ପ୍ରକଳ୍ପ କାମର ପୂର୍ଣ୍ଣାଙ୍ଗ ରିପୋର୍ଟ ୭ ଦିନରେ ଦିଅ: ମୁଖ୍ୟ ସଚିବ
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ପୁରୀ ଓ ଗଞ୍ଜାମ ଜିଲାର ବୃହତ୍ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ନେଇ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବ୍ରହ୍ମଗିରି ବ୍ଲକ ରାୟବିଧାରପୁର ପଞ୍ଚାୟତ ସ୍ଥିତ…
ଚାଇନା ଚିନ୍ତା ବଢ଼ାଇଛି ଡେଲ୍ଟା
ବେଜିଂ, ୧୬ା୧୧: କରୋନାର ସବୁଠୁ ମାରାତ୍ମକ ଡେଲ୍ଟା ଭାରିଆଣ୍ଟ ଚାଇନାର ଚିନ୍ତା ବଢ଼ାଇଛି। ଅକ୍ଟୋବର ୧୭ରୁ ନଭେମ୍ବର ୧୪ ମଧ୍ୟରେ ୧୩୦୮ ମାମଲା ଚିହ୍ନଟ କରାଯାଇଛି। ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଉତ୍ତରପୂର୍ବର କେତେକ ସହରରେ ଲକ୍ଡାଉନ ଭଳି କଟକଣା ଲଗାଯାଇଛି।…
ବିଧାନସଭାରେ ପଶିବାକୁ କନିଷ୍ଠ ଶିକ୍ଷକଙ୍କ ଉଦ୍ୟମ
ଭୁବନେଶ୍ୱର, ୧୬ା୧୧(ବ୍ୟୁରୋ): ବିଭିନ୍ନ ଦାବି ନେଇ କନିଷ୍ଠ ଶିକ୍ଷକମାନେ ୯ ତାରିଖରୁ ଲୋୟର ପିଏମ୍ଜିରେ ଧାରଣାରେ ବସିଛନ୍ତି। ଦୀର୍ଘଦିନ ଆମରଣ ଅନଶନରେ ବସିଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆ ନ ଯିବାରୁ ସୋମବାର ବିଧାନସଭାକୁ ଧସେଇ ପଶିବାକୁ ଉଦ୍ୟମ…
ପାଣି ଚୋରି ରୋକିବ ସେନ୍ସର
ଯାଜପୁର ଅଫିସ,୧୬।୧୧: ଜଳ ସମ୍ପଦ ବିଭାଗ ପକ୍ଷରୁ ବିଭିନ୍ନ ସହର, ଶିଳ୍ପ ଏବଂ ବାଣିଜି୍ୟକ ପ୍ରତିଷ୍ଠାନଗୁଡିକୁ ଆଇନ ଅନୁଯାୟୀ ଜଳଯୋଗାଣ କରାଯାଉଛି। ୱାଟର ଆଲୋକେଶନ କମିଟି(ଡବ୍ଲ୍ୟୁଏସି)ର ମଞ୍ଜୁରୀକ୍ରମେ ୩୧ା୩ା୨୦୨୦ ସୁଦ୍ଧା ୧୦୮ ସହରାଞ୍ଚଳ ଏବଂ ୨୧୭ ଶିଳ୍ପାନୁଷ୍ଠାନକୁ ନଦୀ, ନାଳ ଓ…
ମନ୍ତ୍ରୀଙ୍କୁ ଗୃହକୁ ପୂରାଇ ଦେବୁନି: କଂଗ୍ରେସ
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେବ। ଏହା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଏଥିରେ ମୋଟ ୨୬ କାର୍ଯ୍ୟଦିବସ ରହିଛି। ତେବେ ଏହି ଅଧିବେଶନରେ ମୁଖ୍ୟତଃ ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ଗୃହ ଭିତରେ ଏବଂ…
୧୭ରେ ଆଉ ଏକ ଲଘୁଚାପ
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ଆସନ୍ତା ୧୭ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଘନୀଭୂତ ହୋଇ ଆସନ୍ତା ୧୮ ତାରିଖରେ ଏହା…
ସ୍ବାମୀଙ୍କ ମୃତ୍ୟୁ ପରେ ପୁଣି ୫୪ ବର୍ଷରେ ବିବାହ କରିଥିଲେ ଏହି ଅଭିନେତ୍ରୀ
ବଲିଉଡର ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ ବିଦ୍ୟା ସିହ୍ନା ଅନ୍ୟତମ। ସେ ହିନ୍ଦୀ ସିନେମାର ଜଣେ ପ୍ରମୁଖ ଅଭିନେତ୍ରୀ ଥିଲେ। ଏହାସହ ବିଦ୍ୟା ବହୁତ କମ ବୟସରୁ ବଡ଼ କଳାକାରଙ୍କ ସହ କାମ କରିବା ଆରମ୍ଭ କରିଥିଲେ। ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ସମ୍ପର୍କିତ…
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନିକଟରୁ ଜବତ ହେଲା ୫ କୋଟି ଟଙ୍କାର ଦୁଇଟି ଘଡି
ମୁମ୍ବାଇ,୧୬ ।୧୧: ୟୁଏଇରେ ଆଇସିସି ଟି-୨୦ ବିଶ୍ୱକପରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଟିମ୍ ଏବେ ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରିଛି । ଟିମର ସଦସ୍ୟ ଭାରତ ଫେରିବା ସମୟରେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଡୁଆ ବଢି ଯାଇଛି । ମୁମ୍ବାଇ ବିମାନ…
ନାଚିଲେ ସିନ୍ଧୁ
ମୁମ୍ବାଇ: ବ୍ୟାଡ୍ମିଣ୍ଟନ ଷ୍ଟାର ପିଭି ସିନ୍ଧୁ ଅଲିମ୍ପିକରେ ଭାରତ ପାଇଁ ଦୁଇ ଦୁଇ ଥର ମେଡାଲ ଜିତି ଇତିହାସ ସୃଷ୍ଟି କରିଛନ୍ତି । ତାଙ୍କର ଏତିହାସିକ ଖେଳ ପାଇଁ ସେ ସବୁବେଳେ ଚର୍ଚ୍ଚାରେ ରୁହନ୍ତି। ନିକଟରେ ପିଭି ସିନ୍ଧୁ ଡ୍ୟାନ୍ସ ପାଇଁ…
ପିଲାଙ୍କୁ ପ୍ଲେ ସ୍କୁଲରେ ଛାଡ଼ିବା ପୂର୍ବରୁ ଏହିସବୁ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ
ବର୍ତ୍ତମାନ ସମୟରେ ଅଭିଭାବକମାନେ ପିଲାଙ୍କ ପାଠପଢ଼ାକୁ ନେଇ ବେଶି ଚିନ୍ତିତ। ଅପରପକ୍ଷେ କର୍ମବ୍ୟସ୍ତତା କାରଣରୁ ଅନେକେ ସେମାନଙ୍କର ପିଲାଙ୍କୁ ଶୀଘ୍ର ପ୍ଲେ ସ୍କୁଲରେ ଛାଡିଥାନ୍ତି। କାରଣ କମ୍ ବୟସରୁ ସେମାନଙ୍କ ପିଲା ପାଠ ଶିଖିଯାଆନ୍ତୁ ବୋଲି ସେମାନେ ଚାହାନ୍ତି। ମାତ୍ର ସେମାନଙ୍କୁ…
ଚାଇନାକୁ ଆମେରିକାର ଉପଦେଶ: ଜୋ ବାଇଡେନ-ସି ଜିପିଙ୍ଗଙ୍କ ମଧ୍ୟରେ ଶିଖର ବୈଠକ
ୱାଶିଂଟନ,୧୬ ।୧୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ମଙ୍ଗଳବାର ସକାଳୁ(ଭାରତୀୟ ସମୟ ଅନୁସାରେ) ହ୍ୱାଇଟ ହାଉସରୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଭର୍ଚୁଆଲ ଶିଖର ସମ୍ମିଳନୀରେ ଯୋଗ ଦେଇଛନ୍ତି । ଅନୁମାନ କରାଯାଉଛି କି ଏହି ବୈଠକରେ ଆମେରିକା ରାଷ୍ଟ୍ରପତି…
ଉପକାରୀ ନିମ୍ବ ଜୁସ୍
ନିମ୍ବର ସ୍ବାଦ ପିତା। ହେଲେ ଏହି ଗଛର ବଳ୍କଳ ଏବଂ ପତ୍ର ଆମ ଶରୀର ପାଇଁ ବେଶ୍ ଉପକାରୀ। କେତେକ ଆୟୁର୍ବେଦୀୟ ଔଷଧ ପ୍ରସ୍ତୁତ କରିବା ସମୟରେ ଏହାକୁ ବ୍ୟବହାର କରାଯାଏ। ନିମ୍ବପତ୍ର କିମ୍ବା ତା’ର ବଳ୍କଳକୁ ଜୁସ୍ କରି ପିଆଯାଏ।…
Archives


