Home Left

କରୋନା ଟିକା ନେଇ ଯୁବତୀ ହେଲେ କୋଟିପତି

ସିଡନୀ,୮।୧୧:କରୋନା ମହାମାରୀକୁ ଏଡାଇବା ପାଇଁ ଟିକା ନେବା ଜରୁରୀ। ପ୍ରାୟ ପ୍ରତ୍ୟେକ ଦେଶର ସରକାର ଏହାର ନାଗରିକମାନଙ୍କୁ ଏହି ପ୍ରକାରର ବାର୍ତ୍ତା ଦେଉଛନ୍ତି। ଟିକା ନେବା ପାଇଁ ଲୋକଙ୍କୁ ବିଭିନ୍ନ ଉପାୟରେ ସଚେତନ ମଧ୍ୟ କରାଉଛନ୍ତି। ନିକଟରେ ଅଷ୍ଟ୍ରେଲିଆର ଜଣେ ଯୁବତୀ…

ଅନାଥାଶ୍ରମ ଶିଶୁ ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି, ଆମର ବି ହେଉ ଅଧାର କାର୍ଡ…

ପ୍ରୟାଗରାଜ୍‌,୮।୧୧: ଆଧାର କାର୍ଡ ଭାରତର ସମସ୍ତଙ୍କ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏପରିସ୍ଥଳେ ଉତ୍ତରପ୍ରଦେଶ ପ୍ରୟାଗରାଜର କଟଘର ରୋଡଠାରେ ଥିବା ଅନାଥାଶ୍ରମର ଶିଶୁ ସେମାନଙ୍କର ଆଧାର କାର୍ଡ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଛନ୍ତି। ସେମାନେ ଚିଠିରେ ଲେଖଛନ୍ତି, ଅଙ୍କଲ୍‌…

ସୁସ୍ଥ ରହିବା ପାଇଁ ସନ୍ତୁଳିତ ଜୀବନଶୈଳୀ

ପୃଥିବୀପୃଷ୍ଠରେ ବସବାସ କରୁଥିବା ମନୁଷ୍ୟଙ୍କ ପାଇଁ ସୁସ୍ଥ ତଥା ନୀରୋଗ ଜୀବନଯାପନ ନିମନ୍ତେ ଏକ ଜୀବନଶୈଳୀ ରହିଛି। ଭାରତୀୟ ଆୟୁର୍ବେଦ ଚିକିତ୍ସା ଶାସ୍ତ୍ର, ପାରମ୍ପରିକ ରୀତିନୀତିକୁ ଅନୁଧ୍ୟାନ କଲେ ଜଣାଯାଏ ସେଥିରେ ମନୁଷ୍ୟର ଦୈନନ୍ଦିନ ଜୀବନଶୈଳୀ, ଚିନ୍ତାଧାରା, ନୀରୋଗ ଜୀବନଯାପନ ସହ…

ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହେଲେ କଙ୍ଗନା

ନୂଆଦିଲ୍ଲୀ,୮ ।୧୧: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଛନ୍ତି । ଦେଶର ଚତୁର୍ଥ ବେସାମରିକ ସମ୍ମାନ ପଦ୍ମଶ୍ରୀ ପୁରସ୍କାର ସେ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଠାରୁ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ତାଙ୍କୁ…

ରାଗରେ ଏମିତି କାମ କଲେ ସଲମାନ ଖାନ

ବଲିଉଡର ଦବଙ୍ଗ ଷ୍ଟାର୍‌ ସଲମାନ ଖାନ୍‌ଙ୍କୁ ‘ଆଙ୍ଗ୍ରି ମ୍ୟାନ୍‌’ ଭାବେ ଜଣାଶୁଣା। ଅତୀତରେ ଅନେକ ସମୟରେ ସଲମାନ ରାଗକୁ ନିୟନ୍ତ୍ରଣ କରିପାରିନାହାନ୍ତି। ନିକଟରେ ପୁଣି ଥରେ ସଲମାନ ରାଗ ଦେଖିବାକୁ ମିଳିଛି। ଜଣେ ପ୍ରଶଂସକ ତାଙ୍କ ସହ ଜବରଦସ୍ତ ସେଲଫି ନେବାକୁ…

ଚିତ୍ରକୋଣ୍ଡାରେ ଜୁଆଆଡ୍ଡା ଠାବ: ୭ ଗିରଫ

ଚିତ୍ରକୋଣ୍ଡା,୮।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଭୁକ୍ତ ବାଲିମେଳା ଚିତ୍ରକୋଣ୍ଡା ନାକମାମୁଢୀ ରାସ୍ତା ନୀଳାପାରି ଗ୍ରାମରେ ପୋଲିସ ଜୁଆଆଡ୍ଡାକୁ ଠାବ କରିଛି। ରବିବାର ଅପରାହ୍ନରେ ଚିତ୍ରକୋଣ୍ଡା ଥାନାର ପୋଲିସ ପାଟ୍ରୋଲିଂ ଟିମ୍‌ ଥାନା ଅଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକଙ୍କ ନେତୃତ୍ୱରେ ପାଟ୍ରୋଲିଂ…

ଇଣ୍ଟରଭେନ୍‌ଶନାଲ୍‌ ରେଡିଓଲୋଜି

ଚିକିତ୍ସା ବିଜ୍ଞାନରେ ରେଡିଓଲୋଜି ଏକ ଅମୂଲ୍ୟ ବରଦାନ ସଦୃଶ। ଚିକିତ୍ସା ବିଜ୍ଞାନରେ ରେଡିଓଲୋଜିର ସର୍ବପ୍ରଥମ ବ୍ୟବହାର ଆରମ୍ଭ ହୋଇଥିଲା ୧୮୯୫ ମସିହାରେ ଅର୍ଥାତ୍‌ ‘ଏକ୍ସ-ରେ’ର ଆବିଷ୍କାର ପରେ। ଏହାକୁ ଜର୍ମାନୀ ପଦାର୍ଥ ବିଜ୍ଞାନୀ ଉଇଲ୍‌ହେଲମ୍‌ କୋନ୍‌ରାଡ୍‌ ରଣ୍ଟଜେନ୍‌ ଆବିଷ୍କାର କରିଥିଲେ। ପୁଣି…

ସୁଷମା ସ୍ବରାଜଙ୍କୁ ପଦ୍ମ ବିଭୂଷଣ ସମ୍ମାନ: ଝିଅ ନେଲେ ପୁରସ୍କାର

ନୂଆଦିଲ୍ଲୀ,୮।୧୧: ସୋମବାର ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କୁ ମରଣୋତ୍ତର ପଦ୍ମବିଭୂଷଣ ପୁରସ୍କାର ପ୍ରଦାନ କରାଯାଇଛି। ତାଙ୍କ ଝିଅ ବାଂଶୁରୀ ସ୍ବରାଜ ଏହି ପୁରସ୍କାର ଗ୍ରହଣ କରିଥିଲେ। ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ସୋମବାର ଏହି ପୁରସ୍କାର ପ୍ରଦାନ କରିଥିଲେ।…

ସରକାରୀ ଜମିରେ ସ୍ଥାୟୀ ଭାବେ ରହିବାରୁ ସଂଘର୍ଷ

କୃଷ୍ଣପ୍ରସାଦ, ୮।୧୧(ଡି.ଏନ୍‌.ଏ): କୃଷ୍ଣପ୍ରସାଦ ବ୍ଲକ ଅଧୀନ ଚିଲିକା ମଧ୍ୟରେ ଥିବା ବ୍ରହ୍ମପୁର ଗ୍ରାମରେ ୩୦ ଦଳିତ ପରିବାର ସ୍ଥାୟୀ ଭାବେ ରହୁଥିଲେ। ମିଳିଥିବା ସୂଚନା ଅନୁସାରେ ୬ମାସ ତଳେ ଏକ ଛୋଟ ଘଟଣାକୁ ନେଇ ଏହି ଦଳିତ ଗୋଷ୍ଠୀ ସହ ଗ୍ରାମବାସୀଙ୍କ…

ଚକ୍‌ଖଡ଼ିରେ କ୍ଷୁଦ୍ର ରଥ

ଫୁଲବାଣୀ ଅଫିସ୍‌, ୮ା୧୧: କନ୍ଧମାଳ ଜିଲାର ଏନ୍‌. ପ୍ରତ୍ୟୁଷ କୁମାର ଚୌଧୁରୀଙ୍କ ଦ୍ୱାରା ଚକ୍‌ ଖଡ଼ିରେ ଖୋଦିତ ଜଗନ୍ନାଥଙ୍କ କ୍ଷୁଦ୍ରାକୃତି ରଥ ଏସିଆ ବୁକ୍‌ ଅଫ ରେକର୍ଡସ ଓ ଇଣ୍ଡିଆ ବୁକ୍‌ ଅଫ ରେକର୍ଡରେ ସ୍ଥାନ ପାଇଛି। ଫୁଲବାଣୀ ସହର ନଦୀଖଣ୍ଡି…

ଭାରତ ଟୁର୍ନାମେଣ୍ଟରୁ ବାଦ୍‌ ପଡିବା ପରେ ସେହ୍ବାଗ ଛାଡିଲେ ଏମିତି ଫଟୋ, ହସି ହସି ଗଡିଲେ ୟୁଜର୍ସ

ନୂଆଦିଲ୍ଲୀ,୮।୧୧: ଭାରତୀୟ କ୍ରିକେଟ ଦଳ ଆଇସିସି ଟି -୨୦ ବିଶ୍ୱକପରୁ ବାଦ ପଡିଛି। ରବିବାର ଆଫଗାନିସ୍ତାନ ବିପକ୍ଷରେ ନ୍ୟୁଜିଲାଣ୍ଡର ବିଜୟ ସହ ସେମିଫାଇନାଲରେ ପ୍ରବେଶ କରିବାରେ ଭାରତର ଆଶା ଶେଷ ହୋଇଛି। ନ୍ୟୁଜିଲାଣ୍ଡର ପରାଜୟ ଭାରତର ସେମିଫାଇନାଲ ଆଶାକୁ ବଞ୍ଚାଇ ରଖିଥାନ୍ତା…

ରାତ୍ରି ଜଗୁଆଳିଙ୍କ ଭରସାରେ ପକ୍ଷୀ ସୁରକ୍ଷା

ଖୋର୍ଦ୍ଧା ଅଫିସ, ୮ା୧୧: ମରାଳ ମାଳିନୀ ନୀଳାମ୍ବୁ ଚିଲିକାରେ ବିଦେଶାଗତ ପକ୍ଷୀଙ୍କ ଭିଡ଼ ଜମିଲାଣି। ପ୍ରଥମ ପର୍ଯ୍ୟାୟରେ ଚିଲିକାକୁ ୬୦ରୁ ଊର୍ଦ୍ଧ୍ୱ ପ୍ରଜାତିର ପ୍ରାୟ ୨୨ହଜାର ବିଦେଶାଗତ ପକ୍ଷୀଙ୍କ ଆଗମନ ହୋଇଥିବା ଚିଲିକା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ସୂଚନା ମିଳିଛି। ଟାଙ୍ଗୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri