Home Left

ଖର୍ଚ୍ଚ ହେଉଛି, ଦୁର୍ଘଟଣା କମୁନି

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ରାଜ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁକୁ ରୋକିବା ଲାଗି ବିଭିନ୍ନ ସମୟରେ ସରକାର ନୂଆ ନୂଆ ଯୋଜନା ପ୍ରସ୍ତୁତ କରୁଛନ୍ତି। ହେଲେ ଦୁର୍ଘଟଣା ବଢ଼ୁଥିବାରୁ ସେଗୁଡ଼ିକ କିଛି କାମ ଦେଉନାହିଁ। ସରକାର ପ୍ରସ୍ତୁତ କରୁଥିବା ଯୋଜନାଗୁଡ଼ିକ କେବଳ କାଗଜ କଲମରେ ସୀମିତ ରହିଯାଉଛି।…

ଜିଲା, ବ୍ଲକ ସୀମାନ୍ତରେ ବିକାଶ ଅପହଞ୍ଚ

ଯାଜପୁର ଅଫିସ,୧୫ା୧୧: ପ୍ରଶାସନିକ ଅବହେଳା କାରଣରୁ ଓଡ଼ିଶାର ଜିଲା ଓ ବ୍ଲକଗୁଡ଼ିକର ସୀମାନ୍ତ ଅଞ୍ଚଳକୁ ବିକାଶ ପହଞ୍ଚି ପାରିନାହିଁ। ବିଶେଷକରି ଗମନାଗମନ ଭିତ୍ତିଭୂମି ଅତ୍ୟନ୍ତ ଦୁର୍ବଳ। ସୁଦୃଢ଼ ରାସ୍ତା ଓ ପୋଲ ନିର୍ମାଣ ହୋଇ ପାରି ନ ଥିବାରୁ ସରକାରଙ୍କ ଅନେକ…

ରାଷ୍ଟ୍ରପତି ଦୌଡ଼ରେ ଗଦ୍ଦାଫିଙ୍କ ପୁଅ

ତ୍ରିପୋଲି,୧୫।୧୧: ଲିବ୍ୟାର ପୂର୍ବତନ ଏକଚ୍ଛତ୍ରବାଦୀ ଶାସକ ମୁଆମାର ଅଲ୍‌-ଗଦ୍ଦାଫିଙ୍କ ବଡ଼ପୁଅ ସୈଫ୍‌-ଅଲ୍‌-ଅସ୍‌ଲମ ଅଲ୍‌-ଗଦ୍ଦାଫି ଦେଶର ରାଷ୍ଟ୍ରପତି ଦୌଡ଼ରେ ସାମିଲ ହୋଇଛନ୍ତି। ଆସନ୍ତା ଡିସେମ୍ବର ୨୪ରେ ହେବାକୁ ଥିବା ଏହି ନିର୍ବାଚନ ପାଇଁ ସେ ରବିବାର ନାମାଙ୍କନପତ୍ର ଦାଖଲ କରିଥିବା ଲିବ୍ୟା ନିର୍ବାଚନ…

ପଞ୍ଚକ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ପୁରୀ ଅଫିସ, ୧୫ା୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ବଡ଼ ଏକାଦଶୀ ସୋମବାରଠାରୁ ପଞ୍ଚକ ଆରମ୍ଭ ହେଉଛି। ପଞ୍ଚକ ୫ ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଭିନ୍ନ ବେଶ ଅନୁଷ୍ଠିତ ହେବ। ଏହି ବେଶ ଦର୍ଶନ ସହ ପଞ୍ଚକ ବ୍ରତ କରିବା ପାଇଁ ଶ୍ରୀମନ୍ଦିରରେ…

ଏକାମ୍ର ହାଟରେ ଖୋଲିଲା ମୁକ୍ତ ପାଠାଗାର

ଭୁବନେଶ୍ୱର,୧୫।୧୧ (ବ୍ୟୁରୋ): ଶିଶୁ ଦିବସ ଅବସରରେ ରବିବାର ଏକାମ୍ର ହାଟଠାରେ ମୁକ୍ତ ପାଠାଗାର ଖୋଲିଛି। ବହି ପ୍ରତି ଲୋକଙ୍କ ମଧ୍ୟରେ ଆଗ୍ରହ ବଢାଇବା ପାଇଁ ହସ୍ତଶିଳ୍ପ ବିଭାଗ ଅଧୀନ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ ଏବଂ ବକୁଳ ଫାଉଣ୍ଡେଶନ…

ପରିବାର ସହ ମାଳଦ୍ୱୀପରେ ଛୁଟି ମନାଉଛନ୍ତି ନୀଳନୟନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା ବିଶ୍ୱସୁନ୍ଦରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ତାଙ୍କ ପରିବାର ସହିତ ମାଳଦ୍ୱୀପରେ ଛୁଟି ମନାଉଥିବା ଖବର ଚର୍ଚ୍ଚାରେ ରହିଛି। ସ୍ବାମୀ ଅଭିଷେକ ବଚ୍ଚନ ଏବଂ ଝିଅ ଆରାଧ୍ୟାଙ୍କ ସହ ମାଳଦ୍ୱୀପ ବୁଲିବାକୁ ଯାଇଛନ୍ତି ଐଶ୍ୱର୍ଯ୍ୟା। ଏ ବିଷୟରେ…

ରାଣୀ ମୁଖାର୍ଜୀଙ୍କ କ୍ରସ୍‌ ଥିଲେ ଏହି ଅଭିନେତା

ବଲିଉଡର ଭେଟେରାନ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଫିଲ୍ମ ‘ବଣ୍ଟି ଅର ବବ୍‌ଲି ୨’ ରିଲିଜ ହେବାକୁ ଯାଉଛି। ଏହି ଚଳଚ୍ଚିତ୍ରରେ ରାଣୀ ଜଣେ ଗୃହିଣୀ ଭୂମିକାରେ ନଜର ଆସିବେ। ଏହି ଚଳଚ୍ଚିତ୍ରରେ ଅଭିନେତା ସୈଫ୍‌ ଅଲ୍ଲୀ ଖାନ, ସିଦ୍ଧାନ୍ତ ଚତୁର୍ବେଦୀ ଏବଂ…

ଗୋସେବା ପାଇଁ ହେବ କଲ୍ ସେଣ୍ଟର, ମିଳିବ ୨୪ ଘଣ୍ଟିଆ ଆମ୍ବୁଲାନ୍ସ ସେବା

ଲକ୍ଷ୍ନୌ,୧୫ ।୧୧: ଉତ୍ତର ପ୍ରଦେଶର ଦୁଗ୍ଧ, ପଶୁପାଳନ ଓ ମତ୍ସ ବିକାଶ ମନ୍ତ୍ରୀ ଚୌ. ଲକ୍ଷ୍ମୀନାରାୟଣ କହିଛନ୍ତି ରାଜ୍ୟ ସରକାର ଗାଈଙ୍କୁ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦେବାକୁ ପୋଲିସର ଜରୁରୀକାଳିନ ସେବା ଭଳି ଅଭିନବ ଆମ୍ବୁଲାନ୍ସ ସେବା ଆରମ୍ଭ କରିବାକୁ…

ପଦ୍ମ ବିଭୁଷଣରେ ସମ୍ମାନୀତ ଐତିହାସିକ-ଲେଖକ ବାବାସାହେବ ପୁରନ୍ଦରେଙ୍କ ପରଲୋକ

ପୁଣେ,୧୫ ।୧୧: ଜଣାଶୁଣା ଐତିହାସିକ ଓ ଲେଖକ ବାବସାହେବ ପୁରନ୍ଦରେଙ୍କର ସୋମବାର ସକାଳେ ପୁଣେର ଦିନାନାଥ ମଙ୍ଗେସକର ମେମୋରିୟାଲ ହସ୍ପିଟାଲରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୯ ବର୍ଷ ବୟସ ହୋଇଥିଲା । ହସ୍ପିଟାଲ କର୍ତ୍ତୁପକ୍ଷଙ୍କ ସୂଚନା ଅନୁଯାୟୀ…

୨୪ ଘଣ୍ଟା ପର୍ଯ୍ୟନ୍ତ ମିଳିବ ନାହିଁ ପେଟ୍ରୋଲ-ଡିଜେଲ

ହରିୟାଣା,୧୫ ।୧୧: ହରିୟାଣାରେ ପେଟ୍ରୋଲ ପମ୍ପ ମାଲିକମାନେ ୨୪ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ଇନ୍ଦନ ଉପରେ ଥିବା ଭାଟକୁ କମ୍ କରିବା ଦାବିରେ ଏମାନେ ବନ୍ଦ ଡାକରା ଦେଇଛନ୍ତି । ତେଣୁ ହରିୟାଣାରେ ୨୪ ଘଣ୍ଟା…

ଇଡି-ସିବିଆଇ ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ୫ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କଲେ ସରକାର

ନୂଆଦିଲ୍ଲୀ,୧୫ ।୧୧: କେନ୍ଦ୍ର ସରକାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଓ କେନ୍ଦ୍ରୀୟ ଅନ୍ୱେଷଣ ବ୍ୟୁରୋ(ସିବିଆଇ)ର ମୁଖ୍ୟଙ୍କ କାର୍ଯ୍ୟକାଳ ବୃଦ୍ଧିକରି ୫ ବର୍ଷ ପର୍ଯ୍ୟନ୍ତ କରିଦେଇଛନ୍ତି । ଏହାର ଅର୍ଥ ହେଉଛି ଏବେ ଇଡି ଓ ସିବିଆଇ ନିର୍ଦ୍ଦେଶକ ପଦରେ କେହି ଅଧିକାରୀ ୫…

କଙ୍ଗନାଙ୍କୁ ସମର୍ଥନ କଲେ ଅଭିନେତା ବିକ୍ରମ ଗୋଖଲେ

ମୁମ୍ବାଇ,୧୫ ।୧୧: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାୱତ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ସରଗରମ ହେଉଥିବା ବେଳେ କଙ୍ଗନାଙ୍କ ସ୍ୱର ସହ ସ୍ୱର ମିଳାଇଛନ୍ତି ଅଭିନେତା ବିକ୍ରମ ଗୋଖଲେ । ସେ କହିଛନ୍ତି କଙ୍ଗନା ଯାହା କହିଛନ୍ତି ସେଥିରେ ମୁଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri