୍କର କିଛି ଫଟୋ ଇଣ୍ଟରନେଟର ପାରା ବଢାଇ ଦେଇଛି । ଅଭିନେତ୍ରୀଙ୍କର ଏହି ସିଜଲିଂ ଫଟୋରେ ସେ ବ୍ଲାକ କଲର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri