ଇସ୍ତଫା ଦେଲେ ଅଧିନାୟକ
ସିଡନୀ,୧୯।୧୧: ଆଶେସ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆ ଅଧିନାୟକ ଟିମ ପେନ୍ ଅଧିନାୟକତ୍ୱରୁ ଇସ୍ତଫା ଦେଇଛନ୍ତି। କଙ୍ଗାରୁ ଅଧିନାୟକ ପେନ୍ ଝିଅକୁ ଅଶ୍ଳୀଳ ବାର୍ତ୍ତା ପଠାଇଥିବା ଅଭିଯୋଗ ହୋଇଛି। ୨୦୧୭ରେ, ପେନ ନିଜର ଅଶ୍ଳୀଳ ଫଟୋ ଏକ ଝିଅଙ୍କୁ ପଠାଇଥିଲେ, ଏହା ବ୍ୟତୀତ…
ପାଇପ ଜଳ ଯୋଗାଣ ପ୍ରକଳ୍ପ: ଖର୍ଚ୍ଚ ଅଧିକ, କାମ କମ୍
ଯାଜପୁର ଅଫିସ,୧୯ା୧୧: ଯାଜପୁର ଜିଲାରେ ଗ୍ରାମାଞ୍ଚଳକୁ ପାଇପ୍ ଜଳ ଯୋଗାଣ ପାଇଁ ବିଭିନ୍ନ ଯୋଜନାରେ ଗତ ୨ ଆର୍ଥିକ ବର୍ଷର ଅକ୍ଟୋବର ସୁଦ୍ଧା ୬୪୪.୧୩ କୋଟି ଟଙ୍କା ଖର୍ଚ୍ଚ ହୋଇସାରିଛି। ସେଥିମଧ୍ୟରୁ ଓଏମ୍ବିଏଡିସି (ଓଡିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ)ରେ…
କ୍ଷତିଭରଣା ଅର୍ଥ ଅଫିସର, ଠିକା ସଂସ୍ଥା ଦିଅନ୍ତୁ
କେନ୍ଦ୍ରାପଡ଼ା ଅଫିସ, ୧୯ା୧୧: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ମଣିକୁଣ୍ଡାଠାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପକୁ ନେଇ କେନ୍ଦ୍ର ପର୍ଯ୍ୟାବରଣ ମନ୍ତ୍ରଣାଳୟର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ହୋଇଥିବା ଚିଠି ଚର୍ଚ୍ଚାରେ ଅଛି। ଗୁରୁବାର ଧରିତ୍ରୀରେ ଏ ସମ୍ପର୍କରେ ଖବର ପ୍ରକାଶ ପରେ…
ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ, ଜୀବନବୋଧ ମାର୍ଗ ରହିଛି
ଭୁବନେଶ୍ୱର, ୧୯ା୧୧ (ବ୍ୟୁରୋ): ଅରଣ୍ୟ ସଂସ୍କୃତିରେ ଭାରତୀୟ ଜୀବନାଦର୍ଶ ଓ ଜୀବନବୋଧର ମାର୍ଗ ରହିଛି। ଯିଏ ଏହି ସଂସ୍କୃତିରେ ବିକୃତି ଆଣିବାକୁ ଚେଷ୍ଟା କରିଛି ସେ ବିନାଶକୁ ବରଣ କରିଛି। ସାମ୍ପ୍ରତିକ ସମାଜର ବହୁବିଧ ସମସ୍ୟାରୁ ମୁକ୍ତି ନିମନ୍ତେ ଅରଣ୍ୟ ସଂସ୍କୃତିର…
ଗୃହରେ ସଦସ୍ୟ ଆଚରଣ ରଖିବା ଉଚିତ: ବାଚସ୍ପତି
ଭୁବନେଶ୍ୱର,୧୯ା୧୧: ସଂସଦ ଓ ବିଧାନସଭାର ଅଧ୍ୟକ୍ଷ ଭାବେ ବାଚସ୍ପତିମାନେ ଗୃହର ସୁପରିଚାଳନା ସହ ଗରିମା ରକ୍ଷା କରିବାରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନେଇଥାନ୍ତି। ସାଂସଦ ଓ ବିଧାୟକମାନେ ଏହାକୁ ସମ୍ପୂର୍ଣ୍ଣରୂପେ ହୃଦୟଙ୍ଗମ କରି ଗୃହରେ ନିଜର ଆଚରଣ ରଖିବା ଉଚିତ। ସଂସଦ ଓ…
ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସୁନାବେଶ
ପୁରୀ ଅଫିସ,୧୯।୧୧ : ଶ୍ରୀକ୍ଷେତ୍ର ପୁରୀରେ ମଧ୍ୟ ଶ୍ରୀଜିଉଙ୍କ ଦର୍ଶନ ଉପରେ ପ୍ରଶାସନ ଶୁକ୍ରବାର କଟକଣା ଲଗାଇଛି । ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କର ଦୁର୍ଲଭ ରାଜରାଜେଶର ବେଶ ବା ସୁନାବେଶ ଅନୁଷ୍ଠିତ ହେବ । ଅବକାଶ ନୀତି ଶେଷ ହେବା…
ବିଶ୍ୱର ସବୁଠୁ ଭୟଙ୍କର ପାର୍କ
ଆମେରିକାର ଏକ ପାର୍କ ବର୍ତ୍ତମାନ ଭୟଙ୍କର ସ୍ଥାନ ପାଲଟିଛି। ଏହି ପାର୍କ ଏକଦା ଲୋକମାନଙ୍କର ପ୍ରିୟ ଥିଲା। ପ୍ରବଳ ଜନଗହଳି ଲାଗି ରହୁଥିଲା। ପାର୍କରେ ଥିବା ଅନେକ ଜିନିଷକୁ ଦେଖିବା ପାଇଁ ଆସିଥାନ୍ତି। କିନ୍ତୁ ଏବେ ଏହା ଏକ ଭୟଙ୍କର ସ୍ଥାନ…
୫ ଜିଲାର ୧୫୮ ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ)/ ବାରିପଦା (ଅଫିସ): ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି। ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଜିଲାର ୧୫୮ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ମାଲକାନଗିରିର ୬ ସ୍କୁଲ,…
ଚାକିରି ଫେରି ପାଇବାକୁ ଅଧିଆ
ସୁନ୍ଦରଗଡ,୧୯ା୧୧(ଡି.ଏନ୍.ଏ.): ଚାକିରି ଫେରି ପାଇବା ପାଇଁ ଗୁରୁବାର ଜଣେ ଆଦିବାସୀ ମହିଳା ସୁନ୍ଦରଗଡ଼ ଜିଲାପାଳଙ୍କ ଅଫିସ ସମ୍ମୁଖ ବାରଣ୍ଡାରେ ମୁହଁମାଡି ଶୋଇ ଅଭିନବ ଢଙ୍ଗରେ ପ୍ରତିବାଦ କରିଛନ୍ତି ା ପରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଆସି ତାଙ୍କୁ ତଳୁ ଉଠାଇ…
ନିଲମ୍ବନ ପରେ ଚାକିରିରୁ ବିଦା
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ୍ ଓ୍ବେଲ୍ଫେୟାର କର୍ପୋରେଶନ (ଓପିଏଚ୍ଡବ୍ଲ୍ୟୁସି)ର ନିଲମ୍ବିତ ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କୁ ରାଜ୍ୟ ସରକାର ଗୁରୁବାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଅପାରଗତା ଓ ଦୁର୍ନୀତି…
ସ୍ମାର୍ଟ ହେଲ୍ଥ କାର୍ଡରେ ଯୋଡ଼ିହେଲା କେନ୍ଦୁଝର
ଭୁବନେଶ୍ୱର(ବ୍ୟୁରୋ)/କେନ୍ଦୁଝର (ସ୍ବ.ପ୍ର./ଡି.ଏନ୍.ଏ.), ୧୮।୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲ୍ଥ କାର୍ଡ ସ୍କିମ୍ରେ ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଯୋଡ଼ିହୋଇଛି। କେନ୍ଦୁଝର ଜିଲା ସଂସ୍କୃତି ଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସ ମାଧ୍ୟମରେ…
ଅଧିକାରୀଙ୍କୁ ଅଧିଗ୍ରହଣ ବୋଝ
ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୧୮ା୧୧:ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କଟକ ଓ ଢେଙ୍କାନାଳ ଜିଲା ଦେଇ ଯାଇଥିବା ୩ ରେଳ ପ୍ରକଳ୍ପର ଦୋହରୀକରଣ ଓ ସମ୍ପ୍ରସାରଣ ପାଇଁ ଜମି ମିଳୁନି। ଜମି ଅଧିଗ୍ରହଣ ପ୍ରକ୍ରିୟାରେ ଗତ ୧୨ ରୁ ୧୫ ବର୍ଷ…
Archives


