ଘନଶ୍ୟାମ ମହାପାତ୍ରଙ୍କୁ ‘ଶ୍ରୀ ଜୟଦେବ ସମ୍ମାନ’
ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୨୦୧୯ ମସିହା ପାଇଁ ୩୧ତମ ‘ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର’ ଓ ୮ମ ‘ରାଜ୍ୟ ଓଡ଼ିଆ ଟେଲି ଚଳଚ୍ଚିତ୍ର ପୁରସ୍କାର’ ପ୍ରଦାନ କରାଯିବ। ଏନେଇ ଶୁକ୍ରବାର ସଂସ୍କୃତି ଭବନ ପରିସରରେ…
ବାଧୁଛି କିରୋସିନ ଦର
ଶୁଭାଶିଷ ପାଢ଼ୀ ସମ୍ବଲପୁର,୬।୧୧(ବ୍ୟୁରୋ): ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍ ସହ ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ଭାଜପା ନେତୃତ୍ୱାଧୀନ ଏନ୍ଡିଏ ସରକାରଙ୍କୁ ଅଡୁଆରେ ପକାଇଛି। ବିଭିନ୍ନ ରାଜନୈତିକ ଦଳ ଏହା ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ସାଧାରଣ ଖାଉଟିଙ୍କ ମଧ୍ୟରେ ତୀବ୍ର…
ଗିରଫ ହେଲେ ୮ ମାଓବାଦୀ
ମାଲକାନଗିରି,୬ା୧୧(ଡି.ଏନ.ଏ.): ଜଙ୍ଗଲରେ ସର୍ଚ୍ଚ ଅପରେଶନ ଚାଲିଥିବା ସମୟରେ ଶୁକ୍ରବାର ସୁକ୍ମା ପୋଲିସ ହାତରେ ୮ ମାଓବାଦୀ ଧରାପଡିଛନ୍ତି। ଜିଲାର ଚିନ୍ତଲନାର ଥାନା ଅନ୍ତର୍ଗତ ମୋରାପାଲ୍ଲି, ତିମ୍ମାପୁରମ ଓ ଜଜ୍ବାଗଟା ଜଙ୍ଗଲରେ ଡିଆରଜି ଓ ୨୦୧ କୋବ୍ରା ବାଟାଲିୟନ ଯବାନମାନେ ମିଳିତ ଭାବେ…
ଅନ୍ତର୍ଜାତୀୟ ଟି୨୦ରେ ସର୍ବାଧିକ ଉଇକେଟ ନେଇଥିବା ଭାରତୀୟ
ଦୁବାଇ,୬।୧୧: ପେସର ଯଶପ୍ରୀତ ବୁମରା ଶୁକ୍ରବାର ଏକ ବଡ଼ ସଫଳତା ହାସଲ କରିଛନ୍ତି। ସ୍କଟଲାଣ୍ଡ ବିପକ୍ଷରେ ଦୁଇ ଉଇକେଟ ନେଇ ସେ ନିଜ ନାମରେ କରିଛନ୍ତି ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍ରେ ସର୍ବାଧିକ ଉଇକେଟ ନେଇଥିବା ଭାରତୀୟ ବୋଲର ହେବାର ରେକର୍ଡ। ପୂର୍ବରୁ…
ପୋଖରୀରେ ବୁଡ଼ିଗଲେ ୨ ଶିଶୁ
ବୈପାରିଗୁଡ଼ା,୫ା୧୧ (ଡି.ଏନ୍.ଏ.): କୋରାପୁଟ ଜିଲା ବୈପାରିଗୁଡା ଥାନା ଅଧୀନ ରାମଗିରି ଫାଣ୍ଡି ମାଠପଡା ପଞ୍ଚାୟତର ଗଇପଦର ଗ୍ରାମରେ ଶୁକ୍ରବାର ପୋଖରୀରେ ବୁଡ଼ି ୨ ଶିଶୁଙ୍କ ମୃତ୍ୟୁ ଘଟିଛି। ଗ୍ରାମର ଲକ୍ଷ୍ମଣ ଗୋଲରିଙ୍କ ଝିଅ ମଙ୍ଗଳଦେଈ ଗୋଲରି (୬) ଏବଂ କେଶବ ଖିଲଙ୍କ…
ବାଣ ନେଉଥିବା ବେଳେ ଜଳିଗଲେ ବାପ ପୁଅ
ଚେନ୍ନାଇ, ୫।୧୧: ତାମିଲନାଡୁର ଭିଲ୍ଲୁପୁରମ୍ ଜିଲାରେ ଗୁରୁବାର ବାଣ ନେଇଯାଉଥିବା ଏକ ସ୍କୁଟରରେ ବିସ୍ଫୋରଣ ହେବାରୁ ବାପ ପୁଅଙ୍କ ମୃତ୍ୟୁ ଘଟିଛି। ବିସ୍ଫୋରଣର ଦୃଶ୍ୟ ସିସିଟିଭି କ୍ୟାମେରାରେ କଏଦ ହୋଇଛି। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପୋଲିସ ବାରିକେଡ୍…
ଟିମ୍ ଇଣ୍ଡିଆର ଭବିଷ୍ୟତ ଏବେ ସମୀକରଣ ହାତରେ
ନୂଆଦିଲ୍ଲୀ,୫।୧୧: ଚଳିତ ଟି୨୦ ବିଶ୍ୱକପ୍ରେ ଶୁକ୍ରବାର ସ୍କଟଲାଣ୍ଡକୁ ୬.୩ ଓଭରରେ ହରାଇ ଦେଇଛି ଭାରତ। ବିରାଟ ବିଜୟ ସହ ଟିମ୍ ଇଣ୍ଡିଆର ସେମିଫାଇନାଲ ଆଶା ଉଜ୍ଜୀବିତ ରହିଛି। ଏବେ ୪ ମ୍ୟାଚ୍ରୁ ୪ ପଏଣ୍ଟ ଏବଂ +୧.୬୧୯ ନେଟ୍ ରନରେଟ୍ ସହ…
୨ ହଜାର ଟଙ୍କା ପାଇଁ ବନ୍ଧା ହେଲେ ଏଏସ୍ଆଇ
ପଦ୍ମପୁର,୫।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଏଏସ୍ଆଇ କୈଳାସ ଚନ୍ଦ୍ର ଖୁଣ୍ଟିଆ ଶୁକ୍ରବାର ରାତିରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି। ସୂଚନା ଅନୁଯାୟୀ, ଆନ୍ଦୋଳା ଅଞ୍ଚଳର ଏକ ନାବାଳିକା ଅପହରଣ ମାମଲାରେ ଅଭିଯୁକ୍ତଙ୍କୁ…
ଜାଲ୍ ସାର୍ଟିଫିକେଟ୍ ପାଇଁ ବନ୍ଧା ହେଲେ ଶିକ୍ଷକ
ଆସିକା,୫ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଜାଲ୍ ସାର୍ଟିଫିକେଟ୍ ଦେଇ ଶିକ୍ଷକତା କରୁଥିବା ଜଣେ ଶିକ୍ଷକଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଆସିକା ବ୍ଲକ ଅଧୀନ ପାଣ୍ଡିଆପଥର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବାୟାମନ ପଣ୍ଡା।…
କାନ୍ଥ ଭଙ୍ଗା ହେଉଥିବା ବେଳେ ଗଲା ଶିଶୁର ଜୀବନ
କେନ୍ଦୁଝର,୫।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅଧୀନ ଗୋଳାବନ୍ଧ ଗ୍ରାମରେ ଶୁକ୍ରବାର ମାଟି କାନ୍ଥ ପଡ଼ି ଜଣେ ୨ ବର୍ଷର ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ଘରର କାନ୍ଥ ଭଙ୍ଗା ଯାଉଥିବା ବେଳେ ଚାପି ହୋଇ ଶିଶୁର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନା…
ଜାମିନରେ ଆସିଥିବା ପୂର୍ବତନ ସରପଞ୍ଚଙ୍କୁ ହାଣି ଦେଲେ
ବ୍ରହ୍ମପୁର ଅଫିସ,୫।୧୧: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନନ୍ତେଇ ଗ୍ରାମର ପୂର୍ବତନ ସରପଞ୍ଚ ପ୍ରଦୀପ କୁମାର ବିଷୋୟୀଙ୍କୁ ଶୁକ୍ରବାର କିଛି ଦୁର୍ବୃତ୍ତ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ବ୍ରହ୍ମପୁର ବଡ଼ବଜାର ଥାନା ଅଧୀନ ସୁକୁଣ୍ଡା ରାସ୍ତାରେ ଦୁର୍ବୃତ୍ତମାନେ ଖଣ୍ଡା, କାତିରେ…
ଆର୍ଯ୍ୟନଙ୍କ ମାମଲାରୁ ହଟିଲେ ଓ୍ବାଙ୍ଖଡେ
ନୂଆଦିଲ୍ଲୀ,୫।୧୧: ଆର୍ଯ୍ୟନ ଖାନଙ୍କ ଡ୍ରଗ୍ସ ମାମଲାର ତଦନ୍ତ କରୁଥିବା ନାର୍କୋଟିକ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି)ର ଟିମ୍ର ନେତୃତ୍ୱରୁ ସମୀର ଓ୍ବାଙ୍ଖଡେଙ୍କୁ ହଟାଇ ଦିଆଯାଇଛି। ଏହି ମାମଲାର ତଦନ୍ତ କରିବା ପାଇଁ ବରିଷ୍ଠ ପୋଲିସ ଅଧିକାରୀ ସଞ୍ଜୟ ସିଂଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର…
Archives


