Home Left

ମୋଦି-ମମତାଙ୍କୁ ଚିଠି ଲେଖି ଚର୍ଚ୍ଚାରେ ଏହି ଅଭିନେତା

କୋଲକାତା,୭।୧୦: ଜଣାଶୁଣା ବଙ୍ଗଳା ଅଭିନେତା ପ୍ରସନ୍ନଜିତ୍‌ ଚାଟାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଚିଠି ଲେଖି ଚର୍ଚ୍ଚାରେ ଅଛନ୍ତି। ସେହି ଚିଠିରେ ଉଲ୍ଲେଖ ଅଛି ଯେ, ସେ ନଭେମ୍ବର ୩ ତାରିଖରେ ସ୍ବିଗିରେ ଖାଦ୍ୟ ଅର୍ଡର…

୫୫ରୁ ଅଧିକ ଆଇଏସ୍‌ ଆତଙ୍କବାଦୀଙ୍କ ଆତ୍ମସମର୍ପଣ…

କାବୁଲ,୭।୧୧: ଆଫଗାନିସ୍ତାନରେ ତାଲିବାନ କ୍ଷମତାକୁ ଫେରିବା ପରେ ପ୍ରଥମେ ପଞ୍ଜଶୀର ଏବଂ ବର୍ତ୍ତମାନ ଇସଲାମିକ ଷ୍ଟେଟ (ଆଇଏସ୍‌) ଆତଙ୍କବାଦୀତାଙ୍କ ଯୋଗୁ ସମସ୍ୟାରେ ବଡ଼ିଛି। ତେବେ ତାଲିବାନ ଆଇଏସ୍‌ ଆତଙ୍କବାଦୀଙ୍କ ବିରୋଧରେ ଦୃଢ଼କ୍ଷେପ ନେବାରେ ଲାଗିଛି। ତାଲିବାନ ୫୫ରୁ ଅଧିକ ଆଇଏସ୍‌ ଆତଙ୍କବାଦୀଙ୍କୁ…

ସିବିକେ ମହାନ୍ତି କିମ୍ସ ଉପକୁଳପତି

ଭୁବନେଶ୍ୱର,୭।୧୧(ବ୍ୟୁରୋ): ବିଶିଷ୍ଟ ଭେଷଜ ବିଶେଷଜ୍ଞ ତଥା ଓଡ଼ିଶା ମେଡିକାଲ୍‌ ଏଜୁକେଶନ ଆଣ୍ଡ୍‌ ଟ୍ରେନିଂର ପୂର୍ବତନ ନିର୍ଦ୍ଦେଶକ ଡା. ସିବିକେ ମହାନ୍ତି କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ (କିମ୍ସ)ର ଉପକୁଳପତି ଭାବେ ଯୋଗଦେଇଛନ୍ତି। ଓଡ଼ିଶାର ଜଣେ ଜଣାଶୁଣା ଚିକିତ୍ସକ ଓ ପ୍ରଶାସକ…

ଭୟାବହ ଅଗ୍ନିକାଣ୍ଡ:୨ ମୃତ

ମୁମ୍ବାଇ,୭।୧୧: ମୁମ୍ବାଇର କାନ୍ଦିବାଲି ଅଞ୍ଚଳରେ ଶନିବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ମଥୁରାଦାସ ରୋଡରେ ଥିବା ହଂସା ହେରିଟେଜ ନାମକ ଏକ ୧୫ ମହଲା କୋଠାର ୧୪ ମହଲାରେ ଏହି ଘଟଣା ଘଟିଛି। ତେବେ ନିଆଁରେ ପୋଡି ହୋଇ ଦୁଇ…

ଡବା କ୍ଷୀର ପାଇଁ ବ୍ୟଗ୍ରତା ଛାଡ଼ିବାକୁ ହେବ

ସବୁ ଅଭିଭାବକ ଚାହାନ୍ତି କିପରି ପିଲାଟି ସୁସ୍ଥ ହୋଇ ଜନ୍ମ ହେବ ଏବଂ ପରେ ତା’ର ସ୍ବାସ୍ଥ୍ୟ ଭଲ ରହିବ। ଏ ସମ୍ପର୍କରେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲର ଶିଶୁରୋଗ ବିଶେଷଜ୍ଞ ଡା. ସୁରେନ୍ଦ୍ର ନାଥ ମିଶ୍ରଙ୍କ ସହିତ ‘ଧରିତ୍ରୀ’ର ଅସମାପିକା ସାହୁଙ୍କ…

ବନ୍ଦ ପରେ ଟ୍ୟାପ୍‌ରୁ ଟପ୍‌ ଟପ୍‌ ହୋଇ ପଡ଼ୁଛି କି ପାଣି …..

ବାସ୍ତୁଶାସ୍ତ୍ର ଅନୁଯାୟୀ, ଯଦି ରୋଷେଇ ଘର, ବାଥ୍‌ରୁମ କିମ୍ବା ଘରର ଅନ୍ୟ କୌଣସି ସ୍ଥାନରେ ଲଗାଯାଇଥିବା ଟ୍ୟାପକୁ ବନ୍ଦ କରାଯିବା ପରେ ମଧ୍ୟ ଟପ୍‌ଟପ୍‌ ହୋଇ ପାଣି ପଡ଼ିଥାଏ, ତେବେ ଏହା ଅଶୁଭ ବୋଲି ବିବେଚନା କରାଯାଏ। ଏହା ଘରେ ନକାରାତ୍ମକ…

ଯୁବବର୍ଗ ଜିଲା ଛାଡ଼ିବାକୁ ପ୍ରସ୍ତୁତ

କେନ୍ଦ୍ରାପଡ଼ା ଅଫିସ,୭ା୧୧: ପାଟିରୁ ରକ୍ତ ବାହାରିଲେ ମଧ୍ୟ ଓଟ କଣ୍ଟାପତ୍ର ଖାଇବାକୁ ବାଧ୍ୟ। ସେ ଜାଣିଛି, କଣ୍ଟାପତ୍ର ନ ଖାଇଲେ ଜୀବନ ଧାରଣ ଅସମ୍ଭବ। ଠିକ୍‌ ସେହି ଓଟଙ୍କ ଜୀବନ ପରି କେନ୍ଦ୍ରାପଡ଼ା ଜିଲାର ଯୁବବର୍ଗ ଦୁଃଖ କଷ୍ଟ ଭୋଗୁଛନ୍ତି। କୃଷିଭିତ୍ତିକ…

ମଦମୁକ୍ତ ହେଉ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ଆସନ୍ତା ୨୦୨୨ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନକୁ ଶୃଙ୍ଖଳିତ ଓ ତ୍ରୁଟିଶୂନ୍ୟ କରିବା ପାଇଁ ଶନିବାର ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଚଳିତ ପଞ୍ଚାୟତ ନିର୍ବାଚନକୁ…

ରାଜ୍ୟ ସରକାର ଆଣିବେ ‘ଗୁଣ୍ଡା’ ଆଇନ

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ଦୁର୍ଦ୍ଦାନ୍ତ ଅପରାଧୀ ସାବାଡ଼ ହେବେ। ସଂଗଠିତ ଅପରାଧ କଲେ କଡ଼ା ଶାସ୍ତି ମିଳିବ। ଗୁଜରାଟ, ଉତ୍ତର ପ୍ରଦେଶ ଓ ମହାରାଷ୍ଟ୍ର ଭଳି ଓଡ଼ିଶା ସରକାର ଖୁବ୍‌ଶୀଘ୍ର ନୂଆ ଗୁଣ୍ଡା ନିରୋଧୀ ଆଇନ ଆଣିବାକୁ ଯାଉଛନ୍ତି। ଏ ନେଇ ରାଜ୍ୟ ଗୃହ…

ଏମିତି ବ୍ୟକ୍ତି ଯିଏ ପ୍ରତିଦିନ ପିନ୍ଧନ୍ତି ନୂଆ ଡ୍ରେସ୍‌, କାରଣ ଜାଣିଲେ…

ଦୁନିଆରେ ବିଭିନ୍ନ ପ୍ରକାରର ଲୋକ ଅଛନ୍ତି। କେହି କେହି ଅଧିକ ଟଙ୍କା ରୋଜଗାର କରିବାକୁ ଚାହୁଁଥିବାବେଳେ ଆଉ କେହି ବିଳାସପୂର୍ଣ୍ଣ କାର୍‌କୁ ଭଲ ପାଆନ୍ତି। ଅନେକ ଲୋକ ଭଳିକି ଭଳି ଡ୍ରେସ୍‌ ପିନ୍ଧିବାକୁ ବି ଭଲ ପାଆନ୍ତି। ଏହି ବ୍ୟକ୍ତି ଜଣକ…

୩ ରିମୋଟ୍‌ ସେନ୍ସିଂ ଉପଗ୍ରହ ପଠାଇଲା ଚାଇନା

ବେଜିଂ, ୭ା୧୧: ୟାଓଗାନ୍‌-୩୫ ଶ୍ରେଣୀର ୩ ରିମୋଟ୍‌ ସେନ୍ସିଂ ଉପଗ୍ରହକୁ ଚାଇନା ଶନିବାର ମହାକାଶକୁ ପ୍ରେରଣ କରିଛି। ଲଙ୍ଗ୍‌ ମାର୍ଚ୍ଚ-୨ଡି କ୍ୟାରିୟର ରକେଟ୍‌ ଯୋଗେ ଏହି ୩ ସାଟେଲାଇଟ୍‌କୁ ପୃଥିବୀ କକ୍ଷପଥରେ ସଫଳତାର ସହ ସ୍ଥାପନ କରାଯାଇଥିବା ବେଜିଂ ପକ୍ଷରୁ କୁହାଯାଇଛି।…

ହାରିବାନି, ହରାଇବା

କ୍ୟାନ୍‌ସର ନାଁ ଶୁଣିଲେ ଲୋକଙ୍କ ମନରେ ଭୟ ସୃଷ୍ଟି ହୁଏ। ତେବେ ଏଭଳି ଶାରୀରିକ ସମସ୍ୟାରେ ସାହସ ଜରୁରୀ। କ୍ୟାନ୍‌ସର ଭୟରେ ପରାଜିତ ମନୋଭାବ ନ ରଖି ଏହାକୁ ହରାଇବା ଲାଗି ଯୋଜନା ପ୍ରସ୍ତୁତ କରିବା ଆବଶ୍ୟକ। ଏହାଦ୍ୱାରା ପରବର୍ତ୍ତୀ ଜୀବନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri