Home Left

ପାର୍ଲାମେଣ୍ଟରେ ଜଣେ ଏମ୍‌ପିଙ୍କୁ ଏମିତି ପ୍ରଶ୍ନ ପଚାରିଲେ ଅଧ୍ୟକ୍ଷ: ସମସ୍ତେ ହସିଲେ

ନୂଆଦିଲ୍ଲୀ,୨୮।୩: ପାର୍ଲାମେଣ୍ଟରେ ବେଳେବେଳେ ଗମ୍ଭୀର ଆଲୋଚନା ମଧ୍ୟରେ ହସ ଏବଂ ଥଟ୍ଟାର ମୁହୂର୍ତ୍ତ ମଧ୍ୟ ଦେଖାଯାଏ। ନିକଟରେ ରାଜ୍ୟ ସଭାରେ ସମାନ ଘଟଣା ଦେଖିବାକୁ ମିଳିଥିଲା। ମାଲାୟାଲମ ଅଭିନେତା ତଥା କେରଳ ଭାଜପା ଏମ୍‌ପି ସୁରେଶ ଗୋପୀ ଏକ ନୂଆ ରୂପରେ…

ଲଗାତର ଦ୍ୱିତୀୟଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପ୍ରମୋଦ

ପାଣାଜୀ,୨୮।୩: ଗୋଆର ମୁଖ୍ୟମନ୍ତ୍ରୀ ଭାବରେ ସୋମବାର ଶପଥ ଗ୍ରହଣ କରିଛନ୍ତି ପ୍ରମୋଦ ସାୱନ୍ତ। ରାଜଧାନୀ ପାଣାଜୀସ୍ଥିତ ଶ୍ୟାମା ପ୍ରସାଦ ମୁଖାର୍ଜୀ ଷ୍ଟାଡିୟମରେ ଆୟୋଜିତ ଏକ ସମାରୋହରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୧୨ ଲକ୍ଷ ଟଙ୍କା ଜୋରିମନା ଦେବେ ରୋହିତ ଶର୍ମା

ମୁମ୍ବାଇ,୨୮।୩: ଆଇପିଏଲ ୨୦୨୨ର ଦ୍ୱିତୀୟ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ଏହି ମ୍ୟାଚରେ ଦିଲ୍ଲୀ ସମ୍ମୁଖରେ ୧୭୮ରନ ଟାର୍ଗେଟ ରଖିଥିଲା। ଏହାର ଜବାବରେ ଦିଲ୍ଲୀ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ…

୧୨ ବଲ୍‌ରେ ହିରୋରୁ ଜିରୋ ପାଲଟିଲେ ଏହି କ୍ରିକେଟର୍‌

ମୁମ୍ବାଇ,୨୮।୩: ଆଇପିଏଲ୍‌ ୨୦୨୨ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦଳର ପୁରୁଣା ଅଭ୍ୟାସ ବଦଳି ନାହିଁ। ରବିବାର ପଞ୍ଜାବ କିଙ୍ଗସ ବିପକ୍ଷରେ ୨୦୫ ରନ ସ୍କୋର କରିବା ସତ୍ତ୍ୱେ ଦଳ ମ୍ୟାଚ ହାରିଛି। ଓଡିନ ସ୍ମିଥ ମାତ୍ର ୮ଟି ବଲରେ ଅପରାଜିତ…

ରାୟଗଡ଼ାରେ ଭାରତ ବନ୍ଦ

ରାୟଗଡ଼ା ଅଫିସ,୨୮ା୩: ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଶ୍ରମିକ କୃଷକ ବିରୋଧ ନୀତି ଜନ ବିରୋଧ ନୀତି ବିରୋଧରେ ସୋମବାର ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ଓଡ଼ଶା ଶାଖା ପକ୍ଷରୁ ରାୟଗଡ଼ାର କପିଳାସ ରୋଡ୍‌ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ୨୮ ଏବଂ ୨୯…

କାମ କଲାନି ସୁରେଶ, ଅପରାଜିତାଙ୍କ ପ୍ରଭାବ

ଖୋର୍ଦ୍ଧା ଅଫିସ,୨୮ା୩: ଖୋର୍ଦ୍ଧା ପୌର ନିର୍ବାଚନରେ ଶାସକ ଦଳ ବିଜେଡି ବାଜି ମାରି ନେଇଛି। ୪ଟି ପୌର ଆସନରେ ବିଜେଡି ବହୁମତ ହାସଲ କରିଥିବା ବେଳେ ଅଧ୍ୟକ୍ଷ ପଦବୀ ମଧ୍ୟ ବିଜେଡି ହାତକୁ ଯାଇଛି। ପୁଣି ଥରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି…

ଓସ୍କାର ମଞ୍ଚରେ ଝଗଡା: ସ୍ତ୍ରୀଙ୍କୁ କମେଣ୍ଟ କରିବାରୁ ଉପସ୍ଥାପକଙ୍କୁ ମୁଥ ମାରିଲେ ପ୍ରସିଦ୍ଧ ଅଭିନେତା

କାଲିଫର୍ନିଆ,୨୮।୩: ୨୦୨୨ ଓସ୍କାର ପୁରସ୍କାର ବିତରଣ ମଞ୍ଚରେ ଏକ ରୋଚକ ଘଟଣା ଘଟିଥିଲା। ପ୍ରସିଦ୍ଧ ଅଭିନେତା ୱିଲ ସ୍ମିଥ ଉପସ୍ଥାପକ କ୍ରିସ ରକ୍‌ଙ୍କୁ ମୁଥ ମାରିଥିଲେ। ସ୍ମିଥ୍‌ଙ୍କ ସ୍ତ୍ରୀଙ୍କୁ ନେଇ କମେଣ୍ଟ କରିବା ରକ୍‌ଙ୍କୁ ମହଙ୍ଗା ପଡିଥିଲା। ଡକ୍ୟୁମେଣ୍ଟାରୀ ଫିଚର୍‌ ପାଇଁ…

ନକଲି ଡାକ୍ତରଙ୍କ ମୁଖ୍ୟ ସହଯୋଗୀ କଟକରୁ ଗିରଫ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ପ୍ରତାରଣା ପରେ ସମ୍ପତ୍ତି ଲୁଟ୍‌ ସହ ଚାକିରି ଠକେଇ ମାମଲାରେ ଗିରଫ ହୋଇ ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ମୁଖ୍ୟ ସହଯୋଗୀଙ୍କୁ କମିଶନରେଟ ପୋଲିସ କଟକ…

ପୋଲରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ, ରାସ୍ତାରୋକୋ କଲେ ସ୍ଥାନୀୟ ଲୋକେ

ପଦ୍ମପୁର,୨୮ା୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜାମଝାଡ଼ି ଧାମରା ରାସ୍ତାର ପଟାପୋଲଠାରେ ନିର୍ମାଣାଧୀନ ପୋଲରେ ପିଟି ହୋଇ ଷାଠିଏବାଟି ଗ୍ରାମର ଯୁବକ ବିପିନ ବେହେରାଙ୍କ ମୃତ୍ୟୁ ଘଟିଛି। ସେ ବୁଲେଟ୍‌ ଯୋଗେ ଘରକୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ପୋଲରେ…

୫୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରୁ ସୋମବାର ୪୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୫୧୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫ ଜଣ ଚିହ୍ନଟ ହୋଇଥିବା…

ରାଜଧାନୀରେ ଫୁଟିଲା ଗୁଳି

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ସୋମବାରଠାରୁ ୨ ଦିନ ପାଇଁ ଭାରତ ବନ୍ଦ ଥିବା ବେଳେ ରବିବାର ରାତିରୁ ତେଲ ପକାଇବା ପାଇଁ ବିଭିନ୍ନ ଟାଙ୍କିରେ ଅସମ୍ଭବ ପ୍ରକାର ଭିଡ଼ ଦେଖିବାକୁ ମିଳିଥିଲା। ତେବେ ତେଲ ପକାଇବାକୁ କେନ୍ଦ୍ର କରି ଲକ୍ଷ୍ମୀସାଗର ଅଞ୍ଚଳର ଏକ ପେଟ୍ରୋଲ…

ପୁଅ ଗୁଗ୍‌ଲରେ ମା’ଙ୍କୁ କଲେ ସର୍ଚ୍ଚ, ସତ ଜାଣିବା ପରେ ପାଦତଳୁ ଖସିଗଲା ମାଟି

ପ୍ରତ୍ୟେକ ପିଲା ନିଜ ମା-ବାପାଙ୍କ ସହିତ ବହୁ ଜଡ଼ିତ। ସେମାନଙ୍କ ପାଇଁ ପିଲା ନିଜ ଜୀବନ ବି ଦେଇପାରନ୍ତି। ପ୍ରତ୍ୟେକ ସୁଖ ଦୁଃଖରେ ସେମାନଙ୍କୁ ସାହାଯ୍ୟ କରିବାକୁ ଚେଷ୍ଟା କରନ୍ତି, କିନ୍ତୁ ଯେତେବେଳେ ମା-ବାପା କିଛି ଅସୁବିଧାରେ ପଡ଼ନ୍ତି, ପିଲାମାନେ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?