ଖିମଜୀ ଦୟାଭାଇ କୋ.ଗ୍ରୁପ୍ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା
ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ଅନେକ ପିଢ଼ିର ଗ୍ରାହକଙ୍କ ବିଶ୍ୱାସ, ଉତ୍କୃଷ୍ଟ କାରିଗରୀ ଏବଂ…
ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…
ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା ଉତ୍ଥାନ-ପତନ ଦେଖିବାକୁ ମିଳିଥିଲେ ମଧ୍ୟ ଏହାକୁ ଦର ବୃଦ୍ଧିର ଅନ୍ତ ବୋଲି ଭାବିବା…
ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ
ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ ହେଲେ ମାଥିଲି ଥାନା ଅଧୀନ ସାଲିମି ପଞ୍ଚାୟତ ନୁଆଗୁଡା ଗ୍ରାମର ହନୁରାମ ନାୟକ…
ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…
ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍ କପିଳଦେବ ରାଉତଙ୍କ ନେତୃତ୍ୱରେ ଜିଲାର ସମସ୍ତ ଦିବ୍ୟାଙ୍ଗ କ୍ରିକେଟ ଖେଳାଳି ଅତିରିକ୍ତ ଜିଲାପାଳ ସୁବାସ…
ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର ପୋଲିସ
ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି କୁଳମଣି ସେଠୀଙ୍କ ସଂଯୋଜନାରେ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ତହସିଲଦାର ବିନୋଦ କୁମାର…
ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…
ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ICAR (ନୂଆଦିଲ୍ଲୀ) ଏବଂ ICAR-CIFA (ଭୁବନେଶ୍ୱର)ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ…
ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ
ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର…
କୋରାପୁଟର ୮୮,୨୮୯ ଚାଷୀଙ୍କ ଖାତାକୁ ଗଲା ୧୭.୮୮ କୋଟି ଟଙ୍କା
କୋରାପୁଟ,୪ା୯(ଅମିତାଭ ବେହରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତିର ଶୁଭାରମ୍ଭ କରିଥିଲେ।…
ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍
ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି। ତାଙ୍କ ନମ୍ବରୁ ଆସୁଥିବା ଟଙ୍କା କିମ୍ବା ସାହାଯ୍ୟ ମାଗୁଥିବା କୌଣସି ଅନୁରୋଧକୁ ଗ୍ରହଣ…
ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…
ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’ ଆଧ୍ୟାତ୍ମିକତା ପ୍ରତି ବର୍ଦ୍ଧିତ ଆଗ୍ରହ ଦେଖାଇଛନ୍ତି; ତାଙ୍କୁ ପ୍ରାୟତଃ ବୃନ୍ଦାବନରେ ପ୍ରେମାନନ୍ଦ ଜୀ…
ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ
ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ଅବସରରେ ବିଶାଳ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ପାଟଣା ମୁଖ୍ୟାଳୟସ୍ଥିତ…
‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…
ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ ପ୍ରମୁଖ ସଦସ୍ୟ ହୋଇଛନ୍ତି। ଏହି ଅବସରରେ ପୂର୍ବତନ କ୍ରିକେଟର ଯୁବରାଜ ସିଂହ ତାଙ୍କୁ…

