ଜୋରାମ୍ଥାଙ୍ଗା ଦୋଷମୁକ୍ତ
ଆଇଜଲ, ୧୦ା୧୧: କ୍ଷମତାର ଅପବ୍ୟବହାର ଏବଂ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଏକ ସ୍ବତନ୍ତ୍ର କୋର୍ଟ ମିଜୋରାମ୍ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗାଙ୍କୁ ଦୋଷମୁକ୍ତ କରିଛନ୍ତି। ଦୁର୍ନୀତି ନିରୋଧୀ ସଂସ୍ଥା ପିପୁଲ ରାଇଟ୍ ଟୁ ଇନଫର୍ମେଶନ ଏବଂ ଡେଭେଲପମେଣ୍ଟ ଇମ୍ପ୍ଲିମେଣ୍ଟିଂ ସୋସାଇଟି ଅଫ୍…
ମୁଖ୍ୟ ପାରିଲେନି, ଅଫିସର କରିବେ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ):କୋଟିଆ ଗ୍ରାମପୁଞ୍ଜ, ନେରେଡି ବ୍ୟାରେଜ, ଝଞ୍ଜାବତୀ ଜଳପ୍ରପାତ, ପୋଲାଭରମ, ବାହୁଦା ନଦୀ ଜଳ ଛାଡ଼ିବା, ବାଲିମେଳା ଓ ଅପର ସିଲେରୁ ଜଳବିଦ୍ୟୁତ୍ କ୍ଷେତ୍ର ଆଦି ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସମାଧାନ ପାଇଁ ଆନ୍ଧ୍ର ଏବଂ ଓଡ଼ିଶା ସରକାରଙ୍କ ଅଫିସରମାନେ ମିଳିତ ଭାବେ…
ବିଜ୍ଞାନ ଦ୍ୱାରା ବିଶ୍ୱ ଶାନ୍ତି
ବିଶ୍ୱ ଶାନ୍ତି ସାମ୍ପ୍ରତିକ ସମୟରେ ଅପରିହାର୍ଯ୍ୟ ହୋଇପଡ଼ିଛି। ବିଜ୍ଞାନର ବିକାଶ ସହିତ ବିଭିନ୍ନ ଦେଶ ନିଜର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ଲାଗିଛନ୍ତି। ପୁଣି ଏଥିରେ ଆଣବିକ ଶକ୍ତିର ଉପଯୋଗ କରାଯାଉଛି। ଏହାଦ୍ୱାରା ବିଶ୍ୱ ଶାନ୍ତି ବ୍ୟାହତ ହେବାର ଆଶଙ୍କା ରହିଛି।…
ଲୁହା ବୋଝେଇ ଟ୍ରକ୍କୁ ୪.୬୦ଲକ୍ଷ ଜରିମାନା
ଗୁଣପୁର,୧୦ା୧୧(ଡି.ଏନ୍.ଏ.): ଲକ୍ଷାଧିକ ଟଙ୍କାର ଜିଏସ୍ଟି ଠକେଇ ଘଟଣା ସାମ୍ନାକୁ ଆସିଛି। ଏକ ଲୁହାରଡ୍ ବୋଝେଇ ଟ୍ରକ୍ରୁ ଜରିମାନା ବାବଦକୁ ୪ ଲକ୍ଷ ୬୦ ହଜାର ଟଙ୍କା ଆଦାୟ କରାଯାଇଛି। ରାୟଗଡ଼ା ଜିଏସ୍ଟିର ଏନ୍ଫୋର୍ସମେଣ୍ଟ ଟିମ୍ର ଚଢ଼ାଉ ପରେ ଏହି ଠକେଇ ନଜରକୁ…
ଆରସିବିର ନୂଆ କୋଚ୍
ବେଙ୍ଗାଲୁରୁ, ୧୦।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍ର ଆଗାମୀ ସଂସ୍କରଣ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ସଞ୍ଜୟ ବାଙ୍ଗରଙ୍କୁ ମୁଖ୍ୟ କୋଚ୍ ନିଯୁକ୍ତ କରିଛି। ପୂର୍ବରୁ ସେ ଦଳର ବ୍ୟାଟିଂ ପରାମର୍ଶଦାତା ଥିଲେ। ତାଙ୍କୁ ୨ ବର୍ଷ ପାଇଁ ଏହି ଦାୟିତ୍ୱ…
୨୦୧୯ ବିଶ୍ୱକପ୍ ଫାଇନାଲ ପ୍ରତିଶୋଧ ଅପେକ୍ଷାରେ ନ୍ୟୁଜିଲାଣ୍ଡ
ଆବୁଧାବି, ୧୦।୧୧- ୨୦୧୯ ଆଇସିସି ଦିନିକିଆ ବିଶ୍ୱକପ୍ ଫାଇନାଲରେ ନ୍ୟୁଜିଲାଣ୍ଡକୁ ରୋଚକ ଢ଼ଙ୍ଗରେ ହରାଇ ଇଂଲଣ୍ଡ ବିଶ୍ୱକପ୍ ହାତେଇଥିଲା। ତା’ ପରେ ପ୍ରଥମ ଥର ପାଇଁ ବିଶ୍ୱକପ୍ରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ଦୁଇ ପ୍ରତିଦ୍ୱନ୍ଦ୍ୱୀ। ତେବେ ଏଥର ଟି୨୦ ଫର୍ମାଟରେ। ଚଳିତ…
ରାଜସ୍ଥାନରେ କମିବ ତୈଳ ଦର
ଯୋଧପୁର,୧୦।୧୧: ଭାଜପା ଶାସିତ ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଦର କମିବା ପରେ ରାଜସ୍ଥାନରେ ତୈଳ ଉପରୁ ଭ୍ୟାଟ ହ୍ରାସ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ। ଗତ ୩ ତାରିଖରେ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଉପରୁ…
ଅପରାଧ କମାଉଛି ଜନଧନ ଖାତା
ନୂଆଦିଲ୍ଲୀ,୯।୧୧: କେନ୍ଦ୍ର ସରକାର ବର୍ତ୍ତମାନ ଆର୍ଥତ୍କ ଅନ୍ତର୍ଭୁକ୍ତୀକରଣକୁ ଗୁରୁତ୍ୱ ଦେଉଛନ୍ତି। ଏହି ପଦକ୍ଷେପ ଅନ୍ତର୍ଗତ ରାଜ୍ୟ ସ୍ତରରେ ଜନଧନ ଯୋଜନା ଦ୍ୱାରା ଲୋକଙ୍କ ବ୍ୟାଙ୍କ ଖାତା ଖୋଲାଯାଉଛି। ଯେଉଁ ରାଜ୍ୟଗୁଡ଼ିକରେ ଏଭଳି ଆକାଉଣ୍ଟ ଖୋଲାଯାଇଛି ଉକ୍ତ ସ୍ଥାନଗୁଡ଼ିକରେ ଅପରାଧ, ମଦ, ତମାଖୁର…
ଦେଶରେ ସ୍ଥାପନ ହେବ ୨୨ ହଜାର ଇଭି ଚାର୍ଜିଂ ଷ୍ଟେଶନ
ନୂଆଦିଲ୍ଲୀ,୯।୧୧: ଇଣ୍ଡିଆନ ଅଏଲ କର୍ପୋରେଶନ(ଆଇଓସି) ସମେତ ୨ ଅନ୍ୟ ରାଷ୍ଟ୍ରାୟତ୍ତ ତେଲ କମ୍ପାନୀ ୨୨ ହଜାର ଇ-ଯାନ ଚାର୍ଜିଂ ଷ୍ଟେଶନ ବସାଇବେ। ୩ରୁ ୫ ବର୍ଷରେ ଏହି ଇ-ଯାନ ଚାର୍ଜିଂ ଭିତ୍ତିଭୂମି ବିକାଶ ଲାଗି କମ୍ପାନୀଗୁଡ଼ିକ ଯୋଜନା ରଖିଛନ୍ତି। ଅଙ୍ଗାରକାମ୍ଳ ବାଷ୍ପ…
ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇଦେଲେ
ବରଗଡ଼ ଅଫିସ୍,୯।୧୧: ବରଗଡ଼ ସଦର ଥାନା ଅଧୀନ ବିରମାଲ ଗ୍ରାମରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ଅଭାବନୀୟ ଘଟଣା ଘଟିଛି। ବଚସା ଏବଂ କଥା କଟାକଟିରୁ ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ସ୍ବାମୀ ନିଆଁ ଲଗାଇ ଦେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର…
ଖୋର୍ଦ୍ଧାରେ ବାର୍ଡ ଫ୍ଲୁ ଆଶଙ୍କା
ଭୁବନେଶ୍ୱର(ବ୍ୟୁରୋ)/ବେଗୁନିଆ,୯ା୧୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଧୀନ କୋତଳାଙ୍ଗ ଗ୍ରାମରେ ମଙ୍ଗଳବାର କାଉ ମଡ଼କ ଦେଖାଯାଇଛି। ଅଚାନକ କାଉ ମରୁଥିବା ଯୋଗୁ ବାର୍ଡ ଫ୍ଲୁ ଆଶଙ୍କା କରାଯାଇଛି। ଫଳରେ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଅଞ୍ଚଳରେ ପ୍ରାୟ ୧୫ରୁ ଊର୍ଦ୍ଧ୍ୱ…
ସ୍କୁଲରେ ଜଳିଗଲେ ୨୦ ଛାତ୍ରୀଛାତ୍ର
ନିଆମେ,୯।୧୧: ଦକ୍ଷିଣ ଆଫ୍ରିକୀୟ ରାଷ୍ଟ୍ର ନାଇଜର ଦ୍ୱିତୀୟ ବୃହତ୍ ସହର ମାରାଡି ସ୍ଥିତ ଏକ ପ୍ରାଥମିକ ସ୍କୁଲରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ମୃତକଙ୍କ ବୟସ…
Archives


