Home Left

କାଶୀ ବିଶ୍ୱନାଥ କରିଡରର ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୮ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିସେମ୍ବର ୧୩ରେ ତାଙ୍କ ଲୋକସଭା ନିର୍ବାଚନ ମଣ୍ଡଳିରେ କାଶୀ ବିଶ୍ୱନାଥ କରିଡରର ଉଦ୍‌ଘାଟନ କରିବେ । ମିଳିଥିବା ସୂଚନାରୁ ଜଣାପଡିଛି କି ୧୩ ଡିସେମ୍ବରରୁ ପ୍ରାୟ ୧ ମାସ ପର୍ଯ୍ୟନ୍ତ ବାରାଣସୀରେ ବଡ ବଡ…

ସ୍ବେଚ୍ଛାକୃତ ଟିକସ ପ୍ରଦାନ ପାଇଁ ଆହ୍ବାନ

ଭୁବନେଶ୍ୱର,୧୮।୧୧ : ଦେଶ ସ୍ବାଧୀନ ହେବାର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ଆଜାଦୀ କା ଅମୃତ ଉତ୍ସବ ଅନ୍ତର୍ଗତ ଆୟକର ବିଭାଗ ସ୍ଥାନୀୟ କାର୍ଯ୍ୟାଳୟ ପକ୍ଷରୁ ‘ଟାକ୍ସାଥନ’ ଶୀର୍ଷକ ଏକ ଓ୍ବାକାଥନ ବୁଧବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କ୍ଷେତ୍ରର ପ୍ରିନ୍ସିପାଲ…

୩ଦିନିଆ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ସୁରେନ୍ଦ୍ର

ଭୁବନେଶ୍ୱର(ବ୍ୟୁରୋ)/ଢେଙ୍କାନାଳ ଅଫିସ୍‌, ୧୮।୧୧: ମୋବାଇଲରୁ ମୋବାଇଲ୍‌କୁ ଘୂରି ବୁଲୁଥିଲା କଅଁଳ ଶିଶୁଙ୍କ ନଗ୍ନ ଭିଡିଓ। ଏଭଳି ଅଶ୍ଳୀଳତାରେ ଭରା ଫଟୋ ଏବଂ ଭିଡିଓ ସାଜିଥିଲା ରୋଜଗାରର ମାଧ୍ୟମ। ଏହାକୁ ବିଭିନ୍ନ ସୋସିଆଲ୍‌ ମିଡିଆ ସାଇଟ୍‌ ସମେତ ହ୍ବାଟ୍‌ସଆପ୍‌ ଏବଂ ଟେଲିଗ୍ରାମ ଗ୍ରୁପ୍‌ରେ…

ଖୋଲିଲା କରତାରପୁର କରିଡର

ନୂଆଦିଲ୍ଲୀ,୧୮ ।୧୧: ଦୀର୍ଘ ପ୍ରାୟ ୨୦ ମାସ ପରେ ଖୋଲିଛି କରତାରପୁର କରିଡର । ପ୍ରଥମଥର ପାଇଁ ୨୮ ଜଣ ଭାରତୀୟ ଶିଖ ବୁଧବାର ଭିଜା ମୁକ୍ତ ପଥ ବ୍ୟବହାର କରି ପାକିସ୍ତାନର ପବିତ୍ର ଗୁରୁଦ୍ୱାର କରତାରପୁର ସାହେବ ପହଞ୍ଚିଛନ୍ତି ।…

ଜୁଲାଇରୁ ସମଲିଙ୍ଗୀ ବିବାହକୁ ମିଳିବ ଅନୁମତି

ଜେନେଭା,୧୮ା୧୧: ଆସନ୍ତା ବର୍ଷ ଜୁଲାଇ ପହିଲାରୁ ସୁଇଜରଲାଣ୍ଡରେ ସମଲିଙ୍ଗୀମାନେ ବିବାହ କରିପାରିବେ। ଏ ନେଇ ସୁଇଜରଲାଣ୍ଡ ସରକାର ବୁଧବାର ଘୋଷଣା କରିଛନ୍ତି। ଗତ ସେପ୍ଟେମ୍ବରରେ ହୋଇଥିବା ଏକ ଜନମତ ସର୍ଭେରେ ସମଲିଙ୍ଗୀ ବିବାହ ସପକ୍ଷରେ ବିପୁଳ ଭୋଟ ମିଳିଥିଲା। ଫେଡେରାଲ କାଉନସିଲ…

ମୃତ୍ୟୁଦଣ୍ଡକୁ ବିରୋଧ କରିପାରିବେ କୁଳଭୂଷଣ

ନୂଆଦିଲ୍ଲୀ, ୧୮।୧୧: ପାକିସ୍ତାନ ଜେଲରେ କଏଦ ଥିବା ଭାରତର ପୂର୍ବତନ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ ମିଳିବାକୁ ଯାଉଛି ମୃତ୍ୟୁଦଣ୍ଡକୁ ବିରୋଧ କରିବାର ଅଧିକାର। ବୁଧବାର ପାର୍ଲାମେଣ୍ଟର ମିଳିତ ଅଧିବେଶନରେ ଏହି ସମ୍ପର୍କିତ ଏକ ବିଲ୍‌ ଗୃହୀତ ହୋଇଛି। ମୃତ୍ୟୁ ଦଣ୍ଡାଦେଶ…

ଘରେ ବି ସଂଘର୍ଷ କରୁଛି ଟିମ୍‌ ଇଣ୍ଡିଆ

ଜୟପୁର,୧୭।୧୧: ଟି୨୦ ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ଟିମ୍‌ ଇଣ୍ଡିଆ ସ୍ବଦେଶ ଫେରିବା ପରେ ମଧ୍ୟ ସଂଘର୍ଷ କରୁଛି। ଅବଶ୍ୟ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ହରାଇ ଦେଇଛି ଭାରତ। କିନ୍ତୁ ୧୬୫ ରନ୍‌ର ପିଛା କରୁଥିବା ଘରୋଇ…

ମହାରାଷ୍ଟ୍ରର ହିଂସା ପଛରେ ସୋସିଆଲ ମିଡିଆ

ମୁମ୍ବାଇ, ୧୭।୧୧: ତ୍ରିପୁରାରେ ସାମ୍ପ୍ରଦାୟିକ ହିଂସାକୁ ନେଇ ସୋସିଆଲ ମିଡିଆରେ କେତେକ ମିଛ ଖବର ପ୍ରସାରିତ ହୋଇଥିଲା। ଏହାକୁ ନେଇ ଗତ ୧୨ ତାରିଖରେ ମହାରାଷ୍ଟ୍ରର ଅମରାବତୀ, ମାଲେଗାଁଓ ଏବଂ ନାଣ୍ଡେଡ୍‌ ସହରରେ ହିଂସାକାଣ୍ଡ ଘଟିଥିଲା। ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ଆୟୋଜିତ…

ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀ ନିହତ

ଶ୍ରୀନଗର,୧୭।୧୧: ଜମ୍ମୁ-କଶ୍ମୀରରେ ଦୁଇଟି ଭିନ୍ନ ଭିନ୍ନ ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହୋଇଛନ୍ତି ୪ ଆତଙ୍କବାଦୀ। ଦକ୍ଷିଣ କଶ୍ମୀରର ଗୋପାଲପୋରା ଓ ପୋମବାଇ ଗାଁରେ ସୁରକ୍ଷା ବଳ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ପୋଲିସ ପକ୍ଷରୁ କୁହାଯାଇଛି।…

ଟଙ୍କା ୨ ଶହ ପାଇଁ ମାମୁଙ୍କ ମୃତ୍ୟୁର କାରଣ ସାଜିଲା ଭଣଜା

ଉମରକୋଟ, ୧୭।୧୧(ସ୍ବ.ପ୍ର.): ମାତ୍ର ୨ଶହ ଟଙ୍କା ପାଇଁ ମାମୁଙ୍କୁ ହତ୍ୟା କରିଛି ଭଣଜା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ତୋହରା ପଞ୍ଚାୟତ ଧୁଙ୍ଗିଆପାଣି ଗ୍ରାମରେ। ମୃତକ ହେଲେ ଧୁଙ୍ଗିଆପାଣିର ରାଧବ ମାଝି। ପୋଲିସ ଅଭିଯୁକ୍ତ…

ଅପହରଣର ୭ ଦିନ ପରେ ଫେରିଲେ ଜୁନିୟର ଇଞ୍ଜିନିୟର

ମାଲକାନଗିରି,୧୭ା୧୧(ଡି.ଏନ୍‌.ଏ.): ବୁଧବାର ମାଓବାଦୀମାନେ ଅପହରଣ କରି ନେଇଥିବା କନିଷ୍ଠଯନ୍ତ୍ରୀ ଅଜୟ ରୋଶନ ଲାକ୍ରାଙ୍କୁ ଛାଡି ଦେଇଛନ୍ତି। ସ୍ବାମୀଙ୍କ ଅପହରଣ ପରେ ତାଙ୍କ ମୁକ୍ତି ପାଇଁ ପ୍ରଶାସନ ଆଗେଇ ନ ଆସିବାରୁ ସ୍ତ୍ରୀ ଅର୍ପିତା ଏ ଦିଗରେ ଅଣ୍ଟା ଭିଡିଥିଲେ। ୩ ବର୍ଷର…

ଟିମ୍‌ ଇଣ୍ଡିଆର ଧୂରନ୍ଦରଙ୍କ ଆଗରେ ୧୬୫ ରନ୍‌ର ଟାର୍ଗେଟ

ଜୟପୁର,୧୭।୧୧: ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆକୁ ନ୍ୟୁଜିଲାଣ୍ଡ ବିପକ୍ଷରେ ବିଜୟ ଅଭିଯାନ ଆରମ୍ଭ କରିବା ଲାଗି ୧୬୫ ରନ୍‌ ଦରକାର। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭ୍ରମଣକାରୀ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୬୪ ରନ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri