ଛାତ୍ରୀଛାତ୍ରଙ୍କୁ ଗାଳି କଲେ ଉପମୁଖ୍ୟମନ୍ତ୍ରୀ
ପାଟଣା,୧୬।୧୧: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଦୁଇ ଡେପୁଟି ମଧ୍ୟରୁ ରେଣୁ ଦେବୀ ଆନ୍ଦୋଳନକାରୀ ଛାତ୍ରୀଛାତ୍ରଙ୍କୁ ଆଶଳୀନ ଭାଷାରେ ଗାଳି ଦେଇଥିଲେ। ସମ୍ପୂର୍ଣ୍ଣର ଘଟଣା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭାଜପାର ବରିଷ୍ଠ ନେତ୍ରୀ ନିଜ ନିର୍ବାଚନ ମଣ୍ଡଳୀ…
ଆମେରିକାକୁ ପଛରେ ପକାଇଲା ଚାଇନା
ନୂଆଦିଲ୍ଲୀ,୧୬।୧୧: ସୁପରପାଓ୍ବାର ଏବଂ ଧନୀ ରାଷ୍ଟ୍ର ଭାବେ ଜଣା ଆମେରିକାକୁ ପଛରେ ପକାଇଛି ଚାଇନା। ଅର୍ଥବ୍ୟବସ୍ଥା କ୍ଷେତ୍ରରେ ଚାଇନା ବିଶ୍ୱର ସବୁଠାରୁ ଧନୀ ଦେଶ ପାଲଟିଛି ବୋଲି ମ୍ୟାନେଜମେଣ୍ଟ କନସୋଲେଟ୍ ମ୍ୟାକେଞ୍ଜି ଆଣ୍ଡ କମ୍ପାନୀ ରିପୋର୍ଟରେ ଦର୍ଶାଯାଇଛି। ଗତ ୨ ଦଶନ୍ଧିରେ…
୧୪ ରାଜ୍ୟରେ ସିବିଆଇ କଲା ଚଢ଼ାଉ
ନୂଆଦିଲ୍ଲୀ,୧୬।୧୧: ଶିଶୁଙ୍କୁ ଯୌନ ଉତ୍ପୀଡ଼ନ ଓ ଓ୍ବେବ୍ସାଇଟ୍ରେ ଆପତ୍ତିଜନକ କଣ୍ଟେଣ୍ଟ ପ୍ରସାର କରିବା ଅଭିଯୋଗରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ମଙ୍ଗଳବାର ୧୪ ରାଜ୍ୟର ୭୬ ସ୍ଥାନରେ ଚଢ଼ାଉ କରାଯାଇଛି। ଗତ ୧୪ ତାରିଖରେ ସିବିଆଇ ଏନେଇ ୮୩ ଜଣଙ୍କ…
ଦୁର୍ଘଟଣାରେ ଗଲା ସୁଶାନ୍ତଙ୍କ ପରିବାରର ୫ ଜୀବନ
ପାଟଣା,୧୬।୧୧: ଏକ ସଡ଼କ ଦୁର୍ଘଟଣାରେ ସ୍ବର୍ଗତ ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି। ବିହାରର ଲଖିସାରାଇ ଜିଲାରେ ୩୩୩ ନଂ ଜାତୀୟ ରାଜପଥରେ ମଙ୍ଗଳବାର ସକାଳେ ଏଲ୍ପିଜି ସିଲିଣ୍ଡର ଭର୍ତ୍ତି ଟ୍ରକ୍ ସହ ମୁହଁାମୁହିଁ…
କାମ୍ପାଲା ସହରକୁ ଥରାଇଲା ସିରିଜ ବିସ୍ଫୋରଣ
କାମ୍ପାଲା,୧୬।୧୧: ଆଫ୍ରିକୀୟ ଦେଶ ଉଗାଣ୍ଡାର ରାଜଧାନୀ କାମ୍ପାଲା ସହରର ସଂସଦ ଭବନ ନିକଟରେ ସୋମବାର ସିରିଏଲ ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବିସ୍ଫୋରଣ ସ୍ଥଳଠାରୁ ୧୦୦ମିଟର୍ ଦୂରରେ ଥିଲେ ଭାରତୀୟ ପାରା ବ୍ୟାଡମିଣ୍ଟନ ଟିମ୍। ତେବେ ବିସ୍ଫୋରଣର…
କୋହଲିଙ୍କ ଉପରେ ମୁହଁ ଖୋଲିଲେ ନୂଆ ଅଧିନାୟକ
ଜୟପୁର,୧୬।୧୧: ଭାରତୀୟ ଟି୨୦ ଦଳର ନୂଆ ସେଟ୍ଅପ୍ରେ ବ୍ୟାଟର ବିରାଟ କୋହଲିଙ୍କ ଭୂମିକାରେ କୌଣସି ପରିବର୍ତ୍ତନ ହେବ ନାହିଁ। ଆଗକୁ ଟି୨୦ ଦଳରେ ପୂର୍ବତନ ଅଧିନାୟକଙ୍କ ଭୂମିକାରେ କୌଣସି ପରିବର୍ତ୍ତନ ହେବ କି ବୋଲି ପଚରାଯିବାରୁ ଉପରୋକ୍ତ ଉତ୍ତର ଦେଇଛନ୍ତି ନୂଆ…
ଆଜବେଷ୍ଟସ ଭାଙ୍ଗି ଦୋକାନରୁ ଲୁଟିନେଲେ ଦାମୀ ମୋବାଇଲ
ଉମରକୋଟ/ରାଇଘର, ୧୫।୧୧(ସ୍ବ.ପ୍ର./ଡି.ଏନ୍.ଏ.): ରାଇଘର ମୁଖ୍ୟ ରାସ୍ତା କଡରେ ଥିବା ଏକ ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ଜିନିଷ ଚୋରି ହୋଇଛି। ଏ ନେଇ ଦୋକାନ ମାଲିକ ନିତ୍ୟାନନ୍ଦ ନାୟକ ରାଇଘର ଥାନାରେ ଅଭିଯୋଗ କରିଛନ୍ତି। ରବିବାର ରାତିରେ ନିତ୍ୟାନନ୍ଦ ଦୋକାନ ବନ୍ଦ…
ପାକିସ୍ତାନରେ ହେବ ୨୦୨୫ ଚାମ୍ପିୟନ୍ସ ଟ୍ରଫି
ଦୁବାଇ,୧୬।୧୧: ୨୦୨୪ରୁ ୨୦୩୧ ମଧ୍ୟରେ ହେବାକୁ ଥିବା ପ୍ରତ୍ୟେକ ଆଇସିସି ଇଭେଣ୍ଟର ଆୟୋଜକଙ୍କ ତାଲିକା ମଙ୍ଗଳବାର ପ୍ରକାଶ କରିଛି ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ। ଅନ୍ତିମ ଥର ୨୦୧୭ରେ ଖେଳାଯାଇଥିବା ଚାମ୍ପିୟନ୍ସ ଟ୍ରଫି ଏଥର ଫେରିଛି। ଏହି ଇଭେଣ୍ଟର ପରବର୍ତ୍ତୀ ସଂସ୍କରଣ ୨୦୨୫ରେ…
ଏନକାଉଣ୍ଟରରେ ଗଲା ୨ ବ୍ୟବସାୟୀଙ୍କ ଜୀବନ
ଶ୍ରୀନଗର,୧୬।୧୧: ଜମ୍ମୁ-କଶ୍ମୀରର ଶ୍ରୀନଗରଠାରେ ଆତଙ୍କବାଦୀ ବିରୋଧୀ ଅପରେଶନ ବେଳେ ୪ ଜଣ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଦୁଇ ଜଣ ବ୍ୟବସାୟୀ ଥିବା ଜଣାପଡ଼ିଛି। ପୋଲିସ କହିବା ଅନୁଯାୟୀ, ଅପରେଶନରେ ଦୁଇ ଜଣ ଆତଙ୍କବାଦୀ ଓ ସେମାନଙ୍କୁ ସମର୍ଥନ କରୁଥିବା ଦୁଇ…
ଅନ୍ଲାଇନ୍ରେ ଶିଶୁଙ୍କୁ ଯୌନ ଶୋଷଣ: ଅଭିଯୁକ୍ତଙ୍କ ଘରେ ସିବିଆଇ
ବନ୍ତ,୧୬।୧୧(ଡି.ଏନ.ଏ.): ଅନ୍ଲାଇନରେ ଶିଶୁଙ୍କୁ ଯୌନ ଶୋଷଣ ଅଭିଯୋଗର ତଦନ୍ତ ପାଇଁ ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ବିନାୟକପୁର ଗ୍ରାମରେ ମଙ୍ଗଳବାର ସିବିଆଇର ୫ଜଣିଆ ଟିମ୍ ଚଢ଼ାଉ କରିଛି। ସିବିଆଇ ଇନ୍ସପେକ୍ଟର ପି.କେ.ମିଶ୍ରଙ୍କ ସମେତ ୫ ଅଧିକାରୀ ଏହି ଚଢ଼ାଉରେ…
ଟି୨୦ ସିରିଜ୍ରେ ଖେଳିବେ ନାହିଁ
ଜୟପୁର,୧୬।୧୧: ଆସନ୍ତା ବୁଧବାରଠାରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ୍ରୁ ଓହରି ଯାଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ। ଟି୨୦ ସିରିଜ୍ ପରେ ହେବାକୁ ଥିବା ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍କୁ ଗୁରୁତ୍ୱ…
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଆସିଲା ଗାଇଡ୍ଲାଇନ୍
କଟକ ଅଫିସ,୧୬।୧୧: କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ କଟକରେ କଟକଣା ଜାରି ହୋଇଛି । କାର୍ତ୍ତିକ ପୂର୍ଣ୍ଣିମାରେ ବିଭିନ୍ନ ଜଳାଶୟ କୂଳରେ ଲୋକଙ୍କର ପ୍ରବଳ ସମାଗମ ହୋଇଥାଏ। ତେଣୁ ଲୋକଙ୍କ ସୁରକ୍ଷା ଓ କୋଭିଡ ବ୍ୟାପିବା ଆଶଙ୍କାରେ କେହି ଜଳାଶୟକୁ ଯାଇ ଡଙ୍ଗା…
Archives


