Home Left

ବହୁ କଷ୍ଟରେ ଜିତିଲା ପାକିସ୍ତାନ

ଢାକା,୧୯।୧୧: ସ୍ଥାନୀୟ ନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଟି୨୦ ମ୍ୟାଚରେ ପାକିସ୍ତାନ ୪ ଉଇକେଟରେ ବାଂଲାଦେଶକୁ ପରାସ୍ତ କରିଛି। ଟସ୍‌ ଜିତି ବ୍ୟାଟିଂ କରିଥିବା ବାଂଲାଦେଶ ୨୦ ଓଭରରେ ୭ ଉଇକେଟ ହରାଇ ୧୨୭ ରନ୍‌ କରିଥିଲା। ପାକିସ୍ତାନ ୧୯.୨…

ଭାସୁଥିବା ଡଙ୍ଗାକୁ ଆଣିବାକୁ ଯାଇ ପୋଖରୀରେ ବୁଡ଼ିଗଲେ ୨ ନାବାଳକ

ପୁରୀ ଅଫିସ,୧୯।୧୧: ପୋଖରୀରେ ଭାସୁଥିବା ଡଙ୍ଗାକୁ ଆଣିବାକୁ ଯାଇ ୨ ନାବାଳକଙ୍କ ମୃତ୍ୟୁ ଘଟିଛି। ଏପରି ହୃଦୟବିଦାରକ ଘଟଣା ପୁରୀ ଜିଲା ନିମାପଡ଼ା ଥାନା ଅଞ୍ଚଳରେ ଘଟିଛି। ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମା ଲାଗି ଆଳିପିଙ୍ଗଳ ଗାଁ ଉତ୍ସବ ମୁଖର ହୋଇଥିଲା। ଡଙ୍ଗା…

୬ଟି କେକ କାଟି ପତ୍ନୀଙ୍କ ଜନ୍ମଦିନ ପାଳନ କଲେ କମେଡି କିଙ୍ଗ

ମୁମ୍ବାଇ: କମେଡି କିଙ୍ଗ କପିଲ ଶର୍ମା ଗୁରୁବାର ତାଙ୍କ ପତ୍ନୀ ଗିନ୍ନି ଚତରଥଙ୍କ ଜନ୍ମଦିନ ପାଳନ କରିଛନ୍ତି । ଯାହାର ଏକ ଝଲକ ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଛନ୍ତି । ପତ୍ନୀଙ୍କ ଜନ୍ମଦିନକୁ ଅଭୁଲା କରିବାକୁ ଯାଇ…

କୃଷି ଆଇନ ପ୍ରତ୍ୟାହାରକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା

ପ୍ରସିଦ୍ଧ କଙ୍ଗନା ରାଣାୱତ ନିଜ ବିବାଦୀୟ ମନ୍ତବ୍ୟ ପାଇଁ ସର୍ବଦା ଚର୍ଚ୍ଚାରେ ଥାନ୍ତି। କୃଷି ଆଇନ ପ୍ରତ୍ୟାହାର ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିଷ୍ପତ୍ତିକୁ ଲଜ୍ଜାଜନକ ବୋଲି କହି କଙ୍ଗନା ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। କୃଷି ଆଇନ ପ୍ରତ୍ୟାହାର ନେଇ…

ପ୍ରବଳ ବର୍ଷାରେ ଭୁଶୁଡିଲା ଘର, ଚାଲିଗଲା ୯ ଜୀବନ

ଚେନ୍ନାଇ,୧୯।୧୧: ତାମିଲନାଡୁର ଭେଲୋର ଜିଲା ପେରନାମବେଟରେ ଶୁକ୍ରବାର ପ୍ରବଳ ବର୍ଷାରେ ଘର ଭାଙ୍ଗି ଗୋଟିଏ ପରିବାରର ୯ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୮ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ପେରନାମବେଟରେ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ଅଗ୍ନିଶମ…

ବଟେଶ୍ୱର ପୀଠରେ କାର୍ତ୍ତିକ ପୂର୍ଣ୍ଣିମା

ଗଞ୍ଜାମ,୧୯।୧୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ସ୍ଥିତ ପ୍ରସିଦ୍ଧ ଐତିହାସିକ ବଟେଶ୍ୱର ଶୈବପୀଠରେ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବାଲିଯାତ୍ରା ଅନୁଷ୍ଠିତ ହୋଇଛି । ଏହି ଯାତ୍ରାକୁ ଛଅ ଖଣ୍ଡ ଗ୍ରାମର ମନ୍ଦିର ପରିଚାଳନା କମିଟି ପରିଚାଳନା କରୁଛନ୍ତି । କାର୍ତ୍ତିକ ମାସ…

ଲଗାତାର ପଞ୍ଚମଥର ଲାଗି ଦେଶର ସବୁଠାରୁ ସ୍ୱଚ୍ଛ ସହର ତାଲିକାର ଶୀର୍ଷରେ ଇନ୍ଦୋର: ମିଳିବ ୩ ପୁରସ୍କାର

ନୂଆଦିଲ୍ଲୀ,୧୯ ।୧୧: ସ୍ୱଚ୍ଛତା ଅଭିଯାନରେ ପୁଣିଥରେ ବାଜି ମାରିଛିି ଇନ୍ଦୋର । ସ୍ୱଚ୍ଛତା ସର୍ବେକ୍ଷଣ ପରିଣାମ ଶନିବାର ଔପଚାରିକ ଭାବେ ଘୋଷଣା କରାଯିବ । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହାକୁ ନେଇ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଲଗାତାର ୫ମ…

ଏକ ଯୁଗର ସମାପ୍ତି!

କେପଡାଉନ୍‌,୧୯।୧୧:ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ଏବି ଡି ଭିଲିୟର୍ସ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଡି ଭିଲିୟର୍ସ ମଧ୍ୟ ଆଇପିଏଲ୍‌ ୨୦୨୨ ରେ ଅଂଶଗ୍ରହଣ କରିବେ ନାହିଁ । ଡି ଭିଲିୟର୍ସ ତାଙ୍କ ଦ୍ରୁତ ବ୍ୟାଟିଂ ସହିତ ପ୍ରଶଂସକଙ୍କ ହୃଦୟ ଜିତିଥିଲେ, ସେ…

ପ୍ରେମରେ ପଡ଼ିଛନ୍ତି ବିଗ୍‌ ବିଙ୍କ ନାତୁଣୀ

ବମ୍ବେ: ପ୍ରେମରେ ପଡ଼ିଛନ୍ତି ବିଗ୍‌ ବି ଅମିତାଭ ବଚ୍ଚନଙ୍କ ନାତୁଣୀ ନବ୍ୟା ନବେଲୀ ନନ୍ଦା। ଏପରି କିଛି ଚର୍ଚ୍ଚା ହେଉଛି ବଲିଉଡ୍‌ ଗଳିକନ୍ଦିରେ। ନୂଆ ସୂଚନାନୁଯାୟୀ ବଲିଉଡ୍‌ ଅଭିନେତା ସିଦ୍ଧାନ୍ତ ଚତୁର୍ବେଦୀଙ୍କ ପ୍ରେମରେ ପଡ଼ିଛନ୍ତି ସେ। ସିଦ୍ଧାନ୍ତ ‘ବଣ୍ଟି ଔର ବବଲି-୨’ରେ…

ଅନୁଗୋଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ,ବାଣ୍ଟିବେ ସ୍ମାର୍ଟ ହେଲ୍‌ଥ କାର୍ଡ

ଅନୁଗୋଳ ଅଫିସ,୧୯।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସିବେ । ମୁଖ୍ୟମନ୍ତ୍ରୀ ସକାଳ ୧୧ ଟାରେ ଅନୁଗୋଳ ଷ୍ଟାଡିୟମରେ ଥିବା ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରେ ଆୟୋଜିତ ସଭାରେ ଯୋଗ ଦେଇ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ…

ଏକ୍ସ-ଗର୍ଲଫ୍ରେଣ୍ଡଙ୍କୁ ପିଟୁଥିଲେ ସଲମାନ, ଅଭିନେତ୍ରୀ କହିଲେ ଏମିତି…

ମୁମ୍ବାଇ: ସୁପରଷ୍ଟାର ସଲମାନ୍‌ ଖାନ ଏପର୍ଯ୍ୟନ୍ତ ବିବାହ କରିନାହାନ୍ତି, କିନ୍ତୁ ତାଙ୍କ ପ୍ରେମ କାହାଣୀ ସବୁବେଳେ ଚର୍ଚ୍ଚାରେ ରହିଥାଏ। ସଲମାନ୍‌ଙ୍କ ବହୁ ଗର୍ଲଫ୍ରେଣ୍ଡ ଥିଲେ। ସେଥିମଧ୍ୟରୁ ସୋମି ଅଲ୍ଲୀ ଜଣେ। ସଲମାନ ଏବଂ ସୋମିଙ୍କ ସମ୍ପର୍କ ବିଷୟରେ ପ୍ରାୟ ସମସ୍ତେ ଜାଣନ୍ତି।…

କୃଷି ଆଇନ୍‌ ପ୍ରତ୍ୟାହାର ଏକ ନିର୍ବାଚନୀ ଚାଲ୍‌: ପ୍ରିୟଙ୍କା

ନୂଆଦିଲ୍ଲୀ,୧୯।୧୧: ତିନୋଟି କୃଷି ଆଇନକୁ ରଦ୍ଦ କରିବାର ନିଷ୍ପତ୍ତି ପରେ ବିରୋଧୀମାନେ ଏହାର ପ୍ରତିକ୍ରିୟା ଜାରି ରଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି କଂଗ୍ରେସର ବହୁ ବରିଷ୍ଠ ନେତା ଏହି ନିଷ୍ପତ୍ତି ନିର୍ବାଚନୀ ଚାଲ୍‌ ବୋଲି କହିଛନ୍ତି। କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri