ସଲମାନଙ୍କୁ ସାହାଯ୍ୟ କରିବାକୁ ସିଧାସିଧା ମନା କରିଦେଇଥିଲେ ବାପା, କାରଣ ଜାଣିଲେ …
ସଲମାନ ଖାନ୍ ତାଙ୍କ ବାପା ତଥା ପ୍ରସିଦ୍ଧ ହିନ୍ଦୀ ସିନେମା ଲେଖକ ସଲିମ ଖାନ୍ଙ୍କ ଅତି ନିକଟତର। ତଥାପି, ସେ ତାଙ୍କ ବାପାଙ୍କୁ ଭୟ କରନ୍ତି । ସେ ତାଙ୍କ ବିନା ଅନୁମତିରେ କୌଣସି କାମ କରନ୍ତି ନାହିଁ। ସେ ତାଙ୍କ…
କଶ୍ମୀର ପଣ୍ଡିତଙ୍କ ଦୋକାନରେ କାମ କରୁଥିବା ସେଲସ୍ ମ୍ୟାନଙ୍କୁ ହତ୍ୟା
ଜମ୍ମୁ,୯ ।୧୧: କଶ୍ମୀରରେ ଆତଙ୍କବାଦୀଙ୍କ ଦ୍ୱାରା ଟାର୍ଗେଟ କିଲିଂ ଜାରି ରହିଛି । ସୋମବାର କଶ୍ମୀରର ଶ୍ରୀନଗରରେ ଆଙ୍କବାଦୀମାନେ ପୁଣି ଏକ ଟାର୍ଗେଟ କିଲିଂ କରିଛନ୍ତି । ରାତି ପାଖାପାଖି ୮ଟା ସମୟରେ ବୋହରି କଦଲ ଅଞ୍ଚଳରେ ଆତଙ୍କବାଦୀମାନେ କଶ୍ମୀର ପଣ୍ଡିତଙ୍କ…
କିଡ୍ନୀ ଷ୍ଟୋନ୍ରୁ ମୁକ୍ତି ଚାହୁଁଥିଲେ
ପଇଡ଼ ପାଣି ସ୍ବାସ୍ଥ୍ୟ ଲାଗି ଅନେକ ଉପକାରୀ। କେବଳ ସେତିକି ନୁହେଁ, ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଗୁଣ ରହିଥାଏ। ଏହା ରୋଗ ପ୍ରତିରୋଧ ଶକ୍ତିକୁ ବଢ଼ାଇବା ସହ ବିଭିନ୍ନ ରୋଗରୁ ମୁକ୍ତି ଦେଇଥାଏ। ଜାଣନ୍ତୁ ପଇଡ଼ ପାଣିର ଔଷଧୀୟ ଗୁଣ…
ରାଣୀ ଲକ୍ଷ୍ମୀବାଇଙ୍କ ୧୯୩ତମ ଜନ୍ମଦିନରେ ପାଳନ ହେବ ରାଷ୍ଟ୍ରୀୟ ପ୍ରତିରକ୍ଷା ସମର୍ପଣ ପର୍ବ
ନୂଆଦିଲ୍ଲୀ,୯ ।୧୧: ଝାନ୍ସି ରାଣୀ ଲକ୍ଷ୍ମୀବାଇଙ୍କ ୧୯୩ ତମ ଜନ୍ମଦିନ ଅବସରରେ ଝାନ୍ସିରେ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ରାଷ୍ଟ୍ରୀୟ ପ୍ରତିରକ୍ଷା ସମର୍ପଣ ପର୍ବ(୧୭-୧୯ ନଭେମ୍ବର)ପାଳନ ହେବାକୁ ଯାଉଛି । କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ସେନାଙ୍କ ଶକ୍ତି ଓ ଡିଫେନ୍ସ ପିଏସୟୁର ଅସ୍ତ୍ର ଓ…
ହାର୍ଟ ପାଇଁ ଉପକାରୀ ଧନିଆ
ଧନିଆ ପତ୍ରରେ ଅନେକ ପ୍ରକାର ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ବିଶେଷ ଭାବରେ ଖାଦ୍ୟ ପ୍ରସ୍ତୁତ କରିବା ସମୟରେ ଏହାକୁ ବ୍ୟବହାର କରାଯାଏ ଏବଂ ତାହା ଖାଦ୍ୟର ସ୍ବାଦ ବଢ଼ାଇଦିଏ। ତେବେ ଏହାକୁ ନିୟମିତ ଖାଇବା ଦ୍ୱାରା ହଜମ ପ୍ରକ୍ରିୟା…
ନେତୃତ୍ୱ ଛାଡିବା ପଛର କାରଣ କହିଲେ
ଦୁବାଇ, ୯।୧୧: ଚଳିତ ଟି୨୦ କ୍ରିକେଟ ବିଶ୍ୱକପରେ ନାମ୍ବିଆ ବିପକ୍ଷରେ ବିଜୟ ସହ ଭାରତର ଅଭିଯାନ ଶେଷ ହୋଇଛି। ଏଥିସହ ଅଧିନାୟକ ଭାବେ ବିରାଟ କୋହଲି ମଧ୍ୟ ଶେଷ ମ୍ୟାଚ ଖେଳିଛନ୍ତି। ”ଟି୨୦ ଅଧିନାୟକ ପଦ ଛାଡ଼ି ମୁଁ ଆଶ୍ୱସ୍ତ। ଏହା…
ଓଡ଼ିଆ ସମାଜସେବୀଙ୍କୁ ପ୍ରଶଂସାରେ ପୋତି ପକାଇଲେ କ୍ରିକେଟର୍ ଭିଭିଏସ୍ ଲକ୍ଷ୍ମଣ
ନୂଆଦିଲ୍ଲୀ,୯।୧୧: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଖେଳାଳି ଭିଭିଏସ୍ ଲକ୍ଷ୍ମଣ ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ପ୍ରାୟତଃ ସେ ନିଃସ୍ବାର୍ଥପର ଭାବେ ଲୋକଙ୍କ ସେବା କରୁଥିବା କିଛି ଅସାଧାରଣ ବ୍ୟକ୍ତିଙ୍କ କାର୍ଯ୍ୟ ଦେଖି ସୋସିଆଲ ମିଡିଆରେ ସେମାନଙ୍କୁ ପ୍ରଶଂସା କରିବାକୁ ଆଦୌ…
ସମୁଦ୍ରକୁ ଡେଇଁ ଆତ୍ମହତ୍ୟା କରିବାକୁ ଚାହୁଁଥିଲେ କପିଲ ଶର୍ମା:ଏହି ଅଭିନେତା କରିଥିଲେ ରକ୍ଷା
କମେଡି କିଙ୍ଗ୍ କପିଲ ଶର୍ମାଙ୍କ ଲକ୍ଷ ଲକ୍ଷ ପ୍ରଶଂସକ ଅଛନ୍ତି। ତାଙ୍କ କମେଡି ଦେଖିବାକୁ ଦର୍ଶକ ଚାହଁ ବସିଥାନ୍ତି। ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନରେ ଖରାପ ସମୟ ଆସେ, କପିଲଙ୍କ ଜୀବନରେ ମଧ୍ୟ ସେମିତି ଏକ ଖରାପ ଦିନ ଆସିଥିଲା। ପରିସ୍ଥିତି ଏପରି…
ଅପହୃତ ଗ୍ରାମବାସୀଙ୍କୁ ଛାଡିଦେଲେ ମାଓବାଦୀ
ମାଲକାନଗିରି,୮।୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ବଟେର ଗ୍ରାମରୁ ଶନିବାର ରାତିରେ ୫ ଜଣ ଗ୍ରାମବାସୀଙ୍କୁ ମାଓବାଦୀମାନେ ଅପହରଣ କରିନେଇଥିଲେ। ମାଓବାଦୀମାନେ ସୋମବାର ୫ଜଣଙ୍କୁ ଛାଡିଦେଇଛନ୍ତି। ଫଳରେ ଅପହୃତ ୫ ଗ୍ରାମବାସୀ ନିଜ ଘରକୁ ଫେରିଛନ୍ତି। ପୋଲିସ ଇନ୍ଫର୍ମର ସନ୍ଦେହରେ ମାଓବାଦୀମାନେ ଅପହରଣ…
ଦୁର୍ଘଟଣାରେ ଚାଲିଗଲା ଦମ୍ପତିଙ୍କ ଜୀବନ
ମାଲକାନଗିରି/କୋରୁକୋଣ୍ଡା,୮ା୧୧(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୁଣ୍ଡା ବ୍ଲକ ଅନ୍ତର୍ଗତ ଏମ୍ଭି-୩୬ ମୁଖ୍ୟ ରାସ୍ତାରେ ଏକ ଟ୍ରକ୍ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦମ୍ପତିଙ୍କ ମୃତ୍ୟୁ ହେବା ସହ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଏମ୍ଭି-୩୬ ଗ୍ରାମର…
୧୩୨ରେ ଅଟକିଲା ନାମ୍ବିଆ
ଦୁବାଇ,୮।୧୧: ସ୍ଥାନୀୟ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ସୋମବାର ନାମ୍ବିଆ ବିପକ୍ଷ ମ୍ୟାଚରେ ଅଧିନାୟକ ବିରାଟ କୋହଲି ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ନାମ୍ବିଆ ବ୍ୟାଟିଂ କରିବାକୁ ଆସି ୨୦ ଓଭରରେ ୮ ଉଇକେଟ ହରାଇ ୧୨୩ ରନ୍ କରିଛି। ଦାଭିଡ…
ମନ୍ତ୍ରୀଙ୍କ କୁଶପୁତ୍ତଳିକା ପୋଡ଼ିଲେ
ଭବାନୀପାଟଣା/କୋକସରା,୮।୧୧(ସ୍ବ.ପ୍ର./ଡି.ଏନ.ଏ.): ମମିତା ମେହେର ହତ୍ୟାକାଣ୍ଡ ନେଇ କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଭାଜପା ବିକ୍ଷୋଭ କରିବା ସହ ମୁଖ୍ୟମନ୍ତ୍ରୀ ଓ ୨ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଛି। ଜୁନାଗଡରେ ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେରଙ୍କ ନେତୃତ୍ୱରେ ସ୍ଥାନୀୟ ବ୍ଲକ…
Archives


