Home Left

ହସିହସି କହୁଥିବା କଥା ଅପରାଧ ନୁହେଁ, ହାଇକୋର୍ଟ…

ନୂଆଦିଲ୍ଲୀ, ୨୬।୩ : ଦିଲ୍ଲୀ ହାଇକୋର୍ଟ ହେଟ୍‌ ସ୍ପିଚ୍‌ ମାମଲାର ବିଚାର କରି କହିଛନ୍ତି ଯେ, ହସିହସି କହୁଥିବା କଥା ଅପରାଧ ନୁହେଁ। ମାତ୍ର କିଛି ଆପତ୍ତିଜନକ କଥା କହିଲେ ଏହାକୁ ଅପରାଧ ଭାବେ ଗ୍ରହଣ କରାଯାଇପାରେ। ବିଚାରପତି ଚନ୍ଦ୍ରଧାରୀ ସିଂଙ୍କ…

ସ୍ତ୍ରୀଙ୍କୁ ଭେଟିବାକୁ ଜଳପଥରେ ୨୦୦୦ କିଲୋମିଟର ଯାତ୍ରା କଲେ ସ୍ବାମୀ

ହାନୋଇ,୨୬ା୩: ଭିଏତନାମର ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଭେଟିବା ପାଇଁ ଜଳପଥରେ ୨ ହଜାର କିଲୋମିଟର ଯାତ୍ରା ଆରମ୍ଭ କରଥିଲେ। ଯଦିଓ ସେ ତାଙ୍କ ସ୍ତ୍ରୀଙ୍କ ନିକଟରେ ପହଞ୍ଚି ପାରିନାହାନ୍ତି ତଥାପି ଲୋକେ ତାଙ୍କ ଉଦ୍ୟମକୁ ବେଶ୍‌ ପ୍ରଶଂସା କରୁଛନ୍ତି। ଖବର…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୮୭୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଟ୍ରେନ୍‌ରେ କଟି ଯୁବତୀଙ୍କ ମୁଣ୍ଡଗଣ୍ଡି ଅଲଗା

କୁଆଁରମୁଣ୍ଡା,୨୬ା୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ରେଳ ଷ୍ଟେଶନ ନିକଟସ୍ଥ କାଲୋସିହିରିଆ ରେଲଓ୍ବେ ବ୍ରିଜ୍‌ଠାରୁ ଶହେ ମିଟର ଦୂର ବୁଗଦା ପୁଲିଆ ନିକଟରେ ଥିବା ରେଳଧାରଣାର ଶନିବାର ମୁଣ୍ଡଗଣ୍ଡି ଅଲଗା ହୋଇପଡ଼ିଥିବା ଜଣେ ଯୁବତୀଙ୍କର ମୃତଦେହ ଦେଖିବାକୁ ମିଳିଛି। ମୃତ ଯୁବତୀଙ୍କର ପରିଚୟ…

ପନ୍ତଙ୍କୁ ନେଇ ଏଭଳି କହିଲେ ପଣ୍ଟିଂ

ମୁମ୍ବାଇ,୨୬।୩: ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତଙ୍କ ପ୍ରଶଂସାରେ ଶତମୁଖ ହେଲେ ଦୁଇଥର ବିଶ୍ୱବିଜେତା ଅଷ୍ଟ୍ରେଲିଆ ଟିମ୍‌ର ଅଧିନାୟକ ରିକି ପଣ୍ଟିଂ। ଭବିଷ୍ୟତରେ ଯଦି ନେତୃତ୍ୱ କଥା ଉଠେ ତେବେ ପନ୍ତ ଜଣେ ସଫଳ ଅଧିନାୟକ ସାବ୍ୟସ୍ତ ହେବେ ବୋଲି ସେ…

ସୋରଡ଼ା ଏନ୍‌ଏସି ଦଖଲ କଲା ବିଜେଡି

ସୋରଡ଼ା,୨୬ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଏନ୍‌ଏସି ପୌର ନିର୍ବାଚନରେ ବିଜେଡିର ଶିବଶଙ୍କର ପଣ୍ଡା ବିଜୟୀ ହୋଇଛନ୍ତି। ସେ ଭଜପାର ସାଧୀନ ପଣ୍ଡାଙ୍କଠାରୁ ୨୮୮ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସୋରଡ଼ା ଏନ୍‌ଏସିର ୧୧ଟି ଓ୍ବାର୍ଡରେ ୯ଟିରେ ବିଜେଡି ଓ ଗୋଟିଏ…

୬୧ ରନ୍‌ରେ ୫ ଓ୍ବିକେଟ ହରାଇଲା ସିଏସ୍‌କେ…

ମୁମ୍ବାଇ, ୨୬।୩ : ଆଇପିଏଲ୍‌ ସିଜିନ୍‌ ୧୫ର ପ୍ରଥମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ମୁହାଁମୁହିଁ ହୋଇଛନ୍ତି। ଟସ୍‌ ଜିତି କେକେଆର୍‌ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ସିଏସ୍‌କେର ବିପର୍ଯ୍ୟୟ ଘଟାଇଛି। ମୁମ୍ବାଇର ଓ୍ବାଙ୍ଖେଡ୍‌…

ସିଏସ୍‌କେର ୨ ଓପନର ପାଭିଲିୟନ ଫେରିଲେ…

ମୁମ୍ବାଇ, ୨୬।୩ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ କୋଲକାତା ନାଇଟ ରାଇଡର୍ସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମୁମ୍ବାଇର ଓ୍ବାଙ୍ଖେଡ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ମ୍ୟାଚ୍‌ରେ କୋଲକାତା ନାଇଟ ରାଇଡର୍ସ…

୬ ମାସ ମାଗଣା ମିଳିବ ରାଶନ, କ୍ୟାବିନେଟ୍‌ ନିଷ୍ପତ୍ତି…

ନୂଆଦିଲ୍ଲୀ, ୨୬।୩ : ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ସମୟ ସୀମାକୁ ୬ ମାସ ବୃଦ୍ଧି କରାଯାଇଛି। ଏହା ମାର୍ଚ୍ଚ ୩୧ରେ ଶେଷ ହେଉଥିଲା। ଏବେ ଏହା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଜାରି ରହିବ। ଏହା ଦ୍ୱାରା ଦେଶର ୮୦…

ନବୀନ ନିବାସରେ ଭିଡ ବଢ଼ୁଛି

ଭୁବନେଶ୍ବର,୨୬।୩(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଭଳି ପୌର ନିର୍ବାଚନରେ ବିଜେଡି ବିପୁଳ ସଫଳତା ପାଇଛି । ଭାଜପା ଏବଂ କଂଗ୍ରେସ ବିଜେଡିଠାରୁ ବହୁ ପଛରେ ପଡ଼ିଛନ୍ତି। ରାଜ୍ୟର ୩୦ ଜିଲାର ୧୦୫ ଅଧ୍ୟକ୍ଷ ପଦରୁ ବିଜେଡି ୭୩ଟିରେ ବାଜିମାତ କରିଥିବା ବେଳେ ଭାଜପା…

ସମିତାଙ୍କୁ ପ୍ରେମିକା ବଦଳରେ ଭଲ ବନ୍ଧୁ ବୋଲି କହିଲେ ରାକେଶ

ବମ୍ବେ: ପ୍ରେମିକା ବଦଳରେ ଅଭିନେତ୍ରୀ ସମିତା ସେଟ୍ଟୀଙ୍କୁ ଭଲ ବନ୍ଧୁ କହି ଚର୍ଚ୍ଚାରେ ଅଭିନେତା ରାକେଶ ବାପଟ। ବିଗ୍‌ବସ୍‌ରେ ପରସ୍ପରକୁ ଭେଟିଥିଲେ ଦୁହେଁ। ସେବେଠାରୁ ଉଭୟଙ୍କ ମଧ୍ୟରେ ସମ୍ପର୍କ ଧିରେ ଧିରେ ଆଗକୁ ବଢ଼ିଥିଲା। ଶୋ’ ଶେଷ ହେବା ପରେ ସେମାନେ…

ଟସ୍‌ ଜିତିଲା କେକେଆର୍‌, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨୬।୩ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ କୋଲକାତା ନାଇଟ ରାଇଡର୍ସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମୁମ୍ବାଇର ଓ୍ବାଙ୍ଖେଡ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଚେନ୍ନାଇର ରବିନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?