Home Left

ଅହଂକାରର ପରାଜୟ: କଂଗ୍ରେସ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ୩ କୃଷି ଆଇନକୁ ପ୍ରତ୍ୟାହାର କରାଯିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଘୋଷଣା କରିଛନ୍ତି। ସେହି ଆଇନକୁ ସଂସଦର ଆସନ୍ତା ଶୀତକାଳୀନ ଅଧିବେଶନରେ ରଦ୍ଦ କରାଯିବ। ଏହା କୃଷକ ଓ ଗଣତନ୍ତ୍ରର ବିଜୟ ଏବଂ କେନ୍ଦ୍ର ସରକାରଙ୍କ ଅହଂକାରର…

ମୁଖ୍ୟମନ୍ତ୍ରୀଙ୍କ ନୈତିକତା କୁଆଡ଼େ ଗଲା: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାକୁ ନେଇ ଶୁକ୍ରବାର ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବର୍ଷିଛନ୍ତି। ଦଳୀୟ କାର୍ଯ୍ୟାଳୟଠାରେ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଧର୍ମେନ୍ଦ୍ର ସିଧାସଳଖ ମମିତା ହତ୍ୟା ପ୍ରସଙ୍ଗରେ…

ଶିଶୁ ଭବିଷ୍ୟତର ନାଗରିକ

କଥାରେ ଅଛି ଆଜିର ଶିଶୁ ଭବିଷ୍ୟତର ନାଗରିକ। ଅର୍ନ୍ତଜାତୀୟସ୍ତରରେ ଶିଶୁଙ୍କ ବିକାଶ ଏବଂ ଅଧିକାର ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ନଭେମ୍ବର ୨୦ରେ ଅନ୍ତର୍ଜାତୀୟ ଶିଶୁ ଦିବସ ପାଳନ କରାଯାଇଥାଏ। ୧୯୨୫ରେ, ଶିଶୁ କଲ୍ୟାଣ ଉପରେ ଅନୁଷ୍ଠିତ ହୋଇଥିବା ବିଶ୍ୱ…

ପଦାର୍ପଣରେ କମାଲ କଲେ

ରାଞ୍ଚି,୨୦।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଚମତ୍କାର ପ୍ରଦର୍ଶନ କରିଥିବା ହର୍ଶଲ ପଟେଲ ଅନ୍ତର୍ଜାତୀୟ ଟି୨୦ ପଦାର୍ପଣ କରି ପୂର୍ବତନ ଦ୍ରୁତ ବୋଲର ଅଜିତ ଅଗରକରଙ୍କଠାରୁ ଭାରତୀୟ କ୍ୟାପ୍‌ ଗ୍ରହଣ କରିଥିଲେ। କ୍ରମାଗତ ଦ୍ୱିତୀୟଥର ପାଇଁ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି…

କ୍ଷମତାକୁ ନ ଫେରିବା ଯାଏ ବିଧାନସଭା ଆସିବେ ନାହଁ

ଅମରାବତୀ, ୧୯।୧୧: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁଦେଶମ୍‌ ପାର୍ଟି (ଟିଡିପି) ନେତା ଏନ୍‌. ଚନ୍ଦ୍ରାବାବୁ ନାଇଡୁ ଶୁକ୍ରବାର ରାଜ୍ୟ ବିଧାନସଭାରୁ କକ୍ଷତ୍ୟାଗ କରିବା ସମୟରେ କାନ୍ଦି ପକାଇଥିଲେ। ଶାସକ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ସଦସ୍ୟମାନଙ୍କ ଅପମାନଜନକ ମନ୍ତବ୍ୟରେ କ୍ଷୁବ୍ଧ ଚନ୍ଦ୍ରାବାବୁ…

ବାଇକ୍‌ରେ ୧୦ କି.ମି. ବୋହିଲେ ମା’ଙ୍କ ମୃତଦେହ

ଭବାନୀପାଟଣା,୧୯।୧୧(ସ୍ବ.ପ୍ର.): କଳାହାଣ୍ଡିରେ ପୁଣି ମୃତଦେହକୁ ଅସମ୍ମାନ ଦେବା ଘଟଣା ଦୃଷ୍ଟିକୁ ଆସିଛି। ମା’ଙ୍କ ମୃତଦେହକୁ ବାଇକ୍‌ରେ ୧୦ କି.ମି. ବୋହିଛନ୍ତି ପୁଅ। ଏଭଳି ଅଭବାନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ବେହେରାଗୁଡାରେ। ମିଳିଥିବା ସୂଚନାନୁସାରେ, ବେହେରାଗୁଡାର କରନ ବେମାଲ…

ସିରିଜ ଜିତିବା ଲାଗି ୧୫୪ ରନ୍‌ର ଟାର୍ଗେଟ

ରାଞ୍ଚି,୧୯।୧୧: ସ୍ଥାନୀୟ ଜେଏସ୍‌ସିଏ ଆନ୍ତର୍ଜାତୀୟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ବ୍ୟାଟିଂ କରି ୨୦ ଓଭରରେ ୬ ଉଇକେଟ ହରାଇ ୧୫୩ ରନ୍‌ କରିଛି। ଟିମ୍‌ ଇଣ୍ଡିଆ ଆଗରେ ସିରିଜ ଜିତିବା ଲାଗି ୧୫୪ ରନ୍‌ର ଟାର୍ଗେଟ…

ବିଛାଉଥିଲେ ବିଦ୍ୟୁତ୍‌ ତାର ନିଜେ ଫଶିଲେ

ବୌଦ୍ଧ/ବଘିଆପଡା/ବାଉଁଶୁଣୀ,୧୯ା୧୧(ସ୍ବ.ପ୍ର/ଡି.ଏନ.ଏ): ବୌଦ୍ଧ ଗଉଦେଇ ସଂରକ୍ଷିତ ଜଙ୍ଗଲରେ ବାର୍‌ହା ଶିକାର ପାଇଁ ବିଦ୍ୟୁତ୍‌ ତାର ବିଛାଉଥିବା ବେଳେ ୩ଜଣ ଶିକାରୀଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବୌଦ୍ଧ ଥାନା ବାମଣ୍ଡା ପଞ୍ଚାୟତ ନୂଆଗଡ ଗ୍ରାମର ସୀତାରାମ ପ୍ରଧାନ ଓ ପର୍ଶୁରାମ ପ୍ରଧାନ…

ଗାଙ୍ଗପୁର ଥାନାକୁ ଦ୍ୱିତୀୟ ସର୍ବଶ୍ରେଷ୍ଠ ଥାନା ଆୱାର୍ଡ

ଭଞ୍ଜନଗର/ଛତ୍ରପୁର,୧୯।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅଧୀନ ଗାଙ୍ଗପୁର ଥାନା ଦେଶର ଦ୍ୱିତୀୟ ସର୍ବଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ ହୋଇଛି। ଭାରତ ସରକାରଙ୍କ ଗୃହ ବ୍ୟାପାର ମନ୍ତ୍ରାଣାଳୟ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଉତ୍ତରପ୍ରଦେଶର ଲକ୍ଷ୍ନୌଠାରେ ଅନୁଷ୍ଠିତ ସର୍ବ ଭାରତୀୟସ୍ତରୀୟ ଡିଜିପି ସମ୍ମିଳନୀରେ…

ପ୍ରେମିକଙ୍କ ପାଇଁ ବିଷ ପିଇଲେ ଯୁବତୀ

ଗୋପାଳପୁର,୧୯ା୧୧(ଡି.ଏନ୍‌.ଏ.): ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ଭଲ ପାଉଥିବା ଜାଣି ଜଣେ ଯୁବତୀ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ଗୋଳନ୍ଥରା ଅଞ୍ଚଳରେ। ସୂଚନା ଅନୁଯାୟୀ ଗୋଳନ୍ଥରା ଥାନା ଅଞ୍ଚଳର ଜୈନିକ ଯୁବତୀ ଅଞ୍ଚଳର ଜଣେ…

ଟସ୍‌ ଜିତି ବୋଲିଂ କରିବ ଇଣ୍ଡିଆ

ରାଞ୍ଚି,୧୯।୧୧: ସ୍ଥାନୀୟ ଜେଏସ୍‌ସିଏ ଆନ୍ତର୍ଜାତୀୟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଛି ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ୩ ମ୍ୟାଚ ବିଶିଷ୍ଟ ଶୃଙ୍ଖଳାରେ ଭାରତ ପ୍ରଥମ ମ୍ୟାଚ ଜିତି…

ଲସ୍ ଆଞ୍ଜେଲସରେ ଜାହ୍ନବୀ

ମୁମ୍ବାଇ: ନିକଟରେ ପିତାଙ୍କ ଜନ୍ମଦିନ ପାଳନ କରିବାକୁ ଦୁବଇ ବୁଲି ଯାଇଥିବା ଜାହ୍ନବୀ କପୁର ଏବେ ସୋସିଆଲ ମିଡିଆରେ ଛାଇ ଯାଇଛନ୍ତି । କିଛିଦିନ ତଳେ ଭଉଣୀ ଖୁସି କପୁରଙ୍କ ସହ ମରୁଭୂମୀରେ ବୁଲୁଥିବାର କିଛି ଫଟୋ ବଲିଉଡ୍ ନାୟିକା ଜାହ୍ନବୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri