ପଞ୍ଚାୟତ ନିର୍ବାଚନ ଲାଗି ଆଜି ବସିବ ସର୍ବଦଳୀୟ ବୈଠକ
ଭୁବନେଶ୍ବର,୬।୧୧(ବ୍ୟୁରୋ): ରାଜ୍ୟ ନିର୍ବାଚନ ଆୟୋଗଙ୍କ ସର୍ବଦଳୀୟ ବୈଠକ ଶନିବାର ଦିନ ୧୧ ଟାରେ ବସିବ। ପଞ୍ଚାୟତ ନିର୍ବାଚନ ନେଇ ପ୍ରସ୍ତୁତି ଜୋରଦାର ଆରମ୍ଭ କରିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ଏହି ବୈଠକ ନିର୍ବାଚନ ଆୟୋଗଙ୍କ ସଭାଗୃହରେ ଅନୁଷ୍ଠିତ ହେବ। ବୈଠକରେ ଯୋଗ…
ଆଜି ୧୨ ଘଣ୍ଟିଆ ଗଜପତି ବନ୍ଦ
ପାରଳାଖେମୁଣ୍ଡି,୬।୧୧(ଡି.ଏନ୍.ଏ.): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା ଏବେ ସବୁଆଡେ ଚର୍ଚ୍ଚା ଜୋର ଧରିଛି। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଓ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ମଧ୍ୟ ତେଜିବାରେ ଲାଗିଛି। ପ୍ରତିବାଦରେ ଶନିବାର ଭାଜପା ପକ୍ଷରୁ ଗଜପତି ଜିଲାରେ…
ଶୁଟିଂ ସମୟରେ ଆହତ ହୋଇଥିଲେ ବିଗ୍ ବି, ଆଉ ତା ପରେ
ଫିଲ୍ମ ଶୁଟିଂରେ ଷ୍ଟଣ୍ଟ ସମୟରେ ଅଭିନେତାମାନଙ୍କୁ ସମ୍ପୂର୍ଣ୍ଣ ସୁରକ୍ଷିତ ରଖିବା ପାଇଁ ବ୍ୟବସ୍ଥା କରାଯାଇଥାଏ। ମାତ୍ର ଅନେକ ସମୟରେ ତାରକାମାନେ ଗୁରୁତର ହୋଇଥାନ୍ତି। ଏହାର ଅନେକ ଦୃଷ୍ଟାନ୍ତ ରହିଛି। ଅନେକ ଥର ଫିଲ୍ମର ଶୁଟିଂ ସମୟରେ ଏପରି ଦୁର୍ଘଟଣା ଘଟିଛି ଯେ,…
ସୌନ୍ଦର୍ଯ୍ୟ ବଢ଼ାଇବାକୁ ଚାହୁଁଥିଲେ…
ଅଦା ସ୍ବାସ୍ଥ୍ୟ ଲାଗି ଲାଭ ଦାୟକ ହୋଇଥାଏ। ଏହାର ଅନେକ ପ୍ରକାର ଚମତ୍କାର ଗୁଣ ସମ୍ପର୍କରେ ଆପଣ ଆଗରୁ ଜାଣିଥିବେ ବା ନିଜେ ମଧ୍ୟ ଅନୁଭବ କରିଥିବେ। ମାତ୍ର କ’ଣ ଆପଣ ଜାଣନ୍ତି ଏହାର ବ୍ୟବହାର ସୁନ୍ଦରତା ବଢ଼ାଇଥା। ଅଦାରେ ଆଣ୍ଟି…
ଘର ନାହିଁ: ବିଦ୍ୟାଳୟରେ ରହୁଛନ୍ତି
ଡେରାବିଶ, ୬।୧୧(ସ୍ବ.ପ୍ର.): କଚ୍ଚାଘର ଥିବା ପରିବାରକୁ ବାସଗୃହ ଯୋଜନାରେ ସାମିଲ କରିବାକୁ ରାଜ୍ୟ ଓ କେନ୍ଦ୍ର ସରକାର ବହୁ ଯୋଜନା କରିଛନ୍ତି। ଅର୍ଥାଭାବରୁ ନିଜର ଘର ଖଣ୍ଡିଏ କରି ନ ପାରି ନିଜର ପରିବାରକୁ ଧରି ବିଦ୍ୟାଳୟ ଗୃହରେ ମୁଣ୍ଡ ଗୁଞ୍ଜିଛନ୍ତି…
୫ ବର୍ଷର ରେକର୍ଡ ଭାଙ୍ଗିଲା ରାଜଧାନୀର ପ୍ରଦୂଷଣ
ନୂଆଦିଲ୍ଲୀ,୬ ।୧୧: ଦୀପାବଳିରେ ନିୟମ ନ ମାନି ବାଣ ଫୁଟାଇବା ପରେ ଏବେ ଦିଲ୍ଲୀ ଓ ଦିଲ୍ଲୀ ଏନ୍ସିଆର୍ର ବାୟୁ ପ୍ରଦୂଷିତ ହୋଇଯାଇଛି । ଯାହା ୫ ବର୍ଷର ରେକର୍ଡ ଭାଙ୍ଗିଛି । ଏବେ ରାଜଧାନୀରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ସବୁ…
ବେଆଇନ ଚିଙ୍ଗୁଡ଼ିଘେରି ଉଚ୍ଛେଦ
କୁଜଙ୍ଗ, ୬।୧୧(ଡି.ଏନ୍.ଏ): କୁଜଙ୍ଗ ବନ ବିଭାଗ ପକ୍ଷରୁ ଶୁକ୍ରବାର ନୂଆଗାଁ ସେକ୍ସନ ଅଧୀନ ବରକୁଦାସ୍ଥିତ ଜଙ୍ଗଲ ଜମିରୁ ବେଆଇନ ଚିଙ୍ଗୁଡି ଘେରିଗୁଡ଼ିକୁ ଉଚ୍ଛେଦ କରାଯାଇଛି। ଏହି ଜଙ୍ଗଲଜମିକୁ କିଛି ଲୋକ ଜବର ଦଖଲ କରି ଦୀର୍ଘ ବର୍ଷ ହେବ ଚିଙ୍ଗୁଡି ଘେରି…
ନୂଆ ଲୁକ୍ରେ ଉର୍ବଶୀ
ମୁମ୍ବାଇ: ମଡେଲିଂରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରୌତେଲା ସବୁବେଳେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରୁହନ୍ତି। ତାଙ୍କର ଅଭିନୟ ମାଧ୍ୟମରେ ସେ ସମସ୍ତଙ୍କ ପାଖରେ ପ୍ରିୟ ହୋଇ ପାରିଛନ୍ତି। କେବଳ ଏତିକି ନୁହେଁ…
ବିରି ଫସଲରେ କାଳିମୁଣ୍ଡି ପୋକ, ଚିନ୍ତାରେ ଚାଷୀ
ପଟ୍ଟାମୁଣ୍ଡାଇ,୬।୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳର ବିରି ଅମାର କୁହାଯାଉଥିବା ଧୋୟାଞ୍ଚଳର ସିଂହଗାଁ, ପେଣ୍ଠପାଳ, ତରଡିପାଳ, ଅଳପୁଆ, ବଲୁରିଆ, ଅଣ୍ଢରା, ଅମୃତମଣୋହି ପଞ୍ଚାୟତରେ ବ୍ୟାପକ ଭାବେ ଚାଷ ହୋଇଛି। ହେଲେ ବିରି ଫସଲରେ କାଳିମୁଣ୍ଡି ପୋକ ପ୍ରାଦୃଭାବ ଦେଖିବାକୁ ମିଳିଛି। କାଳିମୁଣ୍ଡି ପୋକ ଦେଖି…
ମା’ ଗଳିକି ଚାହୁଁଥିଲା ବୋଲି ଡେଇଁପଡ଼ି ଏମିତି କଲା ଛୁଆ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ପୁରୀ ନାମ ଶ୍ରୀଜଗନ୍ନାଥ ଧାମ ପୁରୀ ହେଉ
ପୁରୀ ଅଫିସ, ୬।୧୧: ମହାପ୍ରଭୁ ଶ୍ରୀଜଗନ୍ନାଥ ହିଁ କୋଟି କୋଟି ମଣିଷଙ୍କ ଦେବତା। ତାଙ୍କ ବିନା ପୁରୀ, ଓଡ଼ିଶା କିମ୍ବା ଭାରତର ପରିଚୟ ନାହିଁ। ତେଣୁ ପୁରୀର ନାମ ଜଗନ୍ନାଥ ପୁରୀ ନାମରେ ନାମିତ କରାଯିବାକୁ ଦାବି କରି ସାଧୁସନ୍ଥ, ବୁଦ୍ଧିଜୀବୀ…
ଡ୍ରୋନ୍ ସାହାଯ୍ୟରେ ହେଉ ବାସସ୍ଥଳ ନିରୀକ୍ଷଣ
କେନ୍ଦ୍ରାପଡ଼ା ଅଫିସ, ୬।୧୧: ବିରଳ ଅଲିଭ ରିଡ୍ଲେର ଜୀବନ ଏବେ ବି ରହସ୍ୟାବୃତ। ଜୀବନ ପ୍ରଣାଳୀକୁ ନେଇ ଗବେଷଣା ଚାଲିଛି। କୁହାଯାଏ, ହଜାର ଶାବକରୁ ମାତ୍ର ଗୋଟିଏ ଅଲିଭ ରିଡ୍ଲେ ପୂର୍ଣ୍ଣ ବୟସ୍କ ବଞ୍ଚତ୍ଥାନ୍ତି। ସଂଖ୍ୟା ଅତିମାତ୍ରାରେ କମ୍ ଥିବାରୁ ଇଣ୍ଟରନ୍ୟାଶନାଲ…
Archives


