Home Left

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ, ତା’ଉପରେ ରାଜ୍ୟ କ୍ୟାବିନେଟ ବୁଧବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା ଆଣିବା ଦେଖାଯାଏ। ଲୋକମାନେ ବଜାରକୁ ପରିବା କିଣିବାକୁ ଯିବା ସମୟରେ ବ୍ୟାଗ୍‌ ନେବା ଲାଗି…

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ ପୂର୍ବ ସାରେ ମୋଗବଜାର ଅଞ୍ଚଳରେ ଏକ କ୍ରୁଡ ବୋମା ବିସ୍ଫୋରଣରେ ଜଣେ ୨୧ବର୍ଷୀୟ ଯୁବକଙ୍କ…

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ କରିବ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପାଇବ।“-(ଯୋହନ ୩:୧୬)। ବାଇବେଲ କୁହେ…

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ ଗଣପର୍ୱ। ମହାତ୍ମା ଗାନ୍ଧୀ ଓଡ଼ିଶାକୁ ୮ଥର ଆସିଥିଲେ ୧୯୨୮ ଓ ୧୯୩୪ ମସିହାରେ। ୧୯୨୮…

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ କର୍ମରେ ଲିପ୍ତ ରହିବା) କାର୍ମିକ ଅସମନ୍ୱୟ ସୃଷ୍ଟିକରେ ଏବଂ ଯାହାକୁ ସକାରାତ୍ମକ ଓ ଭଲକର୍ମ…

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଗୁରୁବାର ବଡ଼ଦିନଠାରୁ ରାଜ୍ୟରେ ଥଣ୍ଡାର ପରିମାଣ ଆହୁରି ବଢ଼ିବ। ୭ଦିନ ପର୍ଯ୍ୟନ୍ତ…

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି କିଛି ଦିନ ପୂର୍ବେ ଫିଲ୍ମ ‘ହୋମବାଉଣ୍ଡ’ ୨୦୨୬ ଓସ୍କାର ଲାଗି ଶର୍ଟଲିଷ୍ଟ ହୋଇଥିବା କୁହାଯାଇଥିଲା।…

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ ଘର ଓ ଦୋକାନ ଭଙ୍ଗାରୁଜା ଓ ପୋଡ଼ାଜଳା କରିଛନ୍ତି। କେରୋନିରେ ସେମାନେ ପୋଲିସ ଉପରକୁ…

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ ସମେତ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି।…

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ ସଂଗ୍ରହ ବୈଠକ ଅବସରରେ କହିଛନ୍ତି। ବୈଠକରୁ ଜଣାପଡ଼ିଛି ଯେ, ଆଜି ପର୍ଯ୍ୟନ୍ତ ରାଜ୍ୟର ୧୨…

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ଉନ୍ନାଓ ଗଣବଳାତ୍କାର ପୀଡ଼ିତାଙ୍କୁ ଭେଟିବା ପରେ ଏପରି ମନ୍ତବ୍ୟ ଦେଇଛନ୍ତି। ବହୁଚର୍ଚ୍ଚିତ ମାମଲାର ଦୋଷୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri