Home Left

କ୍ୟାରିୟର ପାଇଁ…

ଷ୍ଟାର କିଡ୍‌ ଅନନ୍ୟା ପାଣ୍ଡେ ଏବେ ଚୁଜି ହେଲେଣି। କୌଣସି ନୂଆ ଅଫର ପାଇବା ମାତ୍ରେ ତାହାକୁ ଭଲ ଭାବରେ ତର୍ଜମା କରୁଛନ୍ତି। ଏ ବିଷୟରେ ସେ କହନ୍ତି, ‘ବର୍ତ୍ତମାନ ମୁଁ ନିଜ କ୍ୟାରିୟର ପାଇଁ ଅଧିକ ସିରିୟସ। କାରଣ ଏଣୁତେଣୁ…

ପନ୍ତଙ୍କ ପାଇଁ ଶୁଭ ୧୭ ନମ୍ବର

ଜୟପୁର,୧୮।୧୧:ଅଧିନାୟକ ରୋହିତ ଶର୍ମା ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ଚମତ୍କାର ଇନିଂସ ଆଧାରରେ ପ୍ରଥମ ଟି -୨୦ ମ୍ୟାଚରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡକୁ ୫ ଉକେଟରେ ପରାସ୍ତ କରିଛି। ରିଷଭ ପନ୍ତ ଚୌକା ମାରି ଭାରତକୁ ବିଜୟ ପ୍ରଦାନ କରିଥିଲେ। ୨୪ ବର୍ଷୀୟ…

ଡାକ୍ତର ଖାଇଲେ ଗୋବର, ଭାଇରାଲ ହେଉଛି ଭିଡିଓ

ସୋସିଆଲ ମିଡିଆରେ ଅନେକ ସମୟରେ ଅଜବ ଭିଡିଓ ସବୁ ଭାଇରାଲ ହୋଇଥାଏ। ବର୍ତ୍ତମାନ ସେମିତି ଏକ ଅଜବ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓ ଦେଖିବା ପରେ ଆପଣ ବିଶ୍ୱାସ କରିବେ ନାହିଁ ଯେ, କେହି ଡାକ୍ତର ଏପରି କାମ କରିଛନ୍ତି…

ପ୍ରଶଂସା କରିବ ଏମିତି

ସତରେ ସୋନାକ୍ଷୀଙ୍କ ଆଇଡିଆକୁ ମାନିବାକୁ ପଡ଼ିବ। ଦେଖୁନାହାନ୍ତି ସେ କେମିତି ଖିଲାଡି ମାଷ୍ଟର ଅକ୍ଷୟ କୁମାରଙ୍କର ଭୁରି ଭୁରି ପ୍ରଶଂସା କରିବୁଲୁଛନ୍ତି। ନିକଟରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ଅକ୍ଷୟଙ୍କୁ ପ୍ରଶଂସାରେ ପୋତି ପକାଇଥିଲେ ସେ। ଏ ନେଇ ଦବଙ୍ଗ…

ଲଭ୍‌ ୪୨୦

ପ୍ରଯୋଜକ ବିନ୍ନି ପଟ୍ଟନାୟକ ଏବଂ ସଚିକାନ୍ତ ଜେନା କିଛି ମାସ ପୂର୍ବରୁ ଏକାଥରେ ୧୦ଟି ଓଡ଼ିଆ ସିନେମାର ଟାଇଟଲ ଘୋଷଣା କରି ଚର୍ଚ୍ଚାର ପରିସରକୁ ଆସିଥିଲେ। ସେଗୁଡ଼ିକ ମଧ୍ୟରୁ ଏବେ ‘ତୁ ମୋ ନୀଳ ନୟନା’ର ଶୁଟିଂ ଶେଷ ହୋଇଛି। ନିକଟରେ…

ନିର୍ମାଣ ଶ୍ରମିକଙ୍କ ଆନ୍ଦୋଳନ

ରସୁଲପୁର, ୧୮।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱସ୍ଥ ମହିଳା ହାଟଠାରେ ବୁଧବାର ୫୦୦ରୁ ଊର୍ଦ୍ଧ୍ୱ ନିର୍ମାଣ ଶ୍ରମିକ ଆନ୍ଦୋଳନ କରିଛନ୍ତି। କରୋନାର ସ୍ବତନ୍ତ୍ର ଆର୍ଥତ୍କ ସହାୟତାର ଦ୍ୱିତୀୟ ଦଫାରୁ ବଞ୍ଚତ୍ତ ଶ୍ରମିକ ଏହି ଆନ୍ଦୋଳନ…

ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀ ନିରାଶ

ଯାଜପୁର ଅଫିସ, ୧୮।୧୧: ଯାଜପୁର ଜିଲା ବଡ଼ଚଣା ବ୍ଲକରେ ମଧୁବାବୁ ପେନସନ ଯୋଜନାରେ ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀ ହଇରାଣ ହରକତ ହେଉଛନ୍ତି। ଏଥିରେ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ହିତାଧିକାରୀ ଅଧିକାଂଶ ସମୟରେ ଖାଲି ହାତରେ ଫେରୁଛନ୍ତି। ନିର୍ଦ୍ଧାରିତ ପ୍ରତି ମାସ…

ସମବାୟ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ

ରାଜନଗର, ୧୮।୧୧(ଡି.ଏନ.ଏ.): ୫ଦଫା ଦାବି ନେଇ ରାଜନଗରବ୍ଲକର ୧୪ଟି ପ୍ରାଥମିକ କୃଷି ସେବା ସମବାୟ ସମିତିର ସମ୍ପାଦକ ଓ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଗତ ୧୪ ତାରିଖରୁ ସମବାୟ କର୍ମଚାରୀମାନେ କଲମଛାଡ ଆନ୍ଦୋଳନ କରୁଥିବାରୁ ସମସ୍ତ କାର୍ଯ୍ୟ ବନ୍ଦ ରହିଛି। ମୁଖ୍ୟକାର୍ଯ୍ୟନିର୍ବାହୀ…

ଦ୍ୱୀପରେ ୫ କୋଟି ନରଭକ୍ଷୀ କଙ୍କଡ଼ା

ମେଲବୋର୍ନ: ଅଷ୍ଟ୍ରେଲିଆର ଖ୍ରୀଷ୍ଟମାସ୍‌ ଦ୍ୱୀପରେ ୫ କୋଟିରୁ ଅଧିକ ଲାଲ ରଙ୍ଗର ନରଭକ୍ଷୀ କଙ୍କଡ଼ା ଜମା ହୋଇଛନ୍ତି। କଙ୍କଡ଼ା ବ୍ରିଜ ପାର୍‌ ହୋଇ ରାସ୍ତାକୁ ପଳାଇ ଆସିଛନ୍ତି। ଏହାକୁ ନେଇ ଅଷ୍ଟ୍ରେଲିଆରେ ଥିବା ପର୍ଯ୍ୟଟକମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଏହି କଙ୍କଡ଼ା ପ୍ରତିବର୍ଷ…

ନିର୍ବାହୀ ଅଧିକାରୀଙ୍କୁ ତାଲା

ରାଜନଗର,୧୮।୧୧(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭୋଟର ତାଲିକା ସଂଶୋଧନ ଓ ନୂତନ ଭୋଟରଙ୍କୁ ସାମିଲ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି। ପଞ୍ଚାୟତସ୍ତରରେ ଭୋଟର ତାଲିକା ପ୍ରକାଶ କରାଯିବା ସହ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ବ୍ଲକର କର୍ମଚାରୀମାନେ ପଞ୍ଚାୟତସ୍ତରରେ ଉପସ୍ଥିତ ରହି…

ଜଙ୍ଗଲ ଜମିରୁ ଗଛ କାଟିବା ମହଙ୍ଗା ପଡ଼ିଲା

କେନ୍ଦ୍ରାପଡ଼ା ଅଫିସ, ୧୮।୧୧: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ମଣିକୁଣ୍ଡାଠାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପରେ ଏକ ବଡଧରଣର ପରିବର୍ତ୍ତନ ହେବାକୁ ଯାଉଛି। ପ୍ରକଳ୍ପ ସ୍ଥାନ ଜଙ୍ଗଲ କିସମ ଦର୍ଶାଇ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି)ରେ ହୋଇଥିବା ମାମଲା ପରେ ଏହି…

୫୦ ବର୍ଷ ପରେ ବି ରହିବେ ଫିଟ୍‌

ଯେକୌଣସି ରୋଗକୁ ରୋକିବାରେ ବ୍ୟାୟାମ ସହାୟକ ହୋଇଥାଏ। ପିଲାଠୁ ବଡ଼ଯାଏ ବ୍ୟାୟାମ ସମସ୍ତଙ୍କ ପାଇଁ ଜରୁରୀ। ୫୦ ବର୍ଷ ପରେ ଶାରୀରିକ ଭାବରେ ସକ୍ରିୟ ହେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ଆପଣଙ୍କୁ ଉଭୟ ଶାରୀରିକ ଏବଂ ମାନସିକ ସ୍ତରରେ ଫିଟ୍‌ ରଖେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri