Home Left

ଛତିଶଗଡ଼ର ୧୭୧ ସ୍କୁଲରେ ସ୍ଥାନ ପାଇବ ଡ.ଓସାମାଙ୍କ ପ୍ରକଳ୍ପ

ରଘୁନାଥପୁର,୧୯ା୧୧(ଡି.ଏନ୍‌.ଏ.): ଛତିଶଗଡ଼ ରାୟପୁରଠାରେ ଜବାହରଲାଲ ନେହେରୁ ଅନ୍ତର୍ଜାତୀୟ ଶିକ୍ଷା ସମ୍ମିଳନୀ (ଭିଜନ ୨୦୩୦) ନଭେମ୍ବର ୧୪ରେ ଅନୁଷ୍ଠିତ ହୋଇଯାଇଛି। ଓଡିଶାରୁ ଏକମାତ୍ର ଶିକ୍ଷକ ଭାବେ ଏହି ସମ୍ମିଳନୀରେ କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଉତ୍ତରକୂଳ ପଞ୍ଚାୟତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,…

ନିଶା କବଳରେ ଶୈଶବ: ରାଜ୍ୟପାଳ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ବିଜୁପଟ୍ଟନାୟକ ପୋଲିସ ଏକାଡେମୀରେ ଗୁରୁବାର ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ‘ପାସିଂ ଆଉଟ୍‌ ପରେଡ୍‌’ ଆୟୋଜନ କରାଯାଇଥିଲା। ଏଥିରେ ପଞ୍ଚମ ବ୍ୟାଚ୍‌ର ୭ଜଣ ଡିଏସ୍‌ପି ଏବଂ ୧୦ମ ବ୍ୟାଚରେ ଉତ୍ତୀର୍ଣ୍ଣ ହୋଇଥିବା ୧୯୧ଜଣ ସବ୍‌ଇନ୍ସପେକ୍ଟର ଭାଗ…

ଲକ୍ଷ୍ମୀନୃସିଂହ ବେଶରେ ମହାପ୍ରଭୁ

ପୁରୀ ଅଫିସ, ୧୯ା୧୧: ପଞ୍ଚକର ଚତୁର୍ଥ ଦିବସ ଅର୍ଥାତ୍‌ କାର୍ତ୍ତିକ ମାସ ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ (ଡାଳିକିଆ ବେଶ) ଅନୁଷ୍ଠିତ ହୋଇଯାଇଛି। ଶ୍ରଦ୍ଧାଳୁମାନେ ଏହି ବେଶ ଦର୍ଶନ କରି କୃତାର୍ଥ ହୋଇଛନ୍ତି। ପରମ୍ପରା…

ଲୌହ ମାନବୀଙ୍କୁ ମୋଦିଙ୍କ ସମେତ ବହୁ ନେତା ଦେଲେ ଶ୍ରଦ୍ଧାଞ୍ଜଳୀ, ଜେଜେମା’ଙ୍କୁ ମନେପକାଇଲେ ରାହୁଲ

ନୂଆଦିଲ୍ଲୀ,୧୯ ।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ସେହିପରି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବି ଜେଜେ ମା’ ତଥା ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀଙ୍କ…

ଆଜି ଶତାବ୍ଦୀର ସବୁଠୁ ବଡ଼ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେଉଁ ରାଶି ଉପରେ ପଡ଼ିବ ପ୍ରଭାବ

ହିନ୍ଦୁ କ୍ୟାଲେଣ୍ଡର ଅନୁଯାୟୀ, ନଭେମ୍ବର ୧୯ରେ ଅର୍ଥାତ୍‌ ଆଜି ଶତାବ୍ଦୀର ବୃହତ୍ତମ ଏବଂ ଦୀର୍ଘତମ ଚନ୍ଦ୍ରଗ୍ରହଣ ହେବ। କାର୍ତ୍ତିକ ପୂର୍ଣ୍ଣିମା ଦିନ ଏଥର ଚନ୍ଦ୍ର ଗ୍ରହଣଙ୍କ ରାଶି ଗଠନ କରାଯାଉଛି। ଆଜି ଅନୁଷ୍ଠିତ ହେବାକୁ ଥିବା ୨୦୨୧ ବର୍ଷର ଶେଷ ଚନ୍ଦ୍ରଗ୍ରହଣ…

ଡଙ୍ଗାରେ ବୁଲି ମୁହାଁଣ ଦେଖିଲେ କେନ୍ଦ୍ର ମନ୍ତ୍ରୀ

କଣାସ,,୧୯ା୧୧(ସ୍ବ.ପ୍ର.): ପୁରୀ ଜିଲା ପ୍ରତିବର୍ଷ ବନ୍ୟା, ବାତ୍ୟା ଭଳି ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ଏହି ବିପର୍ଯ୍ୟୟ ଦ୍ୱାରା ବିଶେଷ ଭାବେ କଣାସ ବ୍ଲକ ଅଞ୍ଚଳ ଅଧିକ ଖାଲୁଆ ଅଞ୍ଚଳ ହୋଇଥିବାରୁ ଚାଷ ସହ ଧନଜୀବନ କ୍ଷତି ହେଉଛି। ଏହି ବିପର୍ଯ୍ୟୟର ସ୍ଥାୟୀ…

ଭାରତରେ କମ୍ୟୁନିଜିମର ପ୍ରସାର କରିବାକୁ ଚାହୁଁଛି ଚାଇନା

ବେଜିଂ,୧୯ ।୧୧: ଚାଇନା ଭାରତରେ କମ୍ୟୁନିଷ୍ଟ ବିଚାରଧାରାକୁ ପ୍ରସାର କରିବାକୁ ସି ଜିନପିଙ୍ଗଙ୍କ ପୁସ୍ତକକୁ ହିନ୍ଦୀରେ ପ୍ରକାଶ କରିଛି । ଜିନପିଙ୍ଗଙ୍କ ଏହି ପୁସ୍ତକ ମଧ୍ୟ ଏସିଆର କିଛି ଦେଶରେ ଅନ୍ୟ ଭାଷାରେ ପ୍ରକାଶ କରାଯାଇଛି । ଉକ୍ତ ପୁସ୍ତକରେ ଚାଇନାର…

ଚାଇନା ସୀମାକୁ ପଠାଇଲା ବୋମା ବର୍ଷି ବିମାନ

ନୂଆଦିଲ୍ଲୀ,୧୯ ।୧୧: ଭାରତ ସହ ଲଦ୍ଦାଖ ସୀମାରେ ଲାଗିରହିଥିବା ବିବାଦ ମଧ୍ୟରେ ଚାଇନା ଏଲ୍‌ଏସିରେ ବୋମା ବର୍ଷି ଏଚ୍‌-୬କେ ବିମାନ ମୁତୟନ କରିଦେଇଛି । ଯାହା ସିଜେ-୨୦ ମିଶାଇଲଠାରୁ ଅଧିକ କ୍ଷମତା ରଖେ । ମିଶାଇଲର ଆକ୍ରମଣ କ୍ଷମତା ଦିଲ୍ଲୀ ପର୍ଯ୍ୟନ୍ତ…

୧୦୦ ଦେଶକୁ ୬୫ ନିୟୁତ ଡୋଜ୍‌ କୋଭିଡ୍‌ ଟିକା ପଠାଇଛି ଭାରତ

ନୂଆଦିଲ୍ଲୀ, ୧୯।୧୧(ପି.ଟି.):ଚଳିତ ବର୍ଷ ଭାରତ ପାଖାପାଖି ୧୦୦ ଦେଶକୁ ୬୫ ନିୟୁତରୁ ଅଧିକ ଡୋଜ୍‌ କୋଭିଡ୍‌ ଟିକା ରପ୍ତାନି କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କହିଛନ୍ତି। ଭାରତର ସ୍ବାସ୍ଥ୍ୟସେବା ସେକ୍ଟର ପ୍ରତି ଆସ୍ଥା ଏହାକୁ ବିଶ୍ୱ ଫାର୍ମାସୀର ଆଖ୍ୟା ଦେଇଛି।…

ବଦଳୁଛି ଗଙ୍ଗା ଗତିପଥ

ନୂଆଦିଲ୍ଲୀ, ୧୯ା୧୧:ଜଳବାୟୁ ପରିବର୍ତ୍ତନର ଭୟଙ୍କର ପ୍ରଭାବ ଆମ ପରିବେଶ ଉପରେ ପଡ଼ୁଛି। ଜୀବଜଗତ ଗୋଟିଏ ପରେ ଗୋଟିଏ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛନ୍ତି। ଏବେ ଆହୁରି ଚିନ୍ତାରେ ପକାଇବା ଭଳି ଏକ ଅନୁସନ୍ଧାନ ରିପୋର୍ଟ ସାମ୍‌ନାକୁ ଆସିଛି। ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ୍‌…

ମିଳୁନାହାନ୍ତି ବ୍ରାହ୍ମଣ କନ୍ୟା:ବିବାହ ଅପେକ୍ଷାରେ ୪୦ ହଜାର ତାମିଲ ଯୁବକ

ଚେନ୍ନାଇ, ୧୯ା୧୧:ତାମିଲନାଡୁରେ ବିବାହ ନିମନ୍ତେ ବ୍ରାହ୍ମଣ କନ୍ୟାଙ୍କ ଅଭାବ ଦେଖାଦେଇଛି। ଫଳରେ ୪୦ ହଜାରରୁ ଅଧିକ ଯୁବକ ବିବାହ ପାଇଁ ଅନ୍ୟ ରାଜ୍ୟରେ କନ୍ୟା ଖୋଜୁଥିବା ତାମିଲନାଡୁ ବ୍ରାହ୍ମଣ ଆସୋସିଏଶନ କହିଛି। ବିଶେଷ କରି ଉତ୍ତରପ୍ରଦେଶ ଏବଂ ବିହାରରେ ଏହି ସମ୍ପ୍ରଦାୟର…

ଧାନ କିଣିବାକୁ ଇଣ୍ଟରାକ୍ଟିଭ ଭଏସ୍‌ ରେସ୍‌ପନ୍ସ ସିଷ୍ଟମ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରବର୍ତ୍ତିତ ୫-ଟି ଆଧାରରେ ରାଜ୍ୟର ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ କିଣାକୁ ଅଧିକ ଲୋକାଭିମୁଖୀ ଓ ସ୍ବଚ୍ଛ କରିବା ଉଦ୍ଦେଶ୍ୟରେ ଇଣ୍ଟରାକ୍ଟିଭ୍‌ ଭଏସ୍‌ ରେସ୍‌ପନ୍ସ ସିଷ୍ଟମ(ଆଇଭିଆର୍‌ଏସ୍‌)ର ପ୍ରଚଳନ କରାଯାଇଛି। ଏହାଦ୍ୱାରା ଚାଷୀମାନେ ସେମାନଙ୍କ ପଞ୍ଜୀକୃତ ମୋବାଇଲ ନମ୍ବର ମାଧ୍ୟମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri