Home Left

ରୁଷିଆ ତେଲ ଉପରେ ବଡ଼ ୟୁ-ଟର୍ନ ନେଲା ଆମେରିକା: ଭାରତ ପରେ ଏବେ ସମସ୍ତଙ୍କୁ…ବିଶ୍ୱରେ ଚହଳ

ଓ୍ବାଶିଂଟନ,୧୩।୩: ଆମେରିକା ବର୍ତ୍ତମାନ ପର୍ଯ୍ୟନ୍ତ ବଜାରରେ ରୁଷୀୟ ତୈଳ ପ୍ରବେଶକୁ ଅବରୋଧ କରିବାକୁ ପ୍ରତିଶ୍ରୁତି ଦେଇଥିଲା, ଏବେ ଅନ୍ୟ ଦେଶମାନଙ୍କୁ ରୁଷୀୟ ତୈଳ କ୍ରୟ କରିବାକୁ ଅନୁରୋଧ କରୁଛି। ପ୍ରାରମ୍ଭରେ, ଏହା ଭାରତକୁ ଏହି ଛାଡ ପ୍ରଦାନ କରିଥିଲା ଏବଂ ବର୍ତ୍ତମାନ…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ ବାଲିପଶି ଛକ ନିକଟ ଜାତୀୟରାଜପଥ ୧୪୯ରେ ଭାରସାମ୍ୟ ହରାଇ ଏକ ପିଚୁ ବୋଝେଇ…

ସ୍ବାର୍ଥ ଓ ପରମାର୍ଥ

ଯୁଗେ ଯୁଗେ ଆମ ସମାଜରେ ସ୍ବାର୍ଥ ଓ ପରମାର୍ଥକୁ ନେଇ ଅନେକ ବାଦବିବାଦ ଓ ତର୍କବିତର୍କ ରହି ଆସିଛି। ସାଧାରଣ ଭାବେ ସମସ୍ତେ କୁହନ୍ତି ସାଂସାରିକ ବନ୍ଧୁମାନେ ହେଉଛନ୍ତି ସ୍ବାର୍ଥୀ। ସ୍ବାର୍ଥ ପୂରଣ ହୋଇଗଲେ ସେମାନେ ଦୂରେଇ ଯିବେ। ସେମାନଙ୍କ ମତରେ…

ତିରୁପତିରେ ଉତ୍କଳ ପୀଠ

ବିଶ୍ୱରେ ଅନେକ ସ୍ଥାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମନ୍ଦିର ଅଛି। ତେବେ ମହାପ୍ରଭୁଙ୍କ ସଂସ୍କୃତି ଉପରେ ଗବେଷଣା ପାଇଁ ସୁଦୂର ଆନ୍ଧ୍ରପ୍ରଦେଶର ତିରୁପତି ନଗରରେ ଏକ ଉତ୍କଳ ପୀଠ ପ୍ରତିଷ୍ଠାପିତ ହୋଇଛି। ତିରୁପତିସ୍ଥିତ ଶ୍ରୀଭେଙ୍କଟେଶ୍ୱର ବାଲାଜୀଙ୍କ ଦିବ୍ୟ କ୍ଷେତ୍ରରେ ଥିବା ରାଷ୍ଟ୍ରୀୟ ସଂସ୍କୃତ…

ସମ୍ବଳ ପ୍ରତିଯୋଗିତାର ନୂଆ ଯୁଗ

ବୈଶ୍ୱିକ ବ୍ୟବସ୍ଥା ଏବେ ଚାପରେ। ଖଣିଜ ଓ ଶକ୍ତି ନିୟନ୍ତ୍ରଣ ପାଇଁ ବୃଦ୍ଧି ପାଉଥିବା ତୀବ୍ର ପ୍ରତିଯୋଗିତାକୁ ଜାତୀୟ ସୁରକ୍ଷାର ବିଷୟ ଭାବେ ଦେଖାଯାଉଛି। ଭେନେଜୁଆଲାଠାରୁ ଆରମ୍ଭ କରି ଗ୍ରୀନ୍‌ଲାଣ୍ଡ୍‌ ଏବଂ ଡେମୋକ୍ରାଟିକ୍‌ ରିପବ୍ଲିକ ଅଫ୍‌ ଦି କଙ୍ଗୋ (ଡିଆର୍‌ସି)ରୁ ୟୁକ୍ରେନ୍‌…

ବେଧଡକ୍ ଚାଲିଛି ନିଶା କାରବାର: ପୋଲିସ-ଅବକାରୀ ଚୁପ୍, ଅଣ୍ଟା ଭିଡ଼ିଲେ ମହିଳା

ଅତାବିରା,୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ବେଧଡକ୍ ଚାଲିଛି ନିଶା କାରବାର । ସବୁ ଜାଣି ଅଜଣା ଭଳି ଚୁପ୍ ମାରି ବସିଛନ୍ତି ପୋଲିସ ଓ ଅବକାରୀ ବିଭାଗ । ଅନ୍ୟପକ୍ଷରେ ଗାଁରେ ନିଶା…

ସାବଧାନ! ରାଜଧାନୀରେ ଏହି ସବୁ ସ୍ଥାନରେ ଲାଗିଲା ବୋଲାର୍ଡସ, ନିୟମ ଉଲ୍ଲଂଘନ କଲେ କଟିବ ଚାଲାଣ

ଭୁବନେଶ୍ୱର,୧୩।୩(ତ୍ରିନାଥ ମହାନ୍ତି): ପୂର୍ବରୁ ଅମାନିଆମାନେ ବିଭିନ୍ନ ଛକରେ ରାସ୍ତାର ବାମ ପାର୍ଶ୍ୱରେ ଗାଡ଼ି ରଖୁଥିଲେ। ଫଳରେ ଆମ୍ବୁଲାନ୍ସ ଏବଂ ଅନ୍ୟ ଜରୁରିକାଳୀନ ସେବା ଯୋଗାଉଥିବା ଗାଡ଼ି ସହଜରେ ଯାଇପାରୁ ନ ଥିଲା। କିନ୍ତୁ ଏଥର ପୋଲିସ ଆକ୍ସନ ମୋଡକୁ ଆସିଛି। ରାସ୍ତାର…

ବଢୁଛି ତାପମାତ୍ରା, ଦେଖାନାହିଁ ଜଳଛତ୍ର

ଲୋଇସିଂହା,୧୩।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି ା ଅସ୍ବାଭାବିକ ତାପମାତ୍ରା ବୃଦ୍ଧି ନେଇ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଲାଣି। ପିଇବା ପାଣିର ଚାହିଁଦା ବୃଦ୍ଧି ପାଇଛି। କିନ୍ତୁ ପଞ୍ଚାୟତ ପକ୍ଷରୁ ଖୋଲାଯାଉଥିବା ପାଣିଛତ୍ର…

ଏପ୍ରିଲ ୨ରେ ପ୍ରବେଶ ଉତ୍ସବ-ଖଡ଼ିଛୁଆଁ, ୧୭ରୁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ର ବାଣ୍ଟିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୩।୩(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ବିଦ୍ୟାଳୟଗୁଡ଼ିକରେ ଏପ୍ରିଲ ୨ରେ ଶିଶୁବାଟିକା ପିଲାଙ୍କ ପାଇଁ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆ କାର୍ଯ୍ୟକ୍ରମ କରାଯିବ। ଏହି କାର୍ଯ୍ୟକ୍ରମରେ ଶିଶୁଙ୍କ ସହ ଅଭିଭାବକ, ନିର୍ବାଚିତ ପ୍ରତିନିଧି, ଅଧିକାରୀ ଏବଂ ସାମାଜିକ ସଙ୍ଗଠନ…

ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନ ବେଶି ଦାୟୀ: ନରସିଂହ

ବଲାଙ୍ଗୀର,୧୩ା୩(ବୀରେନ୍ଦ୍ର କୁମାର ଝାଙ୍କର): ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଏବର ସରକାର ଅପେକ୍ଷା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେଶୀ ଦାୟୀ ବୋଲି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ବୁଧବାର କହିଛନ୍ତି। ଏକ ଖବରଦାତା ସମ୍ମିଳନୀରେ…

ବଲାଙ୍ଗୀର ଜିଲାର ବିଭିନ୍ନ ସମସ୍ୟାକୁ ନେଇ ବିଧାନସଭାରେ ପ୍ରଶ୍ନ କଲେ କଳିକେଶ, ରାଜନୀତିରେ ହଇଚଇ

ବଲାଙ୍ଗୀର,୧୩ା୩(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲାର ବିଭିନ୍ନ ସମସ୍ୟାକୁ ନେଇ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ପ୍ରଶ୍ନ ଉଠାଇଛନ୍ତି। ଜିଲାର ପାନୀୟ ଜଳ ସମସ୍ୟା, ଶିକ୍ଷା, ସ୍ବାସ୍ଥ୍ୟ, ରାସ୍ତା ଉନ୍ନତିକରଣ ଏବଂ ଯୁବତୀ-ଯୁବକଙ୍କ ନିଯୁକ୍ତି ପ୍ରସଙ୍ଗକୁ ନେଇ ସେ…

ଇଥିଓପିଆରେ ଭୟଙ୍କର ଭୂସ୍ଖଳନ: ୫୦, ମୃତ, ୧୨୫ ନିଖୋଜ

ଆଡିସ୍‌ ଆବାବା,୧୩।୩: ଇଥିଓପିଆର ଦକ୍ଷିଣ ଭାଗରେ ସପ୍ତାହେ ଧରି ପ୍ରବଳ ବର୍ଷା ଫଳରେ ୩ ଜିଲାରେ ଭୂସ୍ଖଳନ ଯୋଗୁ ଅନୂ୍ୟନ ୫୦ ଜଣଙ୍କ ମୃତ୍ୟୁ ଘଟିବା ସହ ୧୨୫ ଜଣ ନିଖୋଜ ଅଛନ୍ତି। ଗାମୋ ଜୋନ୍‌ରେ ହୋଇଥିବା ଭୂସ୍ଖଳନରେ ଗାଚୋ ବାବା,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri