Home Left

ଦ୍ରାଭିଡଙ୍କ ସ୍ଥାନ ନେବେ ଲକ୍ଷ୍ମଣ!

ନୂଆଦିଲ୍ଲୀ,୧୪।୧୧: ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ ଭିଭିଏସ ଲକ୍ଷ୍ମଣ ଜାତୀୟ କ୍ରିକେଟ ଏକାଡେମୀ (ଏନସିଏ) ର ପରବର୍ତ୍ତୀ ମୁଖ୍ୟ ହେବେ ବୋଲି ବିସିସିଆଇର ଜଣେ ବରିଷ୍ଠ ଅଧିକାରୀ ରବିବାର ନିଶ୍ଚିତ କରିଛନ୍ତି। ତାଙ୍କର ପୂର୍ବତନ ବ୍ୟାଟିଂ ସହକର୍ମୀ ରାହୁଲ ଦ୍ରାବିଡ ଏହି ପଦ…

ସିବିଆଇ-ଇଡି ମୁଖ୍ୟଙ୍କ କାର୍ଯ୍ୟକାଳ ୫ ବର୍ଷ ପର୍ଯ୍ୟନ୍ତ ବଢ଼ିବ…

ନୂଆଦିଲ୍ଲୀ,୧୪।୧୧: ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ମୁଖ୍ୟଙ୍କ କାର୍ଯ୍ୟକାଳ ଏଣିକି ୫ ବର୍ଷ ପର୍ଯ୍ୟନ୍ତ ବୃବଦ୍ଧି କରାଯାଇ ପାରିବ। ଏ ସମ୍ପର୍କିତ ଦୁଇ ଅଧ୍ୟାଦେଶକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ଅନୁମୋଦନ କରାଯାଇଛି। ପୂର୍ବ ନିୟମ ଅନୁସାରେ ଏହି ଦୁଇ ପଦବୀରେ…

ପୂର୍ବତନ ସରପଞ୍ଚ ହତ୍ୟା ମାମଲା: ୫ ଗିରଫ

ବ୍ରହ୍ମପୁର ଅଫିସ,୧୪ା୧୧: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନନ୍ତେଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀ ହତ୍ୟା ମାମଲାରେ ବ୍ରହ୍ମପୁର ବଡ଼ବଜାର ପୋଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେହିପରି ମାମଲାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଅଟକ ରଖାଯାଇଛି। ପୂର୍ବ ଶତ୍ରୁତାକୁ…

ତାଲିବାନକୁ ସମର୍ଥନ କରୁଥିବା ଲୋକଙ୍କଠାରୁ ଦୂରେଇ ରହିବା ଭଲ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୧୪ ।୧୧: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ଲକ୍ଷ୍ନୌରେ ଏକ ସମାଜିକ ସମ୍ମିଳନୀକୁ ଉଦବୋଧନ ଦେବା ଅବସରରେ କହିଛନ୍ତି, ୨୦ ବର୍ଷ ତଳେ ଆଫଗାନିସ୍ତାନରେ ତାଲିବାନ ବୁଦ୍ଧଙ୍କ ପ୍ରତିମାକୁ ଗୁଳିକରି ଉଡାଇ ଦେଇଥିଲା । କାରଣ ତାଲିବାନ ଭାରତର…

ମଦ ବୋତଲରେ ଭବ୍ୟ ମନ୍ଦିର

ପୃଥିବୀରେ ଥିବା ବିଭିନ୍ନ ଧର୍ମ ମଧ୍ୟରେ ବୌଦ୍ଧଧର୍ମ ଅନ୍ୟତମ। ଏହି ଧର୍ମ ପ୍ରତି ସାରା ପୃଥିବୀରେ ଗୁରୁତ୍ୱ ଓ ସମ୍ମାନ ରହିଛି। ବୌଦ୍ଧ ମନ୍ଦିରରେ ପୂଜା କରୁଥିବା ବ୍ୟକ୍ତିଙ୍କୁ ସାଧାରଣତଃ ଭିକ୍ଷୁକ କୁହାଯାଏ। ସେମାନେ ବହୁତ ନିଷ୍ଠାର ସହ ଜୀବନଯାପନ କରନ୍ତି।…

ଋଷିକୂଲ୍ୟାରେ ଜଳସ୍ତର ବୃଦ୍ଧି

ଗଞ୍ଜାମ,୧୪।୧୧(ଡି.ଏନ୍‌.ଏ.): ଉପର ମୁଣ୍ଡରେ ଲଘୁଚାପ ଲଗାଣ ବର୍ଷା ଫଳରେ ଗଞ୍ଜାମ ସହର ନିକଟ ଋଷିକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ସମୁଦ୍ରରେ ମଧ୍ୟ ଉଚ୍ଚ ଲହଡି ସୃଷ୍ଟି ହେଉଥିବା ଦେଖିବାକୁ ମିଳିଛି। ଋଷିକୂଲ୍ୟା ମୁହାଁଣଟି ପୁରୁଣାବନ୍ଧ ନିକଟସ୍ଥ ମା’ ଗଙ୍ଗାଦେବୀ…

ଏହି ମନ୍ଦିରକୁ ଥରେ ଦର୍ଶନ ପାଇଁ ଗଲେ ଭକ୍ତ ହୁଅନ୍ତି ଧନୀ

ଭାରତର ପ୍ରତ୍ୟେକ ଗାଁ ଗଣ୍ଡାରେ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକ ମନ୍ଦିର ରହସ୍ୟରେ ପରିପୂର୍ଣ୍ଣ। କିଛି ମନ୍ଦିରର ନିଜର ସ୍ବତନ୍ତ୍ର ପରିଚୟ ରହିଛି। ଏପରି ଏକ ରହସ୍ୟମୟ ମନ୍ଦିର ମଧ୍ୟପ୍ରଦେଶରେ ଅବସ୍ଥିତ। ରତଲାମ ଜିଲାର ମାନକରେ ଅବସ୍ଥିତ ଏହି…

କଙ୍ଗନାଙ୍କ ଚିକିତ୍ସା ଜରୁରୀ, ଫେରାଇ ନିଆଯାଉ ପଦ୍ମଶ୍ରୀ: ସ୍ୱାତି ମାଲିୱାଲ

ନୂଆଦିଲ୍ଲୀ,୧୪ ।୧୧: ଦିଲ୍ଲୀ ମହିଳା କମିଶନର ଅଧ୍ୟକ୍ଷା ସ୍ୱାତି ମାଲିୱାଲ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପତ୍ର ଲେଖିଛନ୍ତି । ସେ ଉକ୍ତ ପତ୍ରରେ ଲେଖିଛନ୍ତି କି ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ପଦ୍ମଶ୍ରୀ ସମ୍ମାନ ଫେରାଇ ନିଆଯାଉ । କଙ୍ଗନା…

ସାଂସ୍କୃତିକ କ୍ଷେତ୍ର ମହାସମୁନ୍ଦ

ଛତିଶଗଡ଼ର ମହାସମୁନ୍ଦ ଜିଲାରେ ଅବସ୍ଥିତ ଏକ ଆକର୍ଷଣୀୟ ତଥା ବଡ଼ ସହର ହେଉଛି ମହାସମୁନ୍ଦ। ପାରମ୍ପରିକ କଳା ତଥା ସଂସ୍କୃତିର ଏକ କେନ୍ଦ୍ର ଭାବେ ବି ଏହି ସହରର ବେଶ୍‌ ନାଁ ରହିଛି। ଖାସ୍‌କରି ସିରପୁର ହେଉଛି ଏଠାକାର ଏକ ପ୍ରମୁଖ…

ପଞ୍ଜାବ ବିଧାନସଭା ନିର୍ବାଚନରେ ଲଢିବେ ସୋନୁ ସୁଦଙ୍କ ଭଉଣୀ ମାଳବିକା

ଚଣ୍ଡିଗଡ଼,୧୪ ।୧୧: ପଞ୍ଜାବରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏଥିପାଇଁ ଏବେଠାରୁ ସବୁ ରାଜନୈତିକ ପାର୍ଟି ଅଣ୍ଟା ଭିଡିଥିବା ବେଳେ କିଛି ଦଳଙ୍କର ସେଲିବ୍ରିଟିଙ୍କ ଉପରେ ନଜର ରହିଛି । ସେ ଯାହା ବି ହେଉ ବଲିଉଡ…

ହାତୀଦାନ୍ତ ଚାଲାଣବେଳେ ଧରିଲା ଏସଟିଏଫ୍‌

ପଦ୍ମପୁର,୧୪।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ବନଖଣ୍ଡ କେନ୍ଦୁଭଟା ଛକ ନିକଟରୁ ଏକ ହାତୀଦାନ୍ତ ଜବତ ହୋଇଛି। ଏହା ସହ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ହାତୀଦାନ୍ତ ଚାଲାଣ ବେଳେ ବନବିଭାଗ ଏସଟିଏଫ୍‌ ଚଢ଼ାଉ କରି ଉକ୍ତ ଲୋକଙ୍କୁ ଅଟକ ରଖିଥଲେ।…

ଅନେକରେ ଏକ ମଞ୍ଜୁବାଳା

ଜଣେ ସୁ-ଚିକିତ୍ସିକା ଭାବରେ ଯେମିତି ସେ ସମସ୍ତଙ୍କର ଆଦରଣୀୟା, ଜଣେ ପ୍ରତିଷ୍ଠିତ ଲେଖିବା ଭାବରେ ସେମିତି ସମସ୍ତଙ୍କର ପ୍ରିୟ। ହେଲେ ଏବେ ବି ସେ ଝୁରି ହୁଅନ୍ତି ତାଙ୍କ ପ୍ରଥମ ପ୍ରେମ ଅଭିନୟକୁ। ଇଏ ହେଲେ ଡା. ମଞ୍ଜୁବାଳା ପଣ୍ଡା; ଯାହାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri