Home Left

ପୁରୀ ଧାମ, ମଠ ସଂସ୍କୃତିର ବିକାଶ କରାଯିବ: ଧର୍ମେନ୍ଦ୍ର

ପୁରୀ ଅଫିସ, ୬।୧୧: କେଦାରନାଥ ପୀଠରେ ଶୁକ୍ରବାର ଆଦିଶଙ୍କରାଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ ଅବସରରେ ପୁରୀରେ ମହୋଦଧି ପୂଜନ ଓ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥଠାରେ ଆୟୋଜିତ ଉତ୍ସବରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଥିବାବେଳେ ପୁରୀରେ…

ଆଜି ଶଙ୍ଖ ଧରିବେ ପ୍ରଦୀପ

ନବରଙ୍ଗପୁର,୬।୧୧(ବି.ପ୍ର.): ପୂର୍ବତନ ନବରଙ୍ଗପୁର ଏମ୍‌ପି ପ୍ରଦୀପ ମାଝି ଶନିବାର ବିଜେଡିରେ ବିଦ୍ଧିବଦ୍ଧଭାବେ ଯୋଗଦେବେ। ସ୍ଥାନୀୟ ସର୍କିଟ ହାଉସ ନିକଟସ୍ଥ ପଡ଼ିଆ ଠାରେ ପୂର୍ବାହ୍ନ ୧୧ଟାରେ ଆୟୋଜିତ ସମାବେଶରେ ପ୍ରଦୀପ ଶଙ୍ଖ ଧରିବେ। ଉକ୍ତ ସମାବେଶରେ ଏକ ବଡ଼ଧରଣର ମିଶ୍ରଣ କାର୍ଯ୍ୟକ୍ରମ ମଧ୍ୟ…

ବନ୍ଦ ହେବ କେଦାରନାଥଙ୍କ ଦର୍ଶନ

ଡେରାଡୁନ,୬ ।୧୧: ଉତ୍ତରାଖଣ୍ଡର ୪ ଧାମ ମଧ୍ୟରୁ କେଦାରନାଥ ଓ ଯମୁନୋତ୍ରୀ ଧାମକୁ ଭକ୍ତଙ୍କ ଦର୍ଶନ ପାଇଁ ବନ୍ଦ କରି ଦିଆଯିବ । ଶୀତଦିନ ପାଇଁ ଶନିବାରଠାରୁ ଏହି ଦୁଇ ଧାମର କାଟ ବନ୍ଦ କରିଦିଆଯିବ ବୋଲି ସୂଚନା ମିଳିଛି ।…

ଭାଜପାରେ ମିଶିଲେ ଦିଲୀପ, ଉତ୍ତମ

ଭୁବନେଶ୍ୱର,୬।୧୧(ବ୍ୟୁରୋ):ନିମାପଡ଼ା ନିର୍ବାଚନମଣ୍ଡଳୀରୁ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଦିଲୀପ ନାୟକ ଏବଂ ଦିଗପହଣ୍ଡି ନିର୍ବାଚନମଣ୍ଡଳୀର ବରିଷ୍ଠ ନେତା ଉତ୍ତମ ପାଣିଗ୍ରାହୀ ଆନୁଷ୍ଠାନିକ ଭାବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ମିଶ୍ରଣ ପର୍ବରେ…

୧୦ ଦିନ ପାଇଁ ବିଜେଡି ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ୍‌ର ଅହେତୁକ ଦରବୃଦ୍ଧି ବିରୋଧରେ ବିଜେଡି ଆରମ୍ଭ କରିଥିବା ଆନ୍ଦୋଳନକୁ ୧୦ଦିନ ପାଇଁ ସ୍ଥଗିତ ରଖିଛି। ତୈଳ ଦରରେ ସାମାନ୍ୟ ହ୍ରାସ ପରେ ଦଳ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏହି ସମୟ…

‘ପଞ୍ଚାୟତିରାଜ୍‌ ନୁହେଁ, ଅଫିସର ରାଜ୍‌’

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ବିଜେଡି ଶାସିତ ସରକାର ଏକ ପ୍ରକାର କ୍ଷମତାହୀନ ଓ ସ୍ଥାଣୁ କରିଦେଇଛି। ୧୯୯୨ ମସିହାରେ ୭୩ତମ ଓ ୭୪ତମ ସମ୍ବିଧାନ ସଂଶୋଧନ ମାଧ୍ୟମରେ ଯେଉଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସାମ୍ବିଧାନିକ ସ୍ବୀକୃତି ଦିଆଯାଇଥିଲା, ବର୍ତ୍ତମାନ ଏହା…

ଖସୁଛି ଭୂତଳ ଜଳସ୍ତର ଜଟିଳ ଆଡ଼କୁ ୬ ବ୍ଲକ

ଯାଜପୁର ଅଫିସ,୬।୧୧: ଦିନକୁ ଦିନ ଭୂତଳ ଜଳସ୍ତର ହ୍ରାସ ପାଇବାରେ ଲାଗିଛି । ଗ୍ରୀଷ୍ମ ପ୍ରବାହ ସମୟରେ ପାଣି ପାଇଁ ହାହାକାର ପଡୁଛି। ଏପରି ସ୍ଥିତିରେ ଜଳାଶୟ କିସମ ଜମି ମଧ୍ୟ କମିବାରେ ଲାଗିଛି।। ପୋଖରୀ ପୁନରୁଦ୍ଧାର ଅବା ଖୋଳାଯିବା ପରିବର୍ତ୍ତେ ପୁରାତନ…

ଜଳଭଣ୍ଡାର ୧୪% ଶୁଖିଛି

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଗତ ସପ୍ତାହରେ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି) ଦ୍ୱାରା କରାଯାଇଥିବା ସର୍ଭେ ଅନୁଯାୟୀ ଦେଶର ୧୩୦ ଜଳଭଣ୍ଡାରରେ ଜଳ ଧାରଣ କ୍ଷମତା ୨୫୭.୮୧୨ ବିଲିୟନ କ୍ୟୁବିକ୍‌ ମିଟର (ବିସିଏମ୍‌) ଥିବା ବେଳେ ଗତ ୧୦ ବର୍ଷ ମଧ୍ୟରେ ଏହା ୩୩.୩%…

ଛତିଶଗଡ଼, ଓଡ଼ିଶା ବିରୋଧରେ ଅଭିଯୋଗ

ସମ୍ବଲପୁର,୬।୧୧(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ବିସ୍ଥାପିତଙ୍କ ଥଇଥାନ ଓ ପୁନର୍ବାସ ସମସ୍ୟା ଉପରେ ଏନ୍‌ଏଚ୍‌ଆର୍‌ସିରେ ଦାଖଲ ହୋଇଥିବା ସତ୍ୟପାଠରେ ଭୁଲ ତଥ୍ୟ ରହିଛି। ଓଡ଼ିଶା ଓ ଛତିଶଗଡ଼ ରାଜ୍ୟର ସଚିବମାନେ ଦେଇଥିବା ତଥ୍ୟରେ ସତ୍ୟତା ନାହିଁ। ଏହାକୁ ହୀରାକୁଦ ବୁଡ଼ି ଅଞ୍ଚଳ…

ଭାଙ୍ଗିଲା ୧୦ ବର୍ଷ ତଳର କାରବାର ରେକର୍ଡ

ନୂଆଦିଲ୍ଲୀ,୬।୧୧: ଚଳିତ ବର୍ଷ ଦୀପାବଳିରେ କାରବାର ରେକର୍ଡ ସ୍ତର ଛୁଇଁଛି। ଲୋକମାନଙ୍କର କ୍ରୟ ଉନ୍ନତ ସ୍ଥିତିରେ ରହିବା ଯୋଗୁ ଦେଶ ମଧ୍ୟରେ କାରବାର ୧.୨୫ ଲକ୍ଷ କୋଟି ଟଙ୍କା ରହିଥିବା ସର୍ବଭାରତୀୟ ବ୍ୟବସାୟୀ ମହାସଂଘ(ସିଏଆଇଟି) ପକ୍ଷରୁ ଶୁକ୍ରବାର ସୂଚନା ରହିଛି। କାରବାର…

ପୁରସ୍କାର ନାଁ ‘ଜୟଦେବ ସମ୍ମାନ’ ବଦଳରେ ‘ମୋହନ ସୁନ୍ଦର ଦେବ ଗୋସ୍ବାମୀ’ ରଖାଯାଉ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ସମୟରେ ଜୁରି ଅଧ୍ୟକ୍ଷ ଥିବା ସୁରେନ୍ଦ୍ର ସାହୁ ସରକାରଙ୍କ ନିକଟରେ ୫ଟି ପ୍ରସ୍ତାବ ରଖିଛନ୍ତି। ସେ କହିଛନ୍ତି, ଚଳଚ୍ଚିତ୍ର ଜଗତରେ ଜୀବନବ୍ୟାପୀ ସାଧନା ପାଇଁ ‘ଶ୍ରୀ ଜୟଦେବ ସମ୍ମାନ’ ପ୍ରଦାନ କରାଯାଉଛି। ତେବେ…

ଆଇନର ଯୁଦ୍ଧରେ ହାରିଗଲା ଜେଫ ବୋଜୋସଙ୍କ କମ୍ପାନୀ

ୱାଶିଂଟନ,୬ ।୧୧: ଆମାଜନର ମାଲିକ ଜେଫ ବେଜୋସଙ୍କ ରକେଟ କମ୍ପାନୀ ବ୍ଲୁ ଅରିଜିନ ଆଇନ ଯୁଦ୍ଧରେ ହାରି ଯାଇଛି । ବ୍ଲୁ ଅରିଜିନର ଅଭିଯୋଗ ଥିଲା କି ଆମେରିକା ମହାକାଶ ଏଜେନ୍ସି ନାସା ଏଲନ ମସ୍କଙ୍କ କମ୍ପାନୀ ସ୍ପେଶଏକ୍ସ ଚନ୍ଦ୍ରମା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri