କରୋନା ଆକ୍ରାନ୍ତ ହୋଇ ବାହାରେ ବୁଲୁଛନ୍ତି ବିଧାୟକ ସୁର ରାଉତରାୟ
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): କରୋନା ସଂକ୍ରମିତ ହୋଇ ବି ବାହାରେ ବୁଲୁଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟ। ବୁଧବାର ସେ କୋଭିଡ ପଜିଟିଭ୍ ଥିବା ଜଣାପଡ଼ିଥିଲା। ହେଲେ ଗୁରୁବାର ତାଙ୍କୁ ଜୟଦେବ ଭବନ ନିକଟ ଚା’ ଖଟିରେ ଦେଖିବାକୁ ମିଳିଛି। ନୀଳ ପଞ୍ଜାବୀ…
ଭାଜପାକୁ ଚେତାବନୀ ଦେଲେ କେସିଆର
ହାଇଦ୍ରାବାଦ,୧୮।୧୧: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ଧାନ କିଣା ପ୍ରସଙ୍ଗକୁ ନେଇ ଗୁରୁବାର ଭାଜପାକୁ ଟାର୍ଗେଟ କରିଛନ୍ତି। କେନ୍ଦ୍ର ଧାନ କିଣିଲେ ଏହାକୁ ଭାଜପା କାର୍ଯ୍ୟାଳୟରେ ଫିଙ୍ଗା ଯିବ ବୋଲି କେସିଆର ଚେତାବନୀ ଦେଇଥିଲେ। ସେ କହିଛନ୍ତି ଯେ, ଶସ୍ୟ ବୃଦ୍ଧି…
ରିଲିଜ ହେଲା ଭିଲେର ଟ୍ରେଲର
ମୁମ୍ବାଇ: ଅଭୟ ଦେୱଲ ଓ କରନ ଦେୱଲଙ୍କ ଆଗାମୀ ଫିଲ୍ମ ‘ଭିଲେ’ର ଟ୍ରେଲର ରିଲିଜ୍ ହୋଇଛି । ଗୁରୁବାର ଏହା ରିଲିଜ୍ ହୋଇଥିବା ବେଳେ କମେଡିରେ ଭରପୁର ରହିଛି । ଦୁଇ ମିନିଟ ଅବଧିର ଏହି ଟ୍ରେଲର କରଣଙ୍କ ଅଭିନୟରୁ ଆରମ୍ଭ…
ମମିତା ମୃତ୍ୟୁ ମାମଲା: ଷ୍ଟାଟସ୍ ରିପୋର୍ଟ ମାଗିଲେ ହାଇକୋର୍ଟ
କଟକ ଅଫିସ,୧୮ା୧୧: ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ତଦନ୍ତ ନେଇ ସରକାରଙ୍କୁ ଷ୍ଟାଟସ ରିପୋର୍ଟ ମାଗିଛନ୍ତି ହାଇକୋର୍ଟ। ତଦନ୍ତ କେତେ ଦୂର ଆଗେଇଛି ସେନେଇ ଏହି ରିପୋର୍ଟ ମାଗିଛନ୍ତି କୋର୍ଟ। ଆସନ୍ତା ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ…
ନୂଆ ଅବତାରରେ ସ୍ମୃତି ଇରାନୀ
ନୂଆଦିଲ୍ଲୀ,୧୮।୧୧: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କୁ ଏବେ ନୂଆ ଅବତାରରେ ଦେଖିବାକୁ ମିଳିବ। ଅଭିନେତ୍ରୀରୁ କେନ୍ଦ୍ର ମନ୍ତ୍ରୀ ହୋଇଥିବା ସ୍ମୃତି ଏବେ ଲେଖାଲେଖିରେ ମନୋନିବେଶ କରିଛନ୍ତି। ତାଙ୍କ ଲିଖିତ ପ୍ରଥମ ପୁସ୍ତକ ଖୁବ୍ଶୀଘ୍ର ପ୍ରକାଶ ପାଇବ। ସ୍ମୃତି ଇରାନୀଙ୍କ ପ୍ରଥମ ପୁସ୍ତକର…
ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): କୋଟପତି ସରକାରୀ ବାବୁ ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଏସ୍ପିଏଚ୍ ଆଣ୍ଡ ଡବ୍ଲ୍ୟୁସିର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ବ୍ୟାପକ ଦୁର୍ନୀତି ଅଭିଯୋଗରେ…
ସୁପ୍ରିମକୋର୍ଟ ଗଲେ ସୁରଜେୱାଲା
ନୂଆଦିଲ୍ଲୀ,୧୮।୧୧: ସେଣ୍ଟ୍ରାଲ ବ୍ୟୁରୋ ଅଫ ଇନଭେଷ୍ଟିଗେସନ ବ୍ୟୁରୋ (ସିବିଆଇ) ଏବଂ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବଢ଼ାଇବାକୁ ଅଧ୍ୟାଦେଶ ବିରୋଧରେ କଂଗ୍ରେସ ଗୁରୁବାର ସୁପ୍ରିମକୋର୍ଟରେ ମଧ୍ୟ ପହଞ୍ଚିଛି। ଏହି ପ୍ରସଙ୍ଗରେ କଂଗ୍ରେସ ନେତା ରଣଦୀପ ସିଂ ସୁରଜେୱାଲା ନିୟମକୁ ବାତିଲ…
ସୋସିଆଲ ମିଡିଆରେ ଚର୍ଚ୍ଚା ପାଲଟିଛି ପତ୍ରଲେଖାଙ୍କ ମଙ୍ଗଳସୂତ୍ର
ମୁମ୍ବାଇ: ଏବେ ବଲିଉଡ୍ ସେଲିବ୍ରିଟିଙ୍କ ବିବାହକୁ ନେଇ ଯେତିକି ଚର୍ଚ୍ଚା ଚାଲିଛି ସେତିକି ଚର୍ଚ୍ଚା ବି ତାଙ୍କ ବିବାହ ପରର କିଛି ଘଟଣାକୁ ନେଇ କରାଯାଉଛି । ଦୀର୍ଘ ପ୍ରାୟ ୧୧ ବର୍ଷ ରିଲେଶନଶିପରେ ରହିବା ପରେ ନଭେମ୍ବର ୧୫ରେ ବିବାହ…
ବାୟୁସେନାର ଏମ୍ଆଇ-୭୦ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
ଇଟାନଗର,୧୮ ।୧୧: ଭାରତୀୟ ବାୟୁସେନାର ଏମ୍ଆଇ-୭୦ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ହେଲିକପ୍ଟରରେ ଥିବା ୨ ପାଇଲଟ ଓ ୩ କ୍ରିୟୁ ମେମ୍ବର ସୁରକ୍ଷିତ ଥିବା ଜଣାପଡିଛି । ଭାରତୀୟ ବାୟୁସେନା ପକ୍ଷରୁ ଏହି ସୂଚନା ଦିଆଯାଇଛି । କୁହାଯାଉଛି…
ଅମିତାଭ ବଚ୍ଚନଙ୍କ ଗୋଡ ଧରି ଭୋ ଭୋ ହୋଇ କାନ୍ଦିଥିଲେ କରିନା କପୁର
ବଲିଉଡ୍ର ସୁପର୍ହିଟ୍ ଫିଲ୍ମ ‘ପୁକାର’ ରିଲିଜ୍ ହେବାର ୩୮ ବର୍ଷ ପୂରଣ କରିଛି। ୧୮ ନଭେମ୍ବର ୧୯୮୩ରେ ଅମିତାଭ ବଚ୍ଚନ, ରଣଧୀର କପୁର, ଜିନତ ଅମାନ ଏବଂ ଟିନା ମୁନିମଙ୍କ ଅଭିନୀତ ଚଳଚ୍ଚିତ୍ର ‘ପୁକାର’ ମୁକ୍ତିଲାଭ କରିଥିଲା। ରମେଶ ବେହେଲଙ୍କ ଦ୍ୱାରା…
ଷ୍ଟେଟ୍ବ୍ୟାଙ୍କରେ ଅଗ୍ନିକାଣ୍ଡ, ମ୍ୟାନେଜର ଆହତ
ସାକ୍ଷୀଗୋପାଳ,୧୮।୧୧(ଡି.ଏନ୍.ଏ.): ସାକ୍ଷୀଗୋପାଳ ଷ୍ଟେଟ ବ୍ୟାଙ୍କରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ବ୍ୟାଙ୍କର ଉପର ମହଲାରେ ଥିବା ରୋଷେଇ ଘରେ ବ୍ୟବହୃତ ଗ୍ୟାସ୍ ଲିକ୍ ହେବା ଯୋଗୁ ନିଆଁ ଲାଗିଯାଇଥିଲା। ପରେ ଏହି ନିଆଁ ବ୍ୟାଙ୍କର ସମସ୍ତ ରୁମ୍କୁ ବ୍ୟାପି ଯାଇଥିଲା। କର୍ମଚାରୀମାନେ ଭୟଭୀତ…
ବୋଲ୍ଟ ମୋର ଦୁର୍ବଳତା ଜାଣନ୍ତି, ଜାଣି ନ ପାରି ଫସିଗଲି
ନୂଆଦିଲ୍ଲୀ,୧୮।୧୧: ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଟି୨୦ ଟିମ୍ ବୁଧବାର ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ବିଜୟ ହାସଲ କରିଥିଲା। ଏହି ମ୍ୟାଚ୍ରେ ରୋହିତ ବିସ୍ଫୋରକ ପାଳି ଖେଳିଥିଲେ ହେଁ ଅର୍ଦ୍ଧଶତକ କରିପାରି ନ ଥିଲେ। ଟ୍ରେଣ୍ଟ ବୋଲ୍ଟ ତାଙ୍କୁ ଆଉଟ୍…
Archives


