Home Left

ବାପା ପୋଲିସରେ, ପୁଅ ଆକ୍ସିସ ବ୍ୟାଙ୍କରୁ ଲୁଟ୍‌ କରି ଫସିଲେ

ସୁନ୍ଦରଗଡ଼,୯।୧୧(ଡି.ଏନ୍‌.ଏ.): ପୋଲିସ ବାପାଙ୍କ ସର୍ଭିସ ବନ୍ଧୁକ ଦେଖାଇ ବ୍ୟାଙ୍କ ଲୁଟ୍‌ କରିବା ପଡ଼ିଛି ମହଙ୍ଗା। ଲୁଟେରାଙ୍କୁ କାବୁ କରିଛି ପୋଲିସ। ସୁନ୍ଦରଗଡ଼ ଟାଉନ୍‌ ଥାନା ଆକ୍ସିସ ବ୍ୟାଙ୍କରୁ ମଙ୍ଗଳବାର ବନ୍ଧୁକ ଦେଖାଇ ପାଖାପାଖି ୧୫ ଲକ୍ଷ ଟଙ୍କା ଲୁଟ୍‌ କରି ଚମ୍ପଟ…

ଲକ୍ଷାଧିକ ଟଙ୍କାର ୨ ହାତୀ ଦାନ୍ତ ଜବତ

କେନ୍ଦୁଝର, ୯।୧୧(ସ୍ବ.ପ୍ର.): ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ଅଧୀନ ନୁଣଘର ଗ୍ରାମରେ ଚଢାଉ କରି ବନ ବିଭାଗ ୨ଟି ହାତୀ ଦାନ୍ତ ଜବତ କରିଛି। ଏହାର ଓଜନ ପ୍ରାୟ ୭.୧୯୫ କିଗ୍ରା । ଏହି ଘଟଣାରେ କେନ୍ଦୁଝର ବନ ବିଭାଗ…

ବଲ ଫୋପାଡ଼ି ବ୍ୟାଟରଙ୍କୁ ଆହତ କଲେ ଅଷ୍ଟ୍ରେଲିଆନ୍‌ ପେସର

ମେଲବୋର୍ନ,୯।୧୧: ବ୍ୟାଟରଙ୍କୁ ଭୟବିତ କରିବା ପାଇଁ ଫଲୋ ଥ୍ରୁରେ ବୋଲର ବଲ ଫୋପାଡ଼ିବା କିଛି ନୂଆ କଥା ନୁହେଁ। କିନ୍ତୁ ଅଷ୍ଟ୍ରେଲିଆନ ପେସର ଜେମ୍ସ ପାଟିନସନଙ୍କ ଥ୍ରୋରେ ଆହତ ହୋଇଛନ୍ତି ବ୍ୟାଟର ଡାନିଏଲ ହୁଗ୍ସ। ଏଭଳି ଘଟଣା ଲାଗି ପାଟିନସନଙ୍କୁ ପ୍ରଶଂସକ,…

ସାନ ଭାଇଙ୍କୁ କୁରାଢ଼ିରେ ହାଣିଦେଲେ

ଠାକୁରମୁଣ୍ଡା,୯।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅଧୀନ ତାଳପଦା ପଞ୍ଚାୟତ ସରାସପୋଷୀ ଗ୍ରାମରେ ମଙ୍ଗଳବାର ବଡ଼ ଭାଇର କୁରାଢ଼ି ଚୋଟରେ ସାନ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଲକ୍ଷ୍ମୀଧର ନାଏକ(୫୦)। ଅଭିଯୁକ୍ତ କକା ପୁଅ ଭାଇ କୃଷ୍ଣ ନାଏକ ଫେରାର…

ଚାନ୍ଦିପୁର ଗୁପ୍ତ ତଥ୍ୟ ଚୋରି ମାମଲା: ରାଜ୍ୟ-କେନ୍ଦ୍ରକୁ ହାଇକୋର୍ଟଙ୍କ ନୋଟିସ୍‌

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ଚାନ୍ଦିପୁର ଆଇଟିଆର୍‌ରୁ ତଥ୍ୟ ଚୋରି ମାମଲାର ତଦନ୍ତ ପ୍ରସଙ୍ଗରେ ଓଡ଼ିଶା ହାଇକୋର୍ଟ ମଙ୍ଗଳବାର ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ…

‘ଯୋଗୀଙ୍କ ଭଳି ମୋର ବି ପରିବାର ନାହିଁ, ନିଜ ଦମ୍‌ରେ ଲଢିବି ନିର୍ବାଚନ’

ଲକ୍ଷ୍ନୌ, ୯।୧୧: ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ବିଭିନ୍ନ ପାର୍ଟି ପକ୍ଷରୁ ଆରୋପ-ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ମଙ୍ଗଳବାର ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ଭାଜପା ଏବଂ ଅନ୍ୟ ଦଳ ଉପରେ କଡ଼ା ଟାର୍ଗେଟ କରିଥିଲେ। ସେ କହିଛନ୍ତି…

ବଢ଼ୁଛି ଶୀତ, ୧୫ ଡିଗ୍ରୀ ତଳେ ୭ ସହର

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ଶୀତ ବଢ଼ିଲାଣି। ଅଧିକାଂଶ ସ୍ଥାନରେ ସକାଳେ କୁହୁଡ଼ି ଦେଖିବାକୁ ମିଳୁଥିବା ବେଳେ ପାହାନ୍ତିଆ ଏବଂ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଗତକାଲି ରାତିରେ ୭ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ରେକର୍ଡ…

ଷ୍ଟେଶନରେ ହଠାତ୍‌ ପହଞ୍ଚି ଚା’ ପିଇଲେ ରେଳ ମନ୍ତ୍ରୀ

ଝାରସୁଗୁଡା ଅଫିସ୍‌,୯।୧୧: ଓଡ଼ିଶା ଗସ୍ତରେ ଆସିଥିବା ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର ସକାଳେ ଝରସୁଗୁଡା ରେଳ ଷ୍ଟେଶନରେ ପହଞ୍ଚି ଯାଞ୍ଚ କରିଛନ୍ତି। ପରେ ଝାରସୁଗୁଡାରେ ଦକ୍ଷିଣ ପୂର୍ବ ରେଳବାଇ ଏବଂ ପୂର୍ବ ତଟ ରେଳବାଇ ର ଅଧିକାରୀଙ୍କ ସହ ଏକ…

ଜଙ୍ଗଲକୁ ଯାଇଥିଲେ ବ୍ୟକ୍ତି, ଘରକୁ ଫେରିଲା ମୃତଦେହ

କେନ୍ଦୁଝର,୯।୧୧(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଘଟଗାଁ ରେଞ୍ଜ ବାଲି ପୋଖରୀ ସଂରକ୍ଷିତ ଜଙ୍ଗଲରେ ବଣୁଆ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାମ ଜଳଧର (୫୦) ଓ ଘର୍‌ ହାତୀନୋଟା ଗ୍ରାମରେ ବୋଲି ଜଣା ପଡିଛି। ମଙ୍ଗଳବାର ସକାଳେ ପାଖ…

ଚଣ୍ଡିଗଡ଼ ରାସ୍ତାରେ ରୋମାନ୍ସ କରିବା ଅଭିନେତାଙ୍କୁ ପଡ଼ିଲା ମହଙ୍ଗା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନ୍ନା ଶୁଟିଂ ସମୟରେ ରୋମାନ୍ସ କରିବା ପଡ଼ିଥିଲା ମହଙ୍ଗା। କାରଣ ତାଙ୍କୁ ପୋଲିସ ଜେରାର ସମ୍ମୁଖୀନ ହେବାକୁ ପଡ଼ିଛି। କଥାଟି ଚକିତ କଲେ ହେଁ ସତ। ଆୟୁଷ୍ମାନ ଏବଂ ଅଭିନେତ୍ରୀ ବାଣୀ କପୁର ତାଙ୍କର ନୂଆ…

ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ପ୍ରଥମ ସ୍ବାସ୍ଥ୍ୟ ସମସ୍ୟା, ଆଗକୁ ନୂଆ ବିପଦ…

ଓଟଓ୍ବା,୯।୧୧: ଜଳବାୟୁ ପରିବର୍ତ୍ତନ ଯେ କେତେଦୂର ଭୟାବହ ତାହାର ପ୍ରମାଣ ଏବେ ଦେଖାଯିବା ଆରମ୍ଭ ହେଲାଣି। କାନାଡାର ଜଣେ ୭୦ ବର୍ଷ ବୟସ୍କା ଜଣେ ମହିଳା ଜଳବାୟୁ ପରିବର୍ତ୍ତନ ଯୋଗୁ ସ୍ବାସ୍ଥ୍ୟଗତ ସମସ୍ୟାରେ ପଡ଼ିଛନ୍ତି। ଏହା ପୃଥିବୀର ପ୍ରଥମ ଜଳବାୟୁ ପ୍ରଭାବିତ…

ଟୁଇଟରରେ ଟ୍ରେଣ୍ଡ ହେଲା ହାସଟ୍ୟାଗ ଦୀପିକା ପାଦୁକୋନ

ମୁମ୍ବାଇ: ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ହିରୋଇନ୍ ଦୀପିକା ପାଦୁକୋନ ଫିଲ୍ମ ‘ଓମ ଶାନ୍ତି ଓମ’ରୁ ବଲିଉଡ ଡେବ୍ୟୁ କରିଥିଲେ । ୯ ନଭେମ୍ବର ୨୦୦୭ରେ ଏହି ଫିଲ୍ମ ଲଞ୍ଚ ହୋଇଥିଲା । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅର୍ଜୁନ ରାମପାଲ, ଶ୍ରେୟସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri