ଜୋତା ପ୍ରେମରେ ମହିଳା, ବେଡ୍ରୁମ୍ରେ ଟାଙ୍ଗିଛନ୍ତି ଶହଶହ ଜୋତା
ପ୍ରତ୍ୟେକ ବ୍ୟକ୍ତିଙ୍କର କିଛି ନା କିଛି ପସନ୍ଦ,ନାପସନ୍ଦ ରହିଛି। ଅନେକ ଲୋକ ସବୁବେଳେ ଭିନ୍ନ କିଛି କରିବାକୁ ଚାହିଁଥାନ୍ତି। କେହି କେହି ପୁରୁଣା ଟଙ୍କା ସଂଗ୍ରହ କରି ରଖିଥାନ୍ତି ତ କେହି କେହି ଟିକେଟ। ସେହିପରି କାନାଡାରେ ରହୁଥିବା ଜଣେ ମହିଳାଙ୍କର…
କମୁଛି ସଂଖ୍ୟା
ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୩ଜଣ ଥିବା ବେଳେ ଲୋକାଲ କେସ୍ ୧୫ ରହିଛି। ଏହାଛଡ଼ା ଆକ୍ରାନ୍ତଙ୍କ ମଧ୍ୟରୁ ୯ଜଣ ପିଲା ଥିବା ଗୁରୁବାର ରାଜ୍ୟ ସୂଚନା ଓ…
ଭୋଟ ଦେଲେ ସୁଲୋଚନା-ସୁନୀତି
ଭୁବନେଶ୍ୱର,୨୪।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ଗୁରୁବାର ମତଦାନ ପ୍ରକ୍ରିୟା ଜାରି ରହିଛି। ଏଥିରେ ବିଏମ୍ସି ମେୟର ପଦ ଲାଗି ପ୍ରତିନ୍ଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥିନୀ ଡା. ସୁନୀତି ମୁଣ୍ଡ, ବିଜେଡି ପ୍ରାର୍ଥିନୀ ସୁଲୋଚନା ଦାଶ ପ୍ରମୁଖ ଭୋଟ ଦେଇଛନ୍ତି।…
ମନ୍ତ୍ରୀ ଟୁକୁନି ସାହୁ ନିଜ ଓ୍ବାର୍ଡରେ ଦେଲେ ଭୋଟ୍
ଟିଟିଲାଗଡ଼,୨୪ା୩(ଡି.ଏନ୍.ଏ.): ଗୁରୁବାର ରାଜ୍ୟରେ ପୌର ନିର୍ବାଚନ ଅନୁଷ୍ଠିତ ହେଉଛି। ଭୋଟ୍ ଗ୍ରହଣ ସକାଳ ୮ଟାରୁ ଆରମ୍ଭ ହୋଇଛି। ବୁଥ୍ ଖୋଲିବା ମାତ୍ରେ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ନିଜ ଓ୍ବାର୍ଡ ୧୦…
ଏଥର ଆଇପିଏଲ୍ରେ ଚମକିବେ ଏହି ୪ ଅନକ୍ୟାପ୍ଡ ଅଲରାଉଣ୍ଡର
ଆଇପିଏଲ୍ ୨୦୨୨ ଆରମ୍ଭ ପାଇଁ ଆଉ ୨ ଦିନ ବାକି ଅଛି । ଏହି ସିଜିନ୍ରେ ଅନେକ ଯୁବ ଖେଳାଳିଙ୍କଠାରୁ ଭଲ ପ୍ରଦର୍ଶନ ଆଶା କରାଯାଏ। ଏଥିମଧ୍ୟରେ ଅଣ୍ଡର -୧୯ ବିଶ୍ୱକପ୍ରେ ଚମତ୍କାର କରିଥିବା ରାଜବର୍ଦ୍ଧନ ହଙ୍ଗରଗେକର ଏବଂ ଘରୋଇ କ୍ରିକେଟରେ…
ବୀର ସାୱରକର ଭୂମିକାରେ ନଜର ଆସିବେ ରଣଦୀପ
ମୁମ୍ବାଇ: ଅଭିନେତା ରଣଦୀପ ହୁଡ୍ଡା ତାଙ୍କ ଦମଦାର ଅଭିନୟକୁ ନେଇ ନିଜ ପାଇଁ ବଳିଉଡରେ ତିଆରି କରିପାରିଛନ୍ତି ଏକ ସ୍ୱତନ୍ତ୍ର ପରିଚୟ । ଏବେ ସେ ଏକ ନୂଆ କାହାଣୀ ସହ ବଡ ପରଦାରେ ନଜର ଆସିବାକୁ ଯାଉଛନ୍ତି । ଏହା…
ପଶ୍ଚିମବଙ୍ଗରେ ଟିଏମସି କର୍ମୀଙ୍କୁ ହତ୍ୟା
କୋଲକାତା,୨୪ ।୩: ପଶ୍ଚିମବଙ୍ଗର ବୀରଭୂମରେ ହିଂସା ଥମି ନ ଥିବା ବେଳେ ଏବେ ଆଉ ଜଣେ ତ୍ରୁଣମୂଳ କଂଗ୍ରେସ(ଟିଏମ୍ସି) ନେତାଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗର ନାଦିୟା ଜିଲାରେ ଏହି ଘଟଣା ଘଟିଥିବା କୁହାଯାଉଛି । ଘଟଣା ବୁଧବାର…
ଶାଶୁଙ୍କୁ ଛୁରି ଭୁସି ହତ୍ୟା ପରେ ବିଷ ପିଇଦେଲେ ଜ୍ୱାଇଁ
ପୁରୀ ଅଫିସ,୨୪ା୩: କିଛି ଦିନର ବ୍ୟବଧାନ ପରେ ବୁଧବାର ପୁରୀ ସହରରେ ପୁଣି ଏକ ହତ୍ୟାକାଣ୍ଡ ଘଟିଛି। ଶାଶୁଙ୍କୁ ଛୁରି ଭୁସି ହତ୍ୟା କରିବା ପରେ ଜ୍ୱାଇଁ ବିଷ ପିଇଦେଇଛନ୍ତି। ବାସେଳିସାହି ଥାନା ଅନ୍ତର୍ଗତ ବଳିଆପଣ୍ଡା ବନମାଳୀ ନଗରରେ ଏହି ଅଭାବନୀୟ…
ଭଲ ମାନସିକତା ସଫଳତା ଆଣିଦିଏ: ଶିଳ୍ପପତି ପ୍ରମୋଦ ଚନ୍ଦ୍ର ରଥ
କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧୀନରେ ଅନେକ ପ୍ରମୁଖ ପ୍ରକଳ୍ପର ନିର୍ମାଣ ଦାୟିତ୍ୱ ସଫଳତାର ସହ ସମ୍ପନ୍ନ କରି ସେ ଉଚ୍ଚ ପ୍ରଶଂସିତ। ବୈଷୟିକ ଶିକ୍ଷା ବିସ୍ତାର କ୍ଷେତ୍ରରେ ମଧ୍ୟ ଅଗ୍ରଣୀ ଭୂମିକା ନେଇଛନ୍ତି। ସ୍ବାସ୍ଥ୍ୟସେବା, ହସ୍ପିଟାଲିଟି ଓ ହୋଟେଲ ଶିଳ୍ପରେ…
ଡିଆଇଡି ଲିଟିଲ ମାଷ୍ଟରରେ ହୃଦୟ ଜିଣିଲେ ଝାରସୁଗୁଡ଼ାର ରୋଶନ
ଭୁବନେଶ୍ୱର,୨୪।୩(ବ୍ୟୁରୋ): ଜୀବନ ସଂଘର୍ଷରେ ହିଁ ଥାଏ ସଫଳତାର ବାଟ। ବଞ୍ଚତ୍ବାକୁ ସଂଘର୍ଷ କରୁଥିବା ଏମିତି ଏକ ଶ୍ରମିକ ପରିବାରରୁ ଆସି ବମ୍ବେରେ ପହଞ୍ଚତ୍ଛନ୍ତି ୧୧ବର୍ଷୀୟ ରୋଶନ କୁମାର। ଦେଶର ଲୋକପ୍ରିୟ ରିଆଲିଟି ଶୋ’ ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ (ଡିଆଇଡି) ଲିଟିଲ ମାଷ୍ଟର…
ବୀରଭୂମ ଯିବେ ମମତା
କୋଲକାତା,୨୪ ।୩: ପଶ୍ଚିମବଙ୍ଗର ବୀରଭୂମ ଘଟଣାକୁ ନେଇ ଦିଲ୍ଲୀ ରାଜନୀତି ହୋଇଛି ସରଗରମ । ଏହି ଘଟଣାରେ ୮ ଜଣଙ୍କୁ ଜିଅନ୍ତା ଜାଳି ଦିଆଯାଇଥିବା ବେଳେ ଏବେ ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ଦିଲ୍ଲୀ ପହଞ୍ଚି ରୁଟି ସେକିବାକୁ ପ୍ରସ୍ତୁତ…
ନାଟମଣ୍ଡପ ଫାଟକୁ ନେଇ ବିବାଦ
ପୁରୀ ଅଫିସ,୨୪।୩: ଶ୍ରୀମନ୍ଦିର ନାଟମଣ୍ଡପରେ ବଡ଼ ଧରଣର ଫାଟ ଦେଖିବାକୁ ମିଳିବା ପରେ ଏହି ଫାଟ ନୂଆ କିମ୍ବା ପୁରୁଣା ତାହାକୁ ନେଇ ବିବାଦ ତେଜୁଛି। ଫାଟ ନୂଆ ବୋଲି ପୁରୀ ଓକିଲ ସଂଘ ସମେତ ବିଭିନ୍ନ ସଙ୍ଗଠନ ଓ ବ୍ୟକ୍ତବିଶେଷ…

