ପୁରୀ ସମୁଦ୍ରରେ ମାଛ ମଡ଼କ
ପୁରୀ ଅଫିସ,୧୬।୧୧: ପୁରୀ ବେଳାଭୂମିରେ ଶହ ଶହ ମାଛ ମରି ପଡ଼ିଥିବା ସୋମବାର ଦେଖିବାକୁ ମିଳିଛି। ସ୍ବର୍ଗଦ୍ୱାରଠାରୁ କ୍ୟାମେଲିଆ ପର୍ଯ୍ୟନ୍ତ ବେଳାଭୂମିରେ ମାଛ ମରିପଡ଼ିଛନ୍ତି। ମାଛଗୁଡ଼ିକ ଡିସ୍କୋ କୋକଲି ପ୍ରଜାତିର ବୋଲି କୁହାଯାଉଛି। ତେବେ ଏହି ମାଛ ମଡ଼କର ପ୍ରକୃତ କାରଣ…
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ
ପୁରୀ ଅଫିସ, ୧୬।୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ସୋମବାରଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଞ୍ଚକ ନୀତି ଆରମ୍ଭ ହୋଇଛି। ଏକାଦଶୀରେ ତିଥିରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହୋଇଛି। ତେବେ ଚଳିତବର୍ଷ ପ୍ରଶାସନର କଟକଣା ଯୋଗୁ ଏହି ଅନନ୍ୟ ବେଶ…
ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିହ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ)/ଝାରସୁଗୁଡ଼ା (ଅଫିସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ସୋମବାର ଝାରସୁଗୁଡ଼ା ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କଓ୍ବୋଇ) ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ।…
ଘରେ କରନ୍ତୁ ଫେସିଆଲ
ବେସନ ପ୍ୟାକ୍ – ଏକ ବଡ଼ ଚାମଚ ବେସନ, ଏକ ଛୋଟ ଚାମଚ ଅର୍ଗାନିକ୍ ହଳଦୀ ଗୁଣ୍ଡ, ୧ ଚାମଚ ମହୁ ଓ ୨ ବଡ଼ ଚାମଚ କ୍ରିମ୍କୁ ନେଇ ଭଲଭାବେ ମିଶାନ୍ତୁ। ଏହି ମିଶ୍ରଣକୁ ମୁହଁରେ ଲଗାଇ ଶୁଖିବା ପାଇଁ…
ରାଜଧାନୀରେ ବଢୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା
ନୂଆଦିଲ୍ଲୀ,୧୬ ।୧୧: ରାଜଧାନୀ ଦିଲ୍ଲୀରେ ଏବେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏବର୍ଯ୍ୟନ୍ତ ଏଠାରେ ୫୨୭୭ଡେଙ୍ଗୁ ରୋଗୀଙ୍କୁ ଚିହ୍ନଟ କରାଯାଇ ସାରିଲାଣି । ଗତ ସପ୍ତାହରେ ୨୫୬୯ଜଣ ଡେଙ୍ଗୁ ରୋଗୀ ଏକାଥରେ ଚିହ୍ନଟ ହେବା ଚିନ୍ତା ବଢାଇ ଦେଇଛି…
ଆଠଗଡ଼ ବନାଞ୍ଚଳ ଅଧିକାରୀ ନିଲମ୍ବିତ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ)/ ଆଠଗଡ଼(ସ୍ବ.ପ୍ର): ଆଠଗଡ଼ ବନଖଣ୍ଡ ଅଧୀନ ସୁବାସୀ ସଂରକ୍ଷିତ ଜଙ୍ଗଲରେ ଶିକାରୀ ଗୁଳିରେ ମୃତ ଦନ୍ତା ହାତୀକୁ ତରବରିଆ ଭାବେ ପୋତିଦିଆଯିବା ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହୋଇଛି। ଆଠଗଡ଼ ବନାଞ୍ଚଳ ଅଧିକାରୀ (ରେଞ୍ଜର) ଆୟେଶା ଅକ୍ତରୀ ନିଶାଙ୍କୁ ସୋମବାର କାର୍ଯ୍ୟରୁ…
୫ କୋଟି ଟଙ୍କାର ଘଣ୍ଟା ଜବତ ନେଇ ସଫେଇ ଦେଲେ ପାଣ୍ଡ୍ୟା: କହିଲେ…
ମୁମ୍ବାଇ,୧୬।୧୧: ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ବିବାଦରେ ଫସି ଯାଇଛନ୍ତି। ମୁମ୍ବାଇ ବିମାନବନ୍ଦରରେ କଷ୍ଟମ ବିଭାଗ ତାଙ୍କ ଠାରୁ ୫ କୋଟି ଟଙ୍କାର ଘଣ୍ଟା ଜବତ କରିଛି। ଏନେଇ ହାର୍ଦ୍ଦିକ ପାଣ୍ଡ୍ୟା ସଫେଇ ଦେଇଛନ୍ତି। ସେ ଏହା ପଛରେ ଥିବା…
ଛାତ୍ରୀଛାତ୍ର ଗବେଷଣାତ୍ମକ ମନୋବୃତ୍ତି ନେଇ ଅଧ୍ୟୟନ କରନ୍ତୁ’
ଭୁବନେଶ୍ୱର,୧୬ା୧୧ (ବ୍ୟୁରୋ): ଦେଶର ପ୍ରତ୍ୟେକ ନାଗରିକ ହେଉଛନ୍ତି ଗବେଷକ। ପ୍ରତି ଗବେଷଣା ଲୋକଙ୍କ ଉପକାର ପାଇଁ ଉଦ୍ଦିଷ୍ଟ। ତେଣୁ ପୁରାତନରୁ ନୂତନ ଯୁଗ ପର୍ଯ୍ୟନ୍ତ, ନିଆଁର ବ୍ୟବହାରଠାରୁ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ପ୍ରୟୋଗ, ସବୁଥିରେ ଗବେଷକଙ୍କ ଅବଦାନ ରହିଛି। ଛାତ୍ରୀଛାତ୍ର…
ଅପରାଧ ପାଇଁ ହ୍ବାଟ୍ସଆପ୍ ଗ୍ରୁପ୍ ‘ଟାଉନ୍ ଟାଇଗର’
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): କେବିଏନ୍ ଗ୍ୟାଙ୍ଗ୍ର ୫ ସଦସ୍ୟଙ୍କ ୨ ଦିନିଆ ରିମାଣ୍ଡ ଅବଧି ସରିବା ପରେ କମିଶନରେଟ ପୋଲିସ ସୋମବାର ସେମାନଙ୍କୁ ପୁଣି ଜେଲ୍ ହାଜତକୁ ପଠାଇ ଦେଇଛି। ଆଉକିଛି ତଥ୍ୟ ଓଗାଳିବା ପାଇଁ ଅଭିଯୁକ୍ତ ରାହୁଲ ଜେନା, ରାଜେଶ ବେହେରା ଓରଫ…
ନିର୍ବାଚନ ଖର୍ଚ୍ଚ ସୀମା ବଢ଼ିଲା
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ୨୦୨୨ରେ ହେବାକୁ ଯାଉଛି ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ। ରାଜ୍ୟ ନିର୍ବାଚନ କମିଶନ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଜିଲା ପରିଷଦ ସଭ୍ୟ, ପଞ୍ଚାୟତ ସମିତି ସଭ୍ୟ ଏବଂ ସରପଞ୍ଚଙ୍କର ନିର୍ବାଚନୀ ଖର୍ଚ୍ଚ ବୃଦ୍ଧି କରିଛନ୍ତି। ଜିଲାପରିଷଦ ସଭ୍ୟଙ୍କର ସର୍ବାଧିକ ନିର୍ବାଚନୀ ଖର୍ଚ୍ଚ…
ଆରବରେ ଥିବା ବ୍ୟକ୍ତିଙ୍କୁ ଭାରତରୁ ଦିଆଯାଇଛି କରୋନା ଟିକା
ହରଦୋଇ,୧୬ ।୧୧: କରୋନା ଟିକାକରଣରେ ରେକର୍ଡ କରିବା ନିଶାରେ ସ୍ୱାସ୍ଥ୍ୟକର୍ମୀଙ୍କ ଖାମଖିଆଲି ନୀତି ଏବେ ପଦାକୁ ଆସିଛି । ଉତ୍ତରପ୍ରଦେଶ ଶାହାବାଦ ନିବାସୀ ଯୁବକଙ୍କୁ ଏମିତି ସମୟରେ ଟିକା ଦିଆଯାଇଛି ଯେତେବେଳେ ସେ ଆରବରେ ଥିଲେ । ସୂଚନାଯୋଗ୍ୟ, ଶାହାବାଦର ମୋହଲ୍ଲା…
ଆମେରିକାରେ ଭାରତୀୟ ଛାତ୍ରୀଛାତ୍ରଙ୍କ ସଂଖ୍ୟା ହ୍ରାସ
ନୂଆଦିଲ୍ଲୀ, ୧୬ା୧୧: ଆମେରିକାରେ ଅଧ୍ୟୟନ କରୁଥିବା ଭାରତୀୟ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୨୦୨୦-୨୧ରେ ପୂର୍ବ ଶିକ୍ଷାବର୍ଷ ତୁଳନାରେ ପ୍ରାୟ ୧୩ ପ୍ରତିଶତ ହ୍ରାସ ପାଇଛି। କରୋନା ମହାମାରୀ କାରଣରୁ ଏପରି ହୋଇଥିବା ସୋମବାର ଅନ୍ତର୍ଜାତୀୟ ଶିକ୍ଷା ଅନୁଷ୍ଠାନ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ…
Archives


