ଦଳର ବିଜୟରେ ଖୁସି ନ ଥିଲେ ବଡ଼ ‘ମ୍ୟାଚ୍ ଓ୍ବିନର୍’
ଆବୁଧାବି,୧୧।୧୧: ଆବୁଧାବି ଷ୍ଟାଡିୟମରେ ଖେଳାଯାଇଥିବା ଟି -୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲ ମ୍ୟାଚରେ କେନ ୱିଲିୟମସନଙ୍କ ନେତୃତ୍ୱରେ ନ୍ୟୁଜିଲାଣ୍ଡ ଇଂଲଣ୍ଡକୁ ୫ ଉଇକେଟରେ ପରାସ୍ତ କରିଛି। କିୱି ଦଳ ସେମିଫାଇନାଲରେ ଇଂଲଣ୍ଡକୁ ପରାସ୍ତ କରି ଆଇସିସି ଟି -୨୦ ବିଶ୍ୱକପ ୨୦୨୧ର…
ଛାଡ଼ିପାରୁନାହାନ୍ତି ଅଭ୍ୟାସ
କରୀନା କପୁର ତାଙ୍କର ପିଲାଦିନର ଅଭ୍ୟାସକୁ ଛାଡ଼ି ପାରୁନାହାନ୍ତି। ପିଲାଦିନେ ତାଙ୍କର ଏକ ଅଭ୍ୟାସ ଥିଲା। ତାହା କ’ଣ ଜାଣନ୍ତି ? ନଖ କାମୁଡ଼ିବା। ପାଠ ପଢ଼ିବା ସମୟରେ ହେଉ ଅବା କାହା ସହ କଥା ହେବା ବେଳେ ସେ ମଝିରେ…
ବାଂଲାଦେଶ ପୂର୍ବତନ ପ୍ରଧାନ ବିଚାରପତିଙ୍କୁ ୧୧ ବର୍ଷ ଜେଲ
ଢାକା, ୧୧ା୧୧: ବାଂଲାଦେଶ ପୂର୍ବତନ ପ୍ରଧାନ ବିଚାରପତି ସୁରେନ୍ଦ୍ର କୁମାର ସିହ୍ନାଙ୍କୁ ଦୁଇଟି ଦୁର୍ନୀତି ମାମଲାରେ ୧୧ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ଢାକା ସ୍ପେଶାଲ ଜଜ୍ ଶୈଖ୍ ନଜମୁଲ ଆଲମ ଦେଶର ପ୍ରଥମ ହିନ୍ଦୁ ପ୍ରଧାନ ବିଚାରପତି ସିହ୍ନାଙ୍କୁ ଏକ…
ଭାଜପାରେ ଯୋଗଦେଲେ ଅନ୍ୟ ଦଳର କର୍ମୀ
ଧର୍ମଶାଳା,୧୧।୧୧ (ଡି.ଏନ.ଏ.): ଧର୍ମଶାଳା ବ୍ଲକ ସାହାଣୀଢ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଧର୍ମଶାଳା ଭାଜପା ନେତ୍ରୀ ସ୍ମୃତିରେଖା ପହୀଙ୍କ ନେତୃତ୍ୱ ପ୍ରତି ଆସ୍ଥାପ୍ରକଟ କରି ଅନ୍ୟ ଦଳରୁ ଶତାଧିକ କର୍ମୀ ଆସି ଭାଜପାରେ ସାମିଲ…
ଖୋଲା ବଜାରରୁ ବିହନ କିଣୁଛନ୍ତି ଚାଷୀ
ରସୁଲପୁର,୧୧।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଚିନାବାଦାମ ଚାଷ ଆରମ୍ଭ ହେଲାଣି। ତେବେ ସରକାରୀ ବିହନ ମିଳୁ ନ ଥିବାରୁ ଚାଷୀ ଖୋଲା ବଜାର ଉପରେ ନିର୍ଭର କରୁଛନ୍ତି। ଏଥିଲାଗି ଆର୍ଥିକ ବୋଝର ଶିକାର ହେଉଛନ୍ତି। ତେଣେ ରବି ଋତୁକୁ ନେଇ ଏଯାଏ…
ମାନବ ସମ୍ବଳ ବିକଶିତ କରେ ଶିକ୍ଷା
ଦେଶର ବିକାଶରେ ମାନବ ସମ୍ବଳର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଥାଏ। ତେବେ ଦକ୍ଷ ମାନବ ସମ୍ବଳ ପାଇଁ ଉପଯୁକ୍ତ ଶିକ୍ଷା ଅପରିହାର୍ଯ୍ୟ। ଶିକ୍ଷାର ବିକାଶରେ ମାନବ ସମ୍ବଳ ବିକଶିତ ହୋଇଥାଏ। ଶିକ୍ଷାର ଉପଯୋଗିତା ତଥା ଆବଶ୍ୟକତା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ…
ସାର୍ଟିଫିକେଟ ଲାଗି ସ୍କୁଲରେ ତାଲା ପକାଇଲେ ଛାତ୍ରୀ
ବିଞ୍ଝାରପୁର,୧୧।୧୧(ଡି.ଏନ.ଏ.): ବିଦ୍ୟାଳୟରେ ସାର୍ଟିଫିକେଟ ପ୍ରଦାନ ପାଇଁ ଲାଞ୍ଚ କାରବାର ହେଉଥିବା ଅଭିଯୋଗ ଆସିଛି। ତେବେ ଲାଞ୍ଚ ନେଇ ମଧ୍ୟ ସାର୍ଟିଫିକେଟ ନ ଦେବାରୁ ଛାତ୍ରୀ ବୁଧବାର ବିଦ୍ୟାଳୟ ଫାଟକରେ ତାଲା ପକାଇଛନ୍ତି। ଜିଲା ଶିକ୍ଷାଧିକାରୀ ରଞ୍ଜନ ଗିରି ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଡକାଇ…
କଳିଙ୍ଗନଗରରେ ବେଆଇନ ଚିପ୍ସ ୟାର୍ଡ
ଯାଜପୁର ଅଫିସ,୧୧।୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଶାସନ ନିକଟସ୍ଥ ଦିଗାମ୍ବରପୁର ଛକଠାରେ ପ୍ରାୟ ୧୦ ଏକର ଜମିରେ ବିପୁଳ ପରିମାଣର ବେଆଇନ ଚିପ୍ସ ପାହାଡ଼ ଭଳି ଗଦା ହୋଇଛି। ଲୋକାୟୁକ୍ତରେ ମାମଲା ରୁଜୁ ହେବାପରେ ଗତ ଜୁଲାଇ ମାସରେ ବିଛାଖଣ୍ଡି…
ମିଶନ ଶକ୍ତି ଗୃହ ନିର୍ମାଣ ବିବାଦ ତେଜିଲା
ବିରିଡ଼ି,୧୧।୧୧(ଡି.ଏନ୍.ଏ.): ବିରିଡ଼ି ବ୍ଲକ ବତିମୀରା ପଞ୍ଚାୟତର ମିଶନ ଶକ୍ତି ଗୃହ ନିର୍ମାଣକୁ ନେଇ ବିବାଦ ତେଜିବାରେ ଲାଗିଛି। ବ୍ଲକ କର୍ତ୍ତୃପକ୍ଷ ଜନବସତିଠାରୁ ଦୂର ଗୋଚର କିସମ ଜମିରେ ଗୃହ ନିର୍ମାଣ ଆରମ୍ଭ କରିଛନ୍ତି। ହେଲେ ଯେଉଁ ସ୍ଥାନରେ ଗୃହ କରାଯାଉଛି, ତାହା…
ଯାତ୍ରୀବାହୀ ଟ୍ରେନ୍ ପାଇଁ ରେଳରୋକୋ
କେନ୍ଦ୍ରାପଡ଼ା ଅଫିସ, ୧୧।୧୧: କେନ୍ଦ୍ରାପଡ଼ା ଜିଲା ମ‘ଧ୍ୟ ଦେଇ ୨୦୨୦ ଜୁଲାଇ ୨୪ରୁ ମାଲବାହୀ ଟ୍ରେନ ଚଳାଚଳ କରୁଛି। ଏହି ରେଳ ପଥରେ ଯାତ୍ରୀବାହୀ ଟ୍ରେନ ଚଳାଇବା ଦାବି କରି କେନ୍ଦ୍ରାପଡ଼ା ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ୪ ଘଣ୍ଟିଆ…
ପ୍ରସ୍ତାବିତ ଜିନ୍ଦଲ ପ୍ରକଳ୍ପ ଉପରେ ତ୍ରିପାକ୍ଷିକ ଆଲୋଚନା
ଜଗତ୍ସିଂହପୁର ଅଫିସ, ୧୧।୧୧: ଜେଏସ୍ଡବ୍ଲ୍ୟୁ ଗ୍ରୁପ୍ ପକ୍ଷରୁ ୫୩,୭୦୦ କୋଟି ଟଙ୍କା ବିନିମୟରେ ପାରାଦୀପରେ ସମନ୍ବିତ ଇସ୍ପାତ ପ୍ରକଳ୍ପ କରିବାକୁ ପ୍ରସ୍ତାବ ରହିଛି। ଏ ନେଇ ପ୍ରକ୍ରିୟା ଚାଲିଥିବା ବେଳେ ବୁଧବାର ଜଗତ୍ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍ଭାବନା ସଭାଗୃହରେ ପ୍ରଶାସନ…
ଏହି ମନ୍ଦିରରୁ ଘରକୁ ନେଇପାରିବେନି ପ୍ରସାଦ, ଜାଣନ୍ତୁ ପଛରେ ଥିବା କାରଣ
ଭାରତରେ ଏମିତି କିଛି ମନ୍ଦିର ରହିଛି, ଯେଉଁଠି ଆପଣ ଚାହିଁଲେ ବି ଘରକୁ ପ୍ରସାଦ ଟିକେ ନେଇପାରିବେ ନାହିଁ। ଏପରି ମନ୍ଦିର ରହିଛି, ରାଜସ୍ଥାନର ମେହେନ୍ଦୀପୁରରେ। ଏଠାରେ ଥିବା ବାଲାଜୀ ମନ୍ଦିରକୁ ଭକ୍ତମାନେ ଦର୍ଶନ ପାଇଁ ଆସିଥାନ୍ତି। କୁହାଯାଏ, ହନୁମାନଜୀଙ୍କୁ ପୂଜା…
Archives


