ଆମ୍ବୁଲାନ୍ସରେ ଚାଲାଣ କରୁଥିଲେ ଗଞ୍ଜେଇ
ଭଦ୍ରକ ଅଫିସ,୧୧।୧୧: ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ। ଗୁରୁବାର ଯାଞ୍ଚ ବେଳେ ଭଦ୍ରକ ଟାଉନ ଥାନା ପୋଲିସ ଆମ୍ବୁଲାନ୍ସ ସହ ୫୦ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିଛି। ସୂଚନା ଅନୁଯାୟୀ, ଆମ୍ବୁଲାନ୍ସଟି ଗଞ୍ଜେଇ ନେଇ କଟକରୁ ଭଦ୍ରକ ଅଭିମୁଖେ ଆସୁଥିଲା।…
ଦିନିକିଆ ନେତୃତ୍ୱ ଛାଡ଼ିପାରନ୍ତି କୋହଲି
ନୂଆଦିଲ୍ଲୀ,୧୧।୧୧: ଟି୨୦ ଦଳର ନେତୃତ୍ୱ ଛାଡ଼ିଥିବା ବିରାଟ କୋହଲି ଆଗାମୀ ଦିନରେ ଦିନିକିଆ ଦଳର ଅଧିନାୟକ ପଦ ମଧ୍ୟ ଛାଡ଼ି ପାରନ୍ତି। ଦିନିକିଆ ଦଳର ନେତୃତ୍ୱର ଭବିଷ୍ୟତ ନିର୍ଦ୍ଧାରଣ କରିବା ପାଇଁ କୋହଲିଙ୍କ ସହ ବିସିସିଆଇର ମୁଖ୍ୟ ଆଲୋଚନା କରିବେ ବୋଲି…
ବାପାଙ୍କ ତଣ୍ଟିଚିପି ଆତ୍ମସମର୍ପଣ କଲେ ପୁଅ
ବେଲପଡା,୧୧ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଘାଗୁର୍ଲି ଗାଁରେ ପୁଅ ନିଜ ବାପାଙ୍କ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ହେଲେ ବୈକୁଣ୍ଠ ମାଝି(୫୮)। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ପୁଅ ମହେଶ୍ୱର ମାଝି(୨୫) ଥାନାରେ ଆତ୍ମସମର୍ପଣ କରିଛନ୍ତି।…
ଅରୁଣାଞ୍ଚଳରେ ଚାଇନାର ଗାଁ ନିର୍ମାଣ: ପ୍ରଥମ ଥର ମୁହଁ ଖୋଲିଲା ଭାରତ
ନୂଆଦିଲ୍ଲୀ,୧୧।୧୧: ଅରୁଣାଞ୍ଚଳ ପ୍ରଦେଶରେ ଚାଇନା ୧୦୦ ଘର ବିଶିଷ୍ଟ ଏକ ଗ୍ରାମ ନିର୍ମାଣ କରିଥିବା ନେଇ ଆମେରିକାର ପ୍ରତିରକ୍ଷା ବିଭାଗ ରିପୋର୍ଟରେ ସବିଶେଷ ତଥ୍ୟ ପ୍ରକାଶ ପାଇଥିଲା। ଏହି ଘଟଣା ଉପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛି ନୂଆଦିଲ୍ଲୀ। ଚାଇନା…
ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟିନେଲେ
ବାରିପଦା ଅଫିସ/ବୈଶିଙ୍ଗା,୧୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବଡ଼ସାହି-ମାଣତ୍ରୀ ରାସ୍ତାର ମାଳହାତୀଠାରେ ଥିବା ଇଣ୍ଡିଆନ ଅଏଲ୍ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ କିଛି ଦୃର୍ବୃତ୍ତ ବନ୍ଧୁକ ଦେଖାଇ ୭ହଜାର ଟଙ୍କା ଲୁଟି ନେଇଛନ୍ତି ା ଏହି ସଂକ୍ରାନ୍ତରେ ପେଟ୍ରୋଲ ପମ୍ପର ମାଲିକ ବୈଶିଙ୍ଗା ଥାନାରେ ଲିଖିତ…
ସିନେମାରେ ଲାଗିଥିଲା ପ୍ରତାପଙ୍କ ଟଙ୍କା
ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ଓ୍ବେଲଫେୟାର କର୍ପୋରେଶନ(ଓପିଏଚ୍ଡବ୍ଲ୍ୟୁସି) ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରି ବିପୁଳ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଠାବ ହେବା ପରେ ତାଙ୍କୁ ବୁଧବାର ଗିରଫ କରାଯାଇଛି। ସେ ଏବେ…
ବିନା ପରିବର୍ତ୍ତନରେ ଓହ୍ଲାଇଲେ ଦୁଇ ଦଳ
ଦୁବାଇ,୧୧।୧୧: ଚଳିତ ଟି୨୦ ବିଶ୍ୱକପ୍ର ଦ୍ୱିତୀୟ ସେମିଫାଇନାଲରେ ଅଷ୍ଟ୍ରେଲିଆ ଦଳର ଅଧିନାୟକ ଆରୋନ ଫିଞ୍ଚ ଟସ୍ ଜିତି ପ୍ରତିପକ୍ଷ ପାକିସ୍ତାନକୁ ବ୍ୟାଟିଂ ଆମନ୍ତ୍ରଣ ଦେଇଛନ୍ତି। ପୂରା ଆଇପିଏଲ ଓ ଟି୨୦ ବିଶ୍ୱକପ୍ର ଲିଗ୍ ମ୍ୟାଚ୍ରେ ଯାହା ଦେଖିବାକୁ ମିଳିଛି ଦ୍ୱିତୀୟ ଇନିଂସରେ…
ଟୁଇଟରେ ଟ୍ରେଣ୍ଡ କରୁଛି #ଜଷ୍ଟିସ୍ଫରସଞ୍ଜୁ
ନୂଆଦିଲ୍ଲୀ,୧୧।୧୧: ଆସନ୍ତା ୧୭ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଥିବା ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ୍ ଲାଗି ନିକଟରେ ଘୋଷିତ ହୋଇଥିଲା ୧୬ ଜଣିଆ ଭାରତୀୟ ଦଳ। ବିରାଟ କୋହଲି, ରବୀନ୍ଦ୍ର ଜାଡେଜା, ହାର୍ଦ୍ଦିକ ପାଣ୍ଡ୍ୟା, ଶାର୍ଦ୍ଦୁଳ ଠାକୁର…
କୂଅରୁ ମିଳିଲା ପ୍ରଥମ ସ୍ତ୍ରୀଙ୍କ ମୃତଦେହ: ସ୍ବାମୀଙ୍କ ସହ ଦ୍ୱିତୀୟ ସ୍ତ୍ରୀ ଅଟକ
ବାରିପଦା ଅଫିସ,୧୧।୧୧: ବାରିପଦା ସଦର ଥାନା ପୋଲିସ ବୁଧବାର ଚନ୍ଦନପୁର ପଞ୍ଚାୟତ ଅଧୀନ ବୈଦ୍ୟପୁର ଗ୍ରାମର ଏକ କୂଅରୁ ଜନୈକା ମହିଳାଙ୍କ ଗଳିତ ମୃତଦେହ ଜବତ କରିଛି। ମହିଳା ଜଣକ ହେଲେ ମୁନସୀ ମାରାଣ୍ଡିଙ୍କ ସ୍ତ୍ରୀ କରମୀ(୪୫)। ଏ ସଂକ୍ରାନ୍ତରେ କରମୀଙ୍କ…
ଟେଷ୍ଟରେ ରାହାନେ ନେବେ ନେତୃତ୍ୱ
ନୂଆଦିଲ୍ଲୀ,୧୧।୧୧: ଚଳିତ ମାସର ପରବର୍ତ୍ତୀ ଭାଗରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଖେଳାଯିବ। ସିରିଜ୍ର ପ୍ରଥମ ମ୍ୟାଚ୍ରେ ନିୟମିତ ଅଧିନାୟକ ବିରାଟ କୋହଲିଙ୍କ ଅନୁପସ୍ଥିତିରେ ଅଜିଙ୍କ୍ୟ ରାହାନେ ଦଳର ନେତୃତ୍ୱ ନେବେ। ବରିଷ୍ଠ ଓପନର ରୋହିତ ଶର୍ମାଙ୍କୁ…
ନବାବ ମଲିକଙ୍କୁ ଆଇନଗତ ନୋଟିସ ପଠାଇଲେ ଫଡନଭୀସ୍ଙ୍କ ସ୍ତ୍ରୀ
ମୁମ୍ବାଇ,୧୧।୧୧: ମୁମ୍ବାଇ ଡ୍ରଗ୍ସ ମାମଲା ପରଠାରୁ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ତଥା ଏନସିପି ନେତା ନବାବ ମଲିକ ଏବଂ ଭାଜପା ନେତା ଦେବେନ୍ଦ୍ର ଫଡନଭୀସଙ୍କ ମଧ୍ୟରେ ମଧ୍ୟ ବିବାଦ ଲାଗି ରହିଛି। ଗୁରୁବାର ଫଡନାଭୀସଙ୍କ ସ୍ତ୍ରୀ ନବାବ ମଲିକଙ୍କ ବିରୋଧରେ ଏକ…
ଜୁନିୟର ହକି ବିଶ୍ୱକପ୍; ଭାରତୀୟ ଦଳରେ ୩ ଓଡ଼ିଆ ସାମିଲ
ଭୁବନେଶ୍ବର,୧୧।୧୧: ହକି ଇଣ୍ଡିଆ ପକ୍ଷରୁ ୨୧ବର୍ଷରୁ କମ ଜୁନିୟର ହକି ବିଶ୍ବକପ୍ ଲାଗି ଭାରତୀୟ ଦଳ ଘୋଷଣା କରାଯାଇଛି। ୧୮ ଜଣିଆ ଟିମରେ ଓଡିଶାରୁ ୩ଜଣଙ୍କୁ ସୁଯୋଗ ମିଳିଛି। ସେମାନେ ହେଲେ ଅଭିଷେକ ଲାକ୍ରା, ସୁନୀଲ ଜୋଜୋ ଓ ସୁଦୀପ ସାମିଲ।…
Archives


