ସଚିନ, ସଙ୍ଗାକାରାଙ୍କୁ ପଛରେ ଛାଡ଼ିଲେ ସ୍ମିଥ
ଲାହୋର,୨୪।୩: ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ ବିଶ୍ୱର ଦ୍ରୁତତମ ବ୍ୟାଟର ଭାବେ ଟେଷ୍ଟ କ୍ରିକେଟରେ ୮ ହଜାର ରନ୍ ପୂରଣ କରିଛନ୍ତି। ପାକିସ୍ତାନ ବିପକ୍ଷ ୩ୟ ଟେଷ୍ଟ ମ୍ୟାଚ୍ର ଦ୍ୱିତୀୟ ଇନିଂସରେ ୧୭ ରନ୍ର ପାଳି ଖେଳିବା ଅବସରରେ ଏହି ରେକର୍ଡ ନିଜ…
ଯୋଗୀଙ୍କ ଶପଥ ଉତ୍ସବରେ ସୋନିଆ-ମୁଲାୟମଙ୍କୁ ନିମନ୍ତ୍ରଣ
ଲକ୍ଷ୍ନୌ,୨୪।୩: ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଶପଥ ଗ୍ରହଣ ସମାରୋହ ମାର୍ଚ୍ଚ ୨୫ରେ ଅନୁଷ୍ଠିତ ହେବ। ଏହି ସମାରୋହ ପାଇଁ ବିରୋଧୀ ଦଳର ନେତାଙ୍କୁ ନିମନ୍ତ୍ରଣ ପଠାଯାଇଥିବା ଜଣାପଡ଼ିଛି। ଯୋଗୀଙ୍କ ୨.୦ ଶପଥ ଗ୍ରହଣ ସମାରୋହରେ ଅନେକ ବିଶିଷ୍ଟ…
ଜନ୍ମଦିନରେ ପ୍ରଶଂସକଙ୍କୁ ବଡ ଉପହାର ଦେଲ ଇମ୍ରାନ
ମୁମ୍ବାଇ: ବଲିଉଡର ସିରିୟଲ କିସର ଇମ୍ରାନ ହାସମି ତାଙ୍କ ୪୩ ତମ ଜନ୍ମଦିନ ସେଲିବ୍ରେଟ କରିଛନ୍ତି । ତେବେ ଜନ୍ମଦିନରେ ଇମ୍ରାନ ତାଙ୍କ ଫ୍ୟାନମାନଙ୍କୁ ଏକ ବଡ ଉପହାର ଦେଇଛନ୍ତି । ପ୍ରଶଂସକଙ୍କୁ ସରପ୍ରାଇଜ ଦେବାକୁ ଯାଇ ଇମ୍ରାନ ତାଙ୍କ ନୂଆ…
ବିଷଧର ସାପ ସହ ଏପରି ଖେଳୁଛି କୁନିପିଲା, ଭିଡିଓ ଦେଖିଲେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ବିଧାୟକ ଦଳଙ୍କ ବୈଠକରେ ପହଞ୍ଚିଲେ ଶାହା
ଲକ୍ଷ୍ନୌ,୨୪।୩: ଉତ୍ତରପ୍ରଦେଶରେ ଭାଜପାର ଐତିହାସିକ ବିଜୟ ପରେ ସରକାର ଗଠନ ପ୍ରକ୍ରିୟା ଗୁରୁବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଗୁରୁବାର ୟୁପି ଲୋକ ଭବନରେ ବିଧାୟକ ଦଳଙ୍କ ବୈଠକରେ ସାମିଲ ହେବା ପାଇଁ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପହଞ୍ଚିଛନ୍ତି। ଏଥିସହ ସହ-ପର୍ଯ୍ୟବେକ୍ଷକ…
ମୋଦିଙ୍କୁ ଭେଟିଲେ ମାନ: ମାଗିଲେ ୫୦ ହଜାର କୋଟି ଟଙ୍କା ସହାୟତା
ନୂଆଦିଲ୍ଲୀ,୨୪।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାଗଓ୍ବନ୍ତ ମାନ ଗୁରୁବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ଏହା ଉଭୟଙ୍କ ପ୍ରଥମ ସାକ୍ଷାତ। ଏହି ସାକ୍ଷାତ ପରେ ମାନ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋତେ ବିଜୟ…
ମଦ ପିଇ ମହିଳା କଲେ ଏମିତି କାମ, ହୋସ୍ ଆସିବା ପରେ…
ମଦ୍ୟପାନ କରୁଥିବା ବ୍ୟକ୍ତି ନିଜେ ଜାଣି ପାରନ୍ତି ନାହିଁ ସେ କ’ଣ କେତେବେଳେ କରୁଛନ୍ତି। ମନକୁ ଯାହା ଯେତେବେଳେ ଆସେ ତାହା ସଙ୍ଗେ ସଙ୍ଗେ କରିଦିଅନ୍ତି। ଏମିତି ଏକ ଘଟଣା ଘଟିଛି ଜଣେ ମହିଳାଙ୍କ କ୍ଷେତ୍ରରେ। ସେ ମଦ ପିଇ ଟାଟୁ…
ଆରପାରିରେ ଅଭିନେତା ଅଭିଷେକ ଟାର୍ଟାଜୀ
ବଙ୍ଗାଳୀ ସିନେମାର ଜଣାଶୁଣା ଅଭିନେତା ଅଭିଷେକ ଟାର୍ଟାଜୀଙ୍କ ଗୁରୁବାର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ବିଗତ କିଛିଦିନ ହେଲା ବିଭିନ୍ନ ରୋଗରେ ଆକ୍ରାନ୍ତ ଥିଲେ ଅଭିଷେକ । ଅନେକ ଚେଷ୍ଟା ପରେ ସେ ଜୀବନ…
ଜାଡେଜାଙ୍କୁ ଅଧିନାୟକ କରିବା ଧୋନୀଙ୍କ ନିଷ୍ପତ୍ତି
ନୂଆଦିଲ୍ଲୀ,୨୪।୩: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଅଧିନାୟକ ଭାର ରବୀନ୍ଦ୍ର ଜାଡେଜାଙ୍କୁ ହସ୍ତାନ୍ତର କରିଛନ୍ତି ମହେନ୍ଦ୍ର ସିଂ ଧୋନୀ। ଏ ନେଇ ଚେନ୍ନାଇ ଫ୍ରାଞ୍ଚାଇଜ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। “ଧୋନୀ ସିଏସ୍କେର ନେତୃତ୍ୱ ହସ୍ତାନ୍ତର କରିବାକୁ ନିଷ୍ପତ୍ତି ନେଇଛନ୍ତି ଏବଂ…
ଅପରାହ୍ନ ୩ଟା ସୁଦ୍ଧା ହିଞ୍ଜିଳିରେ ୫୪ ପ୍ରତିଶତ ମତଦାନ
ହିଞ୍ଜିଳିକାଟୁ,୨୪ା୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦ ନିର୍ବାଚନ ନିମନ୍ତେ ଗୁରୁବାର ବିଭିନ୍ନ ଓ୍ବାର୍ଡରେ ମତଦାନ ନିମନ୍ତେ ଭୋଟରଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି ହୋଇଛି। ଅପରାହ୍ନ ୩ଟା ସୁଦ୍ଧା ଏଠାରେ ୫୪ ପ୍ରତିଶତ ମତଦାନ ହୋଇଥିବା ପ୍ରକାଶ। ପୂର୍ବାହ୍ନରେ ମତଦାନ ନିମନ୍ତେ…
ଆଫଗାନିସ୍ତାନରେ ବନ୍ଦ ହେଲା ବାଳିକା ସ୍କୁଲ
କାବୁଲ,୨୪।୩:ଆଫଗାନିସ୍ତାନ ଶାସନ ଭାର କଠୋରପନ୍ଥୀ ତାଲିବାନ୍ ସରକାର ହାତକୁ ଚାଲିଯିବା ପରେ ଦେଶରେ ଅସ୍ଥିରତା ଲାଗି ରହିଛି। ଏପର୍ଯ୍ୟନ୍ତ ତାଲିବାନ୍ ସରକାର ଦେଇଥିବା କୌଣସି ପ୍ରତିଶ୍ରୁତି ପୂରଣ କରିପାରିନାହିଁ। ମାର୍ଚ୍ଚ ୨୩ ଅର୍ଥାତ୍ ବୁଧବାରଠାରୁ ଦେଶର ସମସ୍ତ ସ୍କୁଲ ଖୋଲିବା ନେଇ…
ଟ୍ରେନିଂ ପୂର୍ବରୁ ମିଟିଂରେ ଧୋନୀ ନିଷ୍ପତ୍ତି ଶୁଣାଇଥିଲେ
ନୂଆଦିଲ୍ଲୀ,୨୪।୩: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)ର ଅଧିନାୟକ ପଦରୁ ଓହରି ଯାଇଛନ୍ତି ମହେନ୍ଦ୍ର ସିଂ ଧୋନୀ। ଧୋନୀ ଦଳର ନେତୃତ୍ୱ ହସ୍ତାନ୍ତର ପାଇଁ ଚିନ୍ତା କରୁଥିଲେ। ଗୁରୁବାର ଟ୍ରେନିଂ ପୂର୍ବରୁ ଟିମ୍ ମିଟିଂ ବସିଥିଲା। ମିଟିଂ ବେଳେ ସେ ତାଙ୍କର ନିଷ୍ପତ୍ତି…

