୫ ଡିସେମ୍ବରରେ ଆନ୍ଦୋଳନକୁ ଓହ୍ଲାଇବେ ଦେଢ଼ ଲକ୍ଷ ଶିକ୍ଷକ
ଭଞ୍ଜନଗର,୨।୧୨(ବାବୁଲା ପ୍ରଧାନ): ଦୁଇ ଦଫା ଦାବୀ ପୂରଣ ନହେଲେ ଆସନ୍ତା ଡିସେମ୍ବର ୫ ତାରିଖରେ ରାଜ୍ୟର ଦେଢ଼ ଲକ୍ଷରୁ ଅଧିକ ପ୍ରାଥମିକ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ମଙ୍ଗଳବାର ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଏନ୍.ପି.ଏସ୍. ପ୍ରାଥମିକ ଶିକ୍ଷକ…
ଇ-ସ୍କଲାରସିପ୍ ପାଇଁ SOP ଜାରି କଲେ ଓଡ଼ିଶା ସରକାର; ଏମିତି ମିଳିବ ହିତାଧିକାରୀଙ୍କୁ ଟଙ୍କା
ଭୁବନେଶ୍ୱର,୨।୧୨: ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ‘ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା’ର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁର (SOP) ଜାରି କରିଛନ୍ତି ଓଡ଼ିଶା ସରକାର। ଏହି SOP ଅନୁଯାୟୀ, ଛାତ୍ରବୃତ୍ତି ରାଶି ହିତାଧିକାରୀଙ୍କୁ ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର (DBT) ମାଧ୍ୟମରେ ପ୍ରଦାନ କରାଯିବ।…
ବନ୍ଦ ହୋଇଯିବ ଏହି ୮ ବଡ଼ ବ୍ୟାଙ୍କ? ଆକାଉଣ୍ଟରେ ଟଙ୍କା ଥିଲେ…
ନୂଆଦିଲ୍ଲୀ,୨।୧୨: ବ୍ୟାଙ୍କ ଆକାଉଣ୍ଟ ଥିବା ଲୋକଙ୍କ ପାଇଁ ସତର୍କତା? କେନ୍ଦ୍ର ସରକାର ଏକ ବଡ଼ ଯୋଜନା ସହିତ ଆଗକୁ ବଢ଼ୁଛନ୍ତି। ମୋଦି ସରକାର ଏକ ପବ୍ଲିକ ସେକ୍ଟର ବ୍ୟାଙ୍କ (PSB) ଏକତ୍ରୀକରଣ ଯୋଜନାରେ କାମ କରୁଛନ୍ତି। ଏପରି ହେଲେ ୨୦୨୭ ଆର୍ଥିକ…
ଛାତ୍ରୀଛାତ୍ରଙ୍କ ଧରି ଯାଉଥିଲା ଅଟୋ: ହରିଣକୁ ଦେଲା ଧକ୍କା, ଆଉ ତା’ପରେ…
ଖଲ୍ଲିକୋଟ,୨ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଛକ ବଡ଼ଶଙ୍ଖ ନିକଟରେ ମଙ୍ଗଳବାର ଏକ ହରିଣକୁ ଧକ୍କା ଦେଇ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ଅଟୋରେ ଥିବା ୧୬ ଛାତ୍ରୀଛାତ୍ର ଆହତ…
ତେନ୍ଦୁଲକର ନା କୋହଲି: କିଏ ଶ୍ରେଷ୍ଠ ଖେଳାଳି? ଅସଲ କଥା ଜାଣିଲେ ବିଶ୍ୱାସ କରିବେନି!
ନୂଆଦିଲ୍ଲୀ,୨।୧୨: ସଚିନ ତେନ୍ଦୁଲକର ଏବଂ ବିରାଟ କୋହଲି । ଟିମ୍ ଇଣ୍ଡିଆର ଦୁଇ ହସ୍ତି । ଜଣେ କ୍ରିକେଟର ଭଗବାନ ଭାବେ ପରିଚିତ ଆଉ ଜଣେ କ୍ରିକେଟର କିଙ୍ଗ । ଉଭୟ କେତେ ଯେ ରେକର୍ଡ ଭାଙ୍ଗି ଚୁର୍ମାର କରିଛନ୍ତି ତାହାର…
ଅଭିଯୁକ୍ତଙ୍କୁ ପଳାତକ ଘୋଷିତ କରି ୱାରେଣ୍ଟ ଜାରି କଲେ କୋର୍ଟ
ମୋହନା,୨।୧୨( ମନ୍ମଥ ମିଶ୍ର ): ଗଞ୍ଜେଇ ଚୋରା ଚାଲାଣ ବେଳେ ଆନ୍ଧ୍ରପ୍ରଦେଶ ପୋଲିସ ଦ୍ୱାରା ଧରାପଡ଼ି ଜେଲ ଯାଇ ବେଲରେ ଆସିଥିଲେ। ପରେ କୋର୍ଟର ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ହାଜର ନ ହେବା କାରଣରୁ ଅଭିଯୁକ୍ତଙ୍କୁ ଆନ୍ଧ୍ରପ୍ରଦେଶର ଏକ କୋର୍ଟ ପଳାତକ…
ସିରିଜ୍ ବିଜୟ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
ରାୟପୁର,୨ା୧୨: ବୁଧବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଏଠାରେ ଦ୍ୱିତୀୟ ଦିନିକିଆ କ୍ରିକେଟ୍ ମ୍ୟାଚ୍ ଖେଳାଯିବ। ପ୍ରଥମ ମ୍ୟାଚ୍କୁ ୧୭ ରନ୍ ବ୍ୟବଧାନରେ ଜିତିଥିବା ଲୋକେଶ ରାହୁଲଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଏହି ମ୍ୟାଚ୍ ଜିତି ସିରିଜ୍ରେ ଆଗୁଆ ରହିବା…
ଭାରତରେ ମଦ୍ୟପାନବେଳେ ଅଧିକ ଖିଆଯାଏ ଏହି ଚାଖାଣା, ନାଁ ଜାଣିଲେ ହସି ଉଠିବେ…
ନୂଆଦିଲ୍ଲୀ,୨।୧୨: ଭାରତରେ, ଚାଖାଣା ବିନା ମଦ୍ୟପାନ ଅସମ୍ପୂର୍ଣ୍ଣ। ଲୁଣିଆ ଏବଂ ମସଲାଯୁକ୍ତ ଖାଇବା ବିନା ମଦ୍ୟପାନ ଆସର ଅସମ୍ପୂର୍ଣ୍ଣ। ଫ୍ୟାନ୍ସି ବାର୍ ହେଉ କିମ୍ୱା ଏକ ଛୋଟ ସ୍ଥାନୀୟ ରେଷ୍ଟୁରାଣ୍ଟ, ବାଦାମ ହେଉଛି ଚାଖାଣାର ରାଜା। ଆସନ୍ତୁ ଜାଣିବା ଭାରତରେ ଚାଖାଣା…
ଛାତ୍ରୀଙ୍କୁ ଅପହରଣ କରି ପୋଲିସକୁ କଲେ ନାକେଦମ୍ : ପାଖରେ ଟଙ୍କା ସରିଯିବାରୁ ଗାଁକୁ ଆସି…
ଦିଗପହଣ୍ଡି,୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ୧୦ମ ଶ୍ରେଣୀ ଛାତ୍ରୀ(୧୫)ଙ୍କୁ ପାଖ ନିକଟ ଗ୍ରାମର ବନମାଳୀ ମହାରଣା ଗତ ନଭେମ୍ବର ୧୦ ତାରିଖରେ ଅପହରଣ କରି ନେଇଥିଲେ। ଛାତ୍ରୀଙ୍କ ବାପା ଏ ନେଇ…
ଜେଲରୁ ଫେରି ଇମ୍ରାନ ଖାନଙ୍କ ଭଉଣୀ କଲେ ବଡ଼ ଖୁଲାସା, ଇମ୍ରାନ ଆଉ…
ଇସଲାମବାଦ,୨।୧୨: ପ୍ରାୟ ଗୋଟିଏ ମାସ ପରେ ପୂର୍ୱତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ତାଙ୍କ ଭଉଣୀ ଡକ୍ଟର ଉଜମା ଖାତୁନଙ୍କୁ ଭେଟିବା ପାଇଁ ଅନୁମତି ମିଳିଛି। ସେ ଇମ୍ରାନ ଖାନଙ୍କୁ ଭେଟିଛନ୍ତି। ଆଦିଆଲା ଜେଲ ବାହାରେ ବିରୋଧ ପ୍ରଦର୍ଶନ ମଧ୍ୟରେ, ଇମ୍ରାନ…
ଶୋଚନୀୟ ହୋଇପଡିଛି ରାସ୍ତା: ମରାମତି ପାଇଁ ଦାବି
ନୂଆପଡ଼ା,୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସିଆଲଲଟି ପଞ୍ଚାୟତ କରଙ୍ଗାଭଟାଠାରୁ ଦିଆମୁଣ୍ଡା ଛକ ବିଜୁ ଏକ୍ସପ୍ରେସ ୱେକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ ହୋଇପଡିଛି। ସୂଚନା ଅନୁଯାୟୀ ଏହି ରାସ୍ତା କରଙ୍ଗାଭଟା ନାଏକ ପଡାଠାରୁ କାଜୁ ବଗିଚା ଦେଇ…
ଲୁଟ ଘଟଣାର ପର୍ଦ୍ଦାଫାଶ: ୭୮ ଲକ୍ଷର ସୁନା, ଟଙ୍କା ଜବତ
ପୁରୀ,୨।୧୨: ପୁରୀ ଜିଲା ଚନ୍ଦନପୁର ଜୁଏଲାରୀ ମାଲିକଙ୍କଠାରୁ ହୋଇଥିବା ଲୁଟ୍ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି । ଘଟଣାରେ ସମ୍ପୃକ୍ତ ୪ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବାରେ ସଫଳ ହୋଇଥିବା ମଙ୍ଗଳବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଡିଆଇଜି ସତ୍ୟଜିତ୍ ନାୟକ…
Archives


