ଭିନ୍ନକ୍ଷମଙ୍କ ପାଇଁ ଟେଲି ଥଇଥାନ ସେବା ଉଦ୍ଘାଟିତ
ସୋନପୁର,୧୧।୧୧(ନି.ପ୍ର.): ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ସୁଲୋଚନା ଦାଶଙ୍କ ଦ୍ୱାରା ସୋନପୁରଠାରେ ଭିନ୍ନକ୍ଷମଙ୍କ ପାଇଁ ଟେଲି ଥଇଥାନ ସେବା ବୁଧବାର ଉଦ୍ଘାଟିତ ହୋଇଯାଇଛି। ଭିନ୍ନକ୍ଷମ ଆୟୁକ୍ତ ଦାଶ ଏହା ଭିନ୍ନକ୍ଷମଙ୍କ ପାଇଁ ଏକ ଭିନ୍ନ ପ୍ରୟାସ ତଥା ଏକ ନିଆରା କାର୍ଯ୍ୟକ୍ରମ ବୋଲି…
ସୁଦୀପ୍ତ ଇଣ୍ଡିଆନ ଅଏଲ ନିର୍ଦ୍ଦେଶକ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଭାଜପା ନେତା ସୁଦୀପ୍ତ ରାୟ ଇଣ୍ଡିଆନ ଅଏଲର ନିର୍ଦ୍ଦେଶକ ରୂପେ ଦାୟିତ୍ୱ ପାଇଛନ୍ତି। ସୁଦୀପ୍ତ ରାଜ୍ୟ ସରକାରଙ୍କ ଯୋଗାଣ ବିଭାଗ ଅଧୀନରେ ଦୁଇ ଦୁଇଥର ଅଧ୍ୟକ୍ଷ ଭାବେ ସୁଚାରୁରୂପେ କାର୍ଯ୍ୟ ଭାର ତୁଲାଇଥିଲେ। ତାଙ୍କ ଅଧ୍ୟକ୍ଷତା ସମୟରେ ଚାଷୀମାନଙ୍କଠାରୁ ଧାନକିଣା…
କାସଗଞ୍ଜ ହାଜତ ମୃତ୍ୟୁ ମାମଲାକୁ ନେଇ ତେଜୁଛି ରାଜନୀତି: ପୀଡ଼ିତ ପରିବାରକୁ ଭେଟି ପାରନ୍ତି ପ୍ରିୟଙ୍କା
ନୂଆଦିଲ୍ଲୀ,୧୧ ।୧୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବେଳକୁ ବେଳ ସରଗରମ ହେଉଛି ରାଜନୀତି । କାସଗଞ୍ଜ ମାମଲାକୁ ନେଇ ଏବେ ରାଜନୀତି ପୁଣିଥରେ ତେଜିଛି । ଇତିମଧ୍ୟରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତଥା ଉତ୍ତର ପ୍ରଦେଶ…
କୋରାପୁଟରେ ସର୍ବଦଳୀୟ ବୈଠକ
କୋରାପୁଟ,୧୧।୧୧(ସ୍ବ.ପ୍ର.): କୋଟିଆ ଗ୍ରାମପୁଞ୍ଜକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ ଲାଗି ରହିଥିବା ବିବାଦର ସମାଧାନ ନେଇ ମଙ୍ଗଳବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ୍ମୋହନ ରେଡ୍ଡୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଆଲୋଚନା ବେଳେ କୋଟିଆ…
ଶ୍ରଦ୍ଧାଳୁଙ୍କୁ ରାଧାପାଦ ଦର୍ଶନ ମନା
ପୁରୀ ଅଫିସ/ସାକ୍ଷୀଗୋପାଳ,୧୧।୧୧ (ସ୍ବ.ପ୍ର/ଡି.ଏନ୍.ଏ): ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ପକ୍ଷରୁ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ରାଧାପାଦ ଦର୍ଶନ ଉପରେ କଟକଣା ଜାରି ହୋଇଛି। ଆସନ୍ତା ୧୨ ଓ ୧୫ ତାରିଖରେ ମନ୍ଦିର…
ରାବିଡ଼ି ଖାଇ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୧୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଟକ ଜିଲା ଅରିଲୋଠାରେ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍ଫେଡର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ଉଦ୍ଘାଟନ କରିଛନ୍ତି। ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର କ୍ଷୀର…
ଅନିଶ୍ଚିତତାରେ ଗ୍ରାମ୍ୟ ପର୍ଯ୍ୟଟନ
ଢେଙ୍କାନାଳ ଅଫିସ, ୧୧।୧୧: ପରିବେଶ ପର୍ଯ୍ୟଟନକୁ ନେଇ ଦେଶ ତଥା ଦେଶ ବାହାରେ ସୁନାମ ଅର୍ଜିଛି ଢେଙ୍କାନାଳ ଜିଲା। ସବୁଜିମା ବଳୟ ଘେରା କପିଳାସ ହେଉ କି ସପ୍ତଶଯ୍ୟା ସର୍ବଦା ପର୍ଯ୍ୟଟକଙ୍କୁ ଆକର୍ଷିତ କରିଆସିଛି। ଏହାକୁ ରୁରାଲ ଟୁରିଜମ୍ରେ ଅନ୍ତର୍ଭୁକ୍ତ କରି…
ଅପାରଗତା ଅଟକାଇଛି ପ୍ରକଳ୍ପ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ପର୍ଯ୍ୟଟନ ବିଭାଗର ଆନ୍ତରିକତା ଅଭାବରୁ ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ରରେ ସେତେଟା ଆଖିଦୃଶିଆ ବିକାଶ ହୋଇପାରୁ ନାହିଁ। ସରକାର ପ୍ରତ୍ୟେକ ବର୍ଷ ବଜେଟରେ ପର୍ଯ୍ୟଟନ ବିଭାଗ ପାଇଁ ବ୍ୟୟ ବୃଦ୍ଧି କରି ଚାଲିଥିଲେ ମଧ୍ୟ ଅପାରଗ ଅଧିକାରୀମାନଙ୍କ ଯୋଗୁ ତାହା ଠିକଣା…
ଶେଷ ହେଲା ଛଟ ପୂଜା: ଉଦୟ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଇ କରାଗଲା ସୁଖ ସମୃଦ୍ଧି କାମନା
ନୂଆଦିଲ୍ଲୀ,୧୧ ।୧୧: ଚାରି ଦିନ ଧରି ଚାଲିଥିବା ଛଟ ପୂଜା ୧୧ ନଭେମ୍ବର ଅର୍ଥାତ୍ ଗୁରୁବାର ଶେଷ ହୋଇଛି । ସକାଳର ଉଦୟ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଅର୍ପଣ କରି ଏହି ପୂଜା ସମାପନ କରାଯାଇଛି । ଏଥର ନଭେମ୍ବର ୮ରେ ଏହା…
ପୋଲିସ ଉପରକୁ ଅଣ୍ଡାମାଡ଼
ବାରିପଦା ଅଫିସ,୧୧।୧୧: ମୟୂରଭଞ୍ଜ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବୁଧବାର ବାରିପଦା ସ୍ଥିତ ଏସ୍ପି ଅଫିସ ଘେରାଉ ସମୟରେ ଅଭାବନୀୟ ଘଟଣା ଘଟିଛି। ଭାଜପା କର୍ମୀମାନେ ପୋଲିସ ଉପରକୁ ଅଣ୍ଡାମାଡ଼ କରିଥିବା ବେଳେ ଠେଲାପେଲାରେ ୨ଜଣ କର୍ମୀ ଆହତ ହୋଇଛନ୍ତି।…
କଂଗ୍ରେସ ଅମଳରେ ତେଲ ଦର ଅଧିକ ବଢ଼ିଥିଲା
ନୂଆଦିଲ୍ଲୀ,୧୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୭ ବର୍ଷ ସମୟରେ ତେଲ ଦର ପ୍ରାୟ ୩୦% ବଢ଼ିଛି। ମାତ୍ର ୧୯୭୩ ପରଠାରୁ ଶାସନ କ୍ଷମତାରେ ରହିଥିବା ବିଭିନ୍ନ ସରକାରଙ୍କ ସମୟରେ ତେଲ ଦର ପ୍ରାୟ ୭୦% ବଢ଼ିଥିଲା। ଏଭଳି ଯୁକ୍ତିବାଢ଼ିଛନ୍ତି କେନ୍ଦ୍ର…
ଓଡ଼ିଶା ବନ୍ଦ ସଫଳ କରିବାକୁ ନିବେଦନ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ମମିତା ମେହେର ଅପହରଣ ଓ ହତ୍ୟା ମାମଲାକୁ ନେଇ ଆସନ୍ତା ୧୨ ତାରିଖ ସକାଳ ୬ଟାରୁ ୧୨ଟା ପର୍ଯ୍ୟନ୍ତ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଏହାକୁ ରାଜ୍ୟବ୍ୟାପୀ ସଫଳ କରିବା ତଥା ରାଜଧାନୀର ସବୁ ସ୍ଥାନରେ…
Archives


