Home Left

ପ୍ରତ୍ୟେକ ମଲ୍ଟିପୁଲ୍‌ ଚଏସ୍‌ ପ୍ରଶ୍ନର ଉତ୍ତର ଦେବାକୁ ପଡିବ

ନୂଆଦିଲ୍ଲୀ, ୧୪।୧୧: ଆସନ୍ତା ୧୬ ତାରିଖରୁ ସିବିଏସ୍‌ଇ ଦ୍ୱାଦଶ ଏବଂ ୧୭ରୁ ଦଶମ ଶ୍ରେଣୀ ପ୍ରଥମ ଅବଧି (ଫାଷ୍ଟ ଟର୍ମ) ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି। ନୂଆ ଢାଞ୍ଚାରେ ହେବାକୁ ଥିବା ଏହି ପରୀକ୍ଷାରେ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ପିଲା ଭାଗନେବେ।…

ଠକେଇ ଅଭିଯୋଗରେ ଫଶିଲେ ଶିଳ୍ପା

ମୁମ୍ବାଇ,୧୪।୧୧: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟି ଓ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ସହ ଅନ୍ୟ କିଛି ବ୍ୟକ୍ତିଙ୍କ ନାମରେ ଦେଢ଼ କୋଟି ଟଙ୍କାର ଠକେଇ ଅଭିଯୋଗ ଆଣିଛନ୍ତି ମୁମ୍ବାଇର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ। ଏ ନେଇ ରବିବାର ଜଣେ ପୋଲିସ…

ଉଠାଇ ନେଲେ ଗହଣା ବାକ୍ସ

ବାସୁଦେବପୁର,୧୪।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ପଞ୍ଚୁରିଖି ଗ୍ରାମର ଶିବପ୍ରସାଦ ବାରିକଙ୍କ ଘରୁ ଚୋରି ହୋଇଛି। ଚୋରମାନେ ଶିବଙ୍କ ଘରେ ପଶି ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି କରି ନେଇଛନ୍ତି। ସୁନା ଓ ରୁପା ଅଳଙ୍କାର ଥିବା ବାକ୍ସକୁ ଚୋରମାନେ…

ଭିଣୋଇଙ୍କ କାର୍‌ ଚୋରି କରୁଥିଲେ ଶଳା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗାଜିଆବାଦ,୧୪।୧୧: ଗାଜିଆବାଦର ବସୁନ୍ଧରା ସେକ୍ଟର ୩ରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଆସିଛି। ଏଠାରେ ଜଣେ ଯୁବକ ନିଜ ଭିଣୋଇଙ୍କ ଦୁଇଟି କାର ଚୋରି କରନେଇଛନ୍ତି। ଚୋରି କରିବାର କାରଣ ଜାଣି ଯୋ କେହି ନିଜ ମୁଣ୍ଡରେ ହାତ ଦେବେ। ସମ୍ପୃକ୍ତ ଯୁବକ…

ଟସ୍‌ ଜିତିଲା ଅଷ୍ଟ୍ରେଲିଆ; ଲଢ଼ିବା ପାଇଁ ନ୍ୟୁଜିଲାଣ୍ଡକୁ ଅତିକମ୍‌ରେ ୧୮୦ ରନ୍‌ ଦରକାର

ଦୁବାଇ,୧୪।୧୧: ଚଳିତ ଟି୨୦ ବିଶ୍ୱକପ୍‌ ଫାଇନାଲରେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ। ପିଚ୍‌ରେ ଟାର୍ଗେଟର ପିଛା କରିବା ସହଜ ଓ କାକର ସମ୍ଭାବନାକୁ ଦୃଷ୍ଟିରେ ରଖି ଫିଞ୍ଚ ଏଭଳି ନିଷ୍ପତ୍ତି ନେଇଛନ୍ତି।…

ଦୁର୍ଘଟଣାରେ ଚାଲିଗଲା ୪ ଜୀବନ

ବରଗଡ଼ ଅଫିସ୍‌,୧୪।୧୧: ବରଗଡ଼ ଜିଲା ବିଜେପୁର-ପଦ୍ମପୁର ରାସ୍ତା ଏବଂ ଭଟଲି-ଅମ୍ବାଭୋନା ରାସ୍ତାରେ ରବିବାର ପୃଥକ ଭାବେ ୨ଟି ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ଘଟିଛି। ଭୋର୍‌ରେ ବିଜେପୁର-ପଦ୍ମପୁର ରାସ୍ତାର ଦୁବଲାବାହାଲ ନିକଟରେ କାଠପଟା ବୋଝେଇ ଏକ ପିକଅପ୍‌ ଭ୍ୟାନ(ନଂ.ଓଆର୧୫ଜି…

ଓ୍ବାର୍ନରଙ୍କ ପାଖରେ ୧୪ ବର୍ଷ ତଳର ରେକର୍ଡ ଭାଙ୍ଗିବାର ସୁଯୋଗ

ଦୁବାଇ,୧୪।୧୧: ଟି୨୦ ବିଶ୍ୱକପ୍‌ର ଚଳିତ ସଂସ୍କରଣରେ ଅଷ୍ଟ୍ରେଲିଆ ପାଇଁ ସର୍ବାଧିକ ରନ୍‌ କରିଥିବା ଓପନର ଡେଭିଡ୍‌ ଓ୍ବାର୍ନର ନ୍ୟୁଜିଲାଣ୍ଡ ବିପକ୍ଷ ଫାଇନାଲରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇପାରନ୍ତି। ବର୍ତ୍ତମାନ ୨୩୬ ରନ୍‌ ସହ ଓ୍ବାର୍ନର ଚଳିତ ସଂସ୍କରଣରେ ଅଷ୍ଟ୍ରେଲିଆ ପାଇଁ…

୫ କି.ମି. ରାସ୍ତା ପାଇଁ କଟା ଯିବ ୬୦ ଗଛ

ଛତ୍ରପୁର,୧୪।୧୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହରିଡାଖଣ୍ଡି-ବେଲପଡ଼ା ରାସ୍ତାର ଉନ୍ନତୀକରଣ ଓ ପ୍ରଶସ୍ତୀକରଣ କରାଯିବ। ଏଥିଲାଗି ୬୦ଟି ଗଛ କଟାଯିବାକୁ ନିଷ୍ପତ୍ତି ହୋଇଛି। ତେବେ ଏତେ ସଂଖ୍ୟକ ଗଛ କଟାଯିବାକୁ ନେଇ ପରିବେଶବିତ୍‌ଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ହରିଡାଖଣ୍ଡି-ବେଲପଡା ରାସ୍ତାରେ ଟ୍ରାଫିକ୍‌ ସମସ୍ୟା ଲାଗି…

ନେହେରୁଙ୍କ ଜନ୍ମଦିନ ପାଳନ ପାଇଁ ସଂସଦକୁ ଆସିଲେ ନାହିଁ ବାଚସ୍ପତି, ଉପରାଷ୍ଟ୍ରପତି: ଆପତ୍ତି ଉଠାଇଲା କଂଗ୍ରେସ

ନୂଆଦିଲ୍ଲୀ,୧୪।୧୧: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ବାର୍ଷିକୀ ରବିବାର ପାଳନ କରାଯାଇଥିଲା। ଏହି ଅବସରରେ ସଂସଦରେ ଆୟୋଜିତ ପାରମ୍ପରିକ କାର୍ଯ୍ୟକ୍ରମରେ ରାଜ୍ୟ ସଭା ବାଚସ୍ପତି ଭେଙ୍କେୟା ନାଇଡୁ, ଲୋକ ସଭା ବାଚସ୍ପତି ଓମ ବିର୍ଲା ଏବଂ ଅନ୍ୟ…

ଏକାକୀ ଲଢିବ କଂଗ୍ରେସ

ଲକ୍ଷ୍ନୌ,୧୪।୧୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସବୁ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଲୋକଙ୍କ ମନ ଜିଣିବା ପାଇଁ ବିଭିନ୍ନ ଦଳ ପକ୍ଷରୁ ଚେଷ୍ଟା କରାଯାଉଛି। କଂଗ୍ରେସ ପକ୍ଷରୁ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଏଥର ୟୁପି ନିର୍ବାଚନ ମଙ୍ଗ…

୨୦ ଭାରତୀୟ ମତ୍ସ୍ୟଜୀବୀଙ୍କୁ ମୁକ୍ତ କଲା ପାକିସ୍ତାନ

ଇସଲାମାବାଦ୍‌,୧୪।୧୧: ପାକିସ୍ତାନୀ ଜଳରାଶିରେ ବେଆଇନ ଭାବେ ମାଛ ଧରିବା ଅଭିଯୋଗରେ ୨୦ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କୁ ପାକିସ୍ତାନର ଲ୍ୟାଣ୍ଡି ଜିଲା ଜେଲରୁ ମୁକ୍ତ କରାଯାଇଛି। ମୁକ୍ତ ହୋଇଥିବା ମତ୍ସ୍ୟଜୀବୀଙ୍କୁ ସୋମବାର ୱାଘା ସୀମାକୁ ଅଣାଯିବ ଏବଂ ଭାରତୀୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯିବ।…

କ୍ଷମା ମାଗିଲେ ହାସନ ଅଲି

କରାଚୀ,୧୪।୧୧: ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ବିଶ୍ୱକପ୍‌ ସେମିଫାଇନାଲରେ ପାକିସ୍ତାନ ପେସର ହାସନ ଅଲି ମ୍ୟାଚ୍‌ର ଗୁରୁତ୍ୱପୂର୍ଣ୍ଣ ସମୟରେ ଛାଡ଼ିଥିଲେ ମାଥ୍ୟୁ ଓ୍ବେଡ୍‌ଙ୍କ କ୍ୟାଚ୍‌। ଏହା ତାଙ୍କ ଦଳକୁ ଖୁବ୍‌ ମହଙ୍ଗା ପଡ଼ିଥିଲା। ଏଥିଲାଗି ସେ କ୍ଷମାପ୍ରାର୍ଥନା କରିଛନ୍ତି। ମ୍ୟାଚ୍‌ର ୧୯ତମ ଓଭରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri