Home Left

ପୁଅ ପାଇଁ ପୋଲିସ ଚାକିରି ଛାଡିଥିଲେ ଏହି କ୍ରିକେଟର୍‌ଙ୍କ ବାପା

ଯୁବ ଉଇକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଆଜି ତାଙ୍କର ୨୭ ତମ ଜନ୍ମଦିନ ପାଳନ କରୁଛନ୍ତି। କେରଳର ଥିରୁଭାନନ୍ତପୁରମ୍‌ରୁ ଆସିଥିବା ସଞ୍ଜୁ ସାମସନ ହୁଏତ ଅନ୍ତର୍ଜାତୀୟ କ୍ରିକେଟରେ ଅଧିକ ଭଲ ପ୍ରଦର୍ଶନ କରିନାହାଁନ୍ତି, କିନ୍ତୁ ତାଙ୍କ ବ୍ୟାଟ ଆଇପିଏଲ ଏବଂ…

ଜିନ୍‌ପିଙ୍ଗ୍‌ଙ୍କ ଚେତାବନୀ, ଶୀତଳ ଯୁଦ୍ଧ ସ୍ଥିତି ସୃଷ୍ଟି ହେବା ଉଚିତ ନୁହେଁ…

ବେଜିଂ,୧୧।୧୧: ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଗୁରୁବାର ଚେତାବନୀ ଦେଇଛନ୍ତି ଯେ ଶୀତଳ ଯୁଦ୍ଧ ଭଳି ସ୍ଥିତି ଭାରତ-ପ୍ରଶାନ୍ତ ମହାସାଗର କ୍ଷେତ୍ରରେ ସୃଷ୍ଟି ହେବା ଉଚିତ ନୁହେଁ। ଏସିଆ-ପାସିଫିକ ଅର୍ଥନୈତିକ ସହଯୋଗ ଫୋରମ (ଏପିଇସି) ର ବାର୍ଷିକ ସମ୍ମିଳନୀରେ ଯୋଗଦେଇ ସେ…

ପିଲାଙ୍କୁ ଦିଆଯାଉଛି କୁକୁଡ଼ା ରକ୍ତର ଇଞ୍ଜେକ୍ସନ, କାରଣ ଜାଣିଲେ…

ବେଜିଂ,୧୧ା୧୧: ଚାଇନାର ଲୋକମାନେ ସେମାନଙ୍କର ଅଜବ ଖାଦ୍ୟ ଏବଂ ପାନୀୟ ପାଇଁ ସାରା ବିଶ୍ୱରେ ଜଣାଶୁଣା। କୁହାଯାଏ, ଚାଇନିଜ୍‌ମାନେ ଯେକୌଣସି ଖାଦ୍ୟ ଖାଇପାରନ୍ତି। ବର୍ତ୍ତମାନ ଚାଇନାରେ ଏକ ମାମଲା ସାମ୍ନାକୁ ଆସିଛି, ଯାହା ସାରା ବିଶ୍ୱରେ ଆଲୋଚନା ହେଉଛି। ଏଠାରେ ଲୋକମାନେ…

ଫ୍ରାନ୍ସ୍‌ରେ କରୋନାର ପଞ୍ଚମ ଲହର…

ପ୍ୟାରିସ୍‌,୧୧।୧୧: ଫ୍ରାନ୍ସ୍‌ରେ କରୋନା ମହାମାରୀ ସଂକ୍ରମଣର ପଞ୍ଚମ ଲହର ଆରମ୍ଭ ହୋଇଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସ୍ବାସ୍ଥ୍ୟମନ୍ତ୍ରୀ ଓଲିଓ୍ବିୟର ଓ୍ବେରନ ଦେଶରେ ମହାମାରୀର ପଞ୍ଚମ ଲହର ଆରମ୍ଭ ହୋଇଥିବା ସମ୍ପର୍କରେ ସୂଚନା ଦେଇଛନ୍ତି। ପୂର୍ବରୁ ଅନ୍ୟ ଲହର…

ସତ ହେଲା ଆକଳନ

ଅଭିନେତା ଦେବାଶିଷ ପାତ୍ର। ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶିତ ‘ଜୟ ଜଗନ୍ନାଥ’ ଚଳଚ୍ଚିତ୍ରରେ ନାରଦ ଭୂମିକାରୁ ଆରମ୍ଭ ହୋଇଥିଲା ତାଙ୍କର ବଡ଼ ପରଦା କ୍ୟାରିୟର। ଇତିମଧ୍ୟରେ ସେ ‘ପହିଲି ରଜ’, ‘ଭୁଲ୍‌ ବୁଝିବନି ମୋତେ’, ‘ତତେ ଭଲ ପାଇଛି ବୋଲି’, ‘କ୍ରାନ୍ତିଧାରା’, ‘ତୁ…

ଶେଷରେ ଶେୟାର ବିକିଲେ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି

ଓ୍ବାଶିଂଟନ,୧୧।୧୧: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମେରିକୀୟ ଇଲେକ୍ଟ୍ରିକ କାର୍‌ କମ୍ପାନୀ ଟେସ୍‌ଲାର ସିଇଓ ଏଲନ ମସ୍କ ଶେଷରେ ଶେୟାର ବିକିଛନ୍ତି। ନିଜ କମ୍ପାନୀର ୧.୧ ଆରବ ଡଲାର ଅର୍ଥାତ୍‌ ୮୧୯୦ କୋଟି ଟଙ୍କାର ଶେୟାର ବିକ୍ରି କରିବାକୁ ସେ…

ଏହି ୩ ରାଶିର ବ୍ୟକ୍ତି କରିଥାନ୍ତି ପ୍ରେମ ବିବାହ; ବେଶ୍‌ ଭାଗ୍ୟଶାଳୀ ଏମାନଙ୍କ ପାର୍ଟନର

ଆଜିକାଲିର ସମୟରେ ସମସ୍ତେ ନିଜ ପସନ୍ଦର ଜୀବନସାଥୀ ପାଇବାକୁ ଚେଷ୍ଟିତ। ଭବିଷ୍ୟତରେ ଯେପରି ତରବରିଆ ଭାବେ ନିଆଯାଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ନ କରିବାକୁ ପଡେ ସେଥିପାଇଁ ସମସ୍ତେ ଚାହାନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଏପରି ୩ ରାଶି ରହିଛି, ଯେଉଁମାନଙ୍କ ଭାଗ୍ୟରେ…

ଚମକିବ ରାମଚଣ୍ଡୀ ପୀଠ

ଢେଙ୍କାନାଳ ଅଫିସ, ୧୧।୧୧: ଢେଙ୍କାନାଳ ଜିଲାର ଐତିହ୍ୟସମ୍ପନ୍ନ ପୀଠ ଏବଂ ଡ୍ୟାମ୍‌ଗୁଡ଼ିକର ବିକାଶ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଅଣ୍ଟା ଭିଡ଼ିଛି ପର୍ଯ୍ୟଟନ ବିଭାଗ। ଏହି ପରିପ୍ରେକ୍ଷୀରେ ପ୍ରସିଦ୍ଧ ଶକ୍ତିକ୍ଷେତ୍ର ନାଧରା ରାମଚଣ୍ଡୀ ପୀଠ ଏବଂ ଦଦରାଘାଟି ଡ୍ୟାମର ଉନ୍ନତୀକରଣ ଲାଗି ଯୋଜନା ପ୍ରସ୍ତୁତ…

୭ ମାସର ସର୍ବୋଚ୍ଚ ସ୍ତରରେ ତୈଳ ଚାହିଦା

ନୂଆଦିଲ୍ଲୀ,୧୧।୧୧: ଅକ୍ଟୋବରରେ ଦେଶର ତୈଳ ଚାହିଦା ୭ ମାସର ସର୍ବୋଚ୍ଚ ସ୍ତରରେ ରହିଛି। ସେହିଭଳି ପେଟ୍ରୋଲ ବିକ୍ରି ରେକର୍ଡ ସ୍ତରରେ ରହିଥିବା ସରକାରୀ ଡାଟାରୁ ସାମ୍ନାକୁ ଆସିଛି। ପାର୍ବଣ ଯୋଗୁ ବିଶ୍ୱର ତୃତୀୟ ବୃହତ୍‌ ତୈଳ ବ୍ୟବହାରକାରୀ ଦେଶ ଭାରତରେ ଯାନବାହନ ଚଳାଚଳ…

ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ୧୦ ଜୀବନ

ଦିସପୁର,୧୧।୧୧: କାରିମଙ୍ଗଜ ଜିଲା ଆସାମ-ତ୍ରିପୁରା ଜାତୀୟ ରାଜପଥ ନଂ-୮ ରେ ଗୁରୁବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଅଟୋ ରିକ୍ସା ଓ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା…

ଏସବୁ ଲକ୍ଷଣ ଦେଖା ଦେଉଛି କି? ହୋଇପାରେ ହୃଦ୍‌ଘାତ

ବିଶ୍ୱବ୍ୟାପୀ ମୃତ୍ୟୁର ମୁଖ୍ୟ କାରଣ ହେଉଛି ହାର୍ଟ ଆଟାକ୍‌ ବା ହୃଦ୍‌ଘାତ। ଏହାର ଅନେକ କାରଣ ରହିଛି। ଆମେ ଅଧିକ କାମ କରୁ ମାତ୍ର ବହୁତ କମ୍‌ ଶୋଇଥାଉ। ଅସ୍ବାସ୍ଥ୍ୟକର ଖାଦ୍ୟ ଖାଇଥାଉ ଯଥେଷ୍ଟ ବ୍ୟାୟାମ କରି ନ ଥାଉ। ବେଳେବେଳେ…

ନିୟମ ଉଲ୍ଲଂଘନ କରି ଚାଲିଛି କ୍ୱାରି

କେନ୍ଦୁଝର,୧୧|୧୧(ସ୍ବ.ପ୍ର.) କେନ୍ଦୁଝର ସଦର ତହସିଲ ଅନ୍ତର୍ଗତ ଟିକରପଡ଼ା ମୌଜାରେ ୪.୮୫ ହେକ୍ଟର ପରିମିତ ଅଞ୍ଚଳରେ ଚାଲିଥିବା ପଥର ଖଣିରେ ବ୍ୟାପକ ନୀତିନିୟମ ଉଲ୍ଲଂଘନ ହେଉଥିଲେ ହେଁ ପଦକ୍ଷେପ ନିଆଯାଉ ନ ଥିବାରୁ ଅସନ୍ତୋଷ ବଢୁଛି। ପ୍ରଦୂଷଣ ନିୟନ୍ତ୍ରଣ ଆଇନର ଖୋଲାଖୋଲି ଉଲ୍ଲଂଘନ ହେଉଥିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri