ଝଡ଼ବାତ୍ୟା ଆଶଙ୍କା
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ଆଣ୍ଡାମାନ ଆଖପାଖ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା…
ବିଶ୍ୱଜିତ ପୂର୍ବତଟ ରେଳପଥର ନୂତନ ସିପିଆର୍ଓ
ଭୁବନେଶ୍ୱର,୧୨।୧୧: ଭାରତୀୟ ରେଳପଥ ଷ୍ଟୋର ସର୍ଭିସ୍ (ଆଇଆର୍ଏସ୍ଏସ୍)ର ୨୦୧୩ ବ୍ୟାଚ୍ର ଅଧିକାରୀ ବିଶ୍ୱଜିତ ସାହୁ ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ (ସିପିଆର୍ଓ) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମରିସସ୍ ରେଳପଥକୁ ଡେପୁଟେଶନରେ ବିଦେଶ ଯାଉଥିବା ବିଦାୟୀ ମୁଖ୍ୟ ସିପିଆରଓ…
କେନ୍ଦ୍ରୀୟ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୨।୧୧: ଭାରତୀୟ ରିଜର୍ଭ ବ୍ୟାଙ୍କ୍ ଦୁଇଟି କେନ୍ଦ୍ରୀୟ ଯୋଜନାର ଶୁଭାରମ୍ଭ ଶୁକ୍ରବାର ହେବ। ଯାହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ ଭର୍ଚୁଆଲରେ ଲଞ୍ଚ କରିବେ । ଏହି ଯୋଜନାର ଶୁଭାରମ୍ଭ ସମୟରେ ଅର୍ଥମନ୍ତ୍ରୀ ନିମାଳା ସୀତାରମଣ ଉପସ୍ଥିତ ରହିବେ। ଶୁଭାରମ୍ଭ…
ଆଇସିୟୁରୁ ବାହାରି ପଡିଆରେ ବିସ୍ଫୋରକ ଇନିଂସ ଖେଳିଲେ ଏହି କ୍ରିକେଟର୍
ଆବୁଧାବି,୧୨।୧୧:ଦ୍ୱିତୀୟ ଥର ପାଇଁ ଟି -୨୦ ବିଶ୍ୱକପ ଜିତିବାର ପାକିସ୍ତାନର ସ୍ବପ୍ନ ଧୂଳିସାତ୍ ହୋଇଯାଇଛି। ସେମିଫାଇନାଲରେ ଅଷ୍ଟ୍ରେଲିଆ ପାକିସ୍ତାନକୁ ୫ ଉଇକେଟରେ ପରାସ୍ତ କରିଥିଲେ। ଟୁର୍ନାମେଣ୍ଟରେ ଏହା ପାକିସ୍ତାନର ପ୍ରଥମ ପରାଜୟ ଏବଂ ଏହି ପରାଜୟ ସହ ଦଳର ଟି -୨୦…
ଆଜିଠୁ ଧବଳେଶ୍ୱର ପୀଠରେ ୧୪୪ ଧାରା
ଖୁଣ୍ଟୁଣୀ,୧୨ା୧୧ (ଡି.ଏନ.ଏ.): କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ପ୍ରତିବର୍ଷ ପଞ୍ଚକ ଓ ବଡ଼ଓଷାରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଭକ୍ତଙ୍କ ସମାଗମ ହୋଇଥାଏ। ହେଲେ ଚଳିତବର୍ଷ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ପୀଠରେ ୧୪୪ ଧାରା ଜାରି କରାଯାଇଛି। ୧୨…
ଡିସେମ୍ବର ୧ରୁ ବାଲୁକା କଳା, କୋଣାର୍କ ଉତ୍ସବ
କୋଣାର୍କ, ୧୨ା୧୧(ଡି.ଏନ୍.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତର ଅନୁପମ ସମାରୋହ କୋଣାର୍କ ଉତ୍ସବ-୨୦୨୧ ଆସନ୍ତା ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚରେ ଆୟୋଜନ ହେବ। ଏଥିସହ ଚନ୍ଦ୍ରଭାଗାର ସ୍ବର୍ଣ୍ଣିମ ବେଳାଭୂମିରେ ୫ଦିନ ବ୍ୟାପୀ…
ରାସ୍ତା ଭାଙ୍ଗି ଅଡ଼ୁଆରେ ଆର୍ଡବ୍ଲ୍ୟୁଏସ୍ଏସ୍
ଯାଜପୁର ଅଫିସ,୧୨ା୧୧: ଗ୍ରାମ୍ୟ ନିର୍ମାଣ ବିଭାଗ ଅଧୀନ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା (ଏମ୍ଏମ୍ଏସ୍ୱାଇ) କ୍ଷେତ୍ରରେ ଯାଜପୁର ଜିଲାରେ ଏକ ଅଜବ ଘଟଣା ଘଟିଛି। ପଞ୍ଚାୟତିରାଜ ବିଭାଗର ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ(ଆର୍ଡବ୍ଲ୍ୟୁଏସ୍ଏସ୍) ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଜଳଯୋଗାଣ ପ୍ରକଳ୍ପର ପାଇପ୍ବିଛା କାର୍ଯ୍ୟରେ…
କାଟ୍ରିନାଙ୍କ ସହ ବିବାହକୁ ନେଇ ଏମିତି କହିଲେ ଭିକିଙ୍କ ଏକ୍ସ ଗର୍ଲଫ୍ରେଣ୍ଡ୍
ମୁମ୍ବାଇ: ଆଜିକାଲି ଭିକି କୌଶଲ-କାଟ୍ରିନା କୈଫ୍ଙ୍କ ଯୋଡ଼ି ଚର୍ଚ୍ଚାରେ ରହିଛି। ଏହା ବି ଶୁଣିବାକୁ ମିଳିଛି କି ଦୁହେଁ ଖୁବ୍ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଭିକି-କାଟ୍ରିନାଙ୍କ ନାମ ସହିତ ଏବେ ଆଉ ଏକ ନାଁ ଚର୍ଚ୍ଚାକୁ ଆସିଛି। ସେ…
ନ୍ୟୁଜିଲାଣ୍ଡକୁ ବଡ଼ ଝଟ୍କା
ଦୁବାଇ,୧୨।୧୧: ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡର ଦଳ ମଧ୍ୟରେ ଟାଇଟଲ ମୁକାବିଲା ୧୪ ନଭେମ୍ବରରେ ଅନୁଷ୍ଠିତ ହେବ। ଏହାପୂର୍ବରୁ କିୱି ଦଳ ଏକ ବଡ଼ ଝଟ୍କା ଲାଗିଛି। ଆହତ କାରଣରୁ ଡେଭନ କନୱେ ଫାଇନାଲରୁ ବଞ୍ଚିତ ହେବେ। ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ମ୍ୟାଚରେ…
ପୁଣି କୋହଲିଙ୍କୁ ପଛରେ ପକାଇଲେ ବାବର ଆଜମ
ଆବୁଧାବି,୧୨।୧୧: ଅଷ୍ଟ୍ରେଲିଆ ଟି-୨୦ ବିଶ୍ୱକପ ୨୦୨୧ର ଦ୍ୱିତୀୟ ସେମିଫାଇନାଲରେ ପାକିସ୍ତାନକୁ ୫ ଉଇକେଟରେ ପରାସ୍ତ କରିଛି। ଏହି ଟୁର୍ନାମେଣ୍ଟ ଜିତିବା ପାଇଁ ସବୁଠାରୁ ବଡ ପ୍ରତିଯୋଗୀ ଭାବରେ ପରିଗଣିତ ପାକିସ୍ତାନୀ ଦଳ ଏକ ରୋମାଞ୍ଚକର ମ୍ୟାଚ୍ରେ ଅଷ୍ଟ୍ରେଲିଆ ସେମିଫାଇନାଲରେ ପରାସ୍ତ କରିଛି।…
କାନପୁର ପରେ ଏବେ ଲକ୍ଷ୍ନୌରେ ପହଞ୍ଚିଲା ଜିକା
ଲକ୍ଷ୍ନୌ,୧୨ ।୧୧: କରୋନା ପରେ ଏବେ ଚିନ୍ତା ବଢାଇଲାଣି ଜିକା ଭାଇରସ । ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଗୁରୁବାର ୨ ଜଣ ଜିକା ଭାଇରସ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଲକ୍ଷ୍ନୌରେ ଜିକା ଭାଇରସ ଦେଖା ଦେବା ଫଳରେ ସ୍ୱାସ୍ଥ୍ୟକର୍ମୀଙ୍କ ମଧ୍ୟରେ…
ଦୁବାଇରେ ମଜା କରୁଛନ୍ତି ଦୁଇ ଭଉଣୀ, ଭାଇରାଲ ହେଉଛି ଫଟୋ
ମୁମ୍ବାଇ: ଅଭିନେତ୍ରୀ ଜାହ୍ନବୀ କପୁର ଆଜିକାଲି ସାନ ଭଉଣୀ ଖୁସିଙ୍କ ସହ ଦୁବାଇ ଯାଇ ସେଠାରେ ଖୁବ୍ ମଜା କରୁଛନ୍ତି। ଜାହ୍ନବୀ ଏବଂ ଖୁସି ମରୁଭୂମିରେ ଫଟୋ ଶୁଟ୍ କରିଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଛି। ପ୍ରଶଂସକମାନେ…
Archives


