Home Left

ଆମେରିକାକୁ ଚେତାବନୀ ଦେଲା ଚାଇନା: ନିଆଁ ସହ ଖେଳିଲେ ଜଳିଯିବ

ଓ୍ବାଶିଂଟନ୍‌,୧୬।୧୧: ତାଇୱାନର ସ୍ବାଧୀନତାକୁ ସମର୍ଥନ କରୁଥିବା ଆମେରିକାକୁ ପୁଣିଥରେ ଧମକ ଦେଇଛି ଚାଇନା। ହ୍ବାଇଟ ହାଉସରେ ଚାଲିଥିବା ଭର୍ଚୁଆଲ ଶିଖର ସମ୍ମିଳନୀରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଚେତାବନୀ ଦେଇଛନ୍ତି ଯେ ତାଇୱାନର ସ୍ବାଧୀନତାକୁ ସମର୍ଥନ କରିବା ଆମେରିକା ପାଇଁ ନିଆଁରେ…

ନଭେମ୍ବର ୧୭ରୁ ଖୋଲିବ କରତାରପୁର କରିଡର

ନୂଆଦିଲ୍ଲୀ,୧୬।୧୧:ଶ୍ରୀ ଗୁରୁ ନାନକ ଦେବ ଜୀଙ୍କର ପ୍ରକାଶ ପର୍ବ ପୂର୍ବରୁ କେନ୍ଦ୍ର ସରକାର କରତାରପୁର କରିଡର ଖୋଲିବାକୁ ଘୋଷଣା କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଟୁଇଟ୍‌ କରି ଏହି ଖୁସି ଦେଇଛନ୍ତି। ସେ କହିଛନ୍ତି, ବହୁ ସଂଖ୍ୟାରେ ଶିଖ ତୀର୍ଥଯାତ୍ରୀଙ୍କୁ…

ଇନ୍ଦ୍ରାଣୀ ମୁଖାର୍ଜୀଙ୍କୁ ଜାମିନ ଆବେଦନ ପୁଣି ଖାରଜ

ମୁମ୍ବାଇ,୧୬।୧୧: ଶିନା ବୋରା ହତ୍ୟା ମାମଲାରେ ଅଭିଯୁକ୍ତ ଇନ୍ଦ୍ରାଣୀ ମୁଖାର୍ଜୀଙ୍କ ଜାମିନ ଆବେଦନକୁ ମଙ୍ଗଳବାର ବମ୍ବେ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଅଗଷ୍ଟ ୨୦୧୫ରେ ମୁଖାର୍ଜୀଙ୍କୁ ଗିରଫ କରାଯାଇଥିଲା ଏବଂ ସେବେଠାରୁ ତାଙ୍କୁ ବାଇକୁଲ୍ଲା ଜେଲରେ ରଖାଯାଇଛି। ୨୦୧୭ଠାରୁ ମୁଖାର୍ଜୀଙ୍କ ପାଞ୍ଚଟି ଜାମିନ…

ଅନୁଷ୍କାଙ୍କ ଫଟୋ ଦେଖି କୋହଲି କହିଲେ…

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ତାଙ୍କ ଅଭିନୟ ଏବଂ ଫ୍ୟାଶନ ପାଇଁ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାନ୍ତି। ସେ ପ୍ରାୟତଃ ପ୍ରଶଂସକଙ୍କ ପାଇଁ ଫଟୋ ଶେୟାର କରନ୍ତି। ନିକଟରେ ସେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଥିଲେ, ଯାହା ଭାଇରାଲ ହୋଇଛି।…

ଫେରିଲେ ଅନନ୍ୟା

ମୁମ୍ବାଇ: ଡ୍ରଗ୍ସ ମାମଲାରେ ଷ୍ଟାର କିଡ ତଥା ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ନାଁରେ ସମନ ଜାରି ହେବା ପରେ କିିଛିଦିନ ହେବ ସେ ସୋସିଆଲ ମିଡିଆଠାରୁ ବି ଦୂରେଇ ଯାଇଥିଲେ । ଏମିତିକି ସେ ତାଙ୍କ ଜନ୍ମଦିନ ବି ପାଳନ…

‘ନ୍ୟୁଜିଲାଣ୍ଡ ପଡ଼ିଆକୁ ବନ୍ଧୁକ ନେଇଯାଇଥିଲା ସତ, କିନ୍ତୁ ଗୁଳି ଫୁଟାଇପାରି ନ ଥିଲା’

ଅକଲାଣ୍ଡ,୧୬।୧୧: କେନ ୱିଲିୟମସନଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଦଳ ପ୍ରଥମ ଟି -୨୦ ବିଶ୍ୱକପ ଟାଇଟଲ ଜିତିବାରେ ବଞ୍ଚିତ ହୋଇଛି। ଫାଇନାଲରେ ଦଳ ଅଷ୍ଟ୍ରେଲିଆଠାରୁ ୮ ଉଇକେଟରେ ପରାସ୍ତ ହୋଇଛି। ଗ୍ରୁପ ପର୍ଯ୍ୟାୟରେ ଭଲ ଫର୍ମରେ ଥିବା କିୱି ଦଳ ସେମିଫାଇନାଲରେ ଇଂଲଣ୍ଡକୁ…

ଆମ୍ବୁଲାନ୍ସ ଓଲଟି ଦୁଇ ଗୁରୁତର

ପଦ୍ମପୁର,୧୬।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ବିଜୟ ପାଟଣା ଛକ ନିକଟରେ ଏକ ଘରୋଇ ଆମ୍ବୁଲାନ୍ସ ମଙ୍ଗଳବାର ଓଲଟି ପଡ଼ିଛି। ଏଥିରେ ବସିଥିବା ପୂର୍ଣ୍ଣପ୍ରସାଦ ଗ୍ରାମର ମିନାଖୀ ଦାସ ତାଙ୍କ ପୁଅ ଶୁଭ୍ରାଂଶୁ ଦାସଙ୍କ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ…

ଭାରତୀୟ କ୍ରିକେଟର୍‌ ନୂତନ ଯୁଗ ଆରମ୍ଭ

ଜୟପୁର,୧୬।୧୧: ଟିମ ଇଣ୍ଡିଆର ନୂତନ ଯୁଗ ଆରମ୍ଭ ହୋଇଛି। ନବ ନିଯୁକ୍ତ ମୁଖ୍ୟ କୋଚ ରାହୁଲ ଦ୍ରାଭିଡ ଏବଂ ନୂତନ ଟି-୨୦ ଅନ୍ତର୍ଜାତୀୟ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ପଡିଆକୁ ଓହ୍ଲାଇଥିଲା। ଜୟପୁରର ସୱାଇ ମାନସିଂହ ଷ୍ଟାଡିୟମରେ ଅଭ୍ୟାସ ଅଧିବେଶନରେ…

‘ପୃଥ୍ୱିରାଜ’ଠାରୁ ବଡ ଡେବ୍ୟୁ ମୋର ହୋଇ ପାରି ନ ଥାଆନ୍ତା: ମାନୁଷି

ମୁମ୍ବାଇ: ୟଶରାଜ ଫିଲ୍ମସର ପ୍ରଥମ ଐତିହାସିକ ମହାକାବ୍ୟ ଆକ୍ସନ ଡ୍ରାମା ଫିଲ୍ମ ‘ପୃଥ୍ୱିରାଜ’ର ଟିଜର ଗୋଟିଏ ଦିନ ପୂର୍ବରୁ ରିଲିଜ କରାଯାଇଛି । ଏହି ଟିଜର ଦର୍ଶକଙ୍କୁ ବେଶ ପସନ୍ଦ ଆସିଛି । ରାଜା ପୃଥ୍ୱିରାଜ ଚୌହାନଙ୍କ ଜୀବନି ଉପରେ ଆଧାରିତ…

୧୦ ଦିନରେ ୩,୪୮୮ ଫେରାର ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଓଡ଼ିଶା ପୋଲିସକୁ ବଡ଼ ସଫଳତା ମିଳିଛି। ୧୦ ଦିନ ଭିତରେ ୩ ହଜାର ୪୮୮ ଫେରାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ନଭେମ୍ବର ୫ରୁ ୧୪ ତାରିଖ ଭିତରେ ଫେରାରଙ୍କୁ ଧରିବା ଲାଗି ଓ ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଡ୍ରାଇଭ…

ଦଶ ଚକିଆ ଟ୍ରକ୍‌ରୁ ମିଳିଲା ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ

କେନ୍ଦୁଝର,୧୬।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦରଥାନା ଅନ୍ତର୍ଗତ ଠାକୁରଡ଼ିହି ଛକ ନିକଟରୁ ଏକ ଦଶ ଚକିଆ ଟ୍ରକରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ଏହାକୁ ନେଇ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ତାଙ୍କ ନାମ ରଞ୍ଜିତ…

‘ନାଗିନ ୬’ରେ ମୁଖ୍ୟ ଭୂମିକାରେ ଅଭିନୟ କରିବେ ମେହେକ

ମୁମ୍ବାଇ: ଏକତା କପୁରଙ୍କ ଆଗାମୀ ଶୋ’ ‘ନାଗିନ ୬’କୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି । ଏଥିରେ ଅଭିନେତ୍ରୀ ମେହେକ ଚହଲ ମୁଖ୍ୟ ଭୂମିକାରେ ଅଭିନୟ କରି ପାରନ୍ତି ବୋଲି କୁହାଯାଉଛି । ତେବେ ଏକତା କପୁର ମେହେକଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri