Home Left

ଜନ୍ମଦିନର ଶୁଭେଚ୍ଛା ଜଣାଇବା ପାଇଁ ଆଡଭାନୀଙ୍କ ଘରେ ପହଞ୍ଚିଲେ ମୋଦି

ନୂଆଦିଲ୍ଲୀ,୮।୧୧: ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଆଜି ୮୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ପରେ ସେ ଅଭିନନ୍ଦନ ଜଣାଇବା ପାଇଁ ଆଡଭାନୀଙ୍କ ଘରେ ପହଞ୍ଚିଥିଲେ।…

ଟି-୨୦ ବିଶ୍ୱକପ୍‌ରେ ଭାରତ ଫେଲ୍‌ ମାରିବାର ୫ଟି ପ୍ରମୁଖ କାରଣ

ଦୁବାଇ,୭।୧୧: ଟି -୨୦ ବିଶ୍ୱକପରେ ଟିମ ଇଣ୍ଡିଆର ପ୍ରଦର୍ଶନ ଅତ୍ୟନ୍ତ ଖରାପ ଥିଲା। ଭାରତ ସେମିଫାଇନାଲ ଦୌଡ଼ରୁ ମଧ୍ୟ ବାଦ୍‌ ପଡିଛି। ପ୍ରାରମ୍ଭରେ ଲଗାତାର ଦୁଇଟି ମ୍ୟାଚ ହାରିଯିବା ପରେ ତାଙ୍କର ଆଶା ଧୂଳୀସାତ୍‌ ହୋଇଥିଲା। ଟୁର୍ନାମେଣ୍ଟ ଆରମ୍ଭରୁ ଶକ୍ତିଶାଳୀ ପ୍ରତିଦ୍ୱନ୍ଦୀ…

ମହାଭାରତରେ ଅଭିନୟ ଲାଗି ସାଇନ୍‌ କରି ସୁଦ୍ଧା କାହିଁକି ମନା କରିଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରୁ ଜୁହି ଚାଓ୍ବଲା ଅନ୍ୟତମ। ସେ ବଲିଉଡ୍‌କୁ ଅନେକ ହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ତେବେ ୧୯୮୮ରେ ବି.ଆର ଚୋପ୍ରାଙ୍କ ମହାଭାରତରେ ଅଭିନୟ କରିବାକୁ ସେ ଏଗ୍ରିମେଣ୍ଟ ସାଇନ୍‌ କରିଥିଲେ । ମାତ୍ର ପରେ ୁ ଏହା ନ…

ଭିତ୍ତିପ୍ରସ୍ତରରେ ଅଟକିଛି କେରଡ଼ାଗଡ଼-ଏକମାଣିଆ ସେତୁ

ଆଳି, ୮ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକର ଉପାନ୍ତରେ ଏକମାଣିଆ ପଞ୍ଚାୟତ ରହିଛି। ଏହାର ଚତୁଃପାର୍ଶ୍ୱକୁ ଖରସ୍ରୋତା ଓ ବ୍ରାହ୍ମଣୀ ନଦୀ ଘେରି ରହିଛି। ଫଳରେ ସେମାନେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଅବହେଳିତ ଅବସ୍ଥାରେ ଜୀବନ ବିତାଉଛନ୍ତି। ଅଞ୍ଚଳବାସୀ ସେତୁ…

ବାଦୁଡ଼ିଙ୍କ କୋଳାହଳର ଗାଁ ସହରପୁର

ଡେରାବିଶ,୮ା୧୧(ସ୍ବ.ପ୍ର.)ବାଦୁଡ଼ିର ଖରାପ ଗନ୍ଧ ପାଇଁ ସମାଜରେ କେତେଜଣ ବ୍ୟକ୍ତି ଘୃଣା କରିଥାନ୍ତି। ସାଧାରଣତଃ ଅନେକ ଚଳଚ୍ଚିତ୍ରରେ ବାଦୁଡ଼ିକୁ ଏକ ଭୟଭୀତ ପକ୍ଷୀ ଭାବେ ଚିତ୍ରିତ କରାଯାଇଥାଏ। ଏଥିସହ ମୂଷା ବାଦୁଡ଼ିଙ୍କର ପ୍ରଧାନ ଖାଦ୍ୟ ହୋଇଥିବାରୁ ସମାଜରେ ବି ରୋଗ ସଂକ୍ରମଣ କରିଥାନ୍ତି…

ଭିତରକନିକା ଜୀବଜନ୍ତୁ ପ୍ରତି ବଢୁଛି ବିପଦ

କେନ୍ଦ୍ରାପଡ଼ା ଅଫିସ, ୮।୧୧: ମହିଳା ଓ ଶିଶୁ ବିକାଶ ବିଭାଗର ରାଜ୍ୟ ଏବଂ କେନ୍ଦ୍ରାପଡ଼ା ଜିଲାର ଏକ ଟିମ୍‌ ଗତ ବୁଧବାର ଡାଙ୍ଗମାଳକୁ ଯାଇଥିଲେ। ସେଠାରେ ଏହି ଟିମ୍‌ର ୧୪ ଜଣ ନିକଟସ୍ଥ ଅରଣ୍ୟ ନିବାସରେ ମଧ୍ୟାହ୍ନଭୋଜନ କରିଥିଲେ। ତେବେ ଭୋଜନରେ…

ରାଜ୍ୟ ବାହାରେ ବିକ୍ରି ହେଉଥିଲା ଚୋରାଗାଡ଼ି

ଯାଜପୁର ଟାଉନ,୮।୧୧(ଡି.ଏନ.ଏ.): ଯାଜପୁର ସହରସ୍ଥ ଶିତଳେଶ୍ୱର ଅଞ୍ଚଳର ରାଧା କବାଡ଼ିଆ ଦୋକାନରେ ଚୋରା ଗାଡ଼ି କଟାଯାଇ ରାଜ୍ୟ ବାହାରେ ବିକ୍ରି କରାଯାଉଥିଲା। ଏକଥା ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି। ଯାଜପୁର, କଟକ, ଭଦ୍ରକ ଓ କେନ୍ଦ୍ରାପଡ଼ା ଅଞ୍ଚଳରୁ ଚୋରି ହୋଇଥିବା…

୬ ବର୍ଷର ରେକର୍ଡ ଭାଙ୍ଗିଲେ ଏହି କ୍ରିକେଟର୍‌

ଦୁବାଇ,୭।୧୧: ପାକିସ୍ତାନ କ୍ରିକେଟ ଦଳର ତାରକା ଓପନର୍‌ ତଥା ଉଇକେଟ କିପର ମହମ୍ମଦ ରିଜୱାନ ଏକ ବଡ଼ ରେକର୍ଡ କରିଛନ୍ତି। ସେ ସ୍କଟଲ୍ୟାଣ୍ଡ ବିପକ୍ଷରେ ଏକ ବଡ଼ ଇନିଂସ ଖେଳି ନ ପାରି ୧୯ ବଲରେ ୧୫ ରନରେ ଆଉଟ୍‌ ହୋଇଥିଲେ।…

ଓଡ଼ିଶା-ଆନ୍ଧ୍ର ସୀମା ବିବାଦ ସମାଧାନର ବାର୍ତ୍ତା ନେଇ ଅମରାବତିରେ ମୁକ୍ତିକାନ୍ତ

ଭୁବନେଶ୍ୱର, ୮।୧୧(ବ୍ୟୁରୋ): ଓଡ଼ିଶା-ଆନ୍ଧ୍ର ପ୍ରଦେଶ ସୀମା ବିବାଦର ସମାଧାନ ଦାବିରେ ଗତ ଗାନ୍ଧୀ ଜୟନ୍ତୀରୁ ଭୁବନେଶ୍ବରରୁ ପଦଯାତ୍ରାରେ ବାହାରିଥିବା ରାଉରକେଲାର ମୁକ୍ତିକାନ୍ତ ବିଶ୍ୱାଳ ରବିବାର ଅପରାହ୍ନରେ ଆନ୍ଧ୍ରପ୍ରଦେଶର ରାଜଧାନୀ ଅମରାବତୀରେ ପହଞ୍ଚତ୍ଛନ୍ତି। ଦୀର୍ଘ ୩୬ ଦିନ ମଧ୍ୟରେ ସେ ପ୍ରାୟ ୮ଶହ…

ଆମେରିକାରେ ପ୍ରଦର୍ଶିତ ହେଲା ଓଡ଼ିଶାର ବାନ୍ଧକଳା

ଭୁବନେଶ୍ୱର, ୮ା୧୧(ବ୍ୟୁରୋ): ଆମେରିକାର ଓ୍ବାଶିଂଟନସ୍ଥିତ କେନେଡି ସେଣ୍ଟରରେ ପ୍ରଦର୍ଶିତ ହୋଇଛି ଓଡ଼ିଶାର ବାନ୍ଧକଳା। ଓଡ଼ିଶାର ହସ୍ତକଳାକୁ ନ୍ୟାଶନାଲ ଅପେରା ମଞ୍ଚ ମାଧ୍ୟମରେ ବିଶ୍ୱ ଦରବାରରେ ପହଞ୍ଚାଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଫ୍ୟାଶନ ଡିଜାଇନର ବିଭୁ ମହାପାତ୍ର। ୨ ବର୍ଷ…

ଲୋକଙ୍କ ପାଖକୁ ଯାଅ

ନୂଆଦିଲ୍ଲୀ,୮।୧୧: ଭାଜପା ସଦସ୍ୟମାନେ ସାଧାରଣ ଜନତାଙ୍କ ପାଖକୁ ଯାଆନ୍ତୁ। ସେମାନେ ଦଳ ଓ ଲୋକଙ୍କ ମଧ୍ୟରେ ବିଶ୍ୱାସର ସେତୁବନ୍ଧ ସାଜନ୍ତୁ ବୋଲି ରବିବାର ନୂଆଦିଲ୍ଲୀରେ ଅନୁଷ୍ଠିତ ଭାଜପା ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରାମର୍ଶ ଦେଇଛନ୍ତି। ଏଥିସହ ଆଗାମୀ…

ଚେନ୍ନାଇରେ ଘରେ ପଶିଲା ପାଣି

ଚେନ୍ନାଇ, ୮।୧୧ : ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ତାମିଲନାଡୁ ଉତ୍ତର ଉପକୂଳ ଅଞ୍ଚଳରେ ଶନିବାର ରାତିରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ବହୁ ଅଞ୍ଚଳ ଜଳମଗ୍ନ ହେବା ସହ ଲୋକଙ୍କ ଘରେ ବର୍ଷାପାଣି ପଶିଯାଇଛି। ଲଗାଣ ବର୍ଷା ଯୋଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri