ଏଲ୍ଓସି ଡେଁଇଲା ବେଳେ ଧରାପଡ଼ିଲେ
ଶ୍ରୀନଗର,୧୮।୧୧: ଅସ୍ତ୍ର ତାଲିମ ପାଇଁ ନିୟନ୍ତ୍ରଣ ରେଖା(ଏଲ୍ଓସି) ଅତିକ୍ରମ କରି ପାକ୍ ଅଧିକୃତ କଶ୍ମୀର(ପିଓକେ) ଯିବାକୁ ଉଦ୍ୟମ କରୁଥିବା ଜମ୍ମୁ-କଶ୍ମୀରର ୩ ଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ଗୁରୁବାର ସୁରକ୍ଷା ବଳ ଧରିଛନ୍ତି। ସେମାନେ ପାକିସ୍ତାନୀ ଆତଙ୍କବାଦୀ କମାଣ୍ଡର ତୟାବ ଫାରୁକିଙ୍କ…
ଶିଶୁ ମୃତଦେହ ଖାଇଲା କୁକୁର
ଭୋପାଳ,୧୮।୧୧: ମଧ୍ୟପ୍ରଦେଶର ଅଶୋକନଗର ଜିଲା ହସ୍ପିଟାଲ ବାହାରେ ନବଜାତ ଶିଶୁର ମୃତଦେହକୁ କୁକୁର ଖାଉଥିବା ଦେଖିବାକୁ ମିଳିଛି। ହୃଦୟ ବିଦାରକ ଘଟଣା ହସ୍ପିଟାଲ କର୍ତ୍ତୁପକ୍ଷଙ୍କ ସାମ୍ନାକୁ ଆସିବା ପରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଜଣେ ସଫେଇ କର୍ମଚାରୀ ହସ୍ପିଟାଲ ବାହାରେ ଏକ…
ମୁଖ୍ୟମନ୍ତ୍ରୀ ଚନ୍ନିଙ୍କ କର୍ତାରପୁର ଯାତ୍ରାରେ ସାମିଲ ହେଲେନି ସିଦ୍ଧୁ
ଚଣ୍ଡିଗଡ଼, ୧୮।୧୧: ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ ନେତୃତ୍ୱରେ ତାଙ୍କ କ୍ୟାବିନେଟ ସହକର୍ମୀ, ବିଧାୟକ ଓ ସେମାନଙ୍କ ପରିବାର ସଦସ୍ୟମାନେ କର୍ତାରପୁର ସାହିବକୁ ଯାତ୍ରା କରିଥିଲେ। ତେବେ ଏହି ଯାତ୍ରାରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ନବଜ୍ୟୋତ ସିଂ ସିଦ୍ଧୁ…
ପରିବାରବର୍ଗଙ୍କୁ ଫେରାଯିବ ଦୁଇ ବ୍ୟବସାୟୀଙ୍କ ଶବ
ଶ୍ରୀନଗର,୧୮।୧୧: ଜମ୍ମୁ-କଶ୍ମୀରର ହାଇଦରପୋରା କମ୍ପ୍ଲେକ୍ସରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଆତଙ୍କବାଦୀଙ୍କ ସହ ୨ ବ୍ୟବସାୟୀ ପ୍ରାଣ ହରାଇଥିଲେ। ଶ୍ରୀନଗର ପୋଲିସ ଉଭୟ ବ୍ୟବସାୟୀ (ମହମ୍ମଦ ଅଲତାଫ ଭଟ ଓ ଡ. ମୁଦାସିର ଗୁଲ)ଙ୍କୁ ଆତଙ୍କବାଦୀଙ୍କ ସହୟକ ବୋଲି କହିବା ସହ ସେମାନଙ୍କ…
ଜଳଖିଆରୁ ବାହାରିଲା ମଲା ସାପ
ୟାଦଗିର(କର୍ନାଟକ),୧୮।୧୧: କର୍ନାଟକର ଏକ ଆବାସିକ ବିଦ୍ୟାଳୟରେ ଏକ ଅଘଟଣ ଘଟିଛି। ପିଲାଙ୍କ ପାଇଁ ପ୍ରସ୍ତୁତ ଜଳଖିଆରୁ ଏକ ମଲା ସାପ ବାହାରିଛି। ଫଳରେ ୫୬ ଛାତ୍ରୀଛାତ୍ରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ହୋଇପଡିବାରୁ ତାଙ୍କୁ…
ପଥରରେ ପିଟି ହୋଇ କାର ଚୁରମାର
ବୌଦ୍ଧ,୧୮।୧୧(ସ୍ବ.ପ୍ର.): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ରାମ୍ଭିକଟାଠାରେ ଏକ କାର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଫଳରେ କାରରେ ଥିବା ୪ ଜଣ ଗୁରୁତର ଆହତ ହୋଇଛନ୍ତି। ବୌଦ୍ଧରୁ ଏକ କାର(ଓଡ଼ି-୧୫ପି-୨୧୫୦) ଚାରିଛକ ଆଡକୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାମ୍ଭିକଟାଠାରେ…
ଡିଲ୍ ବେଳେ ଧରାପଡ଼ିଲେ
ବାଲିଗୁଡା/ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଞ୍ଚଳରୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ୧୧ କେଜି ଓଜନର ଏକ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି। ଏସ୍ଟିଏଫ୍ ଘଟଣାରେ ସମ୍ପୃକ୍ତ ୨ ଚାଲାଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲା ବାଲିଗୁଡା…
ଅରୁଣାଞ୍ଚଳରେ ଦ୍ୱିତୀୟ ଏନକ୍ଲେଭ ନିର୍ମାଣ କରିଛି ଚାଇନା
ନୂଆଦିଲ୍ଲୀ,୧୮।୧୧: ଅରୁଣାଞ୍ଚଳ ପ୍ରଦେଶରେ ଚାଇନା ଦ୍ୱିତୀୟ ଏନ୍କ୍ଲେଭ ନିର୍ମାଣ କରିଛି। ଭାରତ ସୀମା ମଧ୍ୟରେ ନିର୍ମିତ ଏନ୍କ୍ଲେଭରେ ରହିଛି ୬୦ ବିଲ୍ଡିଂ। ଏକ ଜାତୀୟ ଗଣମାଧ୍ୟମ ହାତରେ ଲାଗିଥିବା ନୂଆ ସାଟେଲାଇଟ୍ ଫଟୋ ଚିତ୍ରରେ ଏହା ଦର୍ଶାଯାଇଛି। ଉକ୍ତ ସାଟେଲାଇଟ୍ ଫଟୋ…
ଶିବ ମନ୍ଦିର ଦାନବାକ୍ସ ଭାଙ୍ଗି ଲୁଟିଲେ
ସରଣ୍ଡା,୧୮ା୧୧(ଡି.ଏନ.ଏ.): ବରଗଡ ଜିଲା ଅତାବିରା ଥାନା ଅଧୀନ ସରଣ୍ଡା ବିଶ୍ୱେଶ୍ୱର ବାବା ଶିବ ମନ୍ଦିର ଦାନବାକ୍ସ ଭାଙ୍ଗି ବୁଧବାର ରାତିରେ ଦୁର୍ବୃତ୍ତ ଦାନ ଅର୍ଥ ଲୁଟି ନେଇଛନ୍ତି। ସବୁଦିନ ଭଳି ରାତିରେ ପୂଜକ ପବିତ୍ର ନାଏକ ତାଲା ପକାଇ ଘରକୁ ଯାଇଥିଲେ।…
ଯୌନ କେଳେଙ୍କାରୀଙ୍କୁ ଆଜୀବନ କାରାଦଣ୍ଡ
ଭଦ୍ରକ ଅଫିସ,୧୮।୧୧: ନାବାଳିକା ଯୌନ ନିର୍ଯାତନା ମାମଲାର ବିଚାର କରି ଗୁରୁବାର ଭଦ୍ରକ ଅତିରିକ୍ତ ଜିଲା ତଥା ଦୌରାଜଜ୍ ପ୍ରଣତି ଶାହା ଖଇରା ଥାନା ଘୁଷୁରିଗଡିଆ ଗ୍ରାମର ମାନସ ଜେନା(୩୮)ଙ୍କୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି। ଏତଦ୍ବ୍ୟତୀତ ୨୦ ହଜାର ଟଙ୍କା ଜରିମାନା…
‘ସହଜରେ ମିଳି ନ ଥିଲା ବିଜୟ’
ଜେୟପୁର,୧୮।୧୧: ସଓ୍ବାଇ ମାନ ସିଂ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ମ୍ୟାଚ୍ରେ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ହରାଇ ଭାରତୀୟ ଦଳ ୩ ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି। କିନ୍ତୁ ମ୍ୟାଚ୍ରେ ଦଳକୁ ସହଜରେ ବିଜୟ ମିଳି ନ…
ଚିହ୍ନିଲେ କିଏ
ପ୍ରାୟତଃ ସୋସିଆଲ ମିଡିଆରେ କିଛି ନା କିଛି ଫଟୋ ଭାଇରାଲ ହୋଇଥାଏ। ଏହି ଫଟୋ ମଧ୍ୟରୁ ଅନେକ ହୃଦୟସ୍ପର୍ଶୀ ହୋଇଥିବାବେଳେ କିଛି ଆଶ୍ଚର୍ଯ୍ୟ କରେ। ଏହି କ୍ରମରେ ଏକ ପୁରୁଣା ଫଟୋ ସୋସିଆଲ ମିଡିଆ ଘୁରି ବୁଲୁଛିି, ଯେଉଁଥିରେ ଥିବା ଲୋକଙ୍କୁ…
Archives


