Home Left

ମୋଦି ପହଞ୍ଚିବା ପୂର୍ବରୁ ପୂର୍ବାଞ୍ଚଳ ଏକ୍ସପ୍ରେସ ୱେର ଉଦ୍‌ଘାଟନ କରିଦେଲେ ସମାଜବାଦୀ ପାର୍ଟି କର୍ମୀ!

ଲକ୍ଷ୍ନୌ,୧୬ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଲକ୍ଷ୍ନୌରୁ ଗାଜିପୁର ଯାଉଥିବା ପୂର୍ବାଞ୍ଚଳ ଏକ୍ସପ୍ରେସ ୱେର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ହେଲେ ଏହା ପୂର୍ବରୁ ସମାଜବାଦୀ ପାର୍ଟିର କର୍ମୀମାନେ ଏକ୍ସପ୍ରେସୱେରେ ସାଇକେଲ ଚଲାଇ ଏହାର ଉଦଘାଟନ କରିଥିବା ଦାବି…

ଏଥର ୭ ପଞ୍ଚାୟତରେ ହେବନି ନିର୍ବାଚନ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ ଆୟୋଗ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ତେବେ ନିର୍ବାଚନରେ ୬ ହଜାର ୭୯୪ ଗ୍ରାମ ପଞ୍ଚାୟତ ଓ ୯୧ ହଜାର ୯୧୬ ଓ୍ବାର୍ଡରେ ନିର୍ବାଚନ ଅନୁଷ୍ଠିତ ହେବ। ୨୦୧୭ ତୁଳନାରେ ଏ…

ବିବାହକୁ ନେଇ ଉତ୍ସାହିତ ଅଛନ୍ତି ଅଙ୍କିତା

ମୁମ୍ବାଇ: ବଲିଉଡ୍‌ ଦୁନିଆରେ ଏବେ ବିବାହକୁ ନେଇ ସେଲିବ୍ରିଟି ମାନେ ଚର୍ଚ୍ଚାରେ ରହୁଛନ୍ତି। ସବୁଠି ଏବେ ବିବାହର ମାହୋଲ ଦେଖିବାକୁ ମିଳୁଛି । ଏହାରି ମଧ୍ୟ କିଛି ସେଲିବ୍ରିଟି ବିବାହ ବନ୍ଧନରେ ବାନ୍ଧି ହୋଇ ସାରିଛନ୍ତି। ଆଉ କିଛି ନିକଟରେ ବିବାହ…

ବିମାନରେ ଇଂଲଣ୍ଡ ଖେଳାଳିଙ୍କ ‘ଅବସ୍ଥା ଖରାପ’, ଜାଣନ୍ତୁ କାହିଁକି

ଦୁବାଇ,୧୬।୧୧: ଆଶେସ ସିରିଜ୍‌ ଖେଳିବା ପାଇଁ ଇଂଲଣ୍ଡ ଖେଳାଳିମାନେ ଅଷ୍ଟ୍ରେଲିଆ ଅଭିମୁଖେ ଯାତ୍ରା କରିଛନ୍ତି। ଏହି ବିମାନ ଯାତ୍ରା ଇଂଲଣ୍ଡ ଖେଳାଳିଙ୍କୁ ପାଇଁ ଅସହ୍ୟ ହୋଇଯାଇଛି। ଇଂଲଣ୍ଡ ଖେଳାଳି ଜନି ବେୟାରଷ୍ଟୋ, ଜୋସ ବଟଲର ଏବଂ କ୍ରିସ ୱୁକସ, ଦୁବାଇରୁ ଆଶେସ…

ଭାରତ ବିପକ୍ଷ ଟି-୨୦ ସିରିଜ୍‌ରୁ ଖେଳିବେ ନାହିଁ ୱିଲିୟମସନ

ନୂଆଦିଲ୍ଲୀ,୧୬।୧୧: ଭାରତ ବିପକ୍ଷ ୩ ଟି -୨୦ ସିରିଜ ପାଇଁ ନ୍ୟୁଜିଲ୍ୟାଣ୍ଡ ତାର ଦଳ ଘୋଷଣା କରିଛି। ଅଧିନାୟକ କେନ ୱିଲିୟମସନ ଏହି ସିରିଜ ଖେଳିବେ ନାହିଁ। ତାଙ୍କ ସ୍ଥାନରେ ଟିମ ସାଉଥିଙ୍କୁ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ଟେଷ୍ଟ ପ୍ରସ୍ତୁତି…

ନିଆରା ପରମ୍ପରା: ଯେଉଁଠି ପୁରୁଷମାନେ ଶାଢି ପିନ୍ଧି ମା’ଙ୍କୁ କରନ୍ତି ପୂଜା

ଭାରତର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପରମ୍ପରା ରହିଛି। ଏହି ପରମ୍ପରାଗୁଡ଼ିକ ମଧ୍ୟରୁ କେତେକ ଅତ୍ୟନ୍ତ ସ୍ବତନ୍ତ୍ର । ପଶ୍ଚିମବଙ୍ଗର ହୁଗଳି ଜିଲାର ଚନ୍ଦନ ନଗରରେ ଏହିପରି ଏକ ନିଆରା ପରମ୍ପରା ରହିଛି। ଏହି ପରମ୍ପରା ସମୟରେ ପୁରୁଷମାନେ ଶାଢି ପିନ୍ଧି…

କାଟ୍ରିନାଙ୍କ ବିବାହରେ ଯୋଗଦେବେ ନାହିଁ ସଲମାନ

ଆଜିକାଲି ଅଭିନେତା ଭିକି କୌଶଲ ଏବଂ କାଟ୍ରିନା କୈଫଙ୍କ ବିବାହ ଖବର ଚର୍ଚ୍ଚାରେ ରହିଛି। ଆସନ୍ତା ୭ରୁ ୯ ଡିସେମ୍ବର ମଧ୍ୟରେ ଉଭୟ ବିବାହ ବନ୍ଧନରେ ଅୋବଦ୍ଧ ହେବେ। ସୱାଇ ମାଧୋପୁରର ସିକ୍ସ ସେନ୍ସ ଫୋର୍ଟ ବାରୱରାରେ ଉଭୟଙ୍କ ବିବାହ ହେବ…

ଦୁଇଦିନିଆ ପଞ୍ଜାବ ଓ ହରିୟାଣା ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୬।୧୧: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ଦୁଇଦିନିଆ ପଞ୍ଜାବ ଓ ହରିୟାଣା ଗସ୍ତରେ ଯିବେ। ଏ ନେଇ ରାଷ୍ଟ୍ରପତିଙ୍କ ସଚିବଙ୍କ ପକ୍ଷରୁ ସୂଚନା ମିଳିଛି। ତେବେ ସେ ଚଣ୍ଡିଗଡର ପଞ୍ଜାବ ଇଞ୍ଜିନିୟରିଂ କଲେଜର ଶତବାର୍ଷିକୀ ଉତ୍ସବରେ ଯୋଗଦେବେ ବୋଲି ସୂଚନା ମିଳିଛି।…

ଆକର୍ଷଣୀୟ ଇଣ୍ଟେରିୟର

ବଖରାଗୁଡ଼ିକ ଛୋଟ ଥିଲେ ହାଲୁକା ରଙ୍ଗ ଦିଅନ୍ତୁ ନାହିଁ, ଗାଢ଼ ରଙ୍ଗ କରନ୍ତୁ। ଏହିଭଳିଭାବେ ଘର ଭିତରର ଲୁକ୍‌ ଅଧିକ କ୍ରେଜି ଏବଂ କୋକୁନି ଲୁକ୍‌ ଦିଆଯାଇପାରିବ। ଘର ଭିତରେ ଗୋଟିଏ ରଙ୍ଗରେ ଅଲଗା ଅଲଗା ଡିଜାଇନରେ ରଙ୍ଗ କଲେ ତାହା…

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୮୧କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଜଣେ ଥିବା ବେଳେ କଟକରୁ ଜଣେ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୦୬…

କରୋନା ମୁକ୍ତ ହେଲେ ଉର୍ମିଳା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ସୋସିଆଲ ମିଡିଆ ମାଧ୍ୟମରେ କରୋନା ନେଗେଟିଭ ହୋଇଥିବାର ସୂଚନା ଦେଇଛନ୍ତି। ନିକଟରେ ସେ କରୋନା ସଂକ୍ରମିତ ହୋଇଥିବା ସୂଚନା ଦେଇଥିଲେ। ଏହା ସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ନିଜ ନିଜର ଟେଷ୍ଟ କରାଇ…

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୨୦୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୨୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୫ ଜଣ ଲୋକାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri